ମନୋରଞ୍ଜନ

‘କଭି ଖୁସି କଭି ଗମ୍‌’କୁ ପୂରିଲା ୧୮ ବର୍ଷ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ କରଣ ଜୋହରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କଭି ଖୁସି କଭି ଗମ୍‌’ ୟଶରାଜ ପ୍ରଡକ୍ସନର ସବୁଠାରୁ ହିଟ୍‌ ଫିଲ୍ମ ମଧ୍ୟରୁ ଅନ୍ୟତମ। ଏହି ଫିଲ୍ମ ୨୦୦୧ ଡିସେମ୍ବର ୧୪ରେ ରିଲିଜ୍‌ ହୋଇଥିଲା। ଏହି ଫିଲ୍ମକୁ ୧୮ବର୍ଷ…

ଅପେକ୍ଷାର ଅନ୍ତ ଘଟିଲା: ଏହି ଦିନ ଆସିବ କେଜିଏଫ୍‍-୨ର ଫାଷ୍ଟ ଲୁକ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ୟଶଙ୍କ ସୁପରହିଟ୍‌ ଫିଲ୍ମ କେଜିଏଫ୍‌ର ଦ୍ୱିତୀୟ ସଂସ୍କରଣ ଖୁବ୍‌ଶୀଘ୍ର ଆସୁଛି। ଏହି ଫିଲ୍ମକୁ ନେଇ ବହୁ ଦିନରୁ ଦର୍ଶକ ଅପେକ୍ଷା କରି ରହିଥିଲେ। ତେବେ ଏହି ଫିଲ୍ମର ଫାଷ୍ଟ ଲୁକ୍‌ରୁ ପରଦା ଉଠାଇବା ପାଇଁ ନିର୍ମାତା ପ୍ରସ୍ତୁତି…

ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍‌

ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍‌ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ ପାରିକରଙ୍କ ପୁଅ ଉତ୍ପଳ ପାରିକର ମଞ୍ଜୁରୀ ଦେବା ସହ ଏକ ଏଗ୍ରିମେଣ୍ଟ ସାଇନ୍‌ ମଧ୍ୟ…

ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ସହିତ କରାଇବାକୁ ଚାହୁଁଥିଲେ ଇନ୍ଦିରା ଗାନ୍ଧୀ: ରାହୁଲଙ୍କୁ ବି ପସନ୍ଦ କରୁଥିଲେ କରିନା

ମୁମ୍ବାଇ: ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ରିତୁ କପୁରଙ୍କ ସହିତ କରାଇବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଚାହୁଁଥିଲେ। ଗଣମାଧ୍ୟମ ପ୍ରତିନିଧି ରଶୀଦ୍‌ କିଦଓ୍ବାଇଙ୍କ ଦ୍ୱାରା ରଚିତ ପୁସ୍ତକ ‘ନେତା ଅଭିନେତା: ବଲିଉଡ୍‌ ଷ୍ଟାର ଇନ୍‌ ଇଣ୍ଡିଆନ୍‌…

ଏହି ଅଭିନେତ୍ରୀଙ୍କ ବିବାହରେ ନିଜ ଶରୀରରେ ସିଗାରେଟ୍‌ ଚେଙ୍କ ଦେଇଥିଲେ ରାଜ କପୁର: ନର୍ଗିସ୍‌, ସିନେମା ଓ ମଦ୍ୟପାନ ଥିଲା ୩ ଦୁର୍ବଳତା

ମୁମ୍ବାଇ: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୯୫ ତମ ଜନ୍ମ ବାର୍ଷିକୀ ଶନିବାର ପାଳିତ ହେଉଛି। ସେ ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ଜନ୍ମ ଗ୍ରହଣ କରିଥିଲେ। ୧୦ ବର୍ଷ ବୟସରୁ ସେ ଆରମ୍ଭ କରିଥିଲେ ନିଜର ଫିଲ୍ମ ଯାତ୍ରା।…

ପ୍ରେମ ମାନେନା ସୀମାରେଖା, ବିଦେଶୀଙ୍କୁ ମନଦେଇ ବିବାହ କରିଛନ୍ତି ଏସବୁ ଅଭିନେତ୍ରୀ

ବମ୍ବେ: ପ୍ରେମ ମାନେନା କୌଣସି ବାଧାବିଘ୍ନ, ସୀମାରେଖା। ବଲିଉଡ୍‌ର କେତେକ ଅଭିନେତ୍ରୀଙ୍କ କ୍ଷେତ୍ରରେ ଉକ୍ତିଟି ବେଶ୍‌ ପ୍ରଯୁଜ୍ୟ । ସେ ବବ୍‌ଲି ପ୍ରିୟଙ୍କା ଚୋପ୍ରା ହୁଅନ୍ତୁ ଅଥବା ପ୍ରୀତି ଜିଣ୍ଟା, ମାଧୁରୀ ଦିକ୍ଷୀତ୍‌ ସମସ୍ତେ ବିଦେଶୀଙ୍କୁ ମନଦେଇ ବିବାହ କରିଛନ୍ତି। ପ୍ରିୟଙ୍କା-ନିକ୍‌…

ରାଗିଣୀ ଏମ୍‌ଏମ୍‌ଏସ୍‌ ରିଟର୍ଣ୍ଣସ୍‌ର ଟ୍ରେଲର ରିଲିଜ, ବୋଲ୍ଡ ଭୂମିକାରେ ନଜର ଆସିଲେ ଦିବ୍ୟା-ବରୁଣ

ବମ୍ବେ: ରିଲିଜ୍‌ ହୋଇଛି ଓ୍ବେବ୍‌ ସିରିଜ୍‌ ରାଗିଣୀ ଏମ୍‌ଏମ୍‌ଏସ୍‌ ରିଟର୍ଣ୍ଣସ୍‌-୨ର ଟ୍ରେଲର। ୨.୫୧ ମିନିଟ୍‌ର ଏହି ଟ୍ରେଲର୍‌ରେ ସସ୍‌ପେକ୍ସ, ଆକ୍ସନ, ଥ୍ରିଲ୍‌, ବୋଲ୍ଡନେସ୍‌ ଏବଂ ହରର୍‌ ଆଦି ଭରପୂର ରହିଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ ଏହାକୁ ସାତ ଲକ୍ଷରୁ ଅଧିକ ଲୋକେ…

ବାଲାକୋଟ୍‌ ଆକ୍ରମଣ ଉପରେ ନିର୍ମାଣ ହେବ ଫିଲ୍ମ, ନିର୍ଦ୍ଦେଶନା ଦେବେ ଅଭିଷେକ କପୁର

ବମ୍ବେ: ଉରି ପରେ ଏବେ ବାଲାକୋଟ୍‌ରେ ହୋଇଥିବା ଭାରତୀୟ ବାୟୁସେନାର ଆକ୍ରମଣକୁ ନେଇ ନିର୍ମାଣ ହେବାକୁ ଯାଉଛି ଫିଲ୍ମ। ଏଥିନେଇ ଆଗକୁ ଆସିଛନ୍ତି ବଲିଉଡ୍‌ର ନାମୀଦାମୀ ପ୍ରଯୋଜକ ସଂଞ୍ଜୟ ଲୀଲା ବନ୍‌ଶାଲୀ, ଭୂଷଣ କୁମାର, ମହାବୀର ଜୈନ ଏବଂ ପ୍ରଜ୍ଞା କପୁର…

ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ

ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ ଡିଭର୍ସିଙ୍କ ହାତ ଧରିଛନ୍ତି। ଜାଣନ୍ତୁ ସେମାନଙ୍କ ସମ୍ପର୍କରେ… କରୀନା କପୁର: କରୀନା କପୁର ସୈଫ ଅଲ୍ଲୀ ଖାଁଙ୍କୁ ବିବାହ କରିଛନ୍ତି। ଏହା ପୂର୍ବରୁ ସୈଫ୍‌ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ…

ମେକଅପ୍‌ ଆର୍ଟିଷ୍ଟଙ୍କ ପୁଅ ବାହାଘରରେ ସାମିଲ ହୋଇ ସମସ୍ତଙ୍କୁ ଚମକାଇ ଦେଲେ ଭାଇଜାନ

ମୁମ୍ବାଇ: ବଲିଉଡ୍‌ରେ ନିଜର ଦରିଆ ଦିଲ୍‌ ପାଇଁ ବେଶ୍‌ ପରିଚିତ ସଲମାନ ଖାଁ। ନିକଟରେ ସେ ତାଙ୍କ ମେକଅପ୍‌ ଆର୍ଟିଷ୍ଟ ରାଜୁଙ୍କ ପୁଅ ବାହାଘରରେ ହଠାତ୍‌ ପହଞ୍ଚି ସମସ୍ତଙ୍କୁ ଚମକାଇ ଦେଇଥିବା ଜଣାପଡିଛି। ଏହି ବାହାଘର ମୁମ୍ବାଇରେ ହେଉଥିବା ବେଳେ ସଲମାନ…

କାର୍‌ରେ ଗୁଡ୍‌ ନ୍ୟୁଜର ପ୍ରମୋଶନ କଲେ ଅକ୍ଷୟ-କରିନା

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଓ ବଲିଉଡ୍‌ ବେବୋ କରିନା କପୁର ଖାଁ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ଗୁଡ୍‌ ନ୍ୟୁଜର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏବେ ଏମାନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ଫଟୋଗ୍ରାଫରଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ଏହି ଷ୍ଟାର୍‌କିଡ୍‌

ଶାହାରୁଖ୍‌ ଖାଁ ଏବଂ ଗୌରୀଙ୍କ ସାନ ପୁଅ ଅବରାମ୍‌ଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୬ ବର୍ଷର ଅବରାମ ରାଣୀ ମୁଖାର୍ଜୀଙ୍କ ଝିଅ ଆଦିରାଙ୍କ ଜନ୍ମଦିନ ପାର୍ଟିରେ ଯୋଗ ଦେବାକୁ ଯାଇଥିଲେ। ଏହି ପାର୍ଟିରେ ଅବରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?