ଅମ୍ବାନୀଙ୍କ ପାର୍ଟିରେ ଐଶ୍ୱର୍ଯ୍ୟାଙ୍କୁ ଦେଖି ଏମିତି କହିଲେ ୟୁଜର
ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କୁ ମୁକେଶ ଅମ୍ବାନୀଙ୍କ ଘରେ ଏକ ପାର୍ଟିରେ ଦେଖିବାକୁ ମିଳିଛି। ତାଙ୍କ ସହିତ ଅଭିଷେକ ମଧ୍ୟ ଦେଖିବାକୁ ମିଳିଛି। ଐଶ୍ୱର୍ଯ୍ୟା ଏକ ଲାଲ୍ ରଙ୍ଗର ଅନାରକଲି ଡ୍ରେସ୍ ପିନ୍ଧି ଖୁବ୍ ସୁନ୍ଦର ଦିଶୁଥିଲେ। ତାଙ୍କ ଚେହେରା ଦେଖି ଲାଗୁଥିଲା ଯେମିତି…
ଜୁହି @୫୨:ପ୍ରଥମେ ଜୟଙ୍କୁ ପସନ୍ଦ କରୁ ନ ଥିଲେ ଜୁହି, ଏହି କାରଣରୁ କଲେ ବିବାହ
ବଲିଉଡ୍ ଅଭିନେତ୍ରୀ ଜୁହି ଚାୱାଲା ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୭ ମସିହାରେ ଅମ୍ବାଲାରେ ଜନ୍ମଗ୍ରହଣ କରିଥିଲେ ଜୁହି। ମିସ ଇଣ୍ଡିଆ ଟାଇଟଲ ହାସଲ କରିବା ପରେ ସେ ଫିଲ୍ମ ଲାଇନରେ ପାଦ ଥାପିଥିଲେ। ତାଙ୍କ ଅଭିନୀତ ପ୍ରଥମ ସିନେମା…
ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍କର, ଆରୋଗ୍ୟ କାମନା କଲେ ପ୍ରଶଂସକ
ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ ସୁଧୁରୁଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ୯୦ ବର୍ଷ ବୟସ୍କ ମଙ୍ଗେସକର ସୋମବାର ବ୍ରିଚ କ୍ୟାଣ୍ଡି…
ଏମିତି ବିବାହ ବାର୍ଷିକୀ ପାଳନ କରିବେ ଦୀପ୍ବୀର
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବଂ ରଣବୀର ସିଂ ନଭେମ୍ବର ୧୪ରେ ପ୍ରଥମ ବିବାହ ବାର୍ଷିକୀ ପାଳନ କରିବେ। ୨୦୧୮ରେ ଉଭୟଙ୍କ ବିବାହ ଖୁବ୍ ଆଡମ୍ବରରେ ଇଟାଲୀରେ ହୋଇଥିଲା। ପ୍ରଥମ ବିବାହ ବାର୍ଷିକୀକୁ ମନେରଖିବା ପାଇଁ ପରିବାର ସହ ସମୟ ବିତାଇବେ…
ଫିଲ୍ମରୁ ଦୂରେଇଲେ ଅମିତାଭ୍ ବଚ୍ଚନ୍
ମୁମ୍ବାଇ: ଯିଏ ବଲିଉଡ୍ର ଫ୍ୟାନ୍, ସେ ବିଗ୍ ବି ଅମିତାଭ୍ ବଚ୍ଚନ୍ଙ୍କ ଫ୍ୟାନ୍ ହୋଇଥିବ ନିଶ୍ଚୟ। ଏଣୁ ଆମ ସମସ୍ତଙ୍କ ପାଇଁ ଏକ ଦୁଃଖ ଖବର। ଦଶନ୍ଧି ଦଶନ୍ଧି ଧରି ନିଜ ଅଭିନୟ ଆଉ ବ୍ୟକ୍ତିତ୍ୱ ମାଧ୍ୟମରେ ଦର୍ଶକଙ୍କ ହୃଦୟରେ ଘର…
ମଧୁବାଲାଙ୍କ ଉପରେ ବାୟୋପିକ୍ ନିର୍ମାଣ କରିବେ ଇମ୍ତିଆଜ୍ ଅଲ୍ଲୀ
ବମ୍ବେ: ବେଗମ୍ ମୁମତାଜ ଜେହାନ ଦେହଲବୀ ଓରଫ ମଧୁବାଲାଙ୍କ ଜୀବନକାହାଣୀ ଉପରେ ନିର୍ମିତ ହେବ ବାୟୋପିକ୍। ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍ତିଆଜ ଅଲ୍ଲୀ ଏହାକୁ ନିର୍ମାଣ କରିବେ। ଆଧିକାରିକ ଭାବେ ସ୍ବିକୃତି ପାଇବା ପରେ ସେ ଏନେଇ ଘୋଷଣା କରିଛନ୍ତି। ତେବେ…
ଆୟୁଷ୍ମାନଙ୍କ ୭ମ ହିଟ୍ ଫିଲ୍ମ ‘ବାଲା’: ୪ ଦିନରେ ୫୦ କୋଟି କ୍ଲବରେ ହେଲା ସାମିଲ
ବମ୍ବେ: ଖିଲାଡ଼ି କିଙ୍ଗ୍ ଅକ୍ଷୟ କୁମାରଙ୍କ ପରେ ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍ ଦେଉଥିବା ଅଭିନେତା ପାଲଟିଛନ୍ତି ଆୟୁଷ୍ମାନ ଖୁରାନ୍ନା। ଶୁକ୍ରବାର ରିଲିଜ ହୋଇଥିବା ‘ବାଲା’ ବକ୍ସ ଅଫିସରରେ ଭଲ ବ୍ୟବସାୟ କରିବା ସହ ମାତ୍ର ୪ ଦିନରେ ୫୦କୋଟି…
ଶୁଟିଂ ସେଟ୍ରେ ହାତାହାତି ହେଲେ ଅକ୍ଷୟ-ରୋହିତ: ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ତାଙ୍କର ଅପ୍ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମର ନିର୍ଦ୍ଦେଶନା ଭାର ତୁଳାଇଛନ୍ତି ବଲିଉଡ୍ର ନାମୀ ନିର୍ଦ୍ଦେଶକ ରୋହିତ ସେଟ୍ଟୀ। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ଅକ୍ଷୟ…
‘ଦବଙ୍ଗ ୩’ରେ ପ୍ରଶଂସକଙ୍କ ଡାଏଲଗ କହିବେ ସଲମାନ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ଏବେ ତାଙ୍କ ପ୍ରଶଂସକଙ୍କ ଡାଏଲଗ କହିବେ ବୋଲି ଶୁଣିବାକୁ ମିଳିଛି। ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ‘ଦବଙ୍ଗ ୩’କୁ ନେଇ ଏକ ଭିଡିଓ ଅପଲୋଡ କରିଛନ୍ତି। ଯେଉଁଥିରେ ସେ ତାଙ୍କ ଫ୍ୟାନମାନଙ୍କୁ ଡାଏଲଗ ମାଗିଥିବା…
ଗରିବ ହୋଇଯାଇଛନ୍ତି ଦୀପିକା !
ମୁମ୍ବାଇ: ବଲିଉଡ୍ ନାୟିକା ଦୀପିକା ପାଦୁକୋନ୍ ଏବେ ତାଙ୍କ ଅପକମିଙ୍ଗ ପ୍ରୋଜେକ୍ଟ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ଏହାରି ଭିତରେ ବି ସେ ସମୟ ବାହାର କରି ତାଙ୍କ ବେଷ୍ଟ ଫ୍ରେଣ୍ଡ ଉର୍ବଶୀ କୋଶଓ୍ବାନୀଙ୍କ ବିବାହରେ ଯୋଗ ଦେଇ ଆସିଛନ୍ତି ଚର୍ଚ୍ଚାକୁ।…
ଲତାଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ
ମୁମ୍ବାଇ,୧୨।୧୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ରବିବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ମିଳିବା ପରେ ତାଙ୍କ ପ୍ରଶଂସକମାନେ ଲତାଙ୍କର ଆଶୁ…
ମୁନ୍ନି ପରେ ‘ମୁନ୍ନା ବଦ୍ନାମ୍ ହୁଆ’..ଗୀତ ରିଲିଜ୍
ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍ ହେବା ପରେ ଏବେ ବ୍ୟାକ୍ ଟୁ ବ୍ୟାକ୍ ଗୀତ୍ଗୁଡିକ ମଧ୍ୟ ରିଲିଜ୍ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ୍ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବଦ୍ନାମ୍ ହୁଆ’ ଗୀତଟିର…
Archives


