ଅଭିନବ ପ୍ରୟାସ
ଓଡ଼ିଆ ସିନେମାର ବର୍ତ୍ତମାନର ଅବସ୍ଥାକୁ ନେଇ ଏବେ ଅନେକ ପ୍ରଶ୍ନବାଚୀ। ସିନେମା ଦେଖିବାକୁ ଦର୍ଶକ ପୂର୍ବଭଳି ଆଗ୍ରହ ପ୍ରକାଶ କରୁନାହାନ୍ତି, ଅନ୍ୟ ପ୍ରାନ୍ତୀୟ ସିନେମାରୁ ଅଧିକାଂଶ ଓଡ଼ିଆ ସିନେମା କପି କରାଯାଉଛି-ଏପରି ଅନେକ ପ୍ରଶ୍ନ ମନ ଭିତରେ ଉଙ୍କି ମାରୁଛି। ତଥାପି…
ଆଲିଆ ଭଟ୍ଟ ହେଲେ ଏସିଆର ସବୁଠୁ ସେକ୍ସି ମହିଳା
ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ ୨୦୧୯ରେ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଛନ୍ତି। ବ୍ରିଟେନର ସାପ୍ତାହିକ ଖବରକାଗଜ ‘ଇଷ୍ଟର୍ଣ୍ଣ ଆଇ’ ଦ୍ୱାରା ଜାରି କରାଯାଇଥିବା ସର୍ଭେରେ ଏହା କୁହାଯାଇଛି। ସେହିପରି ବଲିଉଡ୍ ଲିଡ୍ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍ଙ୍କୁ ଦଶକର ସବୁଠୁ ସେକ୍ସି…
୬୯ ବର୍ଷରେ ଥାଲାଇବା
ବେଙ୍ଗାଲୁରୁ: ଫିଲ୍ମଷ୍ଟାର ରଜନୀକାନ୍ତ ଗୁରୁବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୦ ଡିସେମ୍ବର ୧୨ରେ ବେଙ୍ଗାଲୁରୁଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଶିବାଜୀ ରାଓ ଗାଏକ୍ୱାଡ୍। ତାଙ୍କୁ ଲୋକେ ସ୍ନେହରେ ଥାଲାଇବା ବୋଲି ଡାକିଥାନ୍ତି। ଫ୍ୟାମିିଲିକୁ ଅଧିକ ଗୁରୁତ୍ୱ…
ରଣବୀରଙ୍କ ନାୟିକା ସାଜିବେ ଶାଳିନୀ
ବମ୍ବେ: ନିଜର ଆଗାମୀ ଚଳଚ୍ଚିତ୍ରରେ ଜଣେ ଦକ୍ଷିଣ ଭାରତୀୟ ହିରୋଇନ୍ଙ୍କ ସହ ରୋମାନ୍ସ କରିବେ ରଣବୀର ସିଂହ। ଫିଲ୍ମ ‘ଜୟେଶଭାଇ ଜୋରଦାର୍’ରେ ଅଭିନେତ୍ରୀ ଶାଳିନୀ ପାଣ୍ଡେଙ୍କ ସହ ସେ ନଜର ଆସିବେ। ୟଶରାଜ ଫିଲ୍ମ ବ୍ୟାନର୍ରେ ଚଳଚ୍ଚିତ୍ରଟି ନିର୍ମାଣ ହେବାକୁ ଯାଉଛି।…
ବିବାହକୁ ନେଇ ଖୁସି ନାହାନ୍ତି ରାକ୍ଷୀ, ଭିଡିଓ ଶେୟାର କରି କହିଲେ,‘ବିବାହ କରିବା ଉଚିତ ନୁହେଁ’
ବମ୍ବେ: ସବୁବେଳେ ବିବାଦକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତ। ନିକଟରେ ସେ ବିବାହ କରିଥିବା କଥା ସାମ୍ନାକୁ ଆସିଥିଲା। ସେ ବେକରେ ମଙ୍ଗଳସୂତ୍ର ପକାଇ ସିନ୍ଥିରେ ସିନ୍ଦୁର ଭରି ଅନେକ ଫଟୋ ଓ ଭିଡିଓ ପୋଷ୍ଟ କରିବା…
ବିବାହ ବାର୍ଷିକୀରେ ରୋମାଣ୍ଟିକ୍ ହେଲେ ଅନୁଷ୍କା-ବିରାଟ
ବମ୍ବେ: ଦୁଇ ବର୍ଷ ତଳେ ଠିକ୍ ଆଜିର ଦିନରେ ହାତକୁ ଦୁଇହାତ ହୋଇଥିଲେ ଅଭିନେତ୍ରୀ ଅନୁଷ୍କା ଶର୍ମା। ପ୍ରେମିକ ତଥା କ୍ରିକେଟର ବିରାଟ କୋହଲିଙ୍କ ହାତ ଧରିଥିଲେ ସେ। ଇତିମଧ୍ୟରେ ସେମାନଙ୍କ ବିବାହକୁ ଦୁଇ ବର୍ଷ ପୂରିଛି। ଏହି ଅବସରରେ ବିରାଟଙ୍କ…
ଇନ୍ଷ୍ଟାଗ୍ରାମ୍ରେ ଗୋଟିଏ ପୋଷ୍ଟ ପାଇଁ କୋଟିଏରୁ ଅଧିକ ଟଙ୍କା ନିଅନ୍ତି ପ୍ରିୟଙ୍କା
ବମ୍ବେ: ଆଜିର ଅତ୍ୟାଧୁନିକ ଯୁଗରେ ଯୋଗାଯୋଗର ପ୍ରମୁଖ ମାଧ୍ୟମ ପାଲଟିଛି ସୋସିଆଲ ମିଡିଆ। ଖୁବ୍ କମ୍ ସମୟରେ ଏହା ଜଣଙ୍କ ପାଖରେ ନିଜର ମନ କଥା ପହଞ୍ଚାଇଦିଏ। ଠିକ୍ ସେଥିପାଇଁ ସେଲିବ୍ରିଟିମାନେ ପ୍ରଶଂସକମାନଙ୍କ ସହ ସିଧା ଯୋଡ଼ି ହେବାକୁ ସୋସିଆଲ ମିଡିଆର…
୨୭ ବର୍ଷରେ ଏତେ ବଦଳିଗଲେଣି ଅମିତାଭଙ୍କ ‘ଜୁମାଚୁମା’ ଗାର୍ଲ
ଅମିତାଭ ବଚ୍ଚନଙ୍କ ‘ଜୁମା ଚୁମା’ ଗାର୍ଲଙ୍କୁ କେହି ବି ଭୁଲିପାରିବେ ନାହିଁ। ୧୯୯୧ରେ ଆସିଥିବା ଫିଲ୍ମ ‘ହମ୍’ରେ ବୋଲ୍ଡ ସିନ୍ ଦେଇଥିଲେ ଏହି ଅଭିନେତ୍ରୀ। ସେ ଆଉ କେହି ନୁହନ୍ତି, କିମି କାଟ୍କର ହେଉଛନ୍ତି ବିଗ୍ ବିଙ୍କ ‘ଜୁମା ଚୁମା’ ଗାର୍ଲ।…
ସୁନ୍ଦରୀ ହେବା ପାଇଁ ପ୍ଲାଷ୍ଟିକ୍ ସର୍ଜରୀ କରାଇଥିଲେ ଏହିସବୁ ଅଭିନେତ୍ରୀ
ବଲିଉଡ୍ର ଅଧିକାଂଶ ଅଭିନେତ୍ରୀ ବାସ୍ତବରେ ସୁନ୍ଦରୀ ହୋଇଥିବା ବେଳେ ଆଉ କିଛି ଅଭିନେତ୍ରୀ ନିଜର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ପ୍ଲାଷ୍ଟିକ ସର୍ଜରୀ କରାଇଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀମାନଙ୍କ ସମ୍ପର୍କରେ… ପ୍ରିୟଙ୍କା ଚୋପ୍ରା: ବଲିଉଡ୍ଠାରୁ ଆରମ୍ଭ କରି ହଲିଉଡ୍ ପର୍ଯ୍ୟନ୍ତ ପ୍ରିୟଙ୍କା ଚୋପ୍ରା…
ଆସନ୍ତା ବର୍ଷ ବଲିଉଡ୍ରେ ପାଦ ରଖିପାରନ୍ତି ଏହି ଷ୍ଟାର କିଡ୍ସ
ମୁମ୍ବାଇ: ପ୍ରତିବର୍ଷ ବଲିଉଡ୍ରେ ନୂଆ ନୂଆ ଷ୍ଟାର କିଡ୍ସଙ୍କୁ ଦେଖିବାକୁ ମିଳେ। ସେଥିମଧ୍ୟରୁ କେତେକଙ୍କୁ ସଫଳତା ମିଳିଥିବା ବେଳେ କେତେ ଜଣଙ୍କୁ ବିଫଳତାର ମୁହଁ ଦେଖିବାକୁ ପଡ଼ିଥାଏ। ୨୦୧୯ରେ ମଧ୍ୟ କେତେକ ସେଲିବ୍ରିଟିଙ୍କ ଷ୍ଟାର କିଡ୍ସ ନିଜର ଭାଗ୍ୟ ପରୀକ୍ଷା କରିଛନ୍ତି।…
ରାସ୍ତାରେ ବେଲୁନ୍ ବିକୁଥିବା ଦେଢ ବର୍ଷର ପିଲାକୁ କୋଳେଇ ନେଲେ ନୁଶରତ୍, ଫଟୋ ଭାଇରାଲ
ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍ପି ନୁଶରତ୍ ଜାହାଁଙ୍କ ଇନଷ୍ଟାଗ୍ରାମର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ନୁଶରତ୍ ଫୁଟପାଥ୍ରେ ବୁଲୁଥିବା ଏକ ପିଲାଟିକୁ ଜାବୁଡି ଧରି ଚୁମ୍ବନ ଦେଉଥିବାର ଦେଖାଯାଇଛି। ଏହି ଫଟୋକୁ ୟୁଜର୍ସ ବେଶ୍…
କପିଲଙ୍କ ସହ ବିବାଦ ଭୁଲିଲେ ସୁନିଲ, ବାପା ହେବା ନେଇ ଜଣାଇଲେ ଶୁଭେଚ୍ଛା
ବମ୍ବେ: ଲୋକପ୍ରିୟ କମେଡିଆନ୍ କପିଲ ଶର୍ମା-ସୁନିଲ ଗ୍ରୋଭରଙ୍କ ମଧ୍ୟରେ ଉପୁଜିଥିବା ବିବାଦ ବିଷୟରେ କାହାକୁ ବା ଅଚ୍ଛପା। ଉଭୟଙ୍କୁ ଏକାଠି ଗୋଟିଏ ମଞ୍ଚରେ ଦେଖିବା ଲାଗି ପ୍ରଶଂସକମାନେ ଚାହିଁ ବସିଥିବା ବେଳେ ସୁନିଲ କିନ୍ତୁ ତାହା ଚାହୁଁ ନାହାନ୍ତି। ଫଳରେ ବିବାଦ…

