ସେନା ଚରିତ୍ରରେ ନଜର ଆସିବେ ବରୁଣ
ମୁମ୍ବାଇ: ଆକ୍ସନ, କମେଡି ଓ ଇମୋଶନରେ ଦର୍ଶକଙ୍କୁ ବାନ୍ଧି ରଖୁଥିବା ଅଭିନେତା ବରୁଣ ଧଓ୍ବନଙ୍କୁ ଏବେ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିବ। ପରମବୀରଚକ୍ରରେ ସମ୍ମାନୀତ ସେନା ଅଧିକାରୀ ଅରୁଣ କ୍ଷେତ୍ରପାଳଙ୍କ ବାୟୋପିକ୍ରେ ଏବେ ବରୁଣ ଅଭିନୟ କରିବାକୁ ଯାଉଛନ୍ତି ବୋଲି ଶୁଣିବାକୁ…
ଦର୍ଶକଙ୍କ ମନକୁ ଛୁଇଁଲା ‘ବାଲା’
ମୁମ୍ବାଇ: ବଲିଉଡ୍ ମୁଭି ବାଲା ପ୍ରଥମ ଦିନରେ ହିଁ କମାଲ୍ କରିଛି। ଆୟୁଷ୍ମାନ ଖୁରାନା, ଭୂମି ପେଡନେକର ଓ ୟାମି ଗୌତମଙ୍କ ଅଭିନୀତ ଏହି ଫିଲ୍ମ ପ୍ରଥମ ଦିନରେ ହିଁ ଦର୍ଶକଙ୍କ ଦିଲ୍ ଜିତିଛି। ଅମର କୌଶିକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ…
ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଉପରେ ମତ ରଖିଲା ବଲିଉଡ୍
ମୁମ୍ବାଇ,୯।୧୧: ସୁପ୍ରିମକୋର୍ଟ ଶନିବାର ଅଯୋଧ୍ୟା ମାମଲାକୁ ନେଇ ଐତିହାସିକ ରାୟ ଦେଇଛନ୍ତି। ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେବା ସ୍ପଷ୍ଟ ହୋଇଯାଇଛି। ଏହାସହ ସୁପ୍ରିମକୋର୍ଟ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣକୁ ନେଇ ଏକ ଟ୍ରଷ୍ଟ ଗଠନ କରିବାକୁ ଅନୁମତି…
କରଣଙ୍କ ପାଦ ଛୁଇଁଲେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ ତାଙ୍କ କ୍ୟାରିୟରରେ ଆଗକୁ ବଢ଼ିବାରେ ଲାଗିଛନ୍ତି। ଏବେ ସେ ଅନ୍ୟମାନଙ୍କଠାରୁ କମ୍ ବଜେଟରେ କାମ କରୁଛନ୍ତି ବୋଲି କୁହାଯାଉଛି। କିନ୍ତୁ ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସ୍ରେ ଶହେ କୋଟିରୁ ଊର୍ଦ୍ଧ୍ୱ ଆୟ କରୁଛି।…
କାହିଁକି ଫେରି ପାରୁ ନାହାଁନ୍ତି ରାମ
ମୁମ୍ବାଇ: ଟେଲିଭିଜନ ପରଦାରେ ଦିନେ ଚହଳ ପକାଇଥିବା ରାମାନନ୍ଦ ସାଗରଙ୍କ ଧାରାବାହିକ ରାମାୟଣ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇରହିଛି। ଯେତେବେଳେ ଏହା ପ୍ରସାରଣ ହେଉଥିଲା ସେତେବେଳେ ରାସ୍ତାଘାଟ ଶୂନଶାନ୍ ହୋଇ ଯାଉଥିଲା। ଆଉ ଏଥିରେ ମୁଖ୍ୟ ଭୂମିକା ଅର୍ଥାତ୍ ରାମଙ୍କ…
ପ୍ରଥମ ବିବାହ ବାର୍ଷିକୀ ପାଇଁ ସ୍ବତନ୍ତ୍ର ପ୍ରସ୍ତୁତିରେ ଅଛନ୍ତି ନିକ୍
ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଆମେରିକାନ୍ ସିଙ୍ଗର ନିକ୍ ଜୋନସ୍ ଏବର୍ଷ ପାଳନ କରିବେ ତାଙ୍କର ପ୍ରଥମ ବିବାହ ବାର୍ଷିକୀ। ଏଥିପାଇଁ ଏହି କପଲ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ତେବେ ପ୍ରିୟଙ୍କାଙ୍କ ଅପେକ୍ଷା ନିକ୍ ଅଧିକ…
ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍
ଅଭିନେତା ସୈଫ୍ ଅଲ୍ଲୀ ଖାନ୍ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ କିପରି ଗମ୍ଭୀରତାର ସହ ନେବ ତାହା ହିଁ ଅମ୍ରିତା ବତାଇ ଦେଇଛନ୍ତି। ନିକଟରେ ଏକ…
ସାଇନାଙ୍କ ବାୟୋପିକ୍ ପାଇଁ କଠିନ ପରିଶ୍ରମ କରୁଛନ୍ତି ପରୀ
ମୁମ୍ବାଇ: ଯେତେବେଳେ ବାୟୋପିକ୍ କଥା ଆସେ, ସେତେବେଳେ ଅଭିନେତ୍ରୀ/ଅଭିନେତାଙ୍କୁ ବିଶେଷ ପ୍ରସ୍ତୁତି କରିବାକୁ ପଡ଼ିଥାଏ। କାରଣ କୌଣସି କାଳ୍ପନିକ ଚରିତ୍ରକୁ ପରଦା ଉପରେ ଜୀବନ୍ତ କରି ଉତାରିବାଠାରୁ କାହିଁ କେତେ ଗୁଣ କଷ୍ଟକର ଜଣେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଚରିତ୍ରରେ ଅଭିନୟ କରିବା।…
ବଲିଉଡ୍ର ଦାମୀ ହିରୋ
ମୁମ୍ବାଇ: ସଲ୍ମାନ ଖାନ୍ ହୁଅନ୍ତୁ ବା ଶାହରୁଖ୍ ଖାନ୍, ଆମୀର ଖାନ୍ ହୁଅନ୍ତୁ ବା ହ୍ରିତିକ୍ ରୋଶନ, ଏହି ହିରୋମାନେ ଦଶନ୍ଧି ଧରି ବଲିଉଡ୍ରେ ନିଜର ଦବ୍ଦବା ବଜାୟ ରଖିଛନ୍ତି। ହେଲେ ବଲିଉଡ୍ ସୁପର୍ଷ୍ଟାର ଅକ୍ଷୟ କୁମାରଙ୍କ କଥା ଟିକେ ଅଲଗା।…
ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ
ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି। ନିଜ ସ୍ବାସ୍ଥ୍ୟ ବିଷୟରେ ଫ୍ୟାନ୍ଙ୍କୁ ସୂଚନା ଦେବାକୁ ଯାଇ ସେ ଏହା କହିଛନ୍ତି। ନିକଟରେ…
ଡିସେମ୍ବର ୧୧ରୁ ପୁଣି ଶୋ’ରୁ ଛୁଟିନେବେ କପିଲ୍
କମେଡି କିଙ୍ଗ୍ କପିଲ ଶର୍ମା ଖୁବ୍ ଶୀଘ୍ର ବାପା ହେବାକୁ ଯାଉଛନ୍ତି। କିଛିମାସ ତଳେ ସ୍ତ୍ରୀ ଗିନି ଚତ୍ରଥଙ୍କ ସହିତ ସମୟ କାଟିବା ପାଇଁ ‘ଦ କପିଲ ଶର୍ମା ଶୋ’ରୁ ୧୦ ଦିନ ଛୁଟି ନେଇ କାନାଡା ଯାଇଥିଲେ। ଶୁଣିବାକୁ ମିଳୁଛି…
‘ଲଗାନ୍’ ଶୁଟିଂ ସେଟ୍ରେ କିରଣଙ୍କୁ ଭେଟିଥିଲେ ଆମିର
ବମ୍ବେ: ସୁପରହିଟ୍ ବଲିଉଡ୍ ଫିଲ୍ମ ‘ଲଗାନ୍’ରୁ ନିର୍ଦ୍ଦେଶନା ଦେଇଥିଲେ ଆମିର ଖାଁଙ୍କ ସ୍ତ୍ରୀ କିରଣ ରାଓ। ସହ ନିର୍ଦ୍ଦେଶିକା ଭାବେ ଏଥିରେ କାମ କରିଥିଲେ ସୁଦ୍ଧା ଏହା ତାଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ କରିଥିଲା। କାରଣ ପ୍ରଥମ ଥର ଲାଗି ଏହି…
Archives


