ମନୋରଞ୍ଜନ

ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡରେ ଚମକିଲେ ବଲିଉଡ୍‌ କଳାକାର

ମୁମ୍ବାଇ: ମୁମ୍ବାଇର ଗୋରେଗାଓଁ ସ୍ଥିତ ଫିଲ୍ମ ସିଟିରେ ରବିବାର ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡସ୍‌ ଶୋ’ର ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲିଉଡ୍‌ରୁ ଆରମ୍ଭ କରି ଟେଲିଜଗତର ବହୁ ନାମୀଦାମି ବ୍ୟକ୍ତିବିଶେଷ ଯୋଗଦେଇଥିଲେ। ଏଥିରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ, ଅଭିନେତା ରଣବୀର…

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ପୁଣିଥରେ ସେ ଏମିତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ…

ଛୋଟ ପିଲା ଭାବି ଇଣ୍ଡଷ୍ଟ୍ରିରେ ମୋତେ ଗୁରୁତ୍ୱ ଦେଉ ନ ଥିଲେ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ମାପିଚୁପି କଥା କହୁ ନ ଥିବା କଳାକାରଙ୍କ ମଧ୍ୟରୁ ବଲିଉଡ୍‌ ଅଭିନେତା ରିଷି କପୁର ଅନ୍ୟତମ। ବଲିଉଡ୍‌ ହେଉ କି ବ୍ୟକ୍ତିଗତ ଜୀବନକୁ ନେଇ ସବୁବେଳେ ସେ ସ୍ପଷ୍ଟବାଦୀ କଥା କହିବାରେ ବିଶ୍ୱାସ ରଖନ୍ତି। ପୂର୍ବରୁ କେବଳ…

ଆଲିଆଙ୍କୁ ସହି ପାରୁନାହାନ୍ତି କଙ୍ଗନାଙ୍କ ଭଉଣୀ

ଅଭିନେତ୍ରୀ କଙ୍ଗନା ଏବଂ ତାଙ୍କ ଭଉଣୀ ରଙ୍ଗୋଲୀ ଚନ୍ଦେଲ ଆଲିଆଙ୍କୁ ଜମା ସହିପାରୁନାହାନ୍ତି। କିଛିଦିନ ହେବ ପ୍ରତ୍ୟେକ କଥାରେ ଆଲିଆଙ୍କୁ ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ରଙ୍ଗୋଲୀ ଏକ ଟୁଇଟ୍‌ କରି ଆଲିଆଙ୍କ ପ୍ରତି ସିଧା ଆରୋପ ଲଗାଇଛନ୍ତି। ଅସଲ କାରଣ ହେଲା…

ଦିୟା ମିର୍ଜା ‘ତୁମ୍‌ସା ନେହିଁ ଦେଖା’ରେ ଶୁଟିଂ ସେଟ୍‌ରେ ହରାଇଥିଲେ ନିଜର ନିୟନ୍ତ୍ରଣ…

ମୁମ୍ବାଇ,୯।୧୨: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଦିୟା ମିର୍ଜା ସୋମବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ ମଲ୍ଟି ମିଡ଼ିଆ କମ୍ପାନୀର ମାକେର୍ଟିଂ ଏକ୍ସିକ୍ୟୁଟିଭ୍‌ ଭାବେ ଦିୟା ନିଜର କ୍ୟାରିୟର ଆରମ୍ଭ କରିଥିଲେ।…

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ ନେବା ପାଇଁ ଚାହୁଁଛନ୍ତି। ଖୁବ୍‌ଶୀଘ୍ର ସେ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଫିଲ୍ମରେ…

ଆଲିଆଙ୍କ ନୂଆ ଫଟୋଶୁଟ୍‌, ପ୍ରଶଂସକ କହିଲେ- ଦୀପିକାଙ୍କ ଭଳି ଲାଗୁଛ

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ-ଦୀପିକା ପାଦୁକୋନଙ୍କ ମଧ୍ୟରେ ଭିନ୍ନ ସମ୍ପର୍କ। ଗୋଟିଏ ପଟେ ଉଭୟ ଭଲ ବନ୍ଧୁ ହୋଇଥିବା ବେଳେ ଅପରପକ୍ଷେ ଦୀପିକାଙ୍କ ପୂର୍ବତନ ପ୍ରେମିକ ରଣବିର କପୁରଙ୍କୁ ଭଲ ପାଉଛନ୍ତି ଆଲିଆ। ହେଲେ ଏହାକୁ ନେଇ ସମ୍ପର୍କ ଖଟା…

ଡୋନାଲ୍ଡ ଟ୍ରମ୍ପଙ୍କ ବାୟୋପିକରେ କାମ କରିବାକୁ ଚାହାନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ବେଶ୍‌ କିଛି ସମୟ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ଐତିହାସିକ ମୁଭି ‘ପାନିପତ’ରେ ପୁଣିଥରେ ସଞ୍ଜୟଙ୍କର ଦମଦାର ଆକ୍ଟିଙ୍ଗ ଦର୍ଶକଙ୍କୁ ଆକୃଷ୍ଟ କରିବ ବୋଲି ନିର୍ଦ୍ଦେଶକ ଆଶା ରଖିଛନ୍ତି। ନିଜ ବାୟୋପିକରେ ନ…

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ଅଭିଯାନକୁ ନେଇ ସେ କହିଛନ୍ତି ଏହା ଖାଲି ଅଭିଯାନରେ…

ଗୀତ ଆଣିଲା ଯାତ୍ରାକୁ

ମମତା ବାରିକ। ଓଡ଼ିଆ ଯାତ୍ରା ଜଗତର ଜଣେ ସ୍ବନାମଧନ୍ୟ ଗାୟିକା। କେବଳ ସେ ଗାୟିକା ନୁହନ୍ତି; ଜଣେ ଆଙ୍କର ଭାବରେ ମଧ୍ୟ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଜଗତ୍‌ସିଂହପୁରର ଶରତଚନ୍ଦ୍ର ଦାଶ ଓ ମଞ୍ଜୁବାଳା ଦାଶଙ୍କ କୋଳରେ…

ମିଛରେ ନୁହେଁଁ; ସେଦିନ ସତରେ କାନ୍ଦିଥିଲି: ଦୀପକ ରଞ୍ଜନ ବୋଷ

କଳାକାରଟିଏ କେତେବେଳେ ହସି ଆମକୁ ହସାଏ ତ କେତେବେଳେ କାନ୍ଦି ଆମକୁ କନ୍ଦାଏ। ତେବେ ହସି ହସାଉଥିବା କଳାକାରଟି ଯେ ସତରେ ହସୁଥାଏ ତାହାର କିଛି ଗ୍ୟାରେଣ୍ଟି ନାହିଁ। ହୁଏତ ଭିତରେ ବି ରହିଥାଇପାରେ ଅସୁମାରି ଦୁଃଖ। ମାତ୍ର ସେ କଳାକାର।…

ଭିନ୍ନ ଲୁକ୍‌ରେ ଆମିର

ମୁମ୍ବାଇ: ବଲିଉଡ୍‌ ନାୟକ ଆମିର ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରେ ଆଉ ନଜର ଆସୁ ନାହାନ୍ତି। ହେଲେ ବଲିଉଡର ଏହି ମିଷ୍ଟର ପରଫେକ୍ସନିଷ୍ଟ ତାଙ୍କ ଅପ୍‌କମିଙ୍ଗ ଫିଲ୍ମକୁ ନେଇ ଏବେ ଚର୍ଚ୍ଚାରେ ରହୁଛନ୍ତି। ଖୁବ୍‌ଶୀଘ୍ର ସେ ଲାଲ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?