ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ
ମୁମ୍ବାଇ,୮।୧୨: ବଲିଉଡ୍ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିବା ବେଳେ ପୁଣେରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏବେ ଏକ ଫିଲ୍ମ ଶୁଟିଂରେ…
‘କେଦାରନାଥ’ର ଗୋଟିଏ ବର୍ଷ ପୂର୍ତ୍ତି: ପୋଷ୍ଟ ଲେଖି ପୁରୁଣା ସ୍ମୃତିକୁ ମନେ ପକାଇଲେ ସାରା
ବମ୍ବେ: ଇତିମଧ୍ୟରେ ଫିଲ୍ମ ‘କେଦାରନାଥ’କୁ ପୁରିଛି ଏକ ବର୍ଷ। ସୋସିଆଲ ମିଡିଆରେ ଫିଲ୍ମ ସହ ଜଡିତ କିଛି ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେପକାଇଛନ୍ତି ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍। ଗୋଟିଏ ବର୍ଷ ବିତିଯାଇଥିବା ଭଳି ମନେ ହେଉ ନ…
୪୭ ବର୍ଷ ବୟସରେ ବି ସୁପରଫିଟ୍ ମନ୍ଦିରା
ବମ୍ବେ: ବୟସବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଏ। ହେଲେ କେତେଜଣ ନାୟିକା ଅଛନ୍ତି ଯେଉଁମାନେ ସବୁବେଳେ ଏଭରଗ୍ରିନ୍। ସେ ରେଖା ହୁଅନ୍ତୁ ଅବା ମାଧୁରୀ, ବୟସର ଛାପ ଯେମିତି ସେମାନଙ୍କ ପାଖ ମାଡେନି ସେଭଳି ମନେହୁଏ। କେବଳ ଯେ ବଲିଉଡ୍ ଅଭିନେତ୍ରୀ ତାହା…
ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ
ମୁମ୍ବାଇ,୭।୧୨: ବଲିଉଡ୍ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ଏମିତିକି ସୋସିଆଲ ଇସ୍ୟୁକୁ ନେଇ ସେ ଅନେକ ସମୟରେ ବ୍ଲଗ ମଧ୍ୟ ଲେଖି ଥାଆନ୍ତି। ଏବେ…
ସିଦ୍ଧାନ୍ତଙ୍କ ସହ ରୋମାନ୍ସ କରିବେ ଦୀପିକା
ବମ୍ବେ: ନୂଆ ନାୟକଙ୍କ ସହ ରୋମାନ୍ସ କରିବେ ଦୀପିକା। ସେ ବି ନିର୍ଦ୍ଦେଶକ ଶକୁନ ବତ୍ରାଙ୍କ ଆଗାମୀ ଫିଲ୍ମରେ। ଚଳଚ୍ଚିତ୍ରର ନାମ ଏଯାଏ ଫାଇନାଲ୍ ହୋଇ ନ ଥିଲେ ହେଁ ଗଲି ବୟ ଫେମ୍ ସିଦ୍ଧାନ୍ତ ଚତୁର୍ବେଦୀ ନାୟକ ହେବା ନିଶ୍ଚିତ…
ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଜସି ଜୈସି କୋଇ ନେହିଁ ଫେମ୍
ମୁମ୍ବାଇ: ଜଣାଶୁଣା ଟିଭି ସିରିୟଲ ‘ଜସି ଜୈସି କୋଇ ନେହିଁ’ରୁ ପପୁଲାର ହୋଇଥିବା ମୋନା ସିଂହ ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି। ଆଉ ଏଥିପାଇଁ ବିବାହ ପୂର୍ବରୁ ସେ ନିଜର ସମସ୍ତ କାମ ଓ ଶୁଟିଂ ଶେଷ କରୁଥିବା ଜଣାପଡ଼ିଛି।…
ପ୍ରଥମ ଦିନରେ ହିଁ କମାଲ କଲା ‘ପତି ପତ୍ନୀ ଔର ଓ୍ବ’
ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ, ଭୂମି ପେଡନେକର ଓ ଅନନ୍ୟା ପାଣ୍ଡେଙ୍କ ଅଭିନୀତ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ପ୍ରଥମ ଦିନରୁ ହିଁ କମାଲ କରିଛି। ଏଥର ଫ୍ରାଇଡେ ରିଲିଜ୍ରେ ସାମିଲ ହୋଇଥିବା ଏହି ଫିଲ୍ମକୁ ଦର୍ଶକ ତଥା ଫିଲ୍ମ କ୍ରିଟିକଙ୍କ…
ଭିନ୍ନ ଲୁକ୍ରେ କରୀନା
ବଲିଉଡ୍ର ଫ୍ୟାଶନ କୁଇନ୍ କରୀନା କପୁର ଖାନ୍ଙ୍କ ଭିନ୍ନ ଲୁକ୍ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି। ତାଙ୍କର ଏହି ନୂଆ ଲୁକ୍କୁ ପ୍ରଶଂସକ ବେଶ୍ ପ୍ରଶଂସା କରୁଛନ୍ତି। କରୀନା ଯେଉଁ ଡ୍ରେସ୍ ପିନ୍ଧିଛନ୍ତି ଏହାକୁ ନେଇ ପ୍ରଶଂସକମାନେ ଭିନ୍ନ…
କାନାଡାର ନାଗରିକତା ଛାଡିବେ ଅକ୍ଷୟ
ମୁମ୍ବାଇ,୭।୧୨: ପାଖାପାଖି ୭ ବର୍ଷ ତଳେ ଭାରତର ନାଗରିକତା ଛାଡି କାନାଡା ନାଗରିକତା ଗ୍ରହଣ କରିଥିବା ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ପୁଣି ଥରେ ଭାରତର ନାଗରିକତା ଗ୍ରହଣ କରିବେ ବୋଲି କହିଛନ୍ତି। ଶୁକ୍ରବାର ହିନ୍ଦୁସ୍ତାନ ଟାଇମ୍ସର ଶିଖର…
ନିକ୍ଙ୍କୁ ଡେଟ୍ କରିବାକୁ ଚାହାନ୍ତି ଭୂମି
ମୁମ୍ବାଇ: ସୋସିଆଲ ମିଡିଆରେ ଆଉ କାହାର ପ୍ରୋଫାଇଲ୍ ଚେକ୍ କରିବା ଅଭ୍ୟାସ ଆମ ସମସ୍ତଙ୍କର ରହିଛି। ଆପଣଙ୍କୁ ମଧ୍ୟ କେହି ଜଣେ ଭଲ ଲାଗିଲେ, କାହାକୁ ନ ଜଣାଇ, ଚୁପ୍ଚାପ୍ ଫେସବୁକ୍ ଏବଂ ଇନ୍ଷ୍ଟାଗ୍ରାମ ତଥା ଟୁଇଟରରେ ଆପଣ ତାଙ୍କୁ ସର୍ଚ୍ଚ…
କରନ ଜୋହରଙ୍କ ଫିଲ୍ମରେ ଡେବ୍ୟୁ କରିବାକୁ ଚାହାନ୍ତି ସଞ୍ଜୟଙ୍କ ଝିଅ
ମୁମ୍ବାଇ: ଗତବର୍ଷ କେତେଜଣ ଷ୍ଟାର କିଡ୍ ବଲିଉଡ୍ରେ ଡେବ୍ୟୁ କରିଥିବା ବେଳେ ବଲିଉଡ୍ ନାୟକ ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର ଏବେ ଏହି ସୁଯୋଗକୁ ଅପେକ୍ଷା ରଖିଛନ୍ତି। ହେଲେ ସେ ଟିକେ ଚୁଜି ବୋଲି ଜଣାପଡିଛି। କାରଣ ସେ ବଲିଉଡ୍ର…
ନାଇଟ୍ ପାଟ୍ରୋଲିଂ ମହିଳା ପୋଲିସକୁ ଭେଟିଲେ ରାଣୀ ମୁଖାର୍ଜୀ
ରାଣୀ ମୁଖାର୍ଜୀ ଫିଲ୍ମ ‘ମର୍ଦ୍ଦାନୀ-୨’ ପାଇଁ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଖାସ୍ ଏଥିପାଇଁ ସେ ଲଗାତାର ପୋଲିସ ଅଧିକାରୀଙ୍କ ସହିତ ମିଳାମିଶା କରୁଛନ୍ତି। କିପରି ଅପରାଧ ରୋକାଯାଇ ପାରିବ ସେ ନେଇ ଲୋକଙ୍କୁ ସଚେତନ କରୁଛନ୍ତି। ରାଣୀ ଗୁରୁବାର ରାତିରେ ନାଇଟ୍…

