ଷ୍ଟୋରି-ସସ୍ପେନ୍ସ-ଏଣ୍ଟରଟେନ୍ମେଣ୍ଟରେ ଭରପୂର ‘ଭିତିରି କଥା’
ପ୍ରତ୍ୟେକ ଯୁବତୀଯୁବକଙ୍କ ପାଇଁ ବାସର ରାତି ଏକ ନିଆରା ଅନୁଭୂତି ନେଇ ଆସିଥାଏ। ଆଦୌ ଚିହ୍ନା ନ ଥିବା, ଜଣା ନ ଥିବା ଦୁଇଟି ଝିଅପୁଅଙ୍କ ମଧ୍ୟରେ ଏହି ରାତିରେ ଅବଶିଷ୍ଟ ଜୀବନ ପାଇଁ ଏକ ସ୍ଥାୟୀ ସମ୍ପର୍କ ସ୍ଥାପିତ ହୋଇଯାଏ।…
ପ୍ରିନ୍ସେସ୍ ଲୁକ୍ରେ ନୀଳନୟନା
ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ଇଟାଲୀର ରୋମ ସହରରେ। ତାଙ୍କ ସହିତ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟା ମଧ୍ୟ ଅଛନ୍ତି। ଦୁଇଦିନ ତଳେ ଅର୍ଥାତ ନଭେମ୍ବର ୧ରେ ବିଶ୍ୱସୁନ୍ଦରୀ ସେଠାରେ ତାଙ୍କର ୪୬ ତମ ଜନ୍ମଦିବସ ପାଳନ…
ପ୍ରଥମ ଥର ପାଇଁ ବାୟୋପିକ୍ରେ ଅରିନ୍ଦମ, ଟାଇଟଲ ରହିଛି ‘ବାବୁ ଭାଇଜାନ୍’
ନାୟକ ଅରିନ୍ଦମ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍, ଫିଲ୍ମର ଟାଇଟଲ, ଭୂମିକା, ଦୃଶ୍ୟାୟନ-ଏସବୁ ତାଙ୍କ ମନକୁ ଏମିତି ପ୍ରଭାବିତ କରିଛି ତାହାକୁ ପ୍ରକାଶ କରିବାକୁ ସେ ଭାଷା ଖୋଜୁଛନ୍ତି। କେବଳ ସେତିକି ନୁହେଁ, ନିଜ ଓଲିଉଡ୍ କ୍ୟାରିୟରରେ ସେ…
ଭିନ୍ନ ଢଙ୍ଗରେ ସୁରକ୍ଷାକର୍ମୀଙ୍କ ଜନ୍ମଦିନ ପାଳିଲେ ଶ୍ରଦ୍ଧା
ମୁମ୍ବାଇ: ବଲିଉଡ୍ ଷ୍ଟାରକିଡ୍ ତଥା ନବାଗତା ନାୟିକା ଶ୍ରଦ୍ଧା କପୁର ତାଙ୍କ ଉଦାର ହୃଦୟ ପାଇଁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ନିକଟରେ ତାଙ୍କ ସୁରକ୍ଷାକର୍ମୀଙ୍କ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରି ଆସିଛନ୍ତି ଚର୍ଚ୍ଚାକୁ। ଅତୁଲ…
ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ
ବଲିଉଡ୍ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ହେଉଛନ୍ତି ଜଣେ। ଐଶ୍ୱର୍ଯ୍ୟା…
ଏକାଠି ହେବାକୁ ଯାଉଛନ୍ତି ୩ ଖାଁ
ମୁମ୍ବାଇ: ବଲିଉଡ୍ର ୩ ଖାନ୍ କହିଲେ ବୁଝାଏ ଆମିର, ସଲମାନ ଓ ଶାହରୁଖ। କେବେ ଏମାନଙ୍କ ମଧ୍ୟରେ ଭଳ ସମ୍ପର୍କ ନ ଥିବା ବେଳେ ଏବେ କିନ୍ତୁ ଏମାନଙ୍କ ସମ୍ପର୍କ କିଛି ଖରାପ ନାହିଁ ବୋଲି ଶୁଣିବାକୁ ମିଳେ। ତେବେ ଏହି…
ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍-୨’ର ଫଟୋ
ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ ଏହାର ଏକ ଆକ୍ସନ ସିନ୍ ଶୁଟ୍ କରାଯାଇଥିଲା। ତେବେ ଗ୍ବାଲିୟର ସିପ୍ଟ ହେବା ଖବର…
ଶୀଘ୍ର ବିବାହ କରିବି: କାଜଲ ଅଗ୍ରଓ୍ବାଲ
ବମ୍ବେ: ବିବାହ କରିବାକୁ ମନ ବଳାଇଲେଣି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ। କଥାଟି ଏମିତି କହୁନାହୁଁ, ବରଂ ନିକଟରେ ଏକ ଶୋ’ରେ ସାକ୍ଷାତକାର ଦେବା ସମୟରେ ସେ ଏହା କହିଛନ୍ତି। ବିବାହକୁ ନେଇ ସେ ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଦେଲେଣି। ଏଣୁ ଖୁବ୍ଶୀଘ୍ର…
‘ରାଧେ’ର ଶୁଟିଂ ଆରମ୍ଭ
ମୁମ୍ବାଇ:ବଲିଉଡ୍ ଭାଇଜାନ୍ ସଲମାନ୍ ଖାନ୍ଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ ହୋଇଛି। ଏହି ଫିଲ୍ମ ଆସନ୍ତା ବର୍ଷ ଇଦ୍ ଅବସରରେ ମୁକ୍ତିଲାଭ କରିବ। ସଲମାନ୍ ଶୁକ୍ରବାର ନିଜ ଟୁଇଟର ପେଜ୍ରେ ଫିଲ୍ମର ମହୁରତ୍ ବେଳର ଫଟୋ ଶେୟାର କରିଛନ୍ତି। ଫିଲ୍ମରେ…
‘ଆକ୍ସନ ଓ ଷ୍ଟଣ୍ଟ୍କୁ ମୁଁ ଭଲପାଏ’
ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଫିଟ୍ ଆକ୍ଟର୍ସଙ୍କ ମଧ୍ୟରେ ଜଣେ ହେଉଛନ୍ତି ବିଦ୍ୟୁତ୍ ଜମଓ୍ବାଲ। ସେ ନିଜର ଆକ୍ସନ ଏବଂ ଷ୍ଟଣ୍ଟ ଜରିଆରେ ଦର୍ଶକଙ୍କ ମନରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସେ ଦେଇଥିବା ଏକ…
୫୪ ବର୍ଷରେ କିଙ୍ଗ୍ ଖାଁ: ଗୌରୀଙ୍କୁ ନେଇ ପ୍ରେମ କାହାଣୀ ରହିଥିଲା ଚର୍ଚ୍ଚାରେ…
ମୁମ୍ବାଇ,୨।୧୧: କିଙ୍ଗ୍ ଖାଁ ଶାହରୁଖ୍ ଶନିବାର ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୫ ନଭେମ୍ବର ୨ରେ ସେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଗୌରୀଙ୍କୁ ନେଇ ତାଙ୍କର ପ୍ରେମ କାହାଣୀ ବେଶ୍ ଚର୍ଚ୍ଚାରେ ରହିଥିଲା। ଟିଭି ସିରିଏଲ୍ ସର୍କସରେ ଅଭିନୟ କରିବା ପରେ…
ଅନିଲଙ୍କୁ କାହିଁକି ୧୭ଥର ଚାପୁଡା ମାରିଥିଲେ ଜ୍ୟାକି
ମୁମ୍ବାଇ: ବଲିଉଡ୍ ନାୟକ ଅନିଲ କପୁରଙ୍କୁ ଜ୍ୟାକି ଶ୍ରଫ ୧୯୮୯ରେ ୧୭ ଥର ଚାପୁଡା ମାରିଥିଲେ। ହେଲେ କାହିଁକି ଏବେ ତା’ର ରାଜ୍ ଖୋଲିଛନ୍ତି ବଲିଉଡ୍ ନିର୍ଦ୍ଦେଶକ ବିଧୁ ବିନୋଦ ଚୋପ୍ରା। ସେ ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର…
Archives


