ସାରାଙ୍କୁ ଛାଡି ଏହି ଅଭିନେତ୍ରୀଙ୍କ ସହ ଡେଟ୍ରେ ଗଲେ କାର୍ତ୍ତିକ, ୟୁଜର୍ସ କହିଲେ ଧୋକାବାଜ୍
ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍ ଏବଂ ସୈଫ୍ ତନୟା ସାରା ଅଲ୍ଲୀ ଖାନ୍ଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ନାହିଁ। ଉଭୟଙ୍କୁ ବିଭିନ୍ନ ସ୍ଥାନରେ ଏକାଠି ଦେଖିବାକୁ ମିଳେ। କିନ୍ତୁ ଏବେ ଉଭୟଙ୍କ ବ୍ରେକ୍ଅପ୍ ହୋଇଯାଇଛି ବୋଲି ଆଲୋଚନା ଚାଲିଛି। କାର୍ତ୍ତିକ…
ସମୟ ହୋଇନି
କ୍ୟାଟ୍ରିନାଙ୍କୁ ସବୁ କଥା ପଚାରନ୍ତୁ ହେଲେ ମ୍ୟାରେଜ୍ କଥା ଉଠିଲେ ତାଙ୍କର ମୁହଁ ଆମ୍ବିଳା ହୋଇଯାଉଛି। ଏବେ କୁଆଡ଼େ ଘରସଂସାର କରିବାକୁ ତାଙ୍କୁ ସମୟ ହୋଇନାହିଁ। ଯଦି କେହି ଏ ବିଷୟରେ ଅଧିକ ଆଲୋଚନା କଲା ତେବେ ବିଳମ୍ବ ନ କରି…
ଗବର ସିଂ ଚୟନ ଅନ୍ତରାଳେ
‘କିତ୍ନେ ଆଦ୍ମୀ ଥେ’ ଡାଏଲଗ୍ କଥା ମନେପଡିଲେ ଆଖି ସାମ୍ନାକୁ ଚାଲିଆସେ ସେହି ଡକାୟତ ଗବର ସିଂଙ୍କ ମୁହଁ। ସୁପର ଡୁପର ହିଟ୍ ହିନ୍ଦୀ ସିନେମା ‘ସୋଲେ’ରେ ଏହି ଚରିତ୍ର କେତେ ଲୋକପ୍ରିୟ ହୋଇଥିଲା, ତାହା କହିବା ବାହୁଲ୍ୟ। ହେଲେ ଏହି…
ଚୁମ୍କି ସେ ତ ପାଣିରେ ବୁଡ଼ିବ ନାହିଁ କି
ଚୁମ୍କି ସେ ତ ପାଣିରେ ବୁଡ଼ିବ ନାହିଁ କି-ଥରେ ମନେପକାନ୍ତୁ ନା ଅତୀତର ଏହି ଲୋକପ୍ରିୟ ଗୀତକୁ। ପ୍ରଶାନ୍ତ ନନ୍ଦ ଏବଂ ମହାଶ୍ୱେତା ରାୟଙ୍କ ଉପରେ ଦୃଶ୍ୟାୟିତ ହୋଇଥିଲା ଏହି ଗୀତ। ଆଉ ସିନେମାଟି ଥିଲା ‘ମା ଓ ମମତା’। ଓଡ଼ିଆ…
ନବାଗତା ଅମ୍ରିତା
ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍ କଥା ହେଲା, ଓଡ଼ିଆ ସିନେମାରୁ ହିଁ…
କେବିସି ସେଟ୍ରେ ବିଶେଷ ଅତିଥି: ଫଟୋ ଶେୟାର କଲେ ଅମିତାଭ
ମୁମ୍ବାଇ: ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ଲୋକପ୍ରିୟ ରିୟଲିଟି ଶୋ’ ‘କୌନ ବନେଗା କରୋଡପତି’ ଏବେ ଘରେ ଘରେ ବେଶ୍ ପରିଚିତ। ଏଥର ଏହାର ସିଜିନ୍ ୧୧କୁ ପୂର୍ବଭଳି ବଲିଉଡ୍ ବିଗ୍ ବି ଅମିତାଭ ବଚ୍ଚନ ହୋଷ୍ଟ କରୁଛନ୍ତି। ନିକଟରେ…
ରଣବୀରଙ୍କ ନିଶ
ରଣବୀର ସିଂଙ୍କ ନିଶକୁ ନେଇ ଏବେ ବଲିଉଡ୍ରେ ଚର୍ଚ୍ଚା। ତାଙ୍କର ଗେଟ୍ଅପ ଏବଂ ନିଶ ଫଟୋକୁ ସୋସିଆଲ ମିଡିଆରେ ସେ ଶେୟାର କରିବା ପରେ ତାହା ଭାଇରାଲ ହେବାରେ ଲାଗିଛି। କଥା କ’ଣ କି, ରଣବୀର ଏବେ କପିଲ ଦେବଙ୍କ ବାୟୋପିକ୍…
ଐଶ୍ୱର୍ଯ୍ୟାଙ୍କ ମ୍ୟାନେଜରଙ୍କୁ ନିଆଁରୁ ବଞ୍ଚାଇଥିବା ଶାହରୁଖଙ୍କ ପ୍ରଶଂସାରେ ଶତମୁଖ ସଲମାନ: କହିଲେ ‘ସେ ପ୍ରକୃତ ହିରୋ’
ବଲିଉଡ୍ ସିନେମା ଜଗତରେ ଖାନ୍ମାନଙ୍କ ରାଜୁତି ବହୁଦିନରୁ ରହିଆସିଛି। ହେଲେ ସେମାନଙ୍କ ମଧ୍ୟରୁ ଦୁଇଜଣ ଏପରି ଥିଲେ, ଯେଉଁମାନଙ୍କୁ ପରସ୍ପରର ଶତ୍ରୁ ବୋଲି କୁହାଯାଉଥିଲା। ଉଭୟ ଏକାଠି ସିନେମା କରିବା ତ ଦୂରର କଥା କୌଣସି ଉତ୍ସବ ଅଥବା ପାର୍ଟିରେ ଏକାଠି…
ଗାୟତ୍ରୀ ମନ୍ତ୍ର ଜପିଲେ କୁନି ଇନାୟା, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ବଲିଉଡ୍ ଅଭିନେତ୍ରୀ ସୋହା ଅଲୀ ଖାନ୍ ଓ କୃଣାଲ ଖେମୁଙ୍କ ଝିଅ ଇନାୟାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭାଇ ତୈମୁରଙ୍କ ଭଳି ସେ ମଧ୍ୟ ସୋସିଆଲ ମିଡିଆରେ ବେଶ୍ ଲୋକପ୍ରିୟ। ଭିଡିଓରେ ଇନାୟା ଗାୟତ୍ରୀ ମନ୍ତ୍ର ବୋଲୁଥିବାର…
ଗୋଆରେ ମିଳୁଛି ‘ଉର୍ବଶୀ ରୌଟେଲା-ଶଟ୍’
ମୁମ୍ବାଇ: ବି-ଟାଉନ୍ ତାରକାଙ୍କୁ ନେଇ କ୍ରେଜ୍ କିଛି ନୂଆ କଥା ନୁହେଁ। ନିଜ ମନପସନ୍ଦ ଅଭିନେତ୍ରୀ, ଅଭିନେତାଙ୍କ ପାଇଁ ବେଳେ ବେଳେ ଫ୍ୟାନ୍ମାନେ କିଛି ବି କରିବାକୁ ପ୍ରସ୍ତୁତ ଥାଆନ୍ତି। ଆଉ ଦର୍ଶକଙ୍କ ଏହି ଦୁର୍ବଳତା ଅନେକ ସମୟରେ ବ୍ୟବସାୟୀଙ୍କୁ ଫାଇଦା…
ଏହି ଟିମ୍ର ବ୍ରାଣ୍ଡ୍ ଆମ୍ବାସାଡର ହେଲେ ସନି ଲିଓନି
ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି।…
ଲାଲୁଙ୍କ ଜୀବନୀ ଉପରେ ହେବ ବାୟୋପିକ୍
ପାଟନା,୩୦।୧୦: ବଲିଉଡ୍ରେ ଏବେ ବାୟୋପିକ୍ ଟ୍ରେଣ୍ଡ ଚାଲିଛି। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି ଖେଳାଳିଙ୍କ ଉପରେ ପ୍ରାଯୋଜକମାନେ ଫିଲ୍ମ ତିଆରି କରୁଛନ୍ତି। ତେବେ ରାଜନୀତି ହେଉ କି କୂଟନୀତି, ସବୁଥିରେ ଦକ୍ଷତା ଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ଅଧ୍ୟକ୍ଷ ଲାଲୁ…
Archives


