ଫିଲ୍ମରେ କଳାକାରମାନେ ପିନ୍ଧୁଥିବା ପୋଷାକ କ’ଣ ହୁଏ
ମୁମ୍ବାଇ: ବଲିଲଡ୍ ମୁଭି ନିର୍ମାଣ କରିବାରେ ପ୍ରଯୋଜକ ନିର୍ଦ୍ଦେଶକ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥାଆନ୍ତି। ଫିଲ୍ମ ହିଟ୍ ହେଉ ଅବା ଫ୍ଲପ୍ ଟଙ୍କା ଖର୍ଚ୍ଚ କରିବାରେ ସାଧାରଣତଃ କେହି କଞ୍ଜୁସି କରନ୍ତି ନାହିଁ। ବେଳେ ବେଳେ ଦେଖାଯାଏ ଫିଲ୍ମରେ ବିଶେଷ…
ହଙ୍ଗାମା ସିକ୍ୱିଏଲରେ ନଜର ଆସିବେ ଶିଳ୍ପା
ମୁମ୍ବାଇ: ବଲିଉଡ୍ ନାୟିକା ଶିଳ୍ପା ସେଟ୍ଟୀ ହଙ୍ଗାମା ସିକ୍ୱିଏଲରେ ପରେଶ ରାଓ୍ବଲଙ୍କ ସହ ନଜର ଆସିବେ ବୋଲି ଜଣାପଡିଛି। ଏଥିରେ ଶିଳ୍ପା ଏକ ମେଜର ରୋଲ୍ରେ ଆସିବେ। ମିଜାନ ଜାଫରି ଓ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ପ୍ରଣିତା ସୁଭାଷଙ୍କୁ ମଧ୍ୟ ଏହି…
ସ୍ବର୍ଣ୍ଣ ମନ୍ଦିର ଦର୍ଶନ କଲେ ଆମିର
ଅମୃତସର,୩୦।୧୧: ବଲିଉଡ୍ ଅଭିନେତା ଆମିର ଖାଁ ଶନିବାର ପଞ୍ଜାବର ଅମୃତସରଠାରେ ଥିବା ସ୍ବର୍ଣ୍ଣ ମନ୍ଦିର ଦର୍ଶନ କରିଛନ୍ତି। ସେ ତାଙ୍କର ଅପ୍ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଢା’ର ଶୁଟିଂ ପାଇଁ ପଞ୍ଜାବ ଯାଇଥିବା ବେଳେ ସ୍ବର୍ଣ୍ଣ ମନ୍ଦିର ପହଞ୍ଚିଛନ୍ତି। ସେଠାରେ…
ଟୁଇଟରରେ ଭୂମିଙ୍କୁ ବିବାହ ପ୍ରସ୍ତାବ
ମୁମ୍ବାଇ: ଭୂମି ପାଡନେକର ଆଜିକାଲି ଖୁବ୍ ଚର୍ଚ୍ଚାରେ। ତାଙ୍କ ଭର୍ସାଟାଇଲ ଆକ୍ଟିଂ ସାଙ୍ଗକୁ ସିମ୍ପଲ୍ ଆଉ ଷ୍ଟାଇଲିଶ୍ ଲୁକ୍ ଫ୍ୟାନ୍ମାନଙ୍କୁ ଆକର୍ଷିତ କରୁଛି। ତେବେ ଭୂମି ଏବେ ନିଜ ଅପ୍କମିଂ ଫିଲ୍ମ ‘ପତି, ପତ୍ନୀ ଔର ଓ୍ବ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।…
ସ୍ପନ୍ଦନ ଷ୍ଟାର ଓଲିଉଡ୍ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍ ଅଭିନେତା’
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍ ଓଲିଉଡ୍ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍ ଓଲିଉଡ୍ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍ ଟାଇମ୍ ଆଚିଭ୍ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ…
‘କମାଣ୍ଡୋ-୩’କୁ ନେଇ ଉଠିଲା ବିବାଦ
ମୁମ୍ବାଇ: ବଲିଉଡ୍ ମୁଭି ‘କମାଣ୍ଡୋ-୩’ର ଏଣ୍ଟ୍ରି ସିନ୍କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏଥିରେ ବିଦ୍ୟୁତ ଭାମଓ୍ବାଲ ନଜର ଆସିଛନ୍ତି। ତେବେ ଏହି ସିନ୍ରେ କେତେଜଣ ମଲ୍ଲଯୋଦ୍ଧା ଆଖଡାରେ ଅଭ୍ୟାସ କରୁଥିବା ବେଳେ ସେହିବାଟ ଦେଇ ଯାଉଥିବା କେନ୍ଦ୍ରୀୟ ବିଦ୍ୟାଳୟର…
ନୂତନ ବର୍ଷ ଆରମ୍ଭ ନ ହେଉଣୁ ଅକ୍ଷୟ-ଜାହ୍ନବୀଙ୍କ ହାତରେ ଗୋଟିଏରୁ ବଳି ଗୋଟିଏ ଫିଲ୍ମ
ବମ୍ବେ: ବର୍ଷ ଆରମ୍ଭ ନ ହେଉଣୁ ବଲିଉଡ୍ ଅଭିନେତା ତଥା ଅଭିନେତ୍ରୀମାନେ ଗୋଟିଏ ପରେ ଗୋଟିଏ ଫିଲ୍ମ ସାଇନ୍ କରିଚାଲିଛନ୍ତି। ଫଳରେ ଏବେ ସେମାନଙ୍କ ହାତରେ ଫିଲ୍ମର ଏକ ଲମ୍ବା ତାଲିକା। ସେହିଭଳି ଦୁଇଜଣ ହେଲେ ଶ୍ରୀଦେବୀ ଲଳନା ଜାହ୍ନବୀ କପୁର…
ଭାଇରାଲ ହେଉଛି ଦିଶାଙ୍କ ବୋଲ୍ଡ ଲୁକ୍
ବମ୍ବେ: ଅଭିନୟ ସାଙ୍ଗକୁ ନିଜର ଗ୍ଲାମରସ୍ ଲୁକ୍କୁ ନେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀ। ସେଥିପାଇଁ ତ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ହଟ୍ ଫଟୋକୁ ଶେୟାର କରିବାକୁ କୁଣ୍ଠାବୋଧ କରନ୍ତି ନାହିଁ। ଏବେ…
ଅବସର ନେବେ ମହାନାୟକ
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନଙ୍କୁ ସାଧାରଣ ଅର୍ଥରେ ବଲିଉଡ୍ ମହାନାୟକ କୁହାଯାଏ ନାହିଁ। ସେ ପ୍ରକୃତରେ ବଲିଉଡ୍ର ମହାନାୟକ। ଦଶନ୍ଧି ଦଶନ୍ଧି ଧରି ନିଜ ଅତୁଳନୀୟ ଅଭିନୟର ଯାଦୁରେ ଦର୍ଶକଙ୍କ ହୃଦୟରେ ଘର କରିଛନ୍ତି। ସବୁ ପିଢ଼ିର ହିରୋଇନ୍ଙ୍କ ସହ…
ଲୁଚିଲୁଚି ବାହା ହୋଇଥିଲେ ଏହି ଯୋଡ଼ି
ବଲିଉଡ୍ର ଅନେକ ଯୋଡ଼ି ଲୁଚି ଲୁଚି ବାହା ହୋଇଛନ୍ତି। ଏମିତି ଏକ ଯୋଡ଼ି ହେଉଛନ୍ତି ଊର୍ମିଳା ମାତେଣ୍ଡକର ଏବଂ ମହସିନ୍ ଅଖତର୍। ୨୦୧୬ରେ ଊର୍ମିଳା ତାଙ୍କ କଶ୍ମୀର ବୟଫ୍ରେଣ୍ଡ ମହସିନ୍ଙ୍କୁ ଲୁଚି ଲୁଚି ବାହା ହୋଇଯାଇଥିଲେ। ବିବାହ ଫଟୋ ସାମ୍ନାକୁ ଆସିବା…
ସୁହାନାଙ୍କୁ ପ୍ରଶଂସା କଲେ ଅନନ୍ୟା
ଅଭିନେତା ଶାହରୁଖ୍ ଖାନ୍ଙ୍କ ଝିଅ ସୁହାନା କେବେ ବଲିଉଡ୍ରେ ଏଣ୍ଟ୍ରି ମାରିବେ ତାଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ସୁହାନାଙ୍କ ଡେବ୍ୟୁ ଶର୍ଟ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ ବ୍ଲୁ’ ଇତିମଧ୍ୟରେ ରିଲିଜ ହେବାପରେ ଏହି ଚର୍ଚ୍ଚା ଆହୁରି ବଢିଛି। ତାଙ୍କ…
ଆଶ୍ୱସ୍ତ ହେଲେ ସଲମାନ
ନୂଆଦିଲ୍ଲୀ,୨୯।୧୧: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’ ନିର୍ମାଣ କରିଥିବା ବେଳେ ଏଥିରେ ସେ ଧାର୍ମିକ ଭାବନାକୁ କଠୋର ଆଘାତ ପହଞ୍ଚାଇଥିଲେ ବୋଲି…

