ବିଦେଶରେ ଦେଶୀ ଲୁକ୍ରେ ନଜର ଆସିଲେ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବିବାହ ପରେ ଆମେରିକାରେ ରହୁଛନ୍ତି ସତ। ହେଲେ ଏବେବି ସେ ତାଙ୍କ ନିଜ ଦେଶର ପରମ୍ପରାକୁ ଭୁଲି ପାରି ନାହାଁନ୍ତି। ରବିବାର ସାରା ଭାରତରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଥିବା ବେଳେ…
‘ମାୟାବିନୀ ମୌସୁମୀ’ରେ ନାରୀର କଥା
ନାରୀ ହେଉଛି ପ୍ରକୃତି ସ୍ବରୂପା। ନାରୀ ହିଁ ଏ ପୁରୁଷ ପ୍ରାଧାନ୍ୟ ସମାଜର ଏକ ପ୍ରଧାନ ଉତ୍ସ। ନାରୀ ହସିଲେ ସମାଜ ହସେ। ନାରୀ କାନ୍ଦିଲେ ସମାଜ କାନ୍ଦେ। ଯେତେବେଳେ ନାରୀ ଆଖିରୁ ଲୁହ ଝରେ, ଯେତେବେଳେ ତା’ ନାକପୁଡ଼ାରୁ ତତଲା…
‘ଗୁପ୍ତ ସମ୍ପର୍କ’ର ଶ୍ରୀୟା
ଦୁଇବର୍ଷ ତଳେ ଓଡ଼ିଆ ଯାତ୍ରାଜଗତକୁ ଆସିଥିଲା ଗୋଟିଏ ନାଟକ ‘ଗୁପ୍ତ ସମ୍ପର୍କ’। ଏହି ନାଟକକୁ ନବଘନ ରାଉଳ ରଚନା କରିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ ତାପସ ସ୍ବାଇଁ। ନାଟକଟିକୁ ସାରା ଓଡ଼ିଶାର ଦର୍ଶକ ଗ୍ରହଣ କରିଥିଲେ। ନାଟକଟିର ସଫଳତା ଦୁଇବର୍ଷ…
ଗର୍ଲଫ୍ରେଣ୍ଡ ଚକ୍କରରେ ସବ୍ୟସାଚୀ
ସବ୍ୟସାଚୀ ଏବେ ଗର୍ଲଫ୍ରେଣ୍ଡ ଚକ୍କରରେ ଅଛନ୍ତି। ଖୋଲା ମିଜାଜ, ବିନ୍ଦାସ ଲାଇଫ। ହେଲେ କ’ଣ ହେବ, ମନଲାଖି ସୁନ୍ଦରୀଟିଏ ମିଳିଲେ ସେ ତାକୁ ହୃଦୟର ଏପରି ଜାଗାରେ ସାଇତି ରଖନ୍ତେ ଯେମିତି ଯେ କେହି ତାକୁ ତାଙ୍କଠାରୁ ଅଲଗା କରିପାରିବ ନାହିଁ।…
ବଡ଼ ପରଦାରେ ଦୀପାବଳି
ମୁମ୍ବାଇ: ସବୁ ବଡ ବଡ ପର୍ବକୁ ରୁପେଲି ପରଦାରେ ଦେଖାଇବାକୁ ଚାହିଁଥାଆନ୍ତି ନିର୍ମାତା ନିର୍ଦ୍ଦେଶକ। ସେ ହୋଲି ହେଉ କି ଦୀପାବଳି, ଦଶହରା ହେଉ ଅବା ଗଣେଶ ପୂଜା। ସେମିତି ଦୀପାବଳିକୁ ନେଇ ମଧ୍ୟ ହିନ୍ଦୀ ଚଳଚ୍ଚିତ୍ର ଜଗତ ଦର୍ଶକଙ୍କ ନିକଟତର…
ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ଶାହାରୁଖଙ୍କ ପୁଅ
ମୁମ୍ବାଇ: ଷ୍ଟାର କିଡ୍ ଭାବେ ଏବେ ପରଦାକୁ ଆସିବାକୁ ବାକି ଅଛି ଆର୍ଯ୍ୟନ୍ ଖାଁଙ୍କର। ଶାହାରୁଖ ଖାଁଙ୍କ ବଡ ପୁଅ ହେଉଛନ୍ତି ଆର୍ଯ୍ୟନ୍। ସେ ବଲିଉଡରେ ଡେବ୍ୟୁ କରିପାରନ୍ତି ବୋଲି ଶୁଣାଯାଉଥିଲା। ଏବେ କିନ୍ତୁ ଏହାକୁ ନେଇ ଶାହାରୁଖ କିଛି ଭିନ୍ନ…
ଏକତାଙ୍କ ବାୟୋପିକରେ ଦିଶା
ମୁମ୍ବାଇ: ବଲିଉଡ୍ର ହଟ୍ ଓ ସେକ୍ସି ନାୟିକା ଦିଶାା ପାଟନି ଏବେ ଚଣ୍ଡିଗଡ଼ରେ ଅଛନ୍ତି। ସେ ତାଙ୍କ ଅପ୍କମିଙ୍ଗ ଫିଲ୍ମ ‘କେ ଟିନା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜ ସାଣ୍ଡିଲ୍ୟଙ୍କ ଦ୍ୱାରା ଲିଖିତ ଏହି ଫିଲ୍ମ ଏକତା କପୁରଙ୍କ ହୋମ୍ ପ୍ରଡକ୍ସନରେ…
୧୯ ବର୍ଷର ଫିଲ୍ମ କ୍ୟାରିୟର ମଧ୍ୟରେ ପ୍ରଥମଥର ଅଡିଶନର ସାମ୍ନା କଲେ କରୀନା
ପ୍ରଥମ ଥର କରୀନା କପୁର ଫିଲ୍ମ ‘ଲାଲ୍ ସିଂହ ଚଢ଼ା’ପାଇଁ ଅଡିଶନ ଦେଇଛନ୍ତି। ୧୯ ବର୍ଷର ଫିଲ୍ମ କ୍ୟାରିୟର ଭିତରେ ସେ କେବେ ବି ଅଡିଶନ୍ର ସାମ୍ନା କରି ନ ଥିଲେ। ଏକ ସାକ୍ଷାତ୍କାରରେ କରୀନା କହିଛନ୍ତି, ଫିଲ୍ମ ‘ଲାଲ୍ ସିଂହ…
ପ୍ରେମ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ୍ ସୁନ୍ଦର ଅଭିନୟ ଯୋଗୁ ବଲିଉଡ୍ରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ଏଥିପାଇଁ ଜାତୀୟ ପୁରସ୍କାର ପାଇଥିବା ରବୀନାଙ୍କର ଆଜି ଅର୍ଥାତ୍ ଶନିବାର ଜନ୍ମଦିନ। ୨୬ ଅକ୍ଟୋବର ୧୯୭୪ରେ ଜନ୍ମଗ୍ରହଣ କରିଥିବା ସମ୍ପୃକ୍ତା ଅଭିନେତ୍ରୀ…
ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!
ନିଜର ଦମ୍ଦାର ଅଭିନୟ ଏବଂ କ୍ୟୁଟ୍ନେସ୍ ପାଇଁ ଖୁବ୍ କମ୍ ସମୟ ମଧ୍ୟରେ ବଲିଉଡ୍ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି ଖବରକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। କେତେବେଳେ ସିନେମାକୁ ନେଇ ତ ଆଉ…
ଅନୁଷ୍କାଙ୍କୁ ବଦଳାଇଦେଲା ‘ଦ ଗେମ୍ ଚେଞ୍ଜର’
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଭିନ୍ନ ଅଭିନୟ ଶୈଳୀ ସହ ହେଲ୍ଦୀ ଲାଇଫ୍ଷ୍ଟାଇଲ ଓ ଫିଟ୍ନେଶ୍ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଗତ କିଛି ବର୍ଷ ହେବ ଅନୁଷ୍କା ଶାକାହାରୀ ହୋଇଯିବା ପରଠୁ ତାଙ୍କୁ ଅନେକ ସମୟରେ ଗୋଟିଏ…
ରଣବୀରଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ଆଲିଆ
ମୁମ୍ବାଇ: ବଲିଉଡ୍ର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଓ ନାୟକ ରଣବୀର କପୁରଙ୍କ ରିଲେସନଶିପକୁ ନେଇ କିଛିଦିନ ହେବ ଚର୍ଚ୍ଚା ହେଉଛି। ନିକଟରେ ଉଭୟଙ୍କ ବିବାହକୁ ନେଇ ଏକ କାର୍ଡ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ହେଲେ ଉକ୍ତ କାର୍ଡରେ…
Archives


