ମନୋରଞ୍ଜନ

ଅସୁସ୍ଥତା ଯୋଗୁ ପାଞ୍ଚ କେଜି କମିଲା ବିଗ୍‌ ବିଙ୍କ ଓଜନ, ଚିନ୍ତାବ୍ୟକ୍ତ କଲେ ପ୍ରଶଂସକ

ମୁମ୍ବାଇ: ନିକଟରେ ଅସୁସ୍ଥ ହୋଇପଡ଼ିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଫଳରେ ତାଙ୍କୁ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଦିନ ଚିକିତ୍ସିତ ହେବା ପରେ ଏବେ ସେ ସୁସ୍ଥ ହୋଇ କେବିସିର ଶୁଟିଂକୁ ଫେରିଛନ୍ତି। ହେଲେ ଅସୁସ୍ଥତା ଯୋଗୁ…

ମା’ ହେବାକୁ ଯାଉଛନ୍ତି ବିପାଶା !

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲୋନ୍‌’ର ଶୁଟିଂ ସେଟ୍‌ରେ ପ୍ରେମ ଓ ତା’ ପରେ ୨୦୧୬ରେ କରନ୍‌ ସିଂ ଗ୍ରୋଭରଙ୍କୁ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିଲେ ଅଭିନେତ୍ରୀ ବିପାଶା ବାସୁ। ଏବେ କିନ୍ତୁ ତାଙ୍କୁ ନେଇ ଭିନ୍ନ ଏକ ଚର୍ଚ୍ଚା ହେଉଛି। ସେଇଟି ହେଲା…

ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ବଲିଉଡ୍‌ ବାଦଶାହ

ମୁମ୍ବାଇ: ବେଶ୍‌ କିଛି ଦଶନ୍ଧି ଧରି ବଲିଉଡ୍‌ ଓ କୋଟି କୋଟି ଦର୍ଶକଙ୍କ ହୃଦୟରେ ରାଜ କରି ଆସୁଛନ୍ତି ବଲିଉଡ୍‌ ବାଦଶାହ ଶାହରୁଖ ଖାନ। ଶାହରୁଖ କେବଳ ପରଦାରେ ଜଣେ ସଫଳ ଅଭିନେତା ନୁହଁନ୍ତି ବରଂ ନିଜ ପର୍ସନାଲ ଲାଇଫରେ ଜଣେ…

ଖଳନାୟକ ଚରିତ୍ରରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୟଶରାଜ ଫିଲ୍ମ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଚତୁର୍ଥ ଫିଲ୍ମ ଧୁମ-୪ରେ ଅକ୍ଷୟ କୁମାରଙ୍କ ଅଭିନୟ ଦେଖିବାକୁ ମିଳିବ। ଧୁମ-୪ରେ ଅକ୍ଷୟ ଖଳନାୟକ ଚରିତ୍ରରେ ନଜର ଆସିବେ। ଏଥିରେ ଅକ୍ଷୟଙ୍କ…

ଦର୍ଶକଙ୍କୁ ହସାଉଛି ଅକ୍ଷୟଙ୍କ ‘ହାଉସଫୁଲ-୪’: ପ୍ରଶଂସକ କହିଲେ ଦୀପାବଳି ଉପହାର

ମୁମ୍ବାଇ: ପରଦାରେ ମଲ୍ଟିଷ୍ଟାରର୍‌ ଫିଲ୍ମ ‘ହାଉସ୍‌ଫୁଲ୍‌-୪। ଚଳଚ୍ଚିତ୍ରର ଟ୍ରେଲର୍‌ ଏବଂ ଗୀତକୁ ନେଇ ଦର୍ଶକଙ୍କ ମନରେ ପ୍ରଥମରୁ ଉତ୍ସାହ ରହିଥିଲା। ଏବେ ସିନେମା ରିଲିଜ ହେବା ପରେ ଅକ୍ଷୟ ଏବଂ ଅନ୍ୟ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଏହା…

ଦ୍ରୌପଦୀ ହେବେ ଦୀପିକା ପାଦୁକୋନ୍‌

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌ ଫିଲ୍ମ ‘ମହାଭାରତ’ରେ ଦ୍ରୌପଦୀ ଭୂମିକାରେ ନଜର ଆସିବେ। ଏହି ଫିଲ୍ମ ୩ଟି ଭାଗରେ ରିଲିଜ୍‌ ହେବାକୁ ଯାଉଥିବାବେଳେ ପ୍ରଥମ ଭାଗ ୨୦୨୧ ମସିହା ଦୀପାବଳିରେ ପରଦାକୁ ଆସିବ। ପୂର୍ବରୁ ସଞ୍ଜୟ ଲୀଲା ଭଂଶାଲୀଙ୍କ ଫିଲ୍ମ ‘ପଦ୍ମାବତ୍‌’ରେ…

ଭର୍ସାଟାଇଲ ଆକ୍ଟର ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ବହୁମୁଖୀ ପ୍ରତିଭାର କଳାକର ବୋଲି କୁହାଯାଇଥାଏ। କାରଣ ସେ ଭିନ୍ନ ଭିନ୍ନ ଚରିତ୍ରରେ ଭଲ ଅଭିନୟ କରିପାରନ୍ତି। ନିକଟରେ ସେ ୟଶରାଜ ବ୍ୟାନରରେ ଜୟେଶଭାଇ ଜୋରଦାରରେ ଅଭିନୟ କରିବେ ବୋଲି ଜଣାପଡିଛି। ଏବେଠାରୁ ସେ…

ଅଭିନୟ ପାଇଁ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମରେ ଅନ୍ତରଙ୍ଗ ମୁହୂର୍ତ୍ତ ଏବଂ ଚୁମ୍ବନ ଦୃଶ୍ୟ କରି ବେଶ୍‌ ହଇଚଇ ସୃଷ୍ଟି କରିଥିବା ଅଭିନେତ୍ରୀ ହେଲେ ମଲ୍ଲିକା ଶେରାଓ୍ବତ୍‌। ୨୦୦୩ରେ ଫିଲ୍ମ ‘ଖ୍ବାହିଶ’ରୁ ସେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଫିଲ୍ମରେ ମଲ୍ଲିକା ୧୭ଟି ଚୁମ୍ବନ ଦୃଶ୍ୟ ଦେଇ…

ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି। ଟ୍ରେଲର୍‌ ରିଲିଜ୍‌ ହେବାର ୨୪ ଘଣ୍ଟା ନପୂରୁଣୁ ଏହାକୁ ୧୫ ମିଲିୟନରୁ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରସଙ୍ଗ

ନିକଟରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସ୍ବଚ୍ଛତାକୁ ନେଇ ପ୍ରଯୋଜକମାନେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରକୃତପକ୍ଷେ ବିଗତ ଦିନର ପୁରସ୍କାର ବେଳେ କଳାକାର, ଟେକ୍ନିସିଆନ, ପ୍ରଯୋଜକ, ନିର୍ଦ୍ଦେଶକମାନେ ନିଷ୍ପତ୍ତିକୁ ସ୍ବାଗତ କରୁଥିଲେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜାତୀୟ ଚଳଚ୍ଚିତ୍ର ପୁରସ୍କାରର ପ୍ରାୟତଃ…

ଫ୍ରମ୍‌ ମି ଟୁ ୟୁ

ଓଡ଼ିଆ ସିନେମା ‘ଫ୍ରମ୍‌ ମି ଟୁ ୟୁ’ ନଭେମ୍ବର ୧ରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମର କାହାଣୀରେ ଆକ୍ସନ, ଇମୋଶନ ଏବଂ ସସ୍‌ପେନ୍ସ ରହିଛି। ବିଶେଷଭାବରେ ବନ୍ଧୁତ୍ୱ ଉପରେ କାହାଣୀ ପର୍ଯ୍ୟବସିତ। ଚିତ୍ରର ମୁଖ୍ୟ ଭୂମିକାରେ ଜ୍ୟୋତି ଏବଂ ଅମ୍ଳାନ…

ପତ୍ନୀ ହେବ ଏମିତି

ସତରେ ପତ୍ନୀ ହେବ ଏମିତି। ନିକଟରେ ଦୀପିକାଙ୍କ ମୁହଁରୁ ପତିଦେବ ରଣବୀର ସିଂଙ୍କ ପ୍ରଶଂସା ଶୁଣି ଶୁଟିଂ ଚାଲିଥିବା ହିନ୍ଦୀ ସିନେମା ‘୮୩’ର ୟୁନିଟ୍‌ ସଦସ୍ୟମାନେ ଚକିତ ହୋଇଯାଇଥିଲେ। ସେଠାରେ ଉପସ୍ଥିତ କେତେଜଣ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେବା ସହ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri