ମନୋରଞ୍ଜନ

ମନ ମୋହୁଛନ୍ତି ନିଗମ

ଯାତ୍ରା ନାଟକର ବଳିଷ୍ଠ ଅଙ୍ଗ ହେଉଛି ଗୀତ। ବିନା ଗୀତରେ ନାଟକ ପ୍ରାୟତଃ ରସାଳ ଲାଗେନାହିଁ। ପୁଣି ଥିମ୍‌କୁ ସୁଟ୍‌ କରିବା ଭଳି ଲାଇନ୍‌ ନ ମିଳିଲେ ଦର୍ଶକଙ୍କୁ ବାନ୍ଧି ରଖିବା ସହଜ ନୁହେଁ। ସେଥିଲାଗି ଯାତ୍ରାଋତୁ ଆରମ୍ଭର ବହୁ ପୂର୍ବରୁ…

୧୭ ବର୍ଷରେ ଏତେ ବଦଳିଗଲେଣି ରଶ୍ମୀ, ଚକିତ କରୁଛି ମେକ୍‌ଓଭର

ବମ୍ବେ: ପ୍ରଥମେ ଫିଲ୍ମ ‘କନ୍ୟାଦାନ’ରୁ ନିଜର ଡେବ୍ୟୁ କରିବା ପରେ ଲୋକପ୍ରିୟ ଟେଲି ଧାରାବାହିକ ‘ଉତରନ୍‌’ରୁ ଷ୍ଟାର ପାଲଟିଥିଲେ ଅଭିନେତ୍ରୀ ରଶ୍ମୀ ଦେଶାଇ। ଏବେ ରଶ୍ମୀ ବିଗ୍‌ ବସ୍‌ର ଚଳିତ ସିଜନ୍‌ରେ ନଜର ଆସୁଛନ୍ତି। ଘରେ ସେତେଟା ଭଲ ପ୍ରଦର୍ଶନ କରୁ…

ଶହେ କୋଟି କ୍ଲବରେ ‘ବାଲା’, ପାର୍ଟି କରି ଖୁସି ମନାଇଲା ଟିମ୍‌

ବମ୍ବେ: ପରଦାକୁ ଆସିବାର ତିନି ସପ୍ତାହ ମଧ୍ୟରେ ଶହେ କୋଟି କ୍ଲବରେ ଏଣ୍ଟ୍ରି ମାରିଛି ‘ବାଲା’। ଫିଲ୍ମରେ ନାୟକ ଆୟୁଷ୍ମାନ ଖୁରାନ୍ନା ଓ ନାୟିକା ଭୂମି ପେଡନେକର ଏବଂ ୟାମି ଗୌତମଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଏଣୁ ଆଗାମୀ…

ଆଉ ଜଣେ ନବାଗତା

ଗତ କିଛିବର୍ଷ ଧରି ଓଡ଼ିଆ ସିନେମାରେ ନବାଗତ କଳାକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ନିଜ ସ୍ବପ୍ନକୁ ସାକାର କରିବା ପାଇଁ ସେମାନେ ଅଭିନୟକୁ କ୍ୟାରିୟର ଭାବରେ ଗ୍ରହଣ କରିଛନ୍ତି। ସଫଳତା ହେଉ ଅବା ବିଫଳତା-ଏ ଦୁଇଟି ଅଲଗା କଥା। ହେଲେ ନବାଗତଙ୍କ…

ନୋ କଣ୍ଡୋମ୍‌ସ୍‌ ପ୍ଲିଜ୍‌

ମୁମ୍ବାଇ : ବଲିଉଡ୍‌ରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଥିବା ଅଭିନେତା ଭିକି କୌଶଲ ଏବେ ଚର୍ଚ୍ଚାରେ ଅଛନ୍ତି। ବଲିଉଡ୍‌ ହିଟ୍‌ଫିଲ୍ମ ‘ଉରି’ ଓ ‘ରାଜି’ରେ ଚମତ୍କାର ଅଭିନୟ ମାଧ୍ୟମରେ ସେ ଦର୍ଶକଙ୍କ ମନ ଜିଣିନେଇଛନ୍ତି। ବଲିଉଡ୍‌ରେ ତାଙ୍କୁ ନେଇ ଚର୍ଚ୍ଚା…

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ ଦେଇଥାନ୍ତି। ଏହି କ୍ରମରେ ଏକ ନୂଆ ଭିଡିଓ ସନ୍ନି ନିଜ ଇନ୍‌ଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲ୍‌ରେ ଶେୟାର…

ସାମ୍‌ନାକୁ ଆସିଲେ ରାଖୀ ସାଓ୍ବନ୍ତଙ୍କ ଝିଅ

ମୁମ୍ବାଇ : ନିଜର ଅଜବ୍‌ କାର୍ଯ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ବାହାହେବାର ୩ ମାସ ପରେ ତାଙ୍କ ଝିଅ ସାମ୍‌ନାକୁ ଆସିଛନ୍ତିି। ହଠାତ୍‌ ସମସ୍ତଙ୍କୁ…

ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍‌ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି…

ଇତିହାସ ରଚିଲା ଓଲିଉଡ୍‌: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’

କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍‌ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍‌ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ ଛବିରାଣୀ…

ଇଡେନ୍ ରେ ଫିଲ୍ମ ପ୍ରମୋଶନ କରିବେ ରାଣୀ

ଭାରତ ଏବଂ ବାଲାଂଦେଶ ମଧ୍ୟରେ ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ ଷ୍ଚାଡିୟମରେ ଖେଳାଯାଉଛି ।ଏହି ମ୍ୟାଚକୁ ଦେଖିବାପାଇଁ ଷ୍ଟାଡିୟମରେ ଅନେକ ସେଲିବ୍ରିଟି ଉପସ୍ଥିତ ଅଛନ୍ତି । ଅଭିନେତ୍ରୀ ରାଣୀ ମୁଖାର୍ଜୀ ନିଜ ଆଗାମୀ ଫିଲ୍ମ “ମର୍ଦ୍ଦାନୀ-2” ର…

ରିଲିଜ୍‌ ଅପେକ୍ଷାରେ ‘ପାନିପଥ’ର ଆଉ ଏକ ଗୀତ

ମୁମ୍ବାଇ: ବଲିଉଡ୍‌ ମୁଭି ‘ପାନିପଥ’ ଆସନ୍ତା ଡିସେମ୍ବରରେ ପରଦାକୁ ଆସିବ। ହେଲେ ଏହାର ଆଉ ଏକ ଗୀତ ଶନିବାର ରିଲିଜ୍‌ ହେବ ବୋଲି ସୂଚନା ମିଳିଛି। ଗୀତ ରିଲିଜ୍‌ ପୂର୍ବରୁ ଏହାର ଏକ ମୋଶନ ପୋଷ୍ଟର ଅର୍ଜୁନ କପୁର ଶେୟାର କରିଛନ୍ତି।…

ଦକ୍ଷିଣଭାରତୀୟ ସିନେମାରୁ କରିଥିଲେ ଡେବ୍ୟୁ, ଏବେ ପାଲଟିଛନ୍ତି ବଲିଉଡ୍‌ ଷ୍ଟାର

ବମ୍ବେ: ଦକ୍ଷିଣ ଭାରତୀୟ ସିନେମାରୁ କ୍ୟାରିଅର ଆରମ୍ଭ କରିବା ସତ୍ତ୍ୱେ ବଲିଉଡର ନାମକରା ଅଭିନେତ୍ରୀ ପାଲଟିଛନ୍ତି ଅନେକେ ଅଭିନେତ୍ରୀ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୀପିକା ପାଦୁକୋନ, ଶ୍ରୀଦେବୀ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ପ୍ରିୟଙ୍କା ଚୋପ୍ରା, କୃତି ସେନନଙ୍କ ଭଳି ଅଭିନେତ୍ରୀ। ଦୀପିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?