କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର କ୍ୟାରିୟର ଗଢିଥାଆନ୍ତି। ହେଲେ ବଲିଉଡ ଦୁନିଆରେ ଏମିତି ଜଣେ ଆଗଧାଡିର ନାୟିକା ଅଛନ୍ତି ଯେ…
ସାଉଥରେ ଡେବ୍ୟୁ କରିବେ ଅକ୍ଷୟ
ହାଇଦ୍ରାବାଦ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଷ୍ଣୁ ମଞ୍ଚୁଙ୍କ ନିର୍ମିତ ‘କନ୍ନପ୍ପା’ ଫିଲ୍ମରେ ଅକ୍ଷୟ ନଜର ଆସିବେ ବୋଲି ମଙ୍ଗଳବାର ଜଣାପଡ଼ିଛି।…
ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ
ବମ୍ବେ: ନିକଟରେ ବଲିଉଡ୍ର ଦବଙ୍ଗ ଖାନ୍ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ…
ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢ଼ୁନାହାନ୍ତି କିରନ
ନୂଆଦିଲ୍ଲୀ: ଚଣ୍ଡିଗଡ଼ରୁ ଲଗାତର ୨ ଥର ଏମ୍ପି ଥିବା ବଲିଉଡ୍ ଅଭିନେତ୍ରୀ କିରନ ଖେର୍ ଚଳିତ ଲୋକ ସଭା ନିର୍ବାଚନ ଲଢ଼ୁନାହାନ୍ତି। ଚଣ୍ଡିଗଡ଼ରୁ ଭାଜପା ତାଙ୍କ ବଦଳରେ ସଞ୍ଜୟ ଟଣ୍ଡନଙ୍କୁ ଟିକେଟ ଦେଇଛି। ତେବେ ଦଳ ତାଙ୍କ ଟିକେଟ କାଟି ନ…
ସଲମାନଙ୍କ ଘର ବାହାରେ ଫାୟାରିଂ କରିଥିବା ୨ ଅଭିଯୁକ୍ତ ଗିରଫ
ମୁମ୍ବାଇ,୧୬।୪:ମୁମ୍ବାଇର ଅଭିନେତା ସଲମାନ ଖାନଙ୍କ ବାସଭବନ ବାହାରେ ଗୁଳି ଚଳାଇଥିବା ଉଭୟ ଅଭିଯୁକ୍ତଙ୍କୁ ଗୁଜରାଟର ଭୁଜରୁ ଗିରଫ କରାଯାଇଛି। ମାମଲାର ଅନୁସନ୍ଧାନ କରୁଥିବା ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଦଳ ବିଳମ୍ବିତ ରାତିରେ ଏହି ବଡ ସଫଳତା ପାଇଛି। ଖବର ଅନୁଯାୟୀ, ଗୁଜରାଟ…
ହୃଦୟ ଜିତିଲେ କିଙ୍ଗ ଖାନ
ମୁମ୍ବାଇ,୧୫।୪: ବଲିଉଡର ସୁପରଷ୍ଟାର ଶାହରୁଖ ଖାନ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କର ଉଦାରତା ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। କିଙ୍ଗ ଖାନ ଯାହା ବି କରନ୍ତି, ସେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରି ସହିତ…
ଆତ୍ମହତ୍ୟା କଲେ କନ୍ନଡ ଫିଲ୍ମ ପ୍ରଡ୍ୟୁସର ସୌନ୍ଦର୍ଯ୍ୟା ଜଗଦୀଶ!
ଚେନ୍ନାଇ,୧୫।୪: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ କନ୍ନଡ ଚଳଚ୍ଚିତ୍ର ନିର୍ମାତା ତଥା ବ୍ୟବସାୟୀ ସୌନ୍ଦର୍ଯ୍ୟା ଜଗଦୀଶ ଆତ୍ମହତ୍ୟା ଉଦ୍ୟମ କରିବା ପରେ ତାଙ୍କର ମୃତ୍ୟୁ ହୋଇଛି। ରବିବାର ଦିନ ପୋଲିସ ଏବଂ ତାଙ୍କ…
କାନାଡାର ଆଇପି ଆଡ୍ରେସ, ଆମେରିକାରୁ ହୋଇଥିଲା ସଲମାନଙ୍କ ଘରେ ଫାୟରିଂ କରିବାର ପ୍ଲାନ
ମୁମ୍ବାଇ,୧୫।୪: ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଫାୟରିଂ କରିବା ମାମଲାରେ ମୁମ୍ବାଇ ପୋଲିସ ହାତରେ ନୂଆ ତଥ୍ୟ ଲାଗିଛି। ପୋଲିସ କହିଛି ଯେ ଫେସବୁକରେ ଗୁଳି ଚଳାଇବା ଘଟଣା ପାଇଁ ନିଜକୁ ଦାୟୀ କରିଥିବା ଫେସବୁକର ଆଇପି ଆଡ୍ରେସ…
ପ୍ରଥମ ପ୍ରେମରେ ଧୋକା ଖାଇଥିଲେ ବିଦ୍ୟା
ମୁମ୍ବାଇ:ବଲିଉଡ୍ ଅଭିନେତ୍ରୀ ବିଦ୍ୟା ବଲାନ୍ ନିଜର ଚମତ୍କାର ଅଭିନୟ ବଳରେ ଦୀର୍ଘ ବର୍ଷ ଧରି ପ୍ରଶଂସକଙ୍କ ହୃଦୟରେ ରାଜୁତି କରିଆସୁଛନ୍ତି। ନିଜର ବିନ୍ଦାଶ ଶୈଳୀ ପାଇଁ ବେଶ୍ ପରିଚିତି ଲାଭ କରିଥିବା ଏହି ଅଭିନେତ୍ରୀ ଜଣକ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦୋ…
କାହା ଟାର୍ଗେଟରେ ସଲମାନ୍? କେବେ ଧମକ ତ କେବେ ଗୁଳିମାଡ଼…
ବମ୍ବେ: ବଲିଉଡ୍ ସୁପରଷ୍ଟାର ସଲମାନଙ୍କ ଘର ଉପରକୁ ଗୁଳି ମାଡ଼। କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଭୋର ସମୟରେ ଦୁଇ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ତିନି ରାଉଣ୍ଡ ଗୁଳି ଚଳାଇଥିଲେ। ଏହାପରେ ସେମାନେ ଫେରାର ହୋଇଯାଇଥିଲେ। ଘଟଣାରେ କେହି ମୃତାହତ…
ଏହା କେବଳ ଥିଲା ଟ୍ରେଲର,ସଲମାନଙ୍କ ଘର ବାହାରେ ଗୁଳି ଫୁଟିବା ଘଟଣାରେ ନିଜକୁ ଦାୟୀ କଲେ ଲରେନ୍ସ ବିଷ୍ଣୋଇ ଭାଇ
ମୁମ୍ବାଇ,୧୪।୪: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣେୁାଇଙ୍କ ଭାଇ ଅନମୋଲ ବିଷ୍ଣୋଇ ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳି ଚଳାଇବା ପାଇଁ ନିଜକୁ ଦାୟୀ କରିଛନ୍ତି। ଆମେରିକାରେ ଅନମୋଲ ଅଛନ୍ତି। ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ସଲମାନଙ୍କ ଘର…
ସଲମାନଙ୍କ ଘର ଉପରକୁ ଗୁଳିମାଡ଼, ସିସିଟିଭିରେ କଏଦ ହେଲେ ଅଭିଯୁକ୍ତ
ମୁମ୍ବାଇ: ରବିବାର ସକାଳେ ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳିମାଡ଼ ହୋଇଥିଲା। ଦୁଇଜଣ ବାଇକ୍ ଆରୋହୀ ବାନ୍ଦ୍ରାସ୍ଥିତ ଭାଇଜାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ସମ୍ମୁଖରେ ୬ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁର୍ବୃତ୍ତମାନେ ଗୁଳି ଚଳାଇ ପବନ ବେଗରେ ପଳାଇ ଯାଇଥିଲେ।…
Archives


