ମନୋରଞ୍ଜନ

‘ଦବଙ୍ଗ ୩’ରେ ପ୍ରଶଂସକଙ୍କ ଡାଏଲଗ କହିବେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ପ୍ରଶଂସକଙ୍କ ଡାଏଲଗ କହିବେ ବୋଲି ଶୁଣିବାକୁ ମିଳିଛି। ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ‘ଦବଙ୍ଗ ୩’କୁ ନେଇ ଏକ ଭିଡିଓ ଅପଲୋଡ କରିଛନ୍ତି। ଯେଉଁଥିରେ ସେ ତାଙ୍କ ଫ୍ୟାନମାନଙ୍କୁ ଡାଏଲଗ ମାଗିଥିବା…

ଗରିବ ହୋଇଯାଇଛନ୍ତି ଦୀପିକା !

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ୍‌ ଏବେ ତାଙ୍କ ଅପକମିଙ୍ଗ ପ୍ରୋଜେକ୍ଟ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ଏହାରି ଭିତରେ ବି ସେ ସମୟ ବାହାର କରି ତାଙ୍କ ବେଷ୍ଟ ଫ୍ରେଣ୍ଡ ଉର୍ବଶୀ କୋଶଓ୍ବାନୀଙ୍କ ବିବାହରେ ଯୋଗ ଦେଇ ଆସିଛନ୍ତି ଚର୍ଚ୍ଚାକୁ।…

ଲତାଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ

ମୁମ୍ବାଇ,୧୨।୧୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ରବିବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ବିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଖବର ମିଳିବା ପରେ ତାଙ୍କ ପ୍ରଶଂସକମାନେ ଲତାଙ୍କର ଆଶୁ…

ମୁନ୍ନି ପରେ ‘ମୁନ୍ନା ବଦ୍‌ନାମ୍‌ ହୁଆ’..ଗୀତ ରିଲିଜ୍‌

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍‌ ହେବା ପରେ ଏବେ ବ୍ୟାକ୍‌ ଟୁ ବ୍ୟାକ୍‌ ଗୀତ୍‌ଗୁଡିକ ମଧ୍ୟ ରିଲିଜ୍‌ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍‌ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ୍‌ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତଟିର…

ଭେଣ୍ଟିଲେଟରରେ ସୁର ସାମ୍ରାଜ୍ଞୀ

ମୁମ୍ବାଇ,୧୨।୧୧: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସୋମବାର ତାଙ୍କୁ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି।…

ମାଧୁରୀଙ୍କ ଭାଗ୍ୟ ବଦଳାଇଥିଲା ଫିଲ୍ମ ‘ତେଜାବ’, ପୂରଣ କଲା ୩୧ ବର୍ଷ

ଅଭିନେତା ଅନୀଲ କପୁର ଏବଂ ମାଧୁରୀ ଦୀକ୍ଷିତ ଅନେକ ସଫଳ ସିନେମାରେ ଏକତ୍ର କାମ କରିଛନ୍ତି। ଏମିତି ଏକ ସଫଳ ସିନେମା ହେଲା ‘ତେଜାବ’। ଏହି ଫିଲ୍ମ ପରେ ମାଧୁରୀଙ୍କୁ ଷ୍ଟାରଡମ୍‌ ମିଳିଥିଲା। ଲୋକେ ତାଙ୍କୁ ମାଧୁରୀ ପରିବର୍ତ୍ତେ ମୋହିନୀ ନାମରେ…

ଲତା ମଙ୍ଗେସକର ଅସୁସ୍ଥ

ମୁମ୍ବାଇ,୧୧।୧୧: ସୁର ସାମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ ମୁମ୍ବାଇର ବିଚ୍‌ କ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ ଥିବା…

ଚର୍ଚ୍ଚାରେ ଟାଇଗରଙ୍କ ସେଲ୍‌ଫି

ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ ଶୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସବୁ ସମୟରେ କିଛି ନା କିଛି ଫଟୋ ଶେୟାର କରିଥାନ୍ତି। ଏମିତିରେ ଏବେ ତାଙ୍କର ଏକ ଫଟୋ ଭାଇରାଲ ହେବା ସହ ତାକୁ ଚର୍ଚ୍ଚା ହେଉଛି। ଏହି ଫଟୋରେ…

ଅସୁସ୍ଥ ଅଛନ୍ତି ଦୀପିକା

ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଶରୀର ଏବେ ଅସୁସ୍ଥ ଅଛି। ଏକଥା ସେ ନିଜେ ଖୁଲାସା କରିଛନ୍ତି। ନିକଟରେ ତାଙ୍କ ଘନିଷ୍ଠ ବନ୍ଧୁ ଉର୍ବଶୀ କେଶଓ୍ବାନୀଙ୍କ ବିବାହ ଥିଲା। ଏଥିରେ ସ୍ବାମୀ ରଣବୀର ସିଂଙ୍କ ସହ ମିଶି ଖୁବ୍‌ ନାଚିଥିଲେ। ପରେ ସେ…

ବଲିଉଡ୍‌ରେ ସଫଳତାର ସହ ୩୦ ବର୍ଷ ପୂରଣ କଲେ ଅଜୟ: ପ୍ରଥମ ସିନେମାରେ ଅକ୍ଷୟଙ୍କୁ କରିଥିଲେ ରିପ୍ଲେସ୍‌

ସିଂଘମ୍‌ ଷ୍ଟାର ଅଜୟ ଦେବ୍‌ଗନ୍‌ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସଫଳତାର ସହ ୩୦ ବର୍ଷ ପୂରଣ କରିଛନ୍ତି। ‘ତାନାଜୀ: ଦି ଅନସଙ୍ଗ ଓ୍ବାରିୟର’ ଅଜୟଙ୍କ କ୍ୟାରିୟରର ୧୦୦ତମ ଫିଲ୍ମ। ଫିଲ୍ମ ‘ଫୁଲ୍‌ ଔର କାଣ୍ଟେ’ରୁ ଅଜୟ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଏହି…

୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର କାହାଣୀ ସନ୍ଧ୍ୟା ଗୋଖଲେ ଲେଖିଛନ୍ତି। ଏଥିରେ ଜଣେ ଅବସରପ୍ରାପ୍ତ ଏସିପି ଦଣ୍ଡବତେ ଚରିତ୍ରରେ ନଜର…

ପଦ୍ମିନୀଙ୍କ ବଲିଉଡ୍‌ ଲେଉଟାଣିକୁ ନେଇ ଟୁଇଟ୍‌ କଲେ ଲତା

ମୁମ୍ବାଇ: ବେଶ୍‌ କିଛି ବର୍ଷ ପରେ ପୁଣି ବଲିଉଡ୍‌କୁ ଫେରୁଛନ୍ତି ୮୦ ଦଶକର ନାୟିକା ପଦ୍ମିନୀ କୋହ୍ଲାପୁରେ। ଫିଲ୍ମ ‘ପାନିପତ’ରେ ସେ ଗୋପିକା ବାଇ ଭୂମିକାରେ ନଜର ଆସିବେ। ନିକଟରେ ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଥିବା ବେଳେ ସେଥିରେ ପଦ୍ମିନୀଙ୍କ ଝଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?