ମନୋରଞ୍ଜନ

ଧୋନୀଙ୍କ ଠାରୁ ଅନେକ କିଛି ଶିଖିବାର ଅଛି

ଦୀର୍ଘବର୍ଷ ଧରି ଓଡ଼ିଶା କ୍ରିକେଟ ଦଳର ଫିଜିଓ ଦାୟିତ୍ୱରେ ଅଛନ୍ତି ଶୁଭକାନ୍ତ ସାହୁ। ଏପରିକି ପ୍ରଥମ ଓଡ଼ିଆ ଭାବେ ବିସିସିଆଇର ଲେଭଲ-୧ ଫିଜିଓ କୋର୍ସରେ ସେ ଉନ୍ନୀତ ହୋଇଥିଲେ। ପିତା ନବକିଶୋର ସାହୁ ଓ ମା’ ଶାନ୍ତିଲତା ସାହୁଙ୍କ ପୁଅ...

ବାଜି ମାରିଲା ‘ରାଜି’

ମୁମ୍ବାଇ,୧୯।୯: ବଲିଉଡ୍‌ର ସବୁଠାରୁ ବଡ ଆଓ୍ବାର୍ଡ ମଧ୍ୟରେ ଗଣା ଯାଉଥିବା ଏକ ଆଓ୍ବାର୍ଡ ହେଉଛି ଇଣ୍ଟରନ୍ୟାଶନାଲ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ ଆଓ୍ବାର୍ଡ ବା (ଆଇଆଇଏଫ୍‌ଏ) ଆଇଫା। ୨୦୧୯ ଆଇଫା ଆଓ୍ବାର୍ଡରେ ଏଥର ବାଜି ମାରିଛି ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ...

ପରଲୋକରେ ହରର ଫିଲ୍ମ ନିର୍ଦ୍ଦେଶକ

ମୁମ୍ବାଇ,୧୮।୯: ବଲିଉଡ୍‌ରେ ୭୦ ଓ ୮୦ ଦଶକରେ ଆସିଥିବା ହରର ଫିଲ୍ମର ନିର୍ଦ୍ଦେଶକ ଶ୍ୟାମ ରାମସେଙ୍କ ବୁଧବାର ପରଲୋକ ହୋଇଛି। ୬୭ବର୍ଷ ବୟସରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ନିଧନ ହୋଇଛି। ନିର୍ଦ୍ଦେଶକ ଶ୍ୟାମ କିଛି ଦିନରୁ ନିମୋନିଆରେ ପୀଡ଼ିତ ଥିବା...

ଆଈ ହେଲେ ରବିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ଆଈ ହୋଇଛନ୍ତି। ତାଙ୍କ ପାଳିତ କନ୍ୟା ଛାୟା ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ଏନେଇ ରବିନା ଖୁସି ହେବା ସହ ବହୁ ଉତ୍ସାହିତ ମଧ୍ୟ ଅଛନ୍ତି। ନାତି ଘରକୁ ଆସିବା ପରେ...

ଖୋଲାଖୋଲି ପ୍ରେମ କଲେ ଆଲିଆ-ରଣବୀର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଓ ନାୟକ ରଣବୀର କପୁରଙ୍କ ରିଲେସନଶିପକୁ ନେଇ ଏବେ ସବୁଠି ଚାଲିଛି ଚର୍ଚ୍ଚା। ବିବାହ ଉତ୍ସବ ହେଉ କି ଜନ୍ମଦିନ ସବୁଠି ଏହି ଯୋଡିଙ୍କୁ ଦେଖିବାକୁ ମିଳୁଛି। ଏମିତିକି ରରବୀରଙ୍କ ପିତା ରିଷି...

ଫେରୁଛନ୍ତି ସଲମାନଙ୍କ ‘ମାୟା’

ମୁମ୍ବାଇ: ସୁପରଷ୍ଟାର ଆମିର ଖାଁଙ୍କ ଝିଅ ଇରା ଖାଁ ଏବେ ଏବେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏକ ନାଟକର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି ଏହି ଷ୍ଟାର କିଡ୍‌। ଏହା ଏକ ଇଂରାଜୀ ନାଟକ ହୋଇଥିବା ବେଳେ ଏଥିରେ ସଲମାନଙ୍କ...

ଚର୍ଚ୍ଚାରେ ଅଲିନା: ଦିଶୁଛନ୍ତି କଟ୍ରିନାଙ୍କ ନକଲ

ମୁମ୍ବାଇ: ଚର୍ଚ୍ଚାରେ ଟିକ୍‌ ଟକ୍‌ ସେନ୍‌ସେଶନ୍‌ ତଥା ଫ୍ୟାଶନ୍‌ ବ୍ଲଗର ଅଲିନା ରାୟ। ସେ ବଲିଉଡ୍‌ ଅଭିନେତ୍ରୀ କଟ୍ରିନା କୈଫ୍‌ଙ୍କ ଅବିକଳ ନକଲ ଦିଶୁଥିବା କୁହାଯାଉଛି। କହିବା ଅନେକାଂଶରେ ଠିକ୍‌ ମଧ୍ୟ। କାରଣ ଅଲିନାଙ୍କୁ ଯେ କେହି ହଠାତ୍‌ ଦେଖିଲେ...

ଫିଲ୍ମରୁ ଦୂରେଇ ବି କପୁର ପରିବାରର ଏହି ଝିଅ ଆଜି କୋଟିପତି

କପୁର ପରିବାରର ଝିଅ ଅଭିନୟ କ୍ଷେତ୍ରରେ ବଲିଉଡ୍‌ରେ ବେଶ୍‌ ନାଁ କରିଥିବା ସମସ୍ତଙ୍କୁ ଋଣା ଅଧିକ ଜଣା। କରିସ୍ମା ହୁଅନ୍ତୁ କି କରୀନା। ଏହି ଦୁଇଜଣ ଇଣ୍ଡଷ୍ଟ୍ରିର ଟପ୍‌ ହିରୋଇନ୍‌ଙ୍କ ଲିଷ୍ଟରେ ରହିଛନ୍ତି। ଋଷି କପୁର ଏବଂ ନୀତୁ କପୁରଙ୍କ...

ହଲିଉଡ୍‌ରେ ଡିମ୍ପଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ଭିନ୍ନ ରୂପ ଏବେ ଦେଖିବାକୁ ମିଳିଛି। କାରଣ ସେ ଏବେ ହଲିଉଡ୍‌ ଫିଲ୍ମରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। କିଛିଦିନ ତଳେ ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହୋଇଥିଲା। ଯେଉଁଥିରେ...

ମାଲାୟାଲମ ଅଭିନେତା ଶକ୍ତିମାନ ହେବାରୁ ରାଗିଲେ ମୁକେଶ: କହିଲେ ନେଇପାରେ ଆଇନଗତ କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ: ମାଲାୟାଲମ ଫିଲ୍ମ ନିର୍ଦ୍ଦେଶକ ଓମାର ଲୁଲୁଙ୍କୁ ବରିଷ୍ଠ ଅଭିନେତା ମୁକେଶ ଖାନ୍ନାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ନିର୍ଦ୍ଦେଶକ ଓମାର ଲୁଲୁ ନିଜର ଅପ୍‌ କମିଂ ଫିଲ୍ମ ‘ଧମାକା’ର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେଥିମଧ୍ୟରୁ...

ରଣବୀର ସିଂଙ୍କୁ ଭୁଲିଗଲେ ଦୀପିକା

ବଲିଉଡ୍‌ର ମୋଷ୍ଟ ପପୁଲାର କପଲ୍‌ ହେଉଛନ୍ତି ଦୀପିକା ପାଦ୍ୟୁକୋନ୍‌ ଓ ରଣବୀର ସିଂ। ଦୁହେଁ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ମଧ୍ୟ। ନିକଟରେ ଏକ ଇଭେଣ୍ଟ୍‌ରେ ଯୋଗ ଦେବା ଅବସରରେ ଦୀପିକା ବିବାହିତ ବୋଲି କହିବାକୁ ଭୁଲି ଯାଇଥିଲେ। ମୁଁ...

ଅମିତାଭଙ୍କ ଅନୁରୋଧରେ ହିନ୍ଦୀ ଫିଲ୍ମ ଦେଖିଥିଲେ ମୋଦି

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ୬୯ ତମ ଜନ୍ମ ଦିନ ପାଳନ କରୁଥିବା ବେଳେ ସବୁଆଡୁ ତାଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ବଲିଉଡ୍‌ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛି। ଏହି କ୍ରମରେ ମୋଦିଙ୍କ ବଲିଉଡ୍‌ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri