ଗୋଟିଏ ପରେ ଗୋଟିଏ କଥାରେ ଟ୍ରୋଲ ହେଉଛନ୍ତି ରାନୁ ମଣ୍ଡଳ
ଦିନେ ଷ୍ଟେଶନରେ ଲତା ମଙ୍ଗେସ୍କରଙ୍କ ଗୀତ ଗାଇ ରାତାରାତି ଷ୍ଟାର ପାଲଟି ଯାଇଥିବା ରାନୁ ମଣ୍ଡଳ ଏବେ ଟ୍ରୋଲ ହେବାରେ ଲାଗିଛନ୍ତି। କାରଣ ତାଙ୍କର କଥାବାର୍ତ୍ତା ଓ ବ୍ୟବହାରରେ ଏପରି ପରିବର୍ତ୍ତନ ହୋଇଛି, ଯାହା କଳ୍ପନା ବାହାରେ। ଯେଉଁମାନେ ତାଙ୍କର ପ୍ରଶଂସକ…
ଚର୍ଚ୍ଚାରେ ଫିଲ୍ମ ‘ବାଲା’ର ଶିଶୁ କଳାକାର ସଚିନ
ବଲିଉଡ୍ ଅଭିନେତା ଆୟୁଷ୍ମାନ୍ ଖୁରାନାଙ୍କ ଫିଲ୍ମ ‘ବାଲା’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିବାରେ ଲାଗିଛି। ଏହାର କାହାଣୀ ମୁଣ୍ଡରେ କେଶ ନ ଥିବା ଜଣେ ବ୍ୟକ୍ତି ଉପରେ ଆଧାରିତ। ପୁଣି ମୁଣ୍ଡରେ କେଶ ଉଠିବା ପାଇଁ କ’ଣ ସବୁ କରାଯାଉଛି…
ରାଗିଗଲେ ରାକ୍ଷୀ
ବମ୍ବେ: ରାଗିଗଲେ ବଲିଉଡ୍ର ଆଇଟମ୍ ଗର୍ଲ ରାକ୍ଷୀ ସାଓ୍ବନ୍ତ। ଭାବୁଥିବେ କାରଣ କ’ଣ। ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ୍ର ଶେହନାଜ୍ ଗିଲଙ୍କୁ ‘ପଞ୍ଜାବର ରାକ୍ଷା ସାଓ୍ବନ୍ତ’ ବୋଲି ଇଙ୍ଗିତ କରି ଶୈଫାଲୀ ଜରିଓ୍ବାଲା କହିଥିଲେ। ଏହା ଶୁଣିବା ପରେ ରାକ୍ଷୀ ରାଗିଯାଇଛନ୍ତି।…
ସେନା ଚରିତ୍ରରେ ନଜର ଆସିବେ ବରୁଣ
ମୁମ୍ବାଇ: ଆକ୍ସନ, କମେଡି ଓ ଇମୋଶନରେ ଦର୍ଶକଙ୍କୁ ବାନ୍ଧି ରଖୁଥିବା ଅଭିନେତା ବରୁଣ ଧଓ୍ବନଙ୍କୁ ଏବେ ଭିନ୍ନ ଚରିତ୍ରରେ ଦେଖିବାକୁ ମିଳିବ। ପରମବୀରଚକ୍ରରେ ସମ୍ମାନୀତ ସେନା ଅଧିକାରୀ ଅରୁଣ କ୍ଷେତ୍ରପାଳଙ୍କ ବାୟୋପିକ୍ରେ ଏବେ ବରୁଣ ଅଭିନୟ କରିବାକୁ ଯାଉଛନ୍ତି ବୋଲି ଶୁଣିବାକୁ…
ଦର୍ଶକଙ୍କ ମନକୁ ଛୁଇଁଲା ‘ବାଲା’
ମୁମ୍ବାଇ: ବଲିଉଡ୍ ମୁଭି ବାଲା ପ୍ରଥମ ଦିନରେ ହିଁ କମାଲ୍ କରିଛି। ଆୟୁଷ୍ମାନ ଖୁରାନା, ଭୂମି ପେଡନେକର ଓ ୟାମି ଗୌତମଙ୍କ ଅଭିନୀତ ଏହି ଫିଲ୍ମ ପ୍ରଥମ ଦିନରେ ହିଁ ଦର୍ଶକଙ୍କ ଦିଲ୍ ଜିତିଛି। ଅମର କୌଶିକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ…
ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ଉପରେ ମତ ରଖିଲା ବଲିଉଡ୍
ମୁମ୍ବାଇ,୯।୧୧: ସୁପ୍ରିମକୋର୍ଟ ଶନିବାର ଅଯୋଧ୍ୟା ମାମଲାକୁ ନେଇ ଐତିହାସିକ ରାୟ ଦେଇଛନ୍ତି। ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେବା ସ୍ପଷ୍ଟ ହୋଇଯାଇଛି। ଏହାସହ ସୁପ୍ରିମକୋର୍ଟ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣକୁ ନେଇ ଏକ ଟ୍ରଷ୍ଟ ଗଠନ କରିବାକୁ ଅନୁମତି…
କରଣଙ୍କ ପାଦ ଛୁଇଁଲେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ ତାଙ୍କ କ୍ୟାରିୟରରେ ଆଗକୁ ବଢ଼ିବାରେ ଲାଗିଛନ୍ତି। ଏବେ ସେ ଅନ୍ୟମାନଙ୍କଠାରୁ କମ୍ ବଜେଟରେ କାମ କରୁଛନ୍ତି ବୋଲି କୁହାଯାଉଛି। କିନ୍ତୁ ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସ୍ରେ ଶହେ କୋଟିରୁ ଊର୍ଦ୍ଧ୍ୱ ଆୟ କରୁଛି।…
କାହିଁକି ଫେରି ପାରୁ ନାହାଁନ୍ତି ରାମ
ମୁମ୍ବାଇ: ଟେଲିଭିଜନ ପରଦାରେ ଦିନେ ଚହଳ ପକାଇଥିବା ରାମାନନ୍ଦ ସାଗରଙ୍କ ଧାରାବାହିକ ରାମାୟଣ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇରହିଛି। ଯେତେବେଳେ ଏହା ପ୍ରସାରଣ ହେଉଥିଲା ସେତେବେଳେ ରାସ୍ତାଘାଟ ଶୂନଶାନ୍ ହୋଇ ଯାଉଥିଲା। ଆଉ ଏଥିରେ ମୁଖ୍ୟ ଭୂମିକା ଅର୍ଥାତ୍ ରାମଙ୍କ…
ପ୍ରଥମ ବିବାହ ବାର୍ଷିକୀ ପାଇଁ ସ୍ବତନ୍ତ୍ର ପ୍ରସ୍ତୁତିରେ ଅଛନ୍ତି ନିକ୍
ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଆମେରିକାନ୍ ସିଙ୍ଗର ନିକ୍ ଜୋନସ୍ ଏବର୍ଷ ପାଳନ କରିବେ ତାଙ୍କର ପ୍ରଥମ ବିବାହ ବାର୍ଷିକୀ। ଏଥିପାଇଁ ଏହି କପଲ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ତେବେ ପ୍ରିୟଙ୍କାଙ୍କ ଅପେକ୍ଷା ନିକ୍ ଅଧିକ…
ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍
ଅଭିନେତା ସୈଫ୍ ଅଲ୍ଲୀ ଖାନ୍ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ କିପରି ଗମ୍ଭୀରତାର ସହ ନେବ ତାହା ହିଁ ଅମ୍ରିତା ବତାଇ ଦେଇଛନ୍ତି। ନିକଟରେ ଏକ…
ସାଇନାଙ୍କ ବାୟୋପିକ୍ ପାଇଁ କଠିନ ପରିଶ୍ରମ କରୁଛନ୍ତି ପରୀ
ମୁମ୍ବାଇ: ଯେତେବେଳେ ବାୟୋପିକ୍ କଥା ଆସେ, ସେତେବେଳେ ଅଭିନେତ୍ରୀ/ଅଭିନେତାଙ୍କୁ ବିଶେଷ ପ୍ରସ୍ତୁତି କରିବାକୁ ପଡ଼ିଥାଏ। କାରଣ କୌଣସି କାଳ୍ପନିକ ଚରିତ୍ରକୁ ପରଦା ଉପରେ ଜୀବନ୍ତ କରି ଉତାରିବାଠାରୁ କାହିଁ କେତେ ଗୁଣ କଷ୍ଟକର ଜଣେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଚରିତ୍ରରେ ଅଭିନୟ କରିବା।…
ବଲିଉଡ୍ର ଦାମୀ ହିରୋ
ମୁମ୍ବାଇ: ସଲ୍ମାନ ଖାନ୍ ହୁଅନ୍ତୁ ବା ଶାହରୁଖ୍ ଖାନ୍, ଆମୀର ଖାନ୍ ହୁଅନ୍ତୁ ବା ହ୍ରିତିକ୍ ରୋଶନ, ଏହି ହିରୋମାନେ ଦଶନ୍ଧି ଧରି ବଲିଉଡ୍ରେ ନିଜର ଦବ୍ଦବା ବଜାୟ ରଖିଛନ୍ତି। ହେଲେ ବଲିଉଡ୍ ସୁପର୍ଷ୍ଟାର ଅକ୍ଷୟ କୁମାରଙ୍କ କଥା ଟିକେ ଅଲଗା।…

