‘ଦବଙ୍ଗ-୩’ର ଶୁଟିଂ ଶେଷ: ଏହି ଅବସରରେ ବିନୋଦଙ୍କୁ ମନେପକାଇଲେ ସଲ୍ମାନ
ବଲିଉଡ୍ ଇଣ୍ଡଷ୍ଟ୍ରିର ଦବଙ୍ଗ ଖାନ୍ ସଲମାନ୍ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’ର ଶୁଟିଂ ଇତିମଧ୍ୟରେ ଶେଷ ହୋଇଛି। ସଲ୍ମାନ୍ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାରକରି ଏହା ଜଣାଇଛନ୍ତି। ଭିଡିଓରେ ସେ ଫିଲ୍ମର ସମସ୍ତ କଳାକାରଙ୍କ ସହ ନଜର…
‘ସୁପରଷ୍ଟାର ସିଙ୍ଗର’ର ପ୍ରଥମ ବିଜେତା ହେଲେ ପ୍ରୀତି: ପୁରସ୍କାର ରୂପେ ଟ୍ରଫି, ୧୫ ଲକ୍ଷର ଚେକ୍
ସୋନି ଟିଭିରେ ପ୍ରସାରିତ ସିଙ୍ଗିଙ୍ଗ୍ ରିଆଲିଟି ଶୋ’ ସୁପରଷ୍ଟାର ସିଙ୍ଗର’ର ପ୍ରଥମ ବିଜେତା ହେଉଛନ୍ତି ପ୍ରୀତି ଭଟାଚାର୍ଯ୍ୟ। ଅକ୍ଟୋବର ୬ରେ ଶୋ’ର ଗ୍ରାଣ୍ଡ୍ ଫିନାଲେ ଅନୁଷ୍ଠିତ ହୋଇଥିଲା। ପ୍ରୀତି ପ୍ରଥମରୁ ହିଁ ନିଜର ସୁନ୍ଦର ସ୍ବର ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିତିପାରିଥିବା…
ବିଗ୍ ବସ୍ ୧୩ ଯୋଗୁ ବ୍ୟାପୁଛି ଅଶ୍ଳୀଳତା, ରୋକ ଲଗାଇବା ପାଇଁ ମନ୍ତ୍ରୀଙ୍କୁ ଚିଠି
ରିୟଲିଟି ଶୋ’ ବିଗ୍ ବସ୍ ଯୋଗୁ ଅଶ୍ଲୀଳତା ବ୍ୟାପୁଥିବା ଅଭିଯୋଗ କରି ଅଲ୍ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକଙ୍କୁ ଚିଠି ଲେଖାଯାଇଛି। ଏହାର ପ୍ରସାରଣ ଉପରେ ରୋକ ଲଗାଇବା ପାଇଁ ଚିଠିରେ ଉଲ୍ଲେଖ ରହିଛି।…
ଢୋଲ ବଜାଇ ଦୁର୍ଗାପୂଜା ପାଳନ କଲେ ନୁଶରତ
ଅଭିନେତ୍ରୀ ତଥା ଏମ୍ପି ନୁଶରତ୍ ଜହାଁ ଢୋଲ ଭିନ୍ନ ଢଙ୍ଗରେ ଦୁର୍ଗାପୂଜା ପାଳନ କରିଛନ୍ତି। ପବିତ୍ର ମହାଷ୍ଟମୀ ଅବସରରେ ସେ ସ୍ବାମୀ ନିଖିଲ ଜୈନଙ୍କ ସହ ପୂଜା ପେଣ୍ଡାଲରେ ପହଞ୍ଚିଥିଲେ। ପାରମ୍ପରିକ ବଙ୍ଗାଳୀ ଶାଢି ଏବଂ ସିନ୍ଦୁର ପିନ୍ଧି ନୁଶରତଙ୍କୁ ଢୋଲ…
ଭାଇରାଲ ହେଉଛି ବିଗ୍ ବିଙ୍କ ଫନି ଟିକ୍ଟକ୍ ଭିଡିଓ
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ନିକଟରେ ସେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏମିତି ଏକ ଭିଡିଓ ଅପଲୋଡ କରିଛନ୍ତି ଯାହାକୁ ଦେଖିଲେ ନ ହସିବା ଲୋକେ ବି ହସି ପକାଇବେ। ଉକ୍ତ ଭିଡିଓରେ ଜଣେ…
ଫେରୁଛି ‘ରୋଜା’
ମୁମ୍ବାଇ: ମଣିରତ୍ନମଙ୍କ ନିର୍ଦ୍ଦେଶିତ ଫିଲ୍ମ ୧୯୯୨ରେ ପରଦାରେ ସୁପରହିଟ୍ ସାବ୍ୟସ୍ତ ହୋଇଥିବା ବେଳେ ଏବେବି ଏହା ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ଏଥିରେ ଅରବିନ୍ଦ ସ୍ବାମୀ ଓ ମଧୁଙ୍କ ଯୋଡିଙ୍କୁ ଦର୍ଶକେ ବେଶ୍ ପସନ୍ଦ କରିଥିଲେ। ଏବେ ଏହି ଯୋଡି…
ରୀନାଙ୍କୁ ଏଥର ନେଗେଟିଭ୍
ନା ସେ ଗଁ। ରେ ଡ୍ରାମା କରିଥିଲେ। ନା ତାଙ୍କର ଅଭିନୟର କୌଣସି ଅଭିଜ୍ଞତା ଥିଲା। ସେ କେବଳ ଭଲ ପାଉଥିଲେ ଯାତ୍ରାକୁ। ଯାତ୍ରା ପ୍ରତି ଥିବା ତାଙ୍କର ସେହି ଭଲପାଇବା ହିଁ ତାଙ୍କୁ ଟାଣି ଆଣିଲା ଯାତ୍ରା ଜଗତକୁ। ଖାଲି…
”ଯାତ୍ରାରେ ପରିଚାଳକର ଭୂମିକା ବାପାଙ୍କ ଭୂମିକାଠୁ କମ୍ ନୁହେଁ“: ପ୍ରଜିତ କୁମାର ରାଉତରାୟ
”ଗୋଟିଏ ପରିବାରରେ ଜଣେ ବାପାଙ୍କ ଭୂମିକା ଯାହା ଗୋଟିଏ ଯାତ୍ରାପାର୍ଟିରେ ଜଣେ ପରିଚାଳକଙ୍କ ଭୂମିକା ଅବିକଳ ସେଇଆ। ପାର୍ଟି ଭିତରେ ସମତୂଲ ବଜାୟ ରଖିବା ସହିତ ସବୁବେଳେ ବ୍ୟକ୍ତିଗତ ଲାଭକ୍ଷତିକୁ ଭୁଲି କେବଳ ଅନୁଷ୍ଠାନର ମଙ୍ଗଳ କାମନା କରିବା ହେଉଛି ଜଣେ…
ଏବେ ଫଟୋ ଉଠାଇବାକୁ ମନାକଲେଣି ତୈମୁର
ସୈଫ୍ଅଲ୍ଲୀ ଖାନ୍ ଏବଂ କରୀନା କପୁରଙ୍କ ପୁଅ ତୈମୁରଙ୍କୁ ଦେଖିଲେ ଫଟୋଗ୍ରାଫରମାନେ ତାଙ୍କ ଫଟୋ ନେବାକୁ ଭିଡ଼ ଜମାଇଥାନ୍ତି। ସ୍କୁଲ ହେଉ କି ଏୟାରପୋର୍ଟ ଯେଉଁଠି ତୈମୁରଙ୍କ ଉପରେ ନଜର ପଡ଼ିଲା ଫଟୋ ଉଠାଇବା ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତୈମୁର…
ଧର୍ମ ପାଇଁ ଗୀତ ଗାଇବା ଛାଡ଼ିଦେଲେ ଏହି ଗାୟିକା
ପାକିସ୍ତାନର ସଙ୍ଗୀତ ଜଗତରେ ଏକ ଚକିତ ଖବର ଶୁଣିବାକୁ ମିଳିଛି। ସୁଫି ଗାୟିକା ଶାଜିୟା ଖୁସ୍କ ସଙ୍ଗୀତ ଦୁନିଆକୁ ସବୁଦିନ ପାଇଁ ଅଲବିଦା କହିଦେଇଛନ୍ତି। ଆଉ ଗୀତ ଗାଇବେ ନାହିଁ ବୋଲି ଘୋଷଣା କରିଦେଇଛନ୍ତି। ପାକିସ୍ତାନୀ ପ୍ରଶଂସକମାନେ ମଧ୍ୟ ତାଙ୍କ କଥାକୁ…
ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ
ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ ପ୍ରେମରେ ପଡ଼ିଥିବା କୁହାଯାଉଥିବା ବେଳେ ଏବେ କୁଆଡେ ସେ ଆରିୟା ଅଗ୍ରଓ୍ବାଲଙ୍କ ପ୍ରେମରେ ପଡ଼ିଛନ୍ତି।…
ହ୍ରିତିକ୍- ଜନ୍ଙ୍କ ପରେ ଏବେ ଫରହାନ୍ଙ୍କ ସହ କାମ କରିବେ ମୃଣାଳ
ମୁମ୍ବାଇ: ଅଭିନେତ୍ରୀ ମୃଣାଳ ଠାକୁରଙ୍କର ଏବେ ହାତୀ ସୁନା କଳସ ଢାଳିବା ପରି ଅବସ୍ଥା। ଚଳିତ ବର୍ଷ ତାଙ୍କ ହାତରେ ଗୋଟିଏ ପରେ ଗୋଟିଏ ବଡ଼ ଫିଲ୍ମ। ‘ସୁପର ୩୦’ରେ ହ୍ରିତିକ୍୍ଙ୍କ ବିପକ୍ଷରେ ତାଙ୍କ ଅଭିନୟକୁ ନେଇ ସେ ବେଶ ପ୍ରଶଂସିତ…
Archives


