ମନୋରଞ୍ଜନ

ପରଦାକୁ ଆସିବ ‘ବାଲା’, ଜାଣନ୍ତୁ କେମିତି ହୋଇଥିଲା ଫିଲ୍ମର ନାମକରଣ

ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଅପକମିଂ ଫିଲ୍ମ ‘ବାଲା’ ନଭେମ୍ବର ୭ରେ ପରଦା ଉପରକୁ ଆସିବାକୁ ଯାଉଛି। ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଏହାର ଟାଇଟେଲକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ତେବେ ଟାଇଟେଲ ପଛର ରହସ୍ୟକୁ ଉନ୍ମୋଚନ କରିଛନ୍ତି ଆୟୁସ୍ମାନ। ସେ…

ଓଡ଼ିଆ ଝିଅ ଚେଲ୍‌ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା

ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍‌ସି ବେଉରା। ଇଶକ୍‌ଜାଦେ ଫିଲ୍ମର ‘ମେଁ ପରେଶାନ..’ ଗୀତ ଗାଇ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନିଜ ପ୍ରତିଭା ଜରିଆରେ…

ଇଦ୍‌କୁ ଟାର୍ଗେଟ କଲେ ସଲମାନ-ଅକ୍ଷୟ

ମୁମ୍ବାଇ: ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ ଇଦ୍‌ ପାଇଁ ଏବେଠାରୁ ସଜବାଜ ହେଲାଣି ବଲିଉଡ୍‌। ସବୁବର୍ଷ ଇଦ୍‌ ପରି ଏବର୍ଷ ବି ଇଦ୍‌ରେ ଦେଖିବାକୁ ମିଳିବ ଭାଇଜାନଙ୍କ ଅଭିନୀତ ଫିଲ୍ମ। ଇଦ୍‌ରେ ଏକାସହ ରିଲିଜ୍‌ ହେବ ଖିଲାଡି ବୟ ଅକ୍ଷୟ କୁମାରଙ୍କ…

ସିଙ୍ଗର କପୁଲ ବିଶିକୁମାର-ପଦ୍ମାଳୟା

ଯାତ୍ରା ଜଗତରେ ଅନେକ ସିଙ୍ଗର କପୁଲ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଗୋଟିଏ କପୁଲ ହେଉଛନ୍ତି ବିଶିକୁମାର ଓ ପଦ୍ମାଳୟା। ସମ୍ପ୍ରତି ଏମାନଙ୍କର ସଂଗୀତର ଲହର ଛୁଟୁଛି ଯାତ୍ରା ‘ସ୍ବପ୍ନମହଲ’ରେ। ବିଶିକୁମାର ମୁଖ୍ୟତଃ ମହମ୍ମଦ ଅଜିଜ୍‌ଙ୍କ ଗୀତ ଗାଇବାକୁ ପସନ୍ଦ କରୁଥିବା ବେଳେ…

ଷ୍ଟୋରି-ସସ୍‌ପେନ୍ସ-ଏଣ୍ଟରଟେନ୍‌ମେଣ୍ଟରେ ଭରପୂର ‘ଭିତିରି କଥା’

ପ୍ରତ୍ୟେକ ଯୁବତୀଯୁବକଙ୍କ ପାଇଁ ବାସର ରାତି ଏକ ନିଆରା ଅନୁଭୂତି ନେଇ ଆସିଥାଏ। ଆଦୌ ଚିହ୍ନା ନ ଥିବା, ଜଣା ନ ଥିବା ଦୁଇଟି ଝିଅପୁଅଙ୍କ ମଧ୍ୟରେ ଏହି ରାତିରେ ଅବଶିଷ୍ଟ ଜୀବନ ପାଇଁ ଏକ ସ୍ଥାୟୀ ସମ୍ପର୍କ ସ୍ଥାପିତ ହୋଇଯାଏ।…

ପ୍ରିନ୍‌ସେସ୍‌ ଲୁକ୍‌ରେ ନୀଳନୟନା

ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ଇଟାଲୀର ରୋମ ସହରରେ। ତାଙ୍କ ସହିତ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟା ମଧ୍ୟ ଅଛନ୍ତି। ଦୁଇଦିନ ତଳେ ଅର୍ଥାତ ନଭେମ୍ବର ୧ରେ ବିଶ୍ୱସୁନ୍ଦରୀ ସେଠାରେ ତାଙ୍କର ୪୬ ତମ ଜନ୍ମଦିବସ ପାଳନ…

ପ୍ରଥମ ଥର ପାଇଁ ବାୟୋପିକ୍‌ରେ ଅରିନ୍ଦମ, ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’

ନାୟକ ଅରିନ୍ଦମ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ଫିଲ୍ମର ଟାଇଟଲ, ଭୂମିକା, ଦୃଶ୍ୟାୟନ-ଏସବୁ ତାଙ୍କ ମନକୁ ଏମିତି ପ୍ରଭାବିତ କରିଛି ତାହାକୁ ପ୍ରକାଶ କରିବାକୁ ସେ ଭାଷା ଖୋଜୁଛନ୍ତି। କେବଳ ସେତିକି ନୁହେଁ, ନିଜ ଓଲିଉଡ୍‌ କ୍ୟାରିୟରରେ ସେ…

ଭିନ୍ନ ଢଙ୍ଗରେ ସୁରକ୍ଷାକର୍ମୀଙ୍କ ଜନ୍ମଦିନ ପାଳିଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ତଥା ନବାଗତା ନାୟିକା ଶ୍ରଦ୍ଧା କପୁର ତାଙ୍କ ଉଦାର ହୃଦୟ ପାଇଁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ନିକଟରେ ତାଙ୍କ ସୁରକ୍ଷାକର୍ମୀଙ୍କ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରି ଆସିଛନ୍ତି ଚର୍ଚ୍ଚାକୁ। ଅତୁଲ…

ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ହେଉଛନ୍ତି ଜଣେ। ଐଶ୍ୱର୍ଯ୍ୟା…

ଏକାଠି ହେବାକୁ ଯାଉଛନ୍ତି ୩ ଖାଁ

ମୁମ୍ବାଇ: ବଲିଉଡ୍‌ର ୩ ଖାନ୍‌ କହିଲେ ବୁଝାଏ ଆମିର, ସଲମାନ ଓ ଶାହରୁଖ। କେବେ ଏମାନଙ୍କ ମଧ୍ୟରେ ଭଳ ସମ୍ପର୍କ ନ ଥିବା ବେଳେ ଏବେ କିନ୍ତୁ ଏମାନଙ୍କ ସମ୍ପର୍କ କିଛି ଖରାପ ନାହିଁ ବୋଲି ଶୁଣିବାକୁ ମିଳେ। ତେବେ ଏହି…

ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍‌-୨’ର ଫଟୋ

ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍‌-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ ଏହାର ଏକ ଆକ୍ସନ ସିନ୍‌ ଶୁଟ୍‌ କରାଯାଇଥିଲା। ତେବେ ଗ୍ବାଲିୟର ସିପ୍ଟ ହେବା ଖବର…

ଶୀଘ୍ର ବିବାହ କରିବି: କାଜଲ ଅଗ୍ରଓ୍ବାଲ

ବମ୍ବେ: ବିବାହ କରିବାକୁ ମନ ବଳାଇଲେଣି ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ। କଥାଟି ଏମିତି କହୁନାହୁଁ, ବରଂ ନିକଟରେ ଏକ ଶୋ’ରେ ସାକ୍ଷାତକାର ଦେବା ସମୟରେ ସେ ଏହା କହିଛନ୍ତି। ବିବାହକୁ ନେଇ ସେ ପ୍ରସ୍ତୁତି ମଧ୍ୟ ଆରମ୍ଭ କରିଦେଲେଣି। ଏଣୁ ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?