‘ପଲ୍ ପଲ୍ ଦିଲ୍ କେ ପାସ୍’ରେ ପ୍ରଥମ ଅଭିନୟ
ମୁମ୍ବାଇ: ‘ପଲ୍ ପଲ୍ ଦିଲ୍ କେ ପାସ୍’ରେ ଅଭିନୟ ଜୀବନ ଆରମ୍ଭ କରିଛନ୍ତି ସନ୍ନି ଦେଓଲଙ୍କ ପୁତ୍ର କରନ ଦେଓଲ। କରନ ଶୁଟିଂସେଟ୍ରେ ଥିବାବେଳେ ତାଙ୍କ ଜେଜେବାପା ତଥା ବିଶିଷ୍ଟ ଅଭିନେତା ଧର୍ମେନ୍ଦ୍ର ଅଚାନକ ସେଠାରେ ପହଞ୍ଚତ୍ୟାଇଥିଲେ। ଜେଜେବାପାଙ୍କୁ ଅତର୍କିତ...
ପୁଣି ଚର୍ଚ୍ଚାରେ ପ୍ରିୟଙ୍କାଙ୍କ ଭାଇ ସିଦ୍ଧାର୍ଥ: ନିର୍ବନ୍ଧ ଭାଙ୍ଗିବାର କିଛି ଦିନ ପରେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ନଜର ଆସିଲେ
ମୁମ୍ବାଇ: ବଲିଉଡ ତଥା ହଲିଉଡ୍ ଡିଭା ପ୍ରିୟଙ୍କା ଚୋପ୍ରା ଜୋନାସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବ୍ୟକ୍ତିଗତ ଜୀବନ ପୁଣି ଚର୍ଚ୍ଚାରେ। ସୋମବାର ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ଘରେ ରଖାଯାଇଥିବା ଗଣେଷ ପୂଜା ଆୟୋଜନରେ ଯୋଗ ଦେଇଥିଲେ ସିଦ୍ଧାର୍ଥ। ତେବେ ତାଙ୍କ...
ମଲାଇକାଙ୍କ ସହ ଛୁଟି କଟାଉଛନ୍ତି ଅର୍ଜୁନ, ଇନ୍ଷ୍ଟା ଷ୍ଟୋରୀରେ ଲେଖିଲେ ଏଭଳି କିଛି..
ମୁମ୍ବାଇ: ବଲିଉଡ୍ର ନୂଆ ଲର୍ଭବର୍ଡ କହିଲେ ମଲାଇକା ଅରୋରା ଏବଂ ଅର୍ଜୁନ କପୁରଙ୍କୁ ଅନେକେ ବୁଝନ୍ତି। କଥାଟି ଅନେକାଂଶରେ ସତ ମଧ୍ୟ। ଉଭୟଙ୍କୁ ବିଭିନ୍ନ ସମୟରେ ଏକାଠି ଦେଖିବାକୁ ମିଳେ। ଏପରିକି ବିଦେଶ ଭ୍ରମଣରେ ବି ସେମାନେ ଏକତ୍ର ଯାଇଥାନ୍ତି।...
ବନ୍ଦ ହେବ ପାକିସ୍ତାନୀଙ୍କ ପ୍ରିୟ ସିନେମା ହଲ
ମୁମ୍ବାଇ: ପଞ୍ଜାବର ବହୁ ପୁରାତନ ତଥା ପାକିସ୍ତାନୀଙ୍କର ପସନ୍ଦର ସିନେମା ହଲ୍ ରାଜା ଟକିଜ୍ ବନ୍ଦ ହେବାକୁ ଯାଉଛି। କାରଣ ଏବେ ଏହାର ମାଲିକ ଏହାକୁ ବିକ୍ରି କରିବାକୁ ଯାଉଛନ୍ତି। ରାଜା ଟକିଜ୍ ନାଁରେ ପରିଚିତ ପ୍ରସିଦ୍ଧ ଧନି ରାମ...
ଭାରତ ଉପରେ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଉପହାର ଦେବେ ବୀଣା
ମୁମ୍ବାଇ: ପାକିସ୍ତାନୀ ଅଭିନେତ୍ରୀ ବୀଣା ମଲିକ ପ୍ରତିଥର କିଛି ନା କିଛି ଭାରତ ବିରୋଧୀ କଥା କହି ଆସିଥାଆନ୍ତି ଚର୍ଚ୍ଚାକୁ। ବିଗ୍ ବସ୍ କଣ୍ଟେଷ୍ଟାଣ୍ଟ ଭାବେ ଭାରତରେ ସେ ବେଶ୍ ପରିଚିତ। ତେବେ ଏଥର ସେ ଉର୍ଦ୍ଦୁ ଭାଷାରେ ଏକ...
ଦିନଥିଲା ସାଙ୍ଗଙ୍କଠାରୁ ଖାଦ୍ୟ ମାଗି ଖାଉଥିଲେ, ଏବେ ବଲିଉଡ୍ର ଜଣେ ଆଗଧାଡିର ଅଭିନେତା
ରାଜକୁମାର ରାଓ ବା ରାଜକୁମାର ଯାଦବ ହେଉଛନ୍ତି ବଲିଉଡ୍ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ସଫଳ କଳାକାର। ୨୦୧୦ରେ ‘ଲଭ ସେକ୍ସ ଔର ଧୋକା’ ଫିଲ୍ମ ଜରିଆରେ ସିନେ ଜଗତରେ ପାଦ ଦେଇଥିଲେ। ୨୦୧୩ ମସିହାର ‘କାଇ ପୋ ଚେ’...
ଦୁଇ ଭଉଣୀଙ୍କ ପାଇଁ ଟାଟୁ କଲେ ହର୍ଷବର୍ଦ୍ଧନ
ବଲିଉଡ୍ ଅଭିନେତା ଅନିଲ କପୁରଙ୍କ ପୁଅ ତଥା ଅଭିନେତା ହର୍ଷବର୍ଦ୍ଧନ ଦୁଇ ଭଉଣୀଙ୍କ ନାଁରେ ଟାଟୁ କରିଛନ୍ତି। ନିଜ ଇନଷ୍ଟାଗ୍ରାମରେ ସେ ଏକ ଫଟୋ ଶେୟାର୍ କରି ଏହାର ଖୁଲାସା କରିଛନ୍ତି। ହର୍ଷବର୍ଦ୍ଧନ ଭଉଣୀ ସୋନମ ଏବଂ ରିଆ କପୁରଙ୍କ...
ଫିଲ୍ମ ପାଇଁ ଅଫର ପ୍ରେରଣାଦାୟୀ: ତବୁ
ମୁମ୍ବାଇ: ଫିଲ୍ମ ପାଇଁ ଅଫର ମିଳିବା ପ୍ରେରଣାଦାୟକ ବୋଲି ବଲିଉଡ୍ ଅଭିନେତ୍ରୀ ତବୁ ପ୍ରକାଶ କରିଛନ୍ତି। ସେ ଅଧିକ ଆଶା କରୁ ନ ଥିଲେ ମଧ୍ୟ ବର୍ତ୍ତମାନ ଯେଉଁ କାର୍ଯ୍ୟ ମିଳିଛି ସେଥିରେ ସେ ଖୁସି ଥିବା କହିଛନ୍ତି। ଭବିଷ୍ୟତ...
ଘରେ ଗଣେଶ ଚତୁର୍ଥୀ ପାଳନ କରି ଭାବୁକ ହେଲେ ସୋନାଲି
ମୁମ୍ବାଇ: ସାରା ଦେଶରେ ଗଣେଶ ଚତୁର୍ଥୀ ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଥିବା ବେଳେ ବଲିଉଡ୍ ସେଲିବ୍ରିଟିମାନେ ମଧ୍ୟ ଗଣପତି ବାପ୍ପାଙ୍କୁ ଖୁବ୍ ଆଗ୍ରହ ସହକାରେ ନିଜ ନଜ ଘରକୁ ନିମନ୍ତ୍ରଣ କରିଛନ୍ତି। ଆଉ ଏଥିରୁ ବାଦ୍ ଯାଇ ନାହାଁନ୍ତି ବଲିଉଡ୍...
ମୋ ଜୀବନ ଶେଷ ହୋଇଗଲା: ରାକ୍ଷୀ
ମୁମ୍ବାଇ: ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତଙ୍କର ଆଉ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ଖୁବ୍ ଜୋରରେ କାନ୍ଦିବା ସହ ଜୀବନ ଶେଷ ହୋଇଗଲା ବୋଲି କହୁଥିବା ଦେଖାଯାଇଛି। ହେଲେ ଏମିତି କହିବା ପଛରେ କିଛି...
ନିଆରା ଢଙ୍ଗରେ ଗଜାନନଙ୍କ ପୂଜା କରୁଛନ୍ତି ଶିଳ୍ପା
ବଲିଉଡ୍ ସେଲିବ୍ରିଟିମାନେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା କରୁଛନ୍ତି। ସେଲିବ୍ରିଟିଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପୂର୍ବବର୍ଷ ଅପେକ୍ଷା ଏବର୍ଷ ଟିକେ ନିଆରା ଢଙ୍ଗରେ ପୂଜା କରୁଛନ୍ତି। ୧୦ ବର୍ଷ ଧରି ଶିଳ୍ପା ନିଜ ଘରେ...
ମା’ଙ୍କ ନାଁରେ କ୍ୟାନସର୍ ହସ୍ପିଟାଲ୍ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା
ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍ ହସ୍ପିଟାଲ୍ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ ‘ପ୍ରସ୍ତାନମ୍’ର ଶୁଟିଂବେଳେ ସେ ଏକଥା କହିଛନ୍ତି। ଏହାସହ ପ୍ରସିଦ୍ଧ ଫିଲ୍ମ ମୁନ୍ନା ଭାଇ...
Archives


