ମନୋରଞ୍ଜନ

ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!

ନିଜର ଦମ୍‌ଦାର ଅଭିନୟ ଏବଂ କ୍ୟୁଟ୍‌ନେସ୍‌ ପାଇଁ ଖୁବ୍‌ କମ୍‌ ସମୟ ମଧ୍ୟରେ ବଲିଉଡ୍‌ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି ଖବରକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। କେତେବେଳେ ସିନେମାକୁ ନେଇ ତ ଆଉ…

ଅନୁଷ୍କାଙ୍କୁ ବଦଳାଇଦେଲା ‘ଦ ଗେମ୍‌ ଚେଞ୍ଜର’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଭିନ୍ନ ଅଭିନୟ ଶୈଳୀ ସହ ହେଲ୍‌ଦୀ ଲାଇଫ୍‌ଷ୍ଟାଇଲ ଓ ଫିଟ୍‌ନେଶ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଗତ କିଛି ବର୍ଷ ହେବ ଅନୁଷ୍କା ଶାକାହାରୀ ହୋଇଯିବା ପରଠୁ ତାଙ୍କୁ ଅନେକ ସମୟରେ ଗୋଟିଏ…

ରଣବୀରଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ଆଲିଆ

ମୁମ୍ବାଇ: ବଲିଉଡ୍‌ର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଓ ନାୟକ ରଣବୀର କପୁରଙ୍କ ରିଲେସନଶିପକୁ ନେଇ କିଛିଦିନ ହେବ ଚର୍ଚ୍ଚା ହେଉଛି। ନିକଟରେ ଉଭୟଙ୍କ ବିବାହକୁ ନେଇ ଏକ କାର୍ଡ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ହେଲେ ଉକ୍ତ କାର୍ଡରେ…

ଅସୁସ୍ଥତା ଯୋଗୁ ପାଞ୍ଚ କେଜି କମିଲା ବିଗ୍‌ ବିଙ୍କ ଓଜନ, ଚିନ୍ତାବ୍ୟକ୍ତ କଲେ ପ୍ରଶଂସକ

ମୁମ୍ବାଇ: ନିକଟରେ ଅସୁସ୍ଥ ହୋଇପଡ଼ିଥିଲେ ବିଗ୍‌ ବି ଅମିତାଭ ବଚ୍ଚନ। ଫଳରେ ତାଙ୍କୁ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଦିନ ଚିକିତ୍ସିତ ହେବା ପରେ ଏବେ ସେ ସୁସ୍ଥ ହୋଇ କେବିସିର ଶୁଟିଂକୁ ଫେରିଛନ୍ତି। ହେଲେ ଅସୁସ୍ଥତା ଯୋଗୁ…

ମା’ ହେବାକୁ ଯାଉଛନ୍ତି ବିପାଶା !

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲୋନ୍‌’ର ଶୁଟିଂ ସେଟ୍‌ରେ ପ୍ରେମ ଓ ତା’ ପରେ ୨୦୧୬ରେ କରନ୍‌ ସିଂ ଗ୍ରୋଭରଙ୍କୁ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିଲେ ଅଭିନେତ୍ରୀ ବିପାଶା ବାସୁ। ଏବେ କିନ୍ତୁ ତାଙ୍କୁ ନେଇ ଭିନ୍ନ ଏକ ଚର୍ଚ୍ଚା ହେଉଛି। ସେଇଟି ହେଲା…

ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ବଲିଉଡ୍‌ ବାଦଶାହ

ମୁମ୍ବାଇ: ବେଶ୍‌ କିଛି ଦଶନ୍ଧି ଧରି ବଲିଉଡ୍‌ ଓ କୋଟି କୋଟି ଦର୍ଶକଙ୍କ ହୃଦୟରେ ରାଜ କରି ଆସୁଛନ୍ତି ବଲିଉଡ୍‌ ବାଦଶାହ ଶାହରୁଖ ଖାନ। ଶାହରୁଖ କେବଳ ପରଦାରେ ଜଣେ ସଫଳ ଅଭିନେତା ନୁହଁନ୍ତି ବରଂ ନିଜ ପର୍ସନାଲ ଲାଇଫରେ ଜଣେ…

ଖଳନାୟକ ଚରିତ୍ରରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୟଶରାଜ ଫିଲ୍ମ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଚତୁର୍ଥ ଫିଲ୍ମ ଧୁମ-୪ରେ ଅକ୍ଷୟ କୁମାରଙ୍କ ଅଭିନୟ ଦେଖିବାକୁ ମିଳିବ। ଧୁମ-୪ରେ ଅକ୍ଷୟ ଖଳନାୟକ ଚରିତ୍ରରେ ନଜର ଆସିବେ। ଏଥିରେ ଅକ୍ଷୟଙ୍କ…

ଦର୍ଶକଙ୍କୁ ହସାଉଛି ଅକ୍ଷୟଙ୍କ ‘ହାଉସଫୁଲ-୪’: ପ୍ରଶଂସକ କହିଲେ ଦୀପାବଳି ଉପହାର

ମୁମ୍ବାଇ: ପରଦାରେ ମଲ୍ଟିଷ୍ଟାରର୍‌ ଫିଲ୍ମ ‘ହାଉସ୍‌ଫୁଲ୍‌-୪। ଚଳଚ୍ଚିତ୍ରର ଟ୍ରେଲର୍‌ ଏବଂ ଗୀତକୁ ନେଇ ଦର୍ଶକଙ୍କ ମନରେ ପ୍ରଥମରୁ ଉତ୍ସାହ ରହିଥିଲା। ଏବେ ସିନେମା ରିଲିଜ ହେବା ପରେ ଅକ୍ଷୟ ଏବଂ ଅନ୍ୟ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଏହା…

ଦ୍ରୌପଦୀ ହେବେ ଦୀପିକା ପାଦୁକୋନ୍‌

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌ ଫିଲ୍ମ ‘ମହାଭାରତ’ରେ ଦ୍ରୌପଦୀ ଭୂମିକାରେ ନଜର ଆସିବେ। ଏହି ଫିଲ୍ମ ୩ଟି ଭାଗରେ ରିଲିଜ୍‌ ହେବାକୁ ଯାଉଥିବାବେଳେ ପ୍ରଥମ ଭାଗ ୨୦୨୧ ମସିହା ଦୀପାବଳିରେ ପରଦାକୁ ଆସିବ। ପୂର୍ବରୁ ସଞ୍ଜୟ ଲୀଲା ଭଂଶାଲୀଙ୍କ ଫିଲ୍ମ ‘ପଦ୍ମାବତ୍‌’ରେ…

ଭର୍ସାଟାଇଲ ଆକ୍ଟର ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ବହୁମୁଖୀ ପ୍ରତିଭାର କଳାକର ବୋଲି କୁହାଯାଇଥାଏ। କାରଣ ସେ ଭିନ୍ନ ଭିନ୍ନ ଚରିତ୍ରରେ ଭଲ ଅଭିନୟ କରିପାରନ୍ତି। ନିକଟରେ ସେ ୟଶରାଜ ବ୍ୟାନରରେ ଜୟେଶଭାଇ ଜୋରଦାରରେ ଅଭିନୟ କରିବେ ବୋଲି ଜଣାପଡିଛି। ଏବେଠାରୁ ସେ…

ଅଭିନୟ ପାଇଁ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମରେ ଅନ୍ତରଙ୍ଗ ମୁହୂର୍ତ୍ତ ଏବଂ ଚୁମ୍ବନ ଦୃଶ୍ୟ କରି ବେଶ୍‌ ହଇଚଇ ସୃଷ୍ଟି କରିଥିବା ଅଭିନେତ୍ରୀ ହେଲେ ମଲ୍ଲିକା ଶେରାଓ୍ବତ୍‌। ୨୦୦୩ରେ ଫିଲ୍ମ ‘ଖ୍ବାହିଶ’ରୁ ସେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଫିଲ୍ମରେ ମଲ୍ଲିକା ୧୭ଟି ଚୁମ୍ବନ ଦୃଶ୍ୟ ଦେଇ…

ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି। ଟ୍ରେଲର୍‌ ରିଲିଜ୍‌ ହେବାର ୨୪ ଘଣ୍ଟା ନପୂରୁଣୁ ଏହାକୁ ୧୫ ମିଲିୟନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?