ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରସଙ୍ଗ
ନିକଟରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସ୍ବଚ୍ଛତାକୁ ନେଇ ପ୍ରଯୋଜକମାନେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରକୃତପକ୍ଷେ ବିଗତ ଦିନର ପୁରସ୍କାର ବେଳେ କଳାକାର, ଟେକ୍ନିସିଆନ, ପ୍ରଯୋଜକ, ନିର୍ଦ୍ଦେଶକମାନେ ନିଷ୍ପତ୍ତିକୁ ସ୍ବାଗତ କରୁଥିଲେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜାତୀୟ ଚଳଚ୍ଚିତ୍ର ପୁରସ୍କାରର ପ୍ରାୟତଃ…
ଫ୍ରମ୍ ମି ଟୁ ୟୁ
ଓଡ଼ିଆ ସିନେମା ‘ଫ୍ରମ୍ ମି ଟୁ ୟୁ’ ନଭେମ୍ବର ୧ରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମର କାହାଣୀରେ ଆକ୍ସନ, ଇମୋଶନ ଏବଂ ସସ୍ପେନ୍ସ ରହିଛି। ବିଶେଷଭାବରେ ବନ୍ଧୁତ୍ୱ ଉପରେ କାହାଣୀ ପର୍ଯ୍ୟବସିତ। ଚିତ୍ରର ମୁଖ୍ୟ ଭୂମିକାରେ ଜ୍ୟୋତି ଏବଂ ଅମ୍ଳାନ…
ପତ୍ନୀ ହେବ ଏମିତି
ସତରେ ପତ୍ନୀ ହେବ ଏମିତି। ନିକଟରେ ଦୀପିକାଙ୍କ ମୁହଁରୁ ପତିଦେବ ରଣବୀର ସିଂଙ୍କ ପ୍ରଶଂସା ଶୁଣି ଶୁଟିଂ ଚାଲିଥିବା ହିନ୍ଦୀ ସିନେମା ‘୮୩’ର ୟୁନିଟ୍ ସଦସ୍ୟମାନେ ଚକିତ ହୋଇଯାଇଥିଲେ। ସେଠାରେ ଉପସ୍ଥିତ କେତେଜଣ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେବା ସହ ସେ…
ଓ୍ବେଟ୍ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ
ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍ ହେବି’ ସିଜନ୍-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ ତତେ ୧୦୦ରୁ ୧୦୦’ ଫିଲ୍ମ ଜରିଆରେ ଓଡ଼ିଆ ସିନେ ଜଗତରେ ପାଦ ଥାପିଥିଲେ। ଏହାପରେ…
ଅରୁଣ-ମହେଶଙ୍କ ହ୍ୟାଟ୍ରିକ
ନିର୍ଦ୍ଦେଶକ ମହେଶ ହାଜରା ଏବଂ ନାଟ୍ୟକାର ଅରୁଣ ନାୟକ ହ୍ୟାଟ୍ରିକ ମାରିଛନ୍ତି। ଗୋଟିଏ ଅପେରା ପାର୍ଟିରେ ଲଗାତର ତୃତୀୟ ଥର ପାଇଁ ସେମାନେ ଏକାଠି କାମ କରିବାକୁ ଯାଉଛନ୍ତି। ଅର୍ଥାତ୍, ଅନ୍ୟତମ ଅଗ୍ରଣୀ ଅପେରା ପାର୍ଟି ବାଘାଯତିନ ଲୋକନାଟ୍ୟର ଆସନ୍ତା ଯାତ୍ରା…
କାଳ୍ପନିକ ଦୁନିଆ
ଗାନ୍ଧୀବାଦ ଆଜିି ପଥ ଭ୍ରଷ୍ଟ। ଏହାକୁ କେତେକେ ଅପବ୍ୟବହାର କରୁଛନ୍ତି। ଗାନ୍ଧୀବାଦ ଆଜି ଦୋଛକିରେ ଠିଆ ହୋଇଛି। ଏପରି ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ନାଟକ ‘କାଳ୍ପନିକ ଦୁନିଆ’ ନିକଟରେ ସିଏମ୍ବିଡି ଟ୍ରଷ୍ଟ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ଇନ୍ଦ୍ରଧନୁ ନାଟକ ଉତ୍ସବରେ ମଞ୍ଚସ୍ଥ…
ହୀରୋ ନଂ ଜିରୋ
ଖୁସି କ୍ରିଏସନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ହୀରୋ ନଂ ଜିରୋ’। ଚିତ୍ରର କାହାଣୀ, ଚିତ୍ରନାଟ୍ୟ ରଚନା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇବେ ‘ପ୍ରେମ ପାଇଁ ମହାଭାରତ’ର ନିର୍ଦ୍ଦେଶକ ନିରଞ୍ଜନ ବେହେରା। ଖାସ୍ କଥା ହେଲା ଏହାର…
ସାରାଙ୍କ ଫରେନ୍ ଟ୍ରିପ୍
ସାରା ଅଲ୍ଲୀ ଖଁ। ଏବେ ଶ୍ରୀଲଙ୍କାରେ ଡେରା ପକାଇଛନ୍ତି। ଶୁଟିଂ ବ୍ରେକ୍ ପାଇବା ମାତ୍ରେ ସେ ମାଇଣ୍ଡ ଫ୍ରି କରିବାକୁ ସେଠାକୁ ଯାଇଛନ୍ତି। କିଛିଦିନ ସେ ବିଦେଶରେ ରହି ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲିବେ। ”ବର୍ତ୍ତମାନ ମୋତେ ପାଖାପାଖି ତିନିସପ୍ତାହ ବ୍ରେକ୍…
‘ଦବଙ୍ଗ-୩’ ଟ୍ରେଲରରେ ବଡ଼ ଭୁଲ
ବଲିଉଡ୍ ସୁପରହିଟ୍ ଫିଲ୍ମ ସିରିଜ୍ ‘ଦବଙ୍ଗ’ର ତୃତୀୟ ପାର୍ଟ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍ ହୋଇଯାଇଛି। ‘ଦବଙ୍ଗ’ର ପୂର୍ବ ଫିଲ୍ମ ଭଳି ଏଥିରେ ମଧ୍ୟ ସଲମାନ ପୋଲିସ ଅଫିସର ଚରିତ୍ରରେ ଅଭିନୟ କରୁଛନ୍ତି। ପାଖାପାଖି ୩ ମିନିଟର ଏହି ଟ୍ରେଲରରେ ଆକ୍ସନ…
ଗୁଆହାଟୀ ଫିଲ୍ମ ଫେଷ୍ଟିଭାଲରେ ‘ଅନ୍ତର୍ଧ୍ୱନୀ’
ଶାନ୍ତନୁ ଏବଂ ଶାଲିନୀ ଦୁଇ ଜଣ ସାଙ୍ଗ। ଦିନେ ହଠାତ୍ ଶାଲିନୀ ଅନ୍ତର୍ଦ୍ଧାନ ହୋଇଯାଉଛି। ତାକୁ କିପରି ଠାବ କରିବ ସେଥିପାଇଁ ଶାନ୍ତନୁ ନିଜ ଜୀବନକୁ ବାଜି ଲଗାଇ ଦେଇଛି। ତା’ପରେ କ’ଣ ଘଟୁଛି ଏବଂ ଶାଲିନୀକୁ ଶାନ୍ତନୁ ପାଉଛି କି…
୫ ଦିନ ପୂର୍ବରୁ ବାହାଘର ଭାଙ୍ଗିଥିଲେ ସଲ୍ମାନ
ମୁମ୍ବାଇ: ସବୁବେଳେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ସଲ୍ମାନ ଖାନ୍ ବେଶ୍ ଚର୍ଚ୍ଚାରେ ରହିଥାନ୍ତି। ବଲିଉଡ୍ର ମୋଷ୍ଟ ଏଲିଜିବଲ୍ ବ୍ୟାଚେଲର୍ ହୋଇ ବି ୫୩ ବର୍ଷ ବୟସରେ କୁଆଁରା ଅଛନ୍ତି ସଲ୍ମାନ। ହେଲେ ଏବେ ତାଙ୍କ ବାହାଘର ସମ୍ପର୍କରେ ଏକ ଅଜଣା…
ଛୁଟି କଟାଇବା ପାଇଁ ଲଣ୍ଡନରେ ପହଞ୍ଚିଲେ ଆଲିଆ-ରଣବୀର
ବଲିଉଡରେ ଆଜିକାଲି ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ସର୍ମ୍ପକଙ୍କୁ ନେଇ ବେଶ ଚର୍ଚ୍ଚା। ଦୁହିଁଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ମଧ୍ୟ ନାହିଁ। ଏବେ ଅଧିକାଂଶ ସମୟରେ ଦୁହିଁଙ୍କୁ ଏକତ୍ର ଦେଖିବାକୁ ମିଳୁଛି। ନିକଟରେ ଉଭୟ ଦୀପାବଳି ଛୁଟି କଟାଇବା…

