ମନୋରଞ୍ଜନ

ବଡ ପରଦାରେ ରୋମାନ୍ସ କରିପାରନ୍ତି ଅନୁଷ୍କା-ହ୍ରିତିକ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଅନୁଷ୍କା ଶର୍ମା ବେଶ୍‌ କିଛିଦିନ ହେବ ବଡ ପରଦାଠାରୁ ଦୂରରେ ଥିବା ବେଳେ ଏବେ ପୁଣିଥରେ ସେ ଫେରିବେ ବୋଲି ଶୁଣିବାକୁ ମିଳୁଛି। ବଲିଉଡ୍‌ରେ ଏବେ ରିମେକର ଜମାନା ଚାଲିଥିବା ବେଳେ ୧୯୮୨ରେ ଅମିତାଭ ବଚ୍ଚନଙ୍କ ଫିଲ୍ମ…

ବଙ୍କିମଙ୍କ ନୂଆ ମିଶନ

କିଛି ନୂଆ କଥା କରିବା ସମସ୍ତଙ୍କ ଦ୍ୱାରା ସମ୍ଭବ ହୁଏନା। ସେଥିପାଇଁ ଦରକାର ଦୁଃସାହସ, ଅଙ୍ଗୀକାରବଦ୍ଧତା ତଥା ନିଜ ଉପରେ ପ୍ରଚଣ୍ଡ ଆତ୍ମବିଶ୍ୱାସ। ସେମିତି ଜଣେ ମଣିଷ ହେଉଛନ୍ତି ନାଟ୍ୟକାର ତଥା ନାଟ୍ୟ ପରିଚାଳକ ବଙ୍କିମ ସ୍ବାଇଁ। ମନେ ପକାନ୍ତୁ ନବେ…

ଅଭିନୟ ପ୍ରେମୀ ରୋହନ

‘ଯାତ୍ରା ଏମିତି ଏକ କ୍ଷେତ୍ର ଯେଉଁଠି ପୁରସ୍କାର ସଙ୍ଗେ ସଙ୍ଗେ ମିଳିଥାଏ। ସେଥିପାଇଁ ଅପେକ୍ଷା କରିବାକୁ ପଡ଼େନା।’ ଏକଥା କହନ୍ତି ସିରିଏଲ୍‌ରୁ ଯାତ୍ରାକୁ ଆସି ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରି ପାରିଥିବା ଅଭିନେତା ରୋହନ୍‌ ଓରଫ୍‌ ଈଶ୍ୱର…

ମୋଦିଙ୍କ ସହ ସେଲ୍‌ଫି ନେବାକୁ ବ୍ୟଗ୍ର ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ମୋଦିଙ୍କର ବିଶ୍ୱରେ ଅନେକ ପ୍ରଶଂସକ ରହିଛନ୍ତି। ଟୁଇଟରରେ ସବୁଠାରୁ ଅଧିକ ଫଲୋ କରୁଥିବା ଭାରତୀୟ ଭାବେ ମୋଦିଙ୍କ ନାଁ ରହିଛି ଆଗରେ। ତେବେ ଶନିବାର ମୋଦିଙ୍କ ବାସ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବଲିଉଡ୍‌ର କେତେଜଣ ସେଲିବ୍ରିଟି ଯୋଗ…

ଆଗାମୀ ଇଦ୍‌ରେ ଆସିବ ସଲମାନ୍‌ଙ୍କ ‘ରାଧେ’

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’ ଆଗାମୀ ଡିସେମ୍ବରରେ ରିଲିଜ୍‌ ହେବ। ତେବେ ଇତିମଧ୍ୟରେ ତାଙ୍କ ଅଭିନୀତ ଆଉ ଏକ ସିନେମା ‘ରାଧେ’ର ମୋଶନ ପୋଷ୍ଟର ମଧ୍ୟ ସମ୍ମୁଖକୁ ଆସିଛି। ନିଜେ ସଲମାନ୍‌ ଇନ୍‌ଷ୍ଟାଗ୍ରାମ୍‌ରେ ୧ ମିନିଟର ଏକ…

ପ୍ରିୟଙ୍କାଙ୍କ ଫଟୋ ଶେୟାର କରି ଟ୍ରୋଲ୍‌ ହେଲେ ନିକ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ବିଦେଶରେ ରହୁଛନ୍ତି। ଦୁଇଦିନ ତଳେ ସେ ନିକ୍‌ଙ୍କ ପାଇଁ କର୍‌ବା ଚୌଥ୍‌ ବ୍ରତ ରଖିଥିଲେ। ତାଙ୍କର ଏହା ପ୍ରଥମ କର୍‌ବା ଚୌଥ୍‌ ଥିଲା। ଏଥିରେ ସେ ଏକ ଲାଲ୍‌ ରଙ୍ଗର ଶାଢ଼ି ଏବଂ ଚୁଡ଼ି…

ସମୟ ନଷ୍ଟ କରିବାକୁ ପସନ୍ଦ କରନ୍ତିନି ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ବେଶ୍‌ କିଛି ଦିନ ହେବ ବଡ ପରଦାରେ ଦେଖାଯାଇ ନାହାଁନ୍ତି। ହେଲେ ନିକଟରେ ସେ ଏକ ସାକ୍ଷାତ୍‌କାର ମାଧ୍ୟମରେ ତାଙ୍କ ଅପକମିଙ୍ଗ ଫିଲ୍ମ ଓ ପର୍ସନାଲ ଲାଇଫକୁ ନେଇ ମନଖୋଲି କଥା ହୋଇଛନ୍ତି। ସୋନମଙ୍କ…

ଜାହ୍ନବୀଙ୍କ ନୂଆ ଗାଡି ସହ କ’ଣ ରହିଛି ଶ୍ରୀଦେବୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ବିଟାଉନ୍‌ରେ ନିଜ ପାଇଁ ଧୀରେ ଧୀରେ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିବାରେ ଲାଗିଛନ୍ତି। ‘ଧଡକ’ ଫିଲ୍ମରେ ଡେବ୍ୟୁ କରିଥିବା ଜାହ୍ନବୀଙ୍କ ହାତରେ ଏବେ କେତେ ଗୁଡିଏ ଅଫର ରହିଛି। ବଲିଉଡ୍‌…

ହସ୍ପିଟାଲରୁ ଘରକୁ ଫେରିଲେ ଅମିତାଭ, ଫଟୋ ଶେୟାର କରି ପ୍ରଶଂସକଙ୍କୁ ଜଣାଇଲେ ଧନ୍ୟବାଦ

ଅମିତାଭ ବଚ୍ଚନ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇର ନାନାବତୀ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଘରକୁ କାର୍‌ରେ ଯିବା ସମୟରେ ତାଙ୍କୁ ରାସ୍ତାରେ ସ୍ପଟ୍‌ କରାଯାଇଛି। ତାଙ୍କ ସହିତ ଜୟା ବଚ୍ଚନ ଏବଂ ଅଭିଷେକ ବଚ୍ଚନ ମଧ୍ୟ ଥିଲେ। ଅମିତାଭ ଏକ ଧଳା…

ସନି@୬୩: ଆଜି ବି ଦର୍ଶକଙ୍କ ପାଇଁ ଅଭୁଲା ତାଙ୍କ ଡାଏଲଗ୍‌

ନିଜର ଆକ୍ସନ୍‌ ଅନ୍ଦାଜ, ଡାଏଲଗ୍‌ ପାଇଁ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଥିବା ଅନ୍ୟତମ ବଲିଉଡ୍‌ ଅଭିନେତା ହେଉଛନ୍ତି ସନି ଦେଓଲ। ଅକ୍ଟୋବର ୧୯ରେ ଜନ୍ମଗ୍ରହଣ କରିଥିବା ଏହି ଅଭିନେତାଙ୍କର ଆଜି ହେଉଛି ୬୩ତମ ଜନ୍ମଦିନ। ଆକ୍ସନ୍‌ ଏବଂ ରୋମାଣ୍ଟିକ୍‌…

ଦୀପାବଳିରେ ରିଲିଜ ହେବ ତିନୋଟି ବଡ଼ ଫିଲ୍ମ, ଅକ୍ଷୟ-ରାଜକୁମାରଙ୍କ ମଧ୍ୟରେ ହୋଇପାରେ ଟକ୍କର

ମୁମ୍ବାଇ: ଚଳିତ ବର୍ଷ ଦୀପାବଳିରେ ରିଲିଜ ହେବାକୁ ଯାଉଛି ବଲିଉଡ୍‌ର ତିନୋଟି ବଡ଼ ଫିଲ୍ମ। ଏଥିରେ ରହିଛି। ଅକ୍ଷୟ କୁମାରଙ୍କ ‘ହାଉସ୍‌ଫୁଲ-୪’, ତାପସୀ ପନ୍ନୁ-ଭୂମି ପେଡନେକର ଅଭିନୀତ ‘ସାଣ୍ଢ କି ଆନ୍ଖ’ ଏବଂ ରାଜକୁମାର ରାଓ ଅଭିନୀତ ‘ମେଡ ଇନ୍‌ ଚାଇନା’।…

କାର୍ତ୍ତିକ-ସାରାଙ୍କ ବ୍ରେକ୍‌ଅପ୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ସାରା ଅଲି ଖାନ୍‌ ଏବଂ କାର୍ତ୍ତିକ ଆର୍ୟନ୍‌ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍‌ର ଏହି କ୍ୟୁଟ୍‌ ଲଭ୍‌-ବାର୍ଡଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିବା ଶୁଣାଯାଉଛି। ବ୍ୟସ୍ତତା ଓ ସମୟ ଅଭାବ କାରଣରୁ ଏମାନଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?