ମନୋରଞ୍ଜନ

ସାରାଙ୍କ ପାଇଁ କାର୍ତ୍ତିକ ଧରିଲେ ଛତା, ଫଟୋ ଭାଇରାଲ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନ ଶୈଫ୍‌ ଲଳନା ସାରା ଅଲ୍ଲୀ ଖାନ୍‌ଙ୍କ ପ୍ରେମରେ ଉବୁଟୁବୁ। ପ୍ରଥମେ ସାରା କରନ୍‌ ଜୋହରଙ୍କ ଶୋ’ରେ ତାଙ୍କୁ କ୍ରଶ୍‌ ବୋଲି କହିବା ପରଠାରୁ ପ୍ରେମ କାହାଣୀର ଆରମ୍ଭ ହୋଇଥିବା କୁହାଯାଏ। ପରେ ଉଭୟଙ୍କୁ ଭେଟାଇଥିଲେ ରଣବୀର…

‘ଦ କପିଲ ଶର୍ମା ଶୋ’ର ଶୁଟିଂରୁ ବ୍ରେକ୍‌ ନେବେ କପିଲ

କମେଡି କିଙ୍ଗ୍‌ କପିଲ ଶର୍ମା ନିଜ ଶୋ’ ‘ଦ କପିଲ ଶର୍ମା ଶୋ’ର ଶୁଟିଂରେ ବ୍ରେକ୍‌ ଦେଇଛନ୍ତି। ଶୁଣିବାକୁ ମିଳିଛି, କପିଲ ଆଉ ୨୦ ଦିନ ଛୁଟି ନେଇଛନ୍ତି। ବ୍ରେକ୍‌ ପୂର୍ବରୁ ସେ ଘୋଷଣା କରିଛନ୍ତି କି, ନଭେମ୍ବର ଏବଂ ଡିସେମ୍ବର…

ପ୍ରିୟଙ୍କାଙ୍କୁ ମୁମ୍ବାଇ ପୋଲିସର ଚେତାବନୀ

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଅଭିନେତା ଫରହାନ ଅଖତରଙ୍କ ଫିଲ୍ମ ‘ଦ ସ୍କାଏ ଇଜ୍‌ ପିଙ୍କ’ର ଏକ ଦୃଶ୍ୟ ପାଇଁ ଏକ ମଜାଳିଆ ଢଙ୍ଗରେ ଚେତାବନୀ ଦିଆଯାଇଛି। ସୋମବାର ଏହି ଫିଲ୍ମର ଟ୍ରେଲର୍‌ ରିଲିଜ୍‌ ହୋଇଛି। ଏହାପରେ…

ଖାଲି ପାଦରେ ଚାଲି ଚାଲି ଯାଇ ଲାଲବାଗ୍‌ ରାଜାଙ୍କୁ ଦର୍ଶନ କଲେ ଦୀପିକା ପାଦୁକୋନ୍‌

ମୁମ୍ବାଇ:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ ଚା ରାଜା’। ଏଠାରେ ପ୍ରତିବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୁଏ। କେବଳ…

ଇଶାନ ଖଟ୍ଟରଙ୍କ ସହ ନଜର ଆସିବେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ହାତରେ ଏବେ ଅଫର୍‌ ଉପରେ ଅଫର୍‌। ‘ପତି ପତ୍ନୀ ଔର ଓ୍ବ’ ପରେ ଏବେ ଅନନ୍ୟା ‘ଖାଲି ପିଲି’ରେ ଇଶାନ ଖଟ୍ଟରଙ୍କ ସହ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି। ମକବୁଲ ଖାଁଙ୍କ ନିର୍ଦ୍ଦେଶିତ…

କୁଲି ନଂ-୧ ସେଟ୍‌ରେ ଘଟିଲା ଏମିତି କିଛି..ପ୍ରଧାନମନ୍ତ୍ରୀ ମୋଦି ବି କଲେ ପ୍ରଶଂସା

ବରୁଣ ଧୱନ ଏବଂ ସାରା ଅଲୀ ଖାନଙ୍କ ଅଭିନୀତ କୁଲି ନଂ-୧ର ଶୁଟିଂ ଏବେ ଜୋରସୋରରେ ଚାଲିଛି। ନିକଟରେ ବରୁଣ ଧାଓ୍ବନ ଫିଲ୍ମର ଏକ ଫଟୋ ଜରିଆରେ ଘୋଷଣା କରିଥିଲେ ଯେ, ଏହି ସମୟରେ ଆମେ ପ୍ଲାଷ୍ଟିକ୍‌ ଫ୍ରି ଦେଶ ଆହ୍ବାନ…

ମାୟା ଲଗାଇବ ମାୟା ନଗରୀ

ଆଉ ଏକ ନବଗଠିତ ଅପେରା ପାର୍ଟି ଲଢ଼େଇ ମଇଦାନକୁ ଓହ୍ଲାଉଛି। ଚଳିତ ମାସ ୧୬ରେ ଏହି ପାର୍ଟି ନିଜର ଯାତ୍ରା ଅଭିଯାନ ଆରମ୍ଭ କରିବାକୁ ଯାଉଛି। ‘ଯାତ୍ରା ମାୟାନଗରୀ’ ନାମରେ ନାମିତ ଉକ୍ତ ପାର୍ଟିର ସଫଳତାକୁ ନେଇ ବେଶ୍‌ ଆଶା ରଖିଛନ୍ତି…

ମହୁମାଛି କଥା ମନେ ପଡ଼େ

ଶୁଟିଂ ସମୟରେ ଅନେକ ଘଟଣା କଳାକାରଙ୍କ ମନରେ ସ୍ମୃତି ହୋଇ ରହିଥାଏ। ସେଭଳି କେତୋଟି ଘଟଣାକୁ ସ୍ମରଣ କରନ୍ତି ରିଲିଜ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ଣ୍ଣ ଟୁ ଫାଇଟ୍‌’ରୁ ଓଲିଉଡ୍‌ର ନବାଗତ ତାଲିକାରେ ନିଜର ନାମ ଏଣ୍ଟ୍ରି କରିବାକୁ ଯାଉଥିବା…

ସେଲ୍‌ଫି ଅନ୍ତରାଳେ..

ଆଜିକାଲି ସେଲ୍‌ଫି ନେବା ଏକ ମାନିଆ ପାଲଟି ଗଲାଣି। ଫଟୋରେ କମେଡିଆନ୍‌ ହରିହର ମହାପାତ୍ର ଓରଫ ହରି ଭାଇ ଅଭିନେତ୍ରୀ ପିଙ୍କି ପ୍ରିୟଦର୍ଶିନୀଙ୍କ ସହ ଏକ ସେଲ୍‌ଫି ନେଉଛନ୍ତି। ପୁଣି କେଉଁ ପୋଜ୍‌ରେ ଥରେ ଦେଖନ୍ତୁ ନା ! ଫଟୋ ଫଛରେ…

ଚର୍ଚ୍ଚାରେ ମଜ୍‌ନୁ

ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନରରେ ଏବଂ ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ମିଷ୍ଟର ମଜ୍‌ନୁ’। କମେଡି ଫ୍ଲେଭର ଥିବା ଏହି ଫିଲ୍ମର ଟାଇଟଲ ଭୂମିକାରେ ଅବତୀଣ୍ଣ ହୋଇଛନ୍ତି ବାବୁସାନ୍‌। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ତିନି…

ଲୁଚାଉଛନ୍ତି ହୁମ୍ମା

ଯେମିତି ବୁଲେଇ ବଙ୍କେଇ ପଚାରିଲେ ହୁମ୍ମାଙ୍କ ମୁହଁରୁ ସେହି ଗୋଟିଏ ଉତ୍ତର ଶୁଣିବାକୁ ମିଳୁଛି-‘ସେ ମୋ ପ୍ରେମିକ ନୁହନ୍ତି ଭଲ ବନ୍ଧୁ।’ କଥା କ’ଣ କି ହିନ୍ଦୀ ସିନେମା ‘ପତି ପତ୍ନୀ ଔର ଓ’ର ନିର୍ଦ୍ଦେଶକ ମୁଦ୍ଦାଶର ଅଜିଜ୍‌ଙ୍କ ସହ ହୁମ୍ମାଙ୍କର…

ବାଇକ୍‌ ଚଲାଇବା ଯୋଗୁ ସିନେମାରେ କାମ ପାଇଥିଲି

ଯେତେ ବି ଅନୁଭୂତି ଥାଉ, ପ୍ରଥମ ଥର କ୍ୟାମେରା ସମ୍ମୁଖୀନ କରିବାର ଅନୁଭୂତି ଚିରସ୍ମରଣୀୟ।ମଡେଲିଂ କରୁଥିବା ଯୋଗୁ ମୋତେ ସିନେମାରେ ପ୍ରବେଶ କରିବା ସହଜ ହୋଇଥିଲା। ତେବେ କାମ କରିବାର ସୁଯୋଗ ମିଳିବା ପଛରେ ମଧ୍ୟ କିଛି କାହାଣୀ ରହିଛି। ‘ବୋଉ’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri