ମନୋରଞ୍ଜନ

୨୬ ସେକେଣ୍ଡର ଛୋଟ ଭିଡ଼ିଓ ପ୍ରିୟା ପ୍ରକାଶଙ୍କୁ କରିଥିଲା ସୋସିଆଲ୍‌ ମିଡ଼ିଆରେ ଭାଇରାଲ: ଗୁରୁବାର ୨୦ ବର୍ଷରେ ଥାପିଲେ ପାଦ

ମୁମ୍ବାଇ,୧୨।୯: ଏକ ୨୬ ସେକେଣ୍ଡର ଛୋଟ ଭିଡ଼ିଓ ପ୍ରିୟା ପ୍ରକାଶ ଓ୍ବାରିୟରଙ୍କୁ ସୋସିଆଲ୍‌ ମିଡ଼ିଆରେ ଭାଇରାଲ କରିଥିଲା। ୨୦୧୮ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ପ୍ରିୟାପ୍ରକାଶଙ୍କ ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଖ୍ୟାତି ଲାଭ କରିଥିଲା। ଭିଡ଼ିଓରେ ଅଭିନେତା ରୋଶନଙ୍କ ସହିତ ପ୍ରିୟା…

‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମ ଟ୍ରେଲରକୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର

ଅଭିନେତ୍ରୀ ସୋନମ କପୁରଙ୍କ ଅଭିନୀତ ‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମଟି କ୍ରିକେଟ ଏବଂ ଭାଗ୍ୟ ଉପରେ ଆଧାରିତ ହୋଇଥିବାରୁ ଫିଲ୍ମର ଟ୍ରେଲର ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ପସନ୍ଦ ଆସିଛି। ସେ ଫିଲ୍ମର ଟ୍ରେଲରକୁ ପ୍ରଶଂସା…

କେବିସି-୧୧: କୃଷକଙ୍କ ପୁଅ ହେଲେ ପ୍ରଥମ କୋଟିପତି

ନୂଆଦିଲ୍ଲୀ,୧୧।୯: ଟେଲି ଦୁନିଆର ଲୋକପ୍ରିୟ ରିଏଲିଟି ଶୋ’ ‘କୌନ ବନେଗା କରୋଡ଼ପତି’ ୧୧ତମ ସଂସ୍କରଣର ପ୍ରଥମ କୋଟିପତି ହୋଇଛନ୍ତି ଜଣେ କୃଷକଙ୍କ ପୁଅ। ବିହାରର ସରୋଜ ରାଜ୍‌ କୋଟିପତି ହେବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ‘କୌନ ବନେଗା କରୋଡ଼ପତି’…

‘ଇନ୍‌ଶାଅଲ୍ଲାହ’ରେ ସଲମାନ୍‌ ନୁହେଁ, ଆଲିଆଙ୍କ ବିପକ୍ଷରେ ନଜର ଆସିବେ ହ୍ରିତିକ୍‌ !

ମୁମ୍ବାଇ: ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ଫିଲ୍ମ ‘ଇନ୍‌ଶାଅଲ୍ଲାହ’ରେ ନାୟକ କିଏ ହେବ ତାହା ସ୍ଥିର ହୋଇପାରୁନାହିଁ। ପ୍ରଥମେ ଏଥିରେ ଆଲିଆ ଭଟ୍ଟଙ୍କ ସହ ସଲମାନ୍‌ ଖାନ୍‌ଙ୍କୁ ଦେଖିବାକୁ ମିଳିବ ବୋଲି କୁହାଯାଉଥିଲା। ଏନେଇ ଘୋଷଣା ମଧ୍ୟ ହୋଇଥିଲା। କିନ୍ତୁ ଏବେ ସଲମାନ…

ସୋନମ୍‌ କପୁରଙ୍କ ଫିଲ୍ମରେ ବିରାଟ କୋହଲିଙ୍କ ଏଣ୍ଟ୍ରି

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁରଙ୍କ ଆଗାମୀ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’ରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। କିନ୍ତୁ ଫିଲ୍ମରେ ଅସଲ ନୁହେଁ, ନକଲି ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। ଫିଲ୍ମରେ ଜୋୟା ଭୂମିକାରେ ଅବତ୍ତୀର୍ଣ୍ଣ ହୋଇଛନ୍ତି ସୋନମ। ଗୋଟିଏ ଇନିଂଶ…

ଟେଲି ଜଗତର ବୋଲ୍ଡ ଶାଶୁମା’: ଯିଏ ୪୯ ବର୍ଷରେ ବି ରହୁଛନ୍ତି ଚର୍ଚ୍ଚାରେ

ମୁମ୍ବାଇ: ଅଭିନେତ୍ରୀ ଅଚ୍ଚିତ କୌର। ଟେଲିଭିଜନ ଜଗତର ଜଣେ ବୋଲ୍ଡ ଶାଶୁ ମା’ ହିସାବରେ ସେ ଘରେ ଘରେ ପରିଚିତ। ଏବେ ଅର୍ଚ୍ଚିତଙ୍କୁ ୪୯ ବର୍ଷ। ହେଲେ ତାଙ୍କୁ ଦେଖିଲେ ‘ଏଜ୍‌ ଇଜ୍‌ ଜଷ୍ଟ ଏ ନମ୍ବର’ ଉକ୍ତିଟି ଫିଟ୍‌ ଆସିବ…

ଏକଦା ଥିଲେ ଚକୋଲେଟ୍‌ ହିରୋ, ଏବେ ଏତେ ବଦଳିଗଲେଣି ଅକ୍ଷୟ

ମୁମ୍ବାଇ: ଏକଦା ବଲିଉଡ୍‌ର ଚକୋଲେଟ୍‌ ହିରୋ ଥିବା ତଥା ବେବୋ(କରିନା କପୁର ଖାନ୍‌)ଙ୍କ କ୍ରଶ୍‌ ଅକ୍ଷୟ ଖନ୍ନା ବହୁତ ବଦଳିଗଲେଣି। କଥାଟି ଆମେ କହୁନାହୁଁ। ଏପରି କିଛି ଚର୍ଚ୍ଚା ତାଙ୍କ ପ୍ରଶଂସକଙ୍କ ଗହଣରେ ହେଉଛି। ତେବେ କିଛି ମାତ୍ରାରେ ଏହା ସତ…

‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ଓ ଫରହାନ ଅଖତରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ୍‌ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମ ଜରିଆରେ ଦୀର୍ଘ ଦିନ ପରେ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌କୁ ଫେରିବା ସହ ଦମ୍‌ଦାର ଏଣ୍ଟ୍ରି କରିଛନ୍ତି।…

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ…

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା କରିଥିବା…

ପ୍ରେମରେ ପଡିଲେ ହୁମା

ମୁମ୍ବାଇ: ବଲିଉଡ୍‌ ପ୍ରେମ କାହାଣୀ ସବୁବେଳେ ଥାଏ ଚର୍ଚ୍ଚାରେ। ଏବେ ପୁଣି ଏକ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଯୋର ଧରିଛି। କାରଣ ବଲିଉଡ୍‌ ଅଭିନେତ୍ରୀ ହୁମା କୁରେଶି ଏବେ ଜଣେ ନିର୍ଦ୍ଦେଶକଙ୍କ ପ୍ରେମରେ ପଡିଥିବା କୁହାଯାଉଛି। ସେ ହେଉଛନ୍ତି ‘ପତି…

୧୧ମାସ ୧୧ଦିନ ପରେ ଘରକୁ ଫେରିଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ଦୀର୍ଘ ୧୧ ମାସ ୧୧ ଦିନ ପରେ ମୁମ୍ବାଇ ଫେରିଥିବା ଜଣାପଡିଛି। ୬୭ ବର୍ଷୀୟ ଏହି ଅଭିନେତା ମଙ୍ଗଳବାର ସକାଳୁ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଦୀର୍ଘ ୧୧ ମାସ ହେବ ସେ ନ୍ୟୁୟର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri