ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୮।୯: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ ଅଭିଯାନରେ ସାମିଲ ହୋଇଥିବାରୁ ଶବାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶବାନା କହିଛନ୍ତି ପ୍ରତି ରବିବାର ଯଦି…
ସୂର୍ଯ୍ୟ ଗଣନାଟ୍ୟରୁ ଅପେରା ସୂର୍ଯ୍ୟମନ୍ଦିର
ଓଡ଼ିଆ ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ ଲିଜା ପଣ୍ଡା। ଜନ୍ମ ଜଗତସିଂହପୁରର ନହରଣା। ବାପା ସୁଧାକର ଶତପଥୀ ଥିଲେ ଜଣେ କଳାକାର। ତାଙ୍କରି ପ୍ରେରଣା ହିଁ ତାଙ୍କୁ ଅଭିନୟ ଜଗତକୁ ଟାଣିଆଣିଲା। ୨୦୦୭ ମସିହାରେ ସେ ପ୍ରଥମେ ଆସିଲେ ଅନୁଗୋଳର…
ଯଲିଉଡ୍ରେ ରତି-ପ୍ରମିଳାଙ୍କ ସଫଳ ଯାତ୍ରା
ଯୋଡ଼ି ଗଢ଼ିବା ମଣିଷ ହାତରେ ନ ଥାଏ। ଥାଏ ବିଧାତାଙ୍କ ହାତରେ। ସେଇଥିପାଇଁ ତ ବର୍ଷ ପରେ ବର୍ଷ ସିନା ବିତି ଯାଉଥାଏ। ହେଲେ ଯୋଡ଼ିର ଚମକ କମୁ ନ ଥାଏ। ଯାତ୍ରା ଜଗତର ସେମିତି ଏକ ଯୋଡ଼ି ହେଉଛନ୍ତି ରତି-ପ୍ରମିଳା।…
କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ମନାକଲେ ସାରା
୨୦୧୮ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କେଦାରନାଥ’ରୁ ବଲିଉଡ୍ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ତଥା ସୈଫ୍ ତନୟା ସାରା ଅଲ୍ଲୀ ଖାନ୍। ସୁନ୍ଦର ଅଭିନୟ ଓ ଭିନ୍ନ ଅନ୍ଦାଜ ମାଧ୍ୟମରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି ସାରା। ବର୍ତ୍ତମାନ ସେ…
ଜୀବନରେ ଅନେକ ଦୁଃଖଦ ସମୟ ଦେଖିଛି, ସଲମାନ କେବେ ହାତ ଛାଡ଼ି ନାହାନ୍ତି: କଟ୍ରିନା
ମୁମ୍ବାଇ: ଏକଦା ବଲିଉଡ୍ର ଚର୍ଚ୍ଚିତ ଯୋଡ଼ି ଭିତରୁ ଗୋଟିଏ ଥିଲେ ସଲମାନ-କଟ୍ରିନା। ହେଲେ କଟ୍ରିନାଙ୍କ ଜୀବନରେ ରଣବିରଙ୍କ ଏଣ୍ଟ୍ରି ପରେ ସବୁକିଛି ବଦଳିଯାଇଥିଲା। ଅଲଗା ହୋଇଥିଲେ ଦୁହେଁ। ଏବେ ସମୟ ବଦଳିବା ସହ ପ୍ରେମିକା ବଦଳାଇଛନ୍ତି ରଣବିର। ଆଲିଆ ତାଙ୍କ ଜୀବନରେ…
ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ
ମୁମ୍ବାଇ: ବଲିଉଡ୍ ବାଦ୍ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ ଅଭିନୀତ ଫିଲ୍ମ ‘ଜିରୋ’ ବଲିଉଡ୍ରେ ଭଲ ପ୍ରଦର୍ଶନ କରି ନ ଥିଲା। ଏହାପରେ ଶାହାରୁଖ…
ଘର କିଣିବା ସହ ମା’ ହେବାକୁ ଚାହୁଁଛନ୍ତି ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀ ନିକ୍ ଜୋନସଙ୍କ ସହ ମିଶି ବିଦେଶରେ ରହୁଛନ୍ତି। କିଛିଦିନ ହେବ ବଲିଉଡ୍ରୁ ଦୂରେଇ ଯାଇଥିବା ଏହି ନାୟିକା ଏବେ ଲସ୍ ଆଞ୍ଜେଲସ୍ରେ ଘର କିଣିବାକୁ ଚାହୁଁଛନ୍ତି। ଯଦିଓ ତାଙ୍କର…
‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ
ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ ଗର୍ବ ଅନୁଭବ ହୋଇଥାଏ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଭାରତ ସରକାର ଏକ…
ପରଦାରେ ‘ଛିଛୋରେ’: ପସନ୍ଦ ଆସୁଛି ସୁଶାନ୍ତ-ଶ୍ରଦ୍ଧାଙ୍କ କଲେଜ ଦିନର କାହାଣୀ
ମୁମ୍ବାଇ: ପରଦାରେ ସୁଶାନ୍ତ ସିଂ ରାଜପୁତ ଏବଂ ଶ୍ରଦ୍ଧା କପୁର ଅଭିନୀତ ଫିଲ୍ମ ‘ଛିଛୋରେ’। ଆମିର ଖାନ୍ଙ୍କ ‘ଥ୍ରି ଇଡିଅଟ୍ସ’ ଭଳି ଏଥିରେ ରହିଛି କଲେଜ ଦିନର ଛାପ। ନୀତେଶ ତିଓ୍ବାରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ବେଶ ପସନ୍ଦ…
‘ପଲ୍ ପଲ୍ ଦିଲ୍ କେ ପାସ୍’: କରନ୍ଙ୍କ ପ୍ରଶଂସାରେ ଶତମୁଖ ବଲିଉଡ କଳାକାର
ମୁମ୍ବାଇ: ‘ପଲ ପଲ୍ ଦିଲ୍ କେ ପାସ’ ଫିଲ୍ମ ଜରିଆରେ ବଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସନି ଦେଓଲଙ୍କ ପୁଅ କରନ୍। ଏଥିରେ ତାଙ୍କ ବିପକ୍ଷରେ ରହିଛନ୍ତି ସହର ବାମ୍ବା। ଗୁରୁବାର ଏହାର ଟ୍ରେଲର ରିଲିଜ ହୋଇଛି। ବିଶେଷକରି ହିମାଚଳ ପ୍ରଦେଶ…
ଫ୍ରେଞ୍ଚ କଟ୍ ଦାଢ଼ି ପାଇଁ ଟ୍ରୋଲ ହେଲେ ଅର୍ଜୁନ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ମଲାଇକା ଅରୋରାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅର୍ଜୁନ କପୁର। ତେବେ ଅନେକେ ତାଙ୍କ ଯୋଡ଼ିକୁ ପସନ୍ଦ କରୁଥିବା ବେଳେ କେହି କେହି ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି। ଏସବୁରେ ଶୁକ୍ରବାର ନିଜ ଇନ୍ଷ୍ଟା ଆକାଉଣ୍ଟରେ ଏକ…
ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ
ନିର୍ଦ୍ଦେଶକ ସୁଜିତ୍ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍ ଭଲ ବ୍ୟବସାୟ କରିଛି। ସପ୍ତାହକ ମଧ୍ୟରେ କେବଳ ହିନ୍ଦୀ ଭାଷାରେ ୧୧୫.୭୮ କୋଟି ବ୍ୟବସାୟ କରିଛି।…
Archives


