ମନୋରଞ୍ଜନ

ଆକ୍ସନ, ଥ୍ରିଲର ଓ ରୋମାନ୍ସ ନେଇ ଆସିବ ‘ଖୁଦାହାଫିଜ’

ମୁମ୍ବାଇ: ବଲିଉଡ୍‌ର ‘କମାଣ୍ଡୋ’ ହିରୋ ବିଦ୍ୟୁତ ଜାନଓ୍ବାଲଙ୍କ ଅଭିନୀତ ଫିଲ୍ମ ‘ଖୁଦାହାଫିଜ’ର ଶୁଟିଂ ଆରମ୍ଭ ହୋଇଯାଇଛି। ଉଜ୍‌ବେକିସ୍ତାନରେ ଏହାର ଶୁଟିଂ ଆରମ୍ଭ ହେବା ନେଇ ଖବର ଆସିଛି। ଫାରୁକ କବିରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଆସନ୍ତା ବର୍ଷ ରିଲିଜ୍‌ ହେବାର ଯୋଜନା…

ଅତି ଉତ୍ସାହିତ ହୋଇ ମୋଦିଙ୍କୁ ଫକିର ବୋଲି କହିଲେ ଅନୁପମ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ଦିନ ପୂର୍ବରୁ ସମୁଦ୍ର କୂଳରୁ ଅଳିଆ ସଫା କରୁଥିବାର ଏକ ଭିଡିଓ ଶେୟାର କରିଥିଲେ। ଆଉ ଏହାକୁ ଦେଖିବା ପରେ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଥିଲା। ଏହା ଦେଖିବା ପରେ ବଲିଉଡ୍‌ କଳାକାର ଅକ୍ଷୟ…

ଭାରତୀୟ ବାୟୁସେନାର ଗୌରବ କାହାଣୀ କହିବ ‘ବାଲାକୋଟ’: ବିବେକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବିବେକ ଓବରଏ କହିଛନ୍ତି ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ବାଲାକୋଟ’ ଲକ୍ଷ ଲକ୍ଷ ପିଲାଙ୍କୁ ପ୍ରେରଣା ଯୋଗାଇବ। ଭାରତୀୟ ବାୟୁସେନା ଦ୍ୱାରା ପାକିସ୍ତାନର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ସତ କାହାଣୀ ଉପରେ ପର୍ଯ୍ୟବେଷିତ ହୋଇଛି ଫିଲ୍ମ। ତେଣୁ…

ଫିଲ୍ମକୁ ଆସିବା ପୂର୍ବରୁ ଏପରି ଦେଖାଯାଉଥିଲେ ହ୍ରିତିକ୍‌ଙ୍କ ଏହି ନାୟିକା…

ମୁମ୍ବାଇ,୧୩।୧୦: ରବିବାର ସାଉଥ୍‌ ଅଭିନେତ୍ରୀ ପୂଜା ହେଗ୍‌ଡ଼େ ନିଜର ଜନ୍ମଦିନ ପାଳନ କରୁଛନ୍ତି। ସେ ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୦ ଅକ୍ଟୋବର ୧୩ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ହ୍ରିତିକ୍‌ ରୋଶନ୍‌ଙ୍କ ଫିଲ୍ମ ମହେଞ୍ଜୋଦାରୋର ନାୟିକା ଭାବେ ପୂଜା ବେଶ୍‌…

ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍‌ ଯତ୍ନଶୀଳ ହେଉ: ସ୍ବରା ଭାସ୍କର

ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍‌ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ ଫିଲ୍ମ ପ୍ରୋଜେକ୍ଟରେ ତାଙ୍କର ଆଗାମୀ ଫିଲ୍ମ ‘ଶିର କୋର୍‌ମା’ର ପୋଷ୍ଟର ଲଞ୍ଚ ଅବସରରେ…

ଗିରଫ ହୋଇପାରନ୍ତି ଅଭିନେତ୍ରୀ ଅମୀଷା ପଟେଲ

ବଲିଉଡ୍‌ ଅଭିନେତ୍ରୀ ଅମୀଷା ପଟେଲ ଏକ ବଡ଼ ସମସ୍ୟାରେ ପଡ଼ିଛନ୍ତି। ଏପରିକି ସେ ଗିରଫ ମଧ୍ୟ ହୋଇପାରନ୍ତି ବୋଲି କୁହାଯାଉଛି। ଅମୀଷା ଏବଂ ତାଙ୍କ ବନ୍ଧୁ କୁନାଲ ଘୁମର ରାଞ୍ଚିର ଫିଲ୍ମ ନିର୍ମାତା ଅଜୟଙ୍କୁ ୩ କୋଟି ଟଙ୍କାର ଏକ ଚେକ୍‌…

ମଦ ପାଇଁ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ

ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ଶ୍ରୁତି ହାସନ। ସେ ବଲିଉଡ୍‌ ସିନେମାରେ ମଧ୍ୟ କାମ କରିସାରିଛନ୍ତି। ବିଗତ କିଛି ଦିନ ହେବ ଶ୍ରୁତି ବ୍ୟକ୍ତିଗତ ଜୀବନକୁ ନେଇ ଖୁବ୍‌ ଚର୍ଚ୍ଚାରେ। ନିକଟରେ ଶ୍ରୁତି ଏମିତି କିଛି…

ବିବାହ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲେଣି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେଠାରୁ ତାଙ୍କ ବିବାହ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲେଣି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଦ ସ୍କାଏ ଇଜ୍‌ ପିଙ୍କ’ ରିଲିଜ୍‌ ହେବା ପରେ ପରେ ସେ ୟୁଏସ୍‌ ଚାଲି ଯାଇଥିବା ଜଣାପଡିଛି।…

ନୂଆ ଘରକୁ ସିପ୍ଟ କରିବେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ଠିକଣା ବଦଳାଇବେ ବୋଲି ଶୁଣିବାକୁ ମିଳିଛି। ପିଲାଦିନୁ ସେ ତାଙ୍କ ପରିବାର ସହ ଗାଲାକ୍ସି ଆପାର୍ଟମେଣ୍ଟରେ ରହୁଥିବା ବେଳେ ଏବେ ସେ ଏକ ନୂଆ ଘରକୁ ସିପ୍ଟ କରିବେ ବୋଲି ଜଣାପଡିଛି।…

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ ଏହି ଜିମ୍‌ ଲୁକ୍‌ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ତାଙ୍କର ଏହି ହଟ୍‌ ଲୁକ୍‌ର…

ବିକ୍ରି ହେଲା ଦୀପିକାଙ୍କ ଡ୍ରେସ୍‌

ମୁମ୍ବାଇ: ବଲିଉଡ୍‌ ମସ୍ତାନୀ ଦୀପିକା ପାଦୁକୋନ୍‌ ରିଲ୍‌ ଲାଇଫ୍‌ରେ ନିଜ ଅଭିନୟ ଏବଂ ରିୟଲ୍‌ ଲାଇଫ୍‌ରେ ନିଜ ଲୁକ୍‌ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ଆଉ ଦୀପିକାଙ୍କ ଟ୍ରେଣ୍ଡି ଲୁକ୍‌ସ ପାଇଁ ବିଶେଷକରି ଯୁବତୀମାନେ ତାଙ୍କୁ ଫଲୋ ମଧ୍ୟ କରିଥାନ୍ତି। ତେବେ…

କେଆଇଏଫ୍‌ଏଫ୍‌ରେ ପ୍ରଦର୍ଶିତ ହେବ ‘ପାଟଣାଗଡ଼’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଲାଙ୍ଗୀର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ନିର୍ମିତ ବହୁଭାଷୀ ଫିଲ୍ମ ‘ପାଟଣାଗଡ଼’ ଆସନ୍ତା ନଭେମ୍ବର ୮ରେ ସମଗ୍ର ବିଶ୍ୱରେ ରିଲିଜ ହେବ। ଏହାସହ ଫିିଲ୍ମଟି ଆସନ୍ତା ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?