ମନୋରଞ୍ଜନ

କ୍ରିତିଙ୍କ ନିଶ

ମୁମ୍ବାଇ: ବଲିଉଡ୍‌ କମେଡି ସିକ୍ୱେଲ୍‌ ‘ହାଉସ୍‌ଫୁଲ-୪’ରିଲିଜ୍‌ ସମୟ ପାଖେଇ ଆସିଲାଣି। ଏଥିପାଇଁ ଫିଲ୍ମର ସମସ୍ତ ଷ୍ଟାର୍‌କାଷ୍ଟ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହାସହ ଦର୍ଶକଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପ୍ରକାର ଫଟୋ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି, ଯାହା ଫିଲ୍ମ ପ୍ରତି ଥିବା…

ରାନୀଙ୍କ ନୂଆ ଯୋଜନା

ରାନୀ ପ୍ରିୟଦର୍ଶିନୀ। ନିଜ ରିଲ୍‌ ଲାଇଫକୁ ନେଇ ସେ ବେଶ୍‌ ସଚେତନ। ‘କଟି ପତଙ୍ଗ’ରେ ଅଭିନୟ କରିବା ପରେ ଏଣିକି ଦେଖିଚାହିଁ ପାଦ ପକାଇବେ ବୋଲି କହନ୍ତି ଏହି ଅଭିନେତ୍ରୀ। ଏ ସମ୍ପର୍କରେ ସେ କହନ୍ତି, ‘ଏହି ଫିଲ୍ମରେ ମୋତେ ଯେଉଁ…

ନିକ୍‌ଙ୍କ ବଲିଉଡ୍‌ ପ୍ରେମ

ଷ୍ଟାର୍‌ ଯିଏ ବଲିଉଡ୍‌ ଫିଲ୍ମ, ଗୀତ ଆଉ ଆକ୍ଟ୍ରେସଙ୍କ ପ୍ରେମରେ ପଡ଼ିଛନ୍ତି ଆଉ ବିବାହ ମଧ୍ୟ କରିଛନ୍ତି। ଆମେ କହୁଛୁ ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ନିକ୍‌ ଜୋନସ୍‌ଙ୍କ କଥା। ବଲିଉଡ୍‌ ଗୀତର ଜଣେ ବଡ଼ ଫ୍ୟାନ୍‌ ହେଉଛନ୍ତି…

ଫିଟ୍‌ନେସ୍‌ର ସିକ୍ରେଟ୍‌ ବାସ୍କେଟ୍‌ବଲ

ଏଫ୍‌ବିବି ଫେମିନା ମିସ୍‌ ଇଣ୍ଡିଆ ଫାଇନାଲିଷ୍ଟ୍‌ ଟାଇଟଲ୍‌ ସହ ମିସ୍‌ ଓଡ଼ିଶା ଓ ମିସ୍‌ ରୂପଶ୍ରୀ ଟାଇଟଲ୍‌। କେବଳ ଏତିକି ନୁହେଁ, ଭାରତରେ ପ୍ରଥମଥର ପାଇଁ ଆୟୋଜିତ ହୋଇଥିବା ବିଶ୍ୱ ଯୁବ ସମ୍ମିଳନୀ(ଓ୍ବାର୍ଲଡ ୟୁଥ୍‌ କନ୍‌ଫରେନ୍ସ ଅନ୍‌ କାଇଣ୍ଡନେସ୍‌)ରେ ଏକମାତ୍ର ଓଡ଼ିଆଭାବେ…

ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍‌ ଚଢାଉ, କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଘରେ କ୍ରାଇମବ୍ରାଞ୍ଚ୍‌ ଚଢାଉ କରିଛି। ସଲମାନଙ୍କ ପରିବାର କୌଣସି ସଦସ୍ୟ ନାଁରେ ଅଭିଯୋଗ ନାହିଁ ବରଂ ୨୦ ବର୍ଷ ହେବ ତାଙ୍କ ବଙ୍ଗଳାର ଦେଖାଶୁଣା କରୁଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସବୁଠୁ ଆଶ୍ଚର୍ଯ୍ୟ…

ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି ଶୋ’ର ଏକ ଭିଡିଓରେ ଚେଲ୍‌ସିଙ୍କ ଝଲକ୍‌ ଦେଖିବାକୁ ମିଳିଛି। ଏହି ଭିଡିଓରେ ସେ ଇଶକ୍‌ଜାଦେ…

ଗାଁରେ କଳା ଅଛି: ଚିହ୍ନିବା ଦରକାର

ଗୋଟିଏ ପଟେ ରୋଗୀ ସେବା ଅନ୍ୟପଟେ କଳାରେ ରୁଚି। ବ୍ୟସ୍ତତା ଭିତରେ ଅଭିନୟ, ପୁଣି ତା’ସାଙ୍ଗକୁ ବୃକ୍ଷରୋପଣ। ଏମିତି ‘ଏକରେ ଅନେକ’ ପରିଚୟ ନେଇ ଚାଲିଥିବା ଡା.ନୃପେନ୍ଦ୍ର କୁମାର ଶତପଥୀଙ୍କ ନିଜକଥା ସମ୍ପର୍କରେ … ପିଲାଦିନ କେମିତି କଟିଥିଲା? ପୈତୃକ ଗାଁ…

ଆଉ କେତେ ଦିନ

ଓଡ଼ିଆ ସିନେମାର ଇତିହାସ ବେଶ୍‌ ରୁଦ୍ଧିମନ୍ତ। ୧୯୩୬ରେ ମୁକ୍ତିଲାଭ କରିଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ସୀତା ବିବାହ’। ବର୍ତ୍ତମାନ ଗୁଣାତ୍ମକ ଦୃଷ୍ଟିକୋଣରୁ ଆଲୋଚନା କଲେ ଆମ ଓଡ଼ିଆ ସିନେମାର ଭବିଷ୍ୟତ ଉପରେ ସ୍ବତଃ ପ୍ରଶ୍ନବାଚୀ ଲାଗିଯାଉଛି। କାରଣ ଗତ କିଛି ବର୍ଷ…

ଅଂଶୁମାନ ଯାହା ଚାହୁଁଥିଲେ..

ଅଂଶୁମାନ ସାମନ୍ତରାୟ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ରିଲିଜ ଅପେକ୍ଷାରେ ଥିବା ହରିଶ ଶର୍ମାଙ୍କ ହିନ୍ଦୀ ସିନେମା ‘ମାୟରା’ରେ ତାଙ୍କୁ ଏକ ସୁପାରିକିଲର ଭୂମିକାରେ ଦେଖିବାକୁ ମିଳିବ। ଏ ନେଇ ଅଂଶୁମାନ କହନ୍ତି, ‘ଏହି ଭୂମିକାରେ କେତେ ଦମ୍‌ ଅଛି…

ସ୍ତ୍ରୀଙ୍କୁ ଖୁସି କରିବା ଲାଗି ଏପରି କିଛି ଉପହାର ଦେଇଛନ୍ତି ଏମାନେ

କୁହାଯାଏ କି ସ୍ବାମୀଙ୍କୁ ଖୁସି କରିବା ଲାଗି ରାସ୍ତା ତାଙ୍କ ପେଟ ଦେଇ ଯାଇଥାଏ। ଅର୍ଥାତ ଭଲ ରୋଷେଇ କରି ଖାଇବାକୁ ଦେଲେ ସେମାନେ ସେଥିରେ ସନ୍ତୁଷ୍ଟ ହୋଇଥାନ୍ତି। ତେବେ ସ୍ତ୍ରୀଙ୍କୁ ଖୁସି କରିବା ଲାଗି ମଧ୍ୟ ସେପରି କିଛି ଉପାୟ…

ମାଡ଼ ଖାଇ ଅଭିନୟ ଶିଖିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ଅରିଜିନାଲ ଡିଭା କୁହାଯାଉଥିବା ରେଖା ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୪ ଅକ୍ଟୋବର ୧୦ ଚେନ୍ନାଇରେ ଜନ୍ମ ଗ୍ରହଣ କରିଥିଲେ ଭାନୁରେଖା ଗଣେଷନ। ଯେ ଆଜି ରେଖା ନାଁରେ ବେଶ୍‌ ପରିଚିତ। ରେଖାଙ୍କ ଯେତେ ପ୍ରଶଂସା କଲେ…

‘କବିର ସିଂ’ଙ୍କୁ ପଛରେ ପକାଇଲା ‘ଓ୍ବାର’, ମାତ୍ର ୭ ଦିନରେ କଲା ୨୦୦ କୋଟି ବ୍ୟବସାୟ

ମୁମ୍ବାଇ: ଗତ ଶୁକ୍ରବାର ରିଲିଜ ହୋଇଥିଲା ଟାଇଗର ଶ୍ରଫ୍‌ ଏବଂ ହ୍ରିତିକ ରୋଶନ ଅଭିନୀତ ଫିଲ୍ମ ‘ଓ୍ବାର’। ଇତି ମଧ୍ୟରେ ଏହାର ସାତ ଦିନ ବିତି ଯାଇଥିବା ବେଳେ ଫିଲ୍ମଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ଫଳରେ ଖୁବ୍‌ କମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?