ଯାତ୍ରା ଜଗତର ସୁକଣ୍ଠି ଗାୟିକା
ଆସନ୍ତାକାଲିକୁ ଦେଖିଛି କିଏ? ତେବେ ସମସ୍ତେ ସବୁବେଳେ ନିଜକୁ ପ୍ରସ୍ତୁତ କରୁଥାନ୍ତି ସେହି ଆସନ୍ତାକାଲିକୁ ସାମ୍ନା କରିବା ପାଇଁ। ଠିକ୍ ଯେମିତି ଓଡ଼ିଆ ଯାତ୍ରା ଜଗତର ଉଦ୍ଦୀୟମାନା ଗାୟିକା ପ୍ରମିଳା ଜେନା ଓରଫ୍ ପମି। ସେ ତ କେବଳ ଗୀତ ଗାଉଥିଲେ।…
କନିଆଁ ରୂପରେ ଆଲିଆ
ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ କନିଆଁ ବେଶରେ ନିଜ ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ‘ରାଜି’ ଫିଲ୍ମର ଏହି ଅଭିନେତ୍ରୀ ଶନିବାର ଏକ ବିଜ୍ଞାପନ ଶୁଟିଂ ସେଟ୍ରୁ ନିଜର ଦୁଇଟି ଫଟୋକୁ ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ କନିଆଁ ସାଜି ପ୍ରଶଂସକଙ୍କ…
‘ସିନେମାର କାହାଣୀ ଭଳି ମୋ ଜୀବନ’
ମୁମ୍ବାଇ: କୋଲକାତାର ରେଳଷ୍ଟେଶନ୍ରେ ସିନେମା ଗୀତ ଗାଇ ଭିକ ମାଗୁଥିବା ରାନୁ ମଣ୍ଡଳ ବର୍ତ୍ତମାନ ମୁମ୍ବାଇ ସଂଗୀତ ଜଗତର ଅନ୍ୟତମ ସେଲିବ୍ରିଟି। ତାଙ୍କ ଗାୟନ ଶୈଳୀକୁ ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ହେଉଥିବାବେଳେ ତାଙ୍କ ଜୀବନୀକୁ ନେଇ ଫିଲ୍ମ…
ସୋସିଆଲ ମିଡିଆରୁ ଦୂରେଇ ରହୁଛନ୍ତି ପରିଣୀତି
ମୁମ୍ବାଇ: ଚଳଚ୍ଚିତ୍ର ‘ଜବରିୟା ଯୋଡ଼ି’ ପରେ ଏବେ ଅଭିନେତ୍ରୀ ପରିଣୀତି ଚୋପ୍ରା ଫିଲ୍ମ ‘ଦ ଗର୍ଲ ଅନ୍ ଦ ଟ୍ରେନ୍’ର ଶୁଟିଂରେ ବ୍ୟସ୍ତ। ଫିଲ୍ମରେ ତାଙ୍କ ସହ ଅଦିତି ରାଓ ହୈଦରୀ ଓ କିର୍ତ୍ତୀ କୁଲ୍ହାରୀ ନଜର ଆସିବେ। ଫିଲ୍ମରେ ଜଣେ…
୧୫ କୋଟି ଟଙ୍କା କ୍ଷତି ସହିବେ ଭଂସାଲୀ
ମୁମ୍ବାଇ: ବଲିଉଡ୍ର ନାମୀ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲୀ ଏବେ ୧୫ କୋଟି ଟଙ୍କା କ୍ଷତି ସହିବେ ବୋଲି ଜଣାପଡିଛି। କାରଣ ସେ ତାଙ୍କ ଆଗାମୀ ଫିଲ୍ମ ‘ଇଂଶାଅଲ୍ଲାହ’କୁ ଏବେ କୋଲ୍ଡ ଷ୍ଟୋରରେ ପକାଇ ଦେଇଛନ୍ତି। ସଲମାନ ଖାଁ ଓ ଆଲିଆ…
ମାଟି ପାତ୍ର ଚା’ର ମଜା ନେଲେ ଅନନ୍ୟା-କାର୍ତ୍ତିକ
ମୁମ୍ବଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍ ଏବେ ତାଙ୍କ ଅପ୍ କମିଂ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ପାଇଁ ବ୍ୟସ୍ତ ଅଛନ୍ତି। ଲକ୍ଷ୍ନୌରେ ଏବେ ଏହି ଫିଲ୍ମର ଶୁର୍ଟି ଚାଲିଥିବା ବେଳେ ଏଥିରୁ ଟିକେ ସମୟ ବାହାର କରି ସେ…
କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି
କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର ହୋଇପଡୁଥିଲା। କିଛିଦିନ ପରେ ସେ ବଲିଉଡ୍ ଫିଲ୍ମରେ ଅଭିନୟ କରିବା ସୁଯୋଗ ପାଇଲେ। ସେବେଠାରୁ…
‘ଓ୍ବାର’ରେ ହ୍ରିତିକ୍, ଟାଇଗର
ମୁମ୍ବାଇ: ଆଗାମୀ ଫିଲ୍ମ ‘ଓ୍ବାର’ ପାଇଁ ବଲିଉଡ ଷ୍ଟାର ହ୍ରିତିକ୍ ରୋଶନ ଏବଂ ଟାଇଗର ଶ୍ରଫ୍ଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦୃଶ୍ୟ ବେଶ୍ ଆମୋଦଦାୟକ। ଏଥି ନିମନ୍ତେ ପର୍ତ୍ତୁଗାଲର ପୋର୍ଟୋ ନଗରୀକୁ ଦୁଇଦିନ ପାଇଁ ଜନସାଧାରଣଙ୍କ ଚଳାଚଳ ବନ୍ଦ କରିଦିଆଯାଇଥିଲା। ସିଦ୍ଧାର୍ଥ…
ହ୍ରିତିକ-ଟାଇଗରଙ୍କ ପାଇଁ ବନ୍ଦ ରହିଲା ପର୍ତ୍ତୁଗାଲ ସହର
ମୁମ୍ବାଇ: ବଲିଉଡ୍ ନାୟକ ହ୍ରିତିକ ରୋଶନ ଓ ଟାଇଗର ର୍ଶଫଙ୍କ ପାଇଁ ୨ ଦିନ ପର୍ତ୍ତୁଗାଲର ପୋରଟୋ ସହର ବନ୍ଦ ରହିଥିବା ଜଣାପଡିଛି। ତେବେ ଏହା ଅନ୍ୟ କୌଣସି କାରଣ ପାଇଁ ନୁହେଁ ବରଂ ଫିଲ୍ମ ‘ଓ୍ବାର’ର ଶୁଟିଂ ପାଇଁ ଏମିତି…
ଚଳିତ ବର୍ଷ କପୁର ପରିବାର ପାଳିବେନି ଗଣେଶ ଚତୁର୍ଥୀ
ମୁମ୍ବାଇ: ପ୍ରତି ବର୍ଷ କପୁର ପରିବାର ବହୁ ଆଡ଼ମ୍ବରରେ ଗଣେଶ ଚତୁର୍ଥୀ ପାଳନ କରୁଥିବା ବେଳେ ଚଳିତ ବର୍ଷ କିନ୍ତୁ ଏମାନେ ଏହି ପର୍ବ ପାଳନ କରିବେ ନାହିଁ ବୋଲି ଜଣାପଡ଼ିଛି। ପ୍ରତିବର୍ଷ ଆର୍କେ ଷ୍ଟୁଡିଓରେ ଧୁମ୍ଧାମ୍ରେ ଗଣେଶ ପୂଜାର ଆୟୋଜନ…
ଅଭିନନ୍ଦନଙ୍କ ଉପରେ କମେଡି ଫିଲ୍ମ ନିର୍ମାଣ କରିବ ପାକିସ୍ତାନ
ମୁମ୍ବାଇ: ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କ ସାହାସିକତା ଏବଂ ବାଲାକୋଟ ଆକ୍ରମଣକୁ ନେଇ ବଲିଉଡ ଅଭିନେତା ବିବେକ ଓବରୟ ଏକ ଫିଲ୍ମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ପାକିସ୍ତାନ ମଧ୍ୟ ଏହି କାହାଣୀ ଉପରେ ଏକ ଚଳଚ୍ଚିତ୍ର ନିର୍ମାଣ କରିବାକୁ…
ବଲିଉଡ୍ରେ କ୍ୟାରିୟର କରି ନ ପାରି ଆତ୍ମହତ୍ୟା କଲେ ମଡେଲ ପର୍ଲ
ମଡେଲ ପର୍ଲ ପଞ୍ଜାବୀ ମୁମ୍ବାଇସ୍ଥିତ ନିଜ ଆପାର୍ଟମେଣ୍ଟ ଛାତରୁ ଡେଇଁ ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ୨୦ ବର୍ଷୀୟା ପର୍ଲ ବଲିଉଡ୍ରେ କ୍ୟାରିୟର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ବହୁ ଦିନ ହେବ ଫିଲ୍ମ ଜଗତରେ ସଂଘର୍ଷ କରିଆସୁଥିଲେ। ମାତ୍ର ସଫଳତା…
Archives


