ମନୋରଞ୍ଜନ

ଦୁର୍ଗା ମଣ୍ଡପରେ ଭଉଣୀଙ୍କ ମିଳନ

ମୁମ୍ବାଇ: ସମଗ୍ର ଦେଶରେ ଏବେ ପୂଜାର ମାହୋଲ। ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡ଼ିକରେ ଲୋକଙ୍କ ଭିଡ ଜମୁଥିବା ବେଳେ ସେଲିବ୍ରିଟିଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ୨୦୦୧ରେ କରଣ ଜୋହରଙ୍କ ଫିଲ୍ମ କଭି ଖୁସି କଭି ଗମ୍‌ର ଷ୍ଟାରକାଷ୍ଟ ୧୨ ବର୍ଷ ପରେ…

ନିଜ ବିବାହକୁ ନେଇ ଫିଲ୍ମ ନିର୍ମାଣ କରିବେ ପ୍ରିୟଙ୍କା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଆସିଛନ୍ତି। ବିବାହ ପରେ ପ୍ରାୟତଃ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଆମେରିକାରେ ରହୁଥିବା ପ୍ରିୟଙ୍କା ନିଜ ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ୍‌’ର ପ୍ରମୋଶନ ପାଇଁ ଭାରତରେ ଅଛନ୍ତି। ସେ ଆଗାମୀ…

‘ଲାଲ କପ୍ତାନ’ର ପୋଷ୍ଟର ରିଲିଜ୍‌: ଦଶାନନ ଅବତାରରେ ସୈଫ୍‌

ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଲାଲ କପ୍ତାନ’ର ଏକ ନୂଆ ପୋଷ୍ଟର ରିଲିଜ୍‌ ହୋଇଯାଇଛି। ଦଶହରାର ଗୋଟିଏ ଦିନ ପୂର୍ବରୁ ରିଲିଜ୍‌ ହୋଇଥିବା ଏହି ପୋଷ୍ଟରରେ ସୈଫ୍‌ଙ୍କୁ ଦଶାନନ ଅବତାର ଅର୍ଥାତ୍‌ ୧୦ଟି ମୁଣ୍ଡ ଥିବା ଲୁକ୍‌ରେ ଦେଖିବାକୁ ମିଳୁଛି।…

‘ଦବଙ୍ଗ-୩’ର ଶୁଟିଂ ଶେଷ: ଏହି ଅବସରରେ ବିନୋଦଙ୍କୁ ମନେପକାଇଲେ ସଲ୍‌ମାନ

ବଲିଉଡ୍‌ ଇଣ୍ଡଷ୍ଟ୍ରିର ଦବଙ୍ଗ ଖାନ୍‌ ସଲମାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’ର ଶୁଟିଂ ଇତିମଧ୍ୟରେ ଶେଷ ହୋଇଛି। ସଲ୍‌ମାନ୍‌ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାରକରି ଏହା ଜଣାଇଛନ୍ତି। ଭିଡିଓରେ ସେ ଫିଲ୍ମର ସମସ୍ତ କଳାକାରଙ୍କ ସହ ନଜର…

‘ସୁପରଷ୍ଟାର ସିଙ୍ଗର’ର ପ୍ରଥମ ବିଜେତା ହେଲେ ପ୍ରୀତି: ପୁରସ୍କାର ରୂପେ ଟ୍ରଫି, ୧୫ ଲକ୍ଷର ଚେକ୍‌

ସୋନି ଟିଭିରେ ପ୍ରସାରିତ ସିଙ୍ଗିଙ୍ଗ୍‌ ରିଆଲିଟି ଶୋ’ ସୁପରଷ୍ଟାର ସିଙ୍ଗର’ର ପ୍ରଥମ ବିଜେତା ହେଉଛନ୍ତି ପ୍ରୀତି ଭଟାଚାର୍ଯ୍ୟ। ଅକ୍ଟୋବର ୬ରେ ଶୋ’ର ଗ୍ରାଣ୍ଡ୍‌ ଫିନାଲେ ଅନୁଷ୍ଠିତ ହୋଇଥିଲା। ପ୍ରୀତି ପ୍ରଥମରୁ ହିଁ ନିଜର ସୁନ୍ଦର ସ୍ବର ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିତିପାରିଥିବା…

ବିଗ୍‌ ବସ୍‌ ୧୩ ଯୋଗୁ ବ୍ୟାପୁଛି ଅଶ୍ଳୀଳତା, ରୋକ ଲଗାଇବା ପାଇଁ ମନ୍ତ୍ରୀଙ୍କୁ ଚିଠି

ରିୟଲିଟି ଶୋ’ ବିଗ୍‌ ବସ୍‌ ଯୋଗୁ ଅଶ୍ଲୀଳତା ବ୍ୟାପୁଥିବା ଅଭିଯୋଗ କରି ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକଙ୍କୁ ଚିଠି ଲେଖାଯାଇଛି। ଏହାର ପ୍ରସାରଣ ଉପରେ ରୋକ ଲଗାଇବା ପାଇଁ ଚିଠିରେ ଉଲ୍ଲେଖ ରହିଛି।…

ଢୋଲ ବଜାଇ ଦୁର୍ଗାପୂଜା ପାଳନ କଲେ ନୁଶରତ

ଅଭିନେତ୍ରୀ ତଥା ଏମ୍‌ପି ନୁଶରତ୍‌ ଜହାଁ ଢୋଲ ଭିନ୍ନ ଢଙ୍ଗରେ ଦୁର୍ଗାପୂଜା ପାଳନ କରିଛନ୍ତି। ପବିତ୍ର ମହାଷ୍ଟମୀ ଅବସରରେ ସେ ସ୍ବାମୀ ନିଖିଲ ଜୈନଙ୍କ ସହ ପୂଜା ପେଣ୍ଡାଲରେ ପହଞ୍ଚିଥିଲେ। ପାରମ୍ପରିକ ବଙ୍ଗାଳୀ ଶାଢି ଏବଂ ସିନ୍ଦୁର ପିନ୍ଧି ନୁଶରତଙ୍କୁ ଢୋଲ…

ଭାଇରାଲ ହେଉଛି ବିଗ୍‌ ବିଙ୍କ ଫନି ଟିକ୍‌ଟକ୍‌ ଭିଡିଓ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ନିକଟରେ ସେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏମିତି ଏକ ଭିଡିଓ ଅପଲୋଡ କରିଛନ୍ତି ଯାହାକୁ ଦେଖିଲେ ନ ହସିବା ଲୋକେ ବି ହସି ପକାଇବେ। ଉକ୍ତ ଭିଡିଓରେ ଜଣେ…

ଫେରୁଛି ‘ରୋଜା’

ମୁମ୍ବାଇ: ମଣିରତ୍ନମଙ୍କ ନିର୍ଦ୍ଦେଶିତ ଫିଲ୍ମ ୧୯୯୨ରେ ପରଦାରେ ସୁପରହିଟ୍‌ ସାବ୍ୟସ୍ତ ହୋଇଥିବା ବେଳେ ଏବେବି ଏହା ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ଏଥିରେ ଅରବିନ୍ଦ ସ୍ବାମୀ ଓ ମଧୁଙ୍କ ଯୋଡିଙ୍କୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଏବେ ଏହି ଯୋଡି…

ରୀନାଙ୍କୁ ଏଥର ନେଗେଟିଭ୍‌

ନା ସେ ଗଁ। ରେ ଡ୍ରାମା କରିଥିଲେ। ନା ତାଙ୍କର ଅଭିନୟର କୌଣସି ଅଭିଜ୍ଞତା ଥିଲା। ସେ କେବଳ ଭଲ ପାଉଥିଲେ ଯାତ୍ରାକୁ। ଯାତ୍ରା ପ୍ରତି ଥିବା ତାଙ୍କର ସେହି ଭଲପାଇବା ହିଁ ତାଙ୍କୁ ଟାଣି ଆଣିଲା ଯାତ୍ରା ଜଗତକୁ। ଖାଲି…

”ଯାତ୍ରାରେ ପରିଚାଳକର ଭୂମିକା ବାପାଙ୍କ ଭୂମିକାଠୁ କମ୍‌ ନୁହେଁ“: ପ୍ରଜିତ କୁମାର ରାଉତରାୟ

”ଗୋଟିଏ ପରିବାରରେ ଜଣେ ବାପାଙ୍କ ଭୂମିକା ଯାହା ଗୋଟିଏ ଯାତ୍ରାପାର୍ଟିରେ ଜଣେ ପରିଚାଳକଙ୍କ ଭୂମିକା ଅବିକଳ ସେଇଆ। ପାର୍ଟି ଭିତରେ ସମତୂଲ ବଜାୟ ରଖିବା ସହିତ ସବୁବେଳେ ବ୍ୟକ୍ତିଗତ ଲାଭକ୍ଷତିକୁ ଭୁଲି କେବଳ ଅନୁଷ୍ଠାନର ମଙ୍ଗଳ କାମନା କରିବା ହେଉଛି ଜଣେ…

ଏବେ ଫଟୋ ଉଠାଇବାକୁ ମନାକଲେଣି ତୈମୁର

ସୈଫ୍‌ଅଲ୍ଲୀ ଖାନ୍‌ ଏବଂ କରୀନା କପୁରଙ୍କ ପୁଅ ତୈମୁରଙ୍କୁ ଦେଖିଲେ ଫଟୋଗ୍ରାଫରମାନେ ତାଙ୍କ ଫଟୋ ନେବାକୁ ଭିଡ଼ ଜମାଇଥାନ୍ତି। ସ୍କୁଲ ହେଉ କି ଏୟାରପୋର୍ଟ ଯେଉଁଠି ତୈମୁରଙ୍କ ଉପରେ ନଜର ପଡ଼ିଲା ଫଟୋ ଉଠାଇବା ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତୈମୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?