ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ…
ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା
ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍ଲାଇଟ୍ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା ସ୍ପଷ୍ଟ…
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ
ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍ ମ୍ୟାଚ୍ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି। ଅଭିନେତ୍ରୀଙ୍କୁ…
ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର
ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର ମଧ୍ୟ ଭାଜପା ଟିକେଟରୁ ନିର୍ବାଚନ ଲଢ଼ୁଛନ୍ତି। ତେବେ ସେ ନିର୍ବାଚନ ଲଢିବାକୁ ତାଙ୍କ ସ୍ବାମୀ…
ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା
ମୁମ୍ବାଇ: ବଲିଉଡ୍ର ପ୍ରତିଭାବାନ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ ଗ୍ରାହକଙ୍କୁ…
କ୍ୟାନ୍ସରରେ ଆଖି ବୁଜିଲେ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନ
ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍ସରରେ ପୀଡ଼ିତ ଥିଲେ। ଇନ୍ଷ୍ଟାଗ୍ରାମରେ ତାଙ୍କର ୫୧.୮ହଜାର ପ୍ରଶଂସକ ରହିଛନ୍ତି। ୮ ସପ୍ତାହ ପୂର୍ବରୁ ସେ ଇନ୍ଷ୍ଟାଗ୍ରାମରେ ତାଙ୍କର ଶେଷ ଫଟୋ…
ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ
ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ନିଜ ମାତୃଭାଷା କନ୍ନଡରେ କଥା ହେଉଥିବାରୁ ଦୃର୍ବୃତ୍ତମାନେ ଉତ୍ତେଜିତ ହୋଇ…
କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍! ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍ ଶାହରୁଖ ଖାନ୍। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜି ପ୍ରଚାର କରିଛନ୍ତି ଶାହାରୁଖ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ…
ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର
ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ ପ୍ରବେଶ କରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ୧୯ ଏପ୍ରିଲରୁ ଆରମ୍ଭ…
ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ମାସାବା ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ସେ…
ଶଳା ସଲମାନ୍ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ
ବମ୍ବେ: ବଲିଉଡର ଦବଙ୍ଗ ଖାନ୍ଙ୍କ ସାନ ଉଭଣୀ ଅର୍ପିତା ଖାନ୍ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍ଙ୍କ ସେ ଜ୍ୱାଇଁ ହୋଇଥିବାରୁ ପ୍ରାୟ ପୁରା ପରିବାର ଫିଲ୍ମଜଗତ ସହ ଜଡ଼ିତ। ହେଲେ ଆୟୁଷ ଫିଲ୍ମ ସାଇନ୍ କରିବା…
ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍
ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ପୁଷ୍ପା ୨ ଡିଜିଟାଲ ଷ୍ଟ୍ରିମିଂ ପ୍ଲାଟଫର୍ମକୁ ରେକର୍ଡ ୨୭୫ କୋଟି ଟଙ୍କାରେ ବିକ୍ରୀ…
Archives


