ମନୋରଞ୍ଜନ

ଦଶହରା ଲଢ଼େଇ

ଏଥର ଦଶହରା ବଜାରରେ ଦୁଇଟି ସିନେମା-‘ମିଷ୍ଟର ମଜ୍‌ନୁ’ ଏବଂ ‘ଦିସ୍‌ ଇଜ୍‌ ମାୟାରେ ବାୟା’ ରିଲିଜ୍‌ ହେବାକୁ ଯାଉଛି। ଅର୍ଥାତ୍‌ ଚଳିତବର୍ଷ ଏହି ଦୁଇ ସିନେମା ଦଶହରା ଲଢ଼େଇରେ ସାମିଲ ହୋଇଛନ୍ତି। ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନର ତଥା ଜାଗୀ ମଙ୍ଗତ…

ଅଭିନୟ ନିଶାରେ ମାମୁନି

ମଧୁସ୍ମିତା ମହାନ୍ତି। ଜଲିଉଡ୍‌ରେ ମାମୁନି ଭାବେ ପରିଚିତା। ଛ’ ବର୍ଷ ପୂର୍ବରୁ ସେ ଆରମ୍ଭ କରିଥିଲେ ନିଜ ଅଭିନୟ କ୍ୟାରିୟର। କେବଳ ନେଗେଟିଭ୍‌ ନୁହେଁ, ପଜିଟିଭ୍‌ ଭୂମିକାରେ ସେ ନିଜ ଦକ୍ଷତା ଦେଖାଇ ଦର୍ଶକଙ୍କ ଦ୍ୱାରା ପ୍ରଶଂସିତ ହୋଇଛନ୍ତି। ବାଲେଶ୍ୱର ଜିଲା…

କୋମାରୁ ବର୍ତ୍ତି ଯାଇଥିଲେ ନିକ୍‌

ଲସ୍‌ ଆଞ୍ଜେଲସ୍‌: ଆମେରିକାର ପପ୍‌ ସିଙ୍ଗର ତଥା ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ନିକ୍‌ ଜୋନାସ୍‌ ଜଣେ ଇଣ୍ଟରନ୍ୟାଶନାଲ ଷ୍ଟାର। ପ୍ରିୟଙ୍କାଙ୍କୁ ବିବାହ କରିବା ପରେ ଭାରତରେ ବି ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢ଼ିଛି। ନିକଟରେ ଏକ ଇଣ୍ଟରଭ୍ୟୁରେ ନିକ୍‌…

ବାସ୍କେଟ୍‌ବଲ ଖେଳାଳିଙ୍କ ପ୍ରେମରେ ଟାଇଗରଙ୍କ ଭଉଣୀ

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଭଉଣୀ କୃଷ୍ଣା। ସେ ବି ବଲିଉଡ୍‌ରେ ଏଣ୍ଟ୍ରି ପାଇଁ ନୁହେଁ ବରଂ ବ୍ୟକ୍ତିଗତ ଜୀବନକୁ ନେଇ। କୃଷ୍ଣା ଏବେ ବାସ୍କେଟ୍‌ବଲ୍‌ ଖେଳାଳି ଇବାନ୍‌ ହେମ୍ସଙ୍କୁ ଡେଟ୍‌ କରୁଛନ୍ତି। ନିକଟରେ ତାଙ୍କୁ ବମ୍ବେର ଜୁହୁ…

ପିଜାପ୍ରିୟ ପରିଣିତି

ପରିଣିତିଙ୍କ ସବୁଠୁ ପ୍ରିୟ ଖାଦ୍ୟ କ’ଣ ଜାଣନ୍ତି? ତାହା ହେଲା ପିଜା। କେବଳ ସେ ପିଜା ଖାଆନ୍ତି ନାହିଁ, ଭିନ୍ନ ଭିନ୍ନ ସ୍ବାଦର ପିଜା ମଧ୍ୟ ପ୍ରସ୍ତୁତ କରିପାରନ୍ତି। ତାଙ୍କର ଡେଲି ଫୁଡ୍‌ ରୁଟିନ୍‌ରେ କେଉଁ ଖାଦ୍ୟ ଥାଉ କି ନ…

ଆତ୍ମବିଶ୍ୱାସ ବଢ଼ାଇଦିଏ ଗିଫ୍ଟ ଶାର୍ଟ

ନୟାଗଡ଼ରେ ସମ୍ଭବଙ୍କର ଜନ୍ମ। ପିତା ସୁରେନ୍ଦ୍ରନାଥ ଓ ମା’ କାବେରୀ ସ୍ବାଇଁଙ୍କ ପୁଅ ସମ୍ଭବ ଏବେ ଟ୍ରେଣ୍ଡିଂ ଷ୍ଟାର୍‌ ଭାବେ ପରିଚିତ। ନଜଦିକିୟାଁ, ଫଗୁଣ, ଏ ମନ ମୋ ମନଠାରୁ ଆରମ୍ଭ କରି ଅନେକ ମ୍ୟୁଜିକ ଭଡିଓରେ ନାୟକ ଭାବେ ତାଙ୍କୁ…

୧୫୦୦ ଏପିସୋଡ୍‌ରେ ଦୁର୍ଗା

ତରଙ୍ଗ ଚ୍ୟାନେଲରେ ପ୍ରସାରିତ ମେଗା ଧାରାବାହିକ ‘ଦୁର୍ଗା’ ଆଉ ଏକ ରେକର୍ଡ ସୃଷ୍ଟି କରିଛି। ନିକଟରେ ଏହାର ୧୫୦୦ତମ ଏପିସୋଡ୍‌ ପ୍ରସାରିତ ହୋଇଛି। ତରଙ୍ଗ ଚ୍ୟାନେଲରେ ଏପରି ରେକର୍ଡ ସୃଷ୍ଟି କରିବାରେ ‘ଦୁର୍ଗା’ ହେଉଛି ପ୍ରଥମ ଧାରାବାହିକ। ଏ ସମ୍ପର୍କରେ ଏହାର…

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି ଏକ ସ୍ବତନ୍ତ୍ର ବାର୍ତ୍ତା। ଏକ ଭିଡିଓ ଶେୟାର କରି ଫ୍ୟାନ୍ସଙ୍କୁ ଗାନ୍ଧୀ ଜୟନ୍ତୀର ଶୁଭକାମନା…

ପାଟନା ପାଇଁ ହ୍ରିତିକ୍‌ଙ୍କ ସମବେଦନା

ନୂଆଦିଲ୍ଲୀ: କ୍ରମାଗତ ବର୍ଷା ଓ ବନ୍ୟା ଯୋଗୁ ବିହାରର ୧୬ ଜିଲାରେ ବନ୍ୟା ସ୍ଥିତି ଉପୁଜିିଛି। ତେବେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ରାଜଧାନୀ ପାଟନା। ଏଭଳି ସ୍ଥିତିରେ ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନ୍‌ ଚିନ୍ତା ପ୍ରକଟ କରି ନିଜ ଅଫିସିଆଲ…

ତମନ୍ନା ଯାହା ଖୋଜୁଥିଲେ..

କଥାରେ ଅଛି ଏ ମନ ଚାହୁଁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ୟା ଭିତରେ ବେଶ୍‌ କେତୋଟି ଚଳଚ୍ଚିତ୍ରରେ ଅଭିନୟ କରିସାରିଲେଣି। ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଭାଇନା କ’ଣ…

ଅପେକ୍ଷା ଡିସେମ୍ବରକୁ

ଚୁଲ୍‌ବୁଲ୍‌ ପାଣ୍ଡେଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ସେ ଆସିବା ମାତ୍ରେ ସେଠାରେ ଉପସ୍ଥିତ ଦର୍ଶକଙ୍କ ଉତ୍ସାହ ଆହୁରି ବଢ଼ିଯାଉଛି। କେମିତି ତାଙ୍କ ସହ ଦୁଇପଦ କଥା ହେବେ। ସେପଟେ ଚୁଲବୁଲ ଦର୍ଶକଙ୍କୁ କେତେ ଭଲ ପାଆନ୍ତି ତାହା କହିବା ବାହୁଲ୍ୟ।…

ସମୟାନୁବର୍ତ୍ତୀ ଜାହ୍ନବୀ

ଜାହ୍ନବୀ କପୁରଙ୍କ ପାଖରେ ଏବେ ବିଶ୍ରାମ ନେବାକୁ ଟାଇମ ନାହିଁ। କାରଣ ଏକାଥରେ ତାଙ୍କର ଦୁଇଟି ଫିଲ୍ମ- ‘ଗୁଞ୍ଜନ ସାକ୍‌ସେନା-ଦ କାର୍‌ଗିଲ ଗର୍ଲ’ ଏବଂ ‘ତକ୍‌ତ’ର ଶୁଟିଂ ଚାଲୁ ରହିଛି। ଏହାପରେ ସେ ‘ଦୋସ୍ତାନା-୨’ ପାଇଁ ଟାଇମଟେବୁଲ ସ୍ଥିର କରିବେ। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?