ମନୋରଞ୍ଜନ

ଆଜି ବୟଫ୍ରେଣ୍ଡ୍‌ ଡେ’ : ଜାଣନ୍ତୁ ବଲିଉଡ୍‌ର ସଫଳ ଅଭିନେତାଙ୍କ ବିଫଳ ପ୍ରେମ ସମ୍ପର୍କରେ…

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛି ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ ହୋଇଛି। ଅକ୍ଟୋବର ୩ ଅର୍ଥାତ୍‌ ଆଜି ବୟଫ୍ରେଣ୍ଡ୍‌ ଡେ’। ଆଜିର ଏହି ଖାସ୍‌ ଦିନରେ…

ପ୍ରେଗ୍ନେଣ୍ଟ ଅଛି ବୋଲି କହି ଟ୍ରୋଲ୍‌ ହେଲେ ରାକ୍ଷୀ

ନୂଆଦିଲ୍ଲୀ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୋସିଆଲ୍‌ ମିଡିଆରେ କିଛି ନା କିଛି କୌତୁକ କରି ସବୁବେଳେ ସମାଲୋଚିତ ହୁଅନ୍ତି। ଦର୍ଶକ କୁହନ୍ତି ମୋଷ୍ଟ୍‌ କଣ୍ଟ୍ରୋଭର୍ସିଆଲ୍‌ ପର୍ସନ୍‌ ହେବାକୁ ରାକ୍ଷୀ କିଛି ବି କରିପାରନ୍ତି। ତେଣୁ ସୋସିଆଲ ମିଡିଆରେ ଲଗାତର…

‘ଦବଙ୍ଗ-୩’ର ପ୍ରମୋ ରିଲିଜ୍‌

ନୂଆଦିଲ୍ଲୀ: ପୁଣି ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି ବଲିଉଡ୍‌ ଦବଙ୍ଗ ପୋଲିସ୍‌ ଅଫିସର ଚୁଲ୍‌ବୁଲ୍‌ ପାଣ୍ଡେ। ସଲମାନଙ୍କ ମୋଷ୍ଟ ଅଓ୍ବେଟେଡ୍‌ ଫିଲ୍ମ ‘ଦବଙ୍ଗ-୩’ର ପ୍ରମୋ ରିଲିଜ୍‌ ହୋଇଛି। ନିଜେ ଚୁଲବୁଲ୍‌ ପାଣ୍ଡେ ଫିଲ୍ମର ପ୍ରମୋକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଗୋଟିଏ…

ଫିଲ୍ମ ଦେଖିବାକୁ ଆଦୌ ପସନ୍ଦ କରୁ ନ ଥିଲେ ବାପୁ, ଜୀବନରେ ଦେଖିଥିଲେ ମାତ୍ର ଏହି ୨ଟି ଫିଲ୍ମ

ସାରା ଦେଶ ଆଜି ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମଦିବସ ପାଳନ କରୁଛି। ଏହି ଅବସରରେ ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ବାପୁଙ୍କ ସ୍ମୃତି ଗାନ କରାଯାଉଛି। କିନ୍ତୁ ଜାଣିଛନ୍ତି କି ଗାନ୍ଧୀ ସିନେମା ଦେଖିବାକୁ ପସନ୍ଦ କରୁ ନ…

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ

ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ ଅଭିଯାନ ଜାରି ରଖିବା ସହିତ ସମସ୍ତଙ୍କୁ ଫିଟ୍‌ ରହିବାକୁ ଅନୁରୋଧ କରିଛନ୍ତି। ଏହାର ଭିଡ଼ିଓ…

ହ୍ରିତିକ୍‌-ଟାଇଗରଙ୍କ ‘ଓ୍ବାର୍‌’ ହେବ ବ୍ଲକବଷ୍ଟର୍‌ !

ମୁମ୍ବାଇ: ଅକ୍ଟୋବର ୨ରେ ପରଦାକୁ ଆସିବ ସୁପରଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫଙ୍କ ଅଭିନୀତ ଚଳଚ୍ଚିତ୍ର ‘ଓ୍ବାର’। ଏହା ଏକ ବ୍ଲକବଷ୍ଟର ଫିଲ୍ମ ହେବ ବୋଲି ଚର୍ଚ୍ଚା ହେବାରେ ଲାଗିଛି। ପ୍ରଥମେ ଟ୍ରେଲର ଆଉ ଏବେ ୟୁଏଇରୁ ମିଳିଥିବା ପ୍ରଥମ…

ସ୍କୁଲରେ ପଢ଼ୁଥିବା ବେଳେ ଶିକ୍ଷକଙ୍କ କଥା ଶୁଣୁ ନ ଥିଲେ ଦୀପିକା, ଭାଇରାଲ ହେଉଛି ରିପୋର୍ଟ କାର୍ଡ

ମୁମ୍ବାଇ: ଅଭିନେତ୍ରୀ ଦୀପିକା ପାଦୁକୋନ ବଲିଉଡ୍‌ ସିନେମା ଜଗତର ଜଣେ ଆଗଧାଡ଼ିର ଅଭିନେତ୍ରୀ ତାହା ସମସ୍ତେ ଜାଣନ୍ତି। ହେଲେ ସେ ସ୍କୁଲ ସମୟରେ ବଡ଼ ଦୁଷ୍ଟ ଥିଲେ। ସେ କ୍ଲାସ ଚାଲିଥିବା ବେଳେ ସାଙ୍ଗମାନଙ୍କ ସହ କଥା ହୋଇ ସମୟ ନଷ୍ଟ…

ପ୍ରଥମ କାର୍ଯ୍ୟକୁ ନେଇ ‘ବିଗ୍‌ବସ୍‌-୧୩’ ଟ୍ରୋଲ, ନିରାଶ ପ୍ରଶଂସକ କହିଲେ ‘ଫ୍ଲପ୍‌ ଶୋ’

ମୁମ୍ବାଇ: ଆରମ୍ଭରୁ ବିବାଦରେ ଲୋକପ୍ରିୟ ଟେଲିଭିଜନ ଶୋ’ ‘ବିଗ୍‌ ବସ୍‌ ୧୩’। ଶୋ’ ଆରମ୍ଭ ହେବାର ଦୁଇ ଦିନ ନ ପୁରୁଣୁ ଏହା ବିରୋଧରେ ପ୍ରଶଂସକମାନେ କଟୁ ମନ୍ତବ୍ୟ ରଖୁଛନ୍ତି। ସୋମବାର ଦେଖାଯାଇଥିବା ଏପିସୋଡରେଘରେ ଥିବା ସେଲିବ୍ରିଟିମାନଙ୍କୁ ଖାଦ୍ୟସାମଗ୍ରୀ ବଣ୍ଟା ଯାଇଥିଲା।…

ପରଦାକୁ ଆସିବ ‘ସତ୍ୟମେବ ଜୟତେ’ର ସିକ୍ୱେଲ, ପ୍ରଥମ ପୋଷ୍ଟର ରିଲିଜ୍‌

ଅଭିନେତା ଜନ୍‌ ଆବ୍ରାହମ୍‌ଙ୍କ ଆକ୍ସନ, ଡ୍ରାମା ଧର୍ମୀ ଫିଲ୍ମ ‘ସତ୍ୟମେବ ଜୟତେ’ ୨୦୧୮ରେ ମୁକ୍ତିଲାଭ କରିଥିଲା। ଫିଲ୍ମଟି ବକ୍ସ ଅଫିସରେ ସଫଳ ମଧ୍ୟ ହୋଇଥିଲା। ଏବେ ଜନ୍‌ ଏହାର ସିକ୍ୱେଲର ଘୋଷଣା କରିବା ସହ ଫିଲ୍ମର ପ୍ରଥମ ପୋଷ୍ଟର ମଧ୍ୟ ପ୍ରଶଂସକଙ୍କ…

କେବିସି ୧୧: ବିଗ୍‌ ବିଙ୍କୁ ସ୍ବାମୀଙ୍କ ନାଁରେ ଅଭିଯୋଗର ଲିଷ୍ଟ ଧରାଇଲେ ପ୍ରତିଯୋଗୀ

କୌନ୍‌ ବନେଗା କରୋଡ଼ପତି(କେବିସି)ରେ ବେଳେବେଳେ ଏମିତି କିଛି ପ୍ରତିଯୋଗୀ ଆସିଥାନ୍ତି, ଯେଉଁମାନେ ଖେଳ ସାଙ୍ଗକୁ ଦର୍ଶକଙ୍କର ଖୁବ୍‌ ମନୋରଞ୍ଜନ କରିଥାନ୍ତି। ଏଥର ସେମିତି ଜଣେ ପ୍ରତିଯୋଗୀ କେବିସିର ହଟ୍‌ ସିଟ୍‌ରେ ବସିଥିଲେ। ସେ ହେଲେ ଦିଲ୍ଲୀରେ ରହୁଥିବା ଶିବାନୀ ଢିଙ୍ଗରା। ଶୋ’…

୯୦ବର୍ଷରେ ଇନ୍‌ଷ୍ଟାଗ୍ରାମରେ ଡେବ୍ୟୁ କଲେ ସୁର ସମ୍ରାଜ୍ଞୀ

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହୁଥିବା ଲତା ମଙ୍ଗେସ୍‌କର ପ୍ରାୟ ଟୁଇଟରରେ ଟୁଇଟ୍‌ କରିଥାଆନ୍ତି। ଟୁଇଟ୍‌ର କିଛି ସମୟ ମଧ୍ୟରେ ଏହା ଲୋକଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଥାଏ। ନିକଟରେ ୯୦ତମ ଜନ୍ମଦିନ ପାଳିଥିବା ଭାରତର କୋକିଳକଣ୍ଠୀ ଏବେ ଇନ୍‌ଷ୍ଟାଗ୍ରାମରେ…

ବନ୍ୟାପାଣିରେ ଫଟୋଶୁଟ୍‌ କରି ଟ୍ରୋଲ ହେଲେ ଏହି ମଡେଲ

ବିହାରର ରାଜଧାନୀ ପାଟନାରେ ଲଗାଣବର୍ଷା ହୋଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୧୫ଟି ଜିଲାରେ ରେଡ୍‌ ଆଲର୍ଟ ଜାରିହୋଇଛି। ଏପରିକି ୨୯ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇସାରିଛି। କିନ୍ତୁ ପାଟନାର ଜଣେ ମଡେଲ ବନ୍ୟାପାଣିରେ ଫଟୋଶୁଟ୍‌ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?