ଗୋଟିଏ ଦିନ ଦେଶର ପ୍ରଧାନମନ୍ତ୍ରୀ ହେଲେ ଏମିତି କରିବେ ବାହୁବଳୀ ପ୍ରଭାସ
ବାହୁବଳୀ ଷ୍ଟାର୍ ପ୍ରଭାସ ‘ସାହୋ’ ଜରିଆରେ ବଲିଉଡରେ ଡେବ୍ୟୁ କରୁଛନ୍ତି। ଫିଲ୍ମର ପ୍ରମୋଶନ ପାଇଁ ସାଥୀ କଳାକାର ଶ୍ରଦ୍ଧା କପୁରଙ୍କ ସହ ବିଭିନ୍ନ ଜାଗାକୁ ମଧ୍ୟ ଯାଉଛନ୍ତି। ନିକଟରେ ସେ କମେଡିଆନ୍ କପିଲ୍ ଶର୍ମାଙ୍କ ଶୋ’କୁ ଯାଇଥିଲେ। ସର୍ବଦା ଶାନ୍ତ ସ୍ବଭାବର…
ପୂର୍ବରୁ ହୋଟେଲରେ କରୁଥିଲେ ଚାକିରି, ବଳିଷ୍ଠ ଅଭିନୟ ପାଇଁ ବଲିଉଡ୍ରେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ
ବଲିଉଡ୍ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ବାଣୀ କପୁରଙ୍କ ଆଜି ଅର୍ଥାତ୍ ଶୁକ୍ରବାର ୩୧ତମ ଜନ୍ମଦିନ। ବାଣୀ ବେଶି ଫିଲ୍ମ କରିନାହାନ୍ତି ସତ କିନ୍ତୁ ତାଙ୍କର ବଳିଷ୍ଠ ଅଭିନୟ ଏବଂ ବୋଲ୍ଡନେସ୍ ପାଇଁ ସେ…
ବଲିଉଡ୍ରେ ଏଣ୍ଟ୍ରି ମାରିଲେ ରାନୁ, ହିମେଶଙ୍କ ସହ ଗାଇଲେ ଗୀତ
ପଶ୍ଚିମବଙ୍ଗର ରାନାଘାଟ ରେଳ ଷ୍ଟେଶନରେ ଗୀତ ଗାଇ ସୋସିଆଲ ମିଡିଆରେ ଷ୍ଟାର୍ ପାଲଟିଥିବା ରାନୁ ମଣ୍ଡଳ ବଲିଉଡ୍ରେ ଏଣ୍ଟ୍ରି ମାରିଛନ୍ତି। ବଲିଉଡ୍ ଗାୟକ ହିମେଶ୍ ରେଶମିୟାଙ୍କ ସହ ଗୀତ ଗାଇଛନ୍ତି। ଏହି ଗୀତ ରେକର୍ଡିଂ ବେଳର ଭିଡିଓ ହିମେଶ ନିଜ ଇନ୍ଷ୍ଟାଗ୍ରାମରେ…
ଅଭିନନ୍ଦନଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ଏହି ଅଭିନେତାଙ୍କୁ ମିଳିଲା ଅନୁମତି
ଭାରତୀୟ ବାୟୁସେନା ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ବାହାଦୁରୀର କାହାଣୀ ଇତିହାସରେ ଲିପିବଦ୍ଧ ହୋଇସାରିଛି। ନିକଟରେ ସରକାର ତାଙ୍କୁ ବୀର ଚକ୍ର ପ୍ରଦାନ କରିଥିଲେ। ଅଭିନନ୍ଦନଙ୍କୁ ନେଇ ଏବେ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ବଲିଉଡ ଅଭିନେତା ବିବେକ ଓବରୟଙ୍କୁ ଏହି ଫିଲ୍ମ…
ସୋନମ୍ ଶେୟାର କଲେ ମୋଶନ ପୋଷ୍ଟର
ମୁମ୍ବାଇ: ବଲିଉଡ୍ ନାୟିକା ସୋନମ୍ କପୁର ତାଙ୍କ ଅପ୍ କମିଂ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏହାର ଫାଷ୍ଟ ଲୁକ୍ ରିଲିଜ୍ ହୋଇଥିବା ବେଳେ ଦର୍ଶକମାନେ ଏହାକୁ ବେଶ୍ ପସନ୍ଦ କରିଥିଲେ। ଗତ ବୁଧବାର…
କାର୍ତ୍ତିକଙ୍କୁ ଦେଖି ଲାଜେଇ ଗଲେ ସାରା
ପୁଣି ଚର୍ଚ୍ଚାରେ ନବାଗତା ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ପ୍ରେମକାହାଣୀ। ଦୁହିଁଙ୍କୁ ପୁଣି ମୁମ୍ବାଇ ବିମାନ ବନ୍ଦରରେ ଏକାଠି ଦେଖିବାକୁ ମିଳିିଛି। ଲକ୍ଷ୍ନୌରୁ ‘ପତି, ପତ୍ନୀ ଔର ଓ’ ଫିଲ୍ମର ସିକ୍ୱେଲ ଶୁଟିଂ ସାରି ମୁମ୍ବାଇ…
କେଉଁଠି ବିବାହ କରିବେ ବରୁଣ-ନତାଶା
ମୁମ୍ବାଇ: ବଲିଉଡ୍ ନାୟକ ବରୁଣ ଧଓ୍ବନ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ନତାଶା ଦଲାଲ ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଶୁଣିବାକୁ ମିଳୁଛି। ହେଲେ ଏମାନେ ଡେଷ୍ଟିନେଶନ ଓ୍ବେଡିଂ ପାଇଁ ପ୍ରସ୍ତୁତ ହେଉଥିବା ଆଲୋଚନା ହେଉଛି। ବେଶ୍ କିଛିଦିନ…
ଦ ଜୋୟା ଫ୍ୟାକ୍ଟର: ସୋନମ କପୁର ଶେୟାର କଲେ ମୋଶନ ପୋଷ୍ଟର
ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ତାଙ୍କ ଅପ୍କମିଙ୍ଗ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଫାଷ୍ଟ ଲୁକ୍ ରିଲିଜ୍ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍ ପସନ୍ଦ କରିଥିଲେ। ଏବେ ଏହାର ଏକ ମୋଶନ୍…
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରସଙ୍ଗ
ନିକଟରେ ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ ହୋଇଛି। ଏ ବର୍ଷ କୌଣସି ଓଡ଼ିଆ ଚଳଚ୍ଚିତ୍ର ଏହି ପୁରସ୍କାର ପାଇବାକୁ ସକ୍ଷମ ହୋଇନାହିଁ। ଆର୍ଥତ୍କ ସମସ୍ୟା ସତ୍ତ୍ୱେ କେତେକ ପ୍ରଯୋଜକ ଓଡ଼ିଆ ସିନେମା ନିର୍ମାଣ କରିବାକୁ ଆଗଭର ହେଉଛନ୍ତି। ସେମାନଙ୍କ ସଂଖ୍ୟା…
ଏ ତ ଟ୍ରେଲର, ପୂରା ଫିଲ୍ମ ତ ବାକି ଅଛି..
”ଏ ତ ଟ୍ରେଲର, ପୂରା ଫିଲ୍ମ ତ ବାକି ଅଛି। ନା ମୁଁ ତୋତେ କେବେ ମା’ ବନିବାର ସୁଯୋଗ ଦେବି ନା କେବେ ଭଲ ସ୍ତ୍ରୀର ମାନ୍ୟତା ଦେବି। ତୁ ଭଲ ବୋହୂ ହୋଇପାରିବୁନି କି କେବେ କାହାର ଭଲ…
ଶାହରୁଖ-ଦିଲୀପ-ଅମିତାଭ
କଳାକାରଙ୍କ ଜୀବନରେ ପୁରସ୍କାର ସ୍ମୃତି ହୋଇ ରହିଥାଏ। କେତେକ ପୁରସ୍କାରକୁ ସେମାନେ ସାରାଜୀବନ ମନେ ରଖିଥାଆନ୍ତି। ବଲିଉଡ୍ର ଅନ୍ୟତମ ସମ୍ମାନ୍ଜନକ ପୁରସ୍କାର ହେଲା ଫିଲ୍ମ ଫେୟାର ପୁରସ୍କାର। ଉଭୟ ଶାହରୁଖ ଏବଂ ଦିଲୀପ କୁମାର ଏହି ପୁରସ୍କାରକୁ ୮ଥର ଲେଖାଏ ପାଇଛନ୍ତି,…
ଇନ୍ଦ୍ରଧନୁ ଓ ରଣବୀର
ରଣବୀର ସିଂ ଏବଂ ଇନ୍ଦ୍ରଧନୁ-ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା। ବର୍ତ୍ତମାନ ସେ କପିଳ ଦେବଙ୍କ ବାୟୋପିକ୍ ‘ଏଇଟିଥ୍ରୀ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ଏହାର ଶୁଟିଂ ଚାଲିଥିବା ସମୟରେ ଏକ ମଜାଦାର ଘଟଣା ଘଟିଥିଲା। ଶଟ୍ ଦେଉଥିବା ବେଳେ…
Archives


