ଶଳା ସଲମାନ୍ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ
ବମ୍ବେ: ବଲିଉଡର ଦବଙ୍ଗ ଖାନ୍ଙ୍କ ସାନ ଉଭଣୀ ଅର୍ପିତା ଖାନ୍ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍ଙ୍କ ସେ ଜ୍ୱାଇଁ ହୋଇଥିବାରୁ ପ୍ରାୟ ପୁରା ପରିବାର ଫିଲ୍ମଜଗତ ସହ ଜଡ଼ିତ। ହେଲେ ଆୟୁଷ ଫିଲ୍ମ ସାଇନ୍ କରିବା…
ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍
ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ପୁଷ୍ପା ୨ ଡିଜିଟାଲ ଷ୍ଟ୍ରିମିଂ ପ୍ଲାଟଫର୍ମକୁ ରେକର୍ଡ ୨୭୫ କୋଟି ଟଙ୍କାରେ ବିକ୍ରୀ…
ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍
ମୁମ୍ବାଇ,୧୮।୪: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ଏହି ସମ୍ପତ୍ତିରେ ତାଙ୍କ ପତ୍ନୀ ଶିଳ୍ପା ସେଟ୍ଟୀଙ୍କ ନାମରେ ମୁମ୍ବାଇର ଜୁହୁରେ…
ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ
ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା…
ଗର୍ଭବତୀ ଥାଇ ବି ଆକ୍ସନ ସିନ୍ କରୁଛନ୍ତି ଦୀପିକା!
ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ ଏବଂ ଦୀପିକା ବହୁତ ଉତ୍ସାହିତ ଅଛନ୍ତି। ଅଧିକାଂଶ ଅଭିନେତ୍ରୀ ଗର୍ଭାବସ୍ଥାରେ ସମ୍ପୂର୍ଣ୍ଣ ବିଶ୍ରାମ ନେବା…
କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର କ୍ୟାରିୟର ଗଢିଥାଆନ୍ତି। ହେଲେ ବଲିଉଡ ଦୁନିଆରେ ଏମିତି ଜଣେ ଆଗଧାଡିର ନାୟିକା ଅଛନ୍ତି ଯେ…
ସାଉଥରେ ଡେବ୍ୟୁ କରିବେ ଅକ୍ଷୟ
ହାଇଦ୍ରାବାଦ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଷ୍ଣୁ ମଞ୍ଚୁଙ୍କ ନିର୍ମିତ ‘କନ୍ନପ୍ପା’ ଫିଲ୍ମରେ ଅକ୍ଷୟ ନଜର ଆସିବେ ବୋଲି ମଙ୍ଗଳବାର ଜଣାପଡ଼ିଛି।…
ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ
ବମ୍ବେ: ନିକଟରେ ବଲିଉଡ୍ର ଦବଙ୍ଗ ଖାନ୍ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ…
ସ୍ବାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢ଼ୁନାହାନ୍ତି କିରନ
ନୂଆଦିଲ୍ଲୀ: ଚଣ୍ଡିଗଡ଼ରୁ ଲଗାତର ୨ ଥର ଏମ୍ପି ଥିବା ବଲିଉଡ୍ ଅଭିନେତ୍ରୀ କିରନ ଖେର୍ ଚଳିତ ଲୋକ ସଭା ନିର୍ବାଚନ ଲଢ଼ୁନାହାନ୍ତି। ଚଣ୍ଡିଗଡ଼ରୁ ଭାଜପା ତାଙ୍କ ବଦଳରେ ସଞ୍ଜୟ ଟଣ୍ଡନଙ୍କୁ ଟିକେଟ ଦେଇଛି। ତେବେ ଦଳ ତାଙ୍କ ଟିକେଟ କାଟି ନ…
ସଲମାନଙ୍କ ଘର ବାହାରେ ଫାୟାରିଂ କରିଥିବା ୨ ଅଭିଯୁକ୍ତ ଗିରଫ
ମୁମ୍ବାଇ,୧୬।୪:ମୁମ୍ବାଇର ଅଭିନେତା ସଲମାନ ଖାନଙ୍କ ବାସଭବନ ବାହାରେ ଗୁଳି ଚଳାଇଥିବା ଉଭୟ ଅଭିଯୁକ୍ତଙ୍କୁ ଗୁଜରାଟର ଭୁଜରୁ ଗିରଫ କରାଯାଇଛି। ମାମଲାର ଅନୁସନ୍ଧାନ କରୁଥିବା ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଦଳ ବିଳମ୍ବିତ ରାତିରେ ଏହି ବଡ ସଫଳତା ପାଇଛି। ଖବର ଅନୁଯାୟୀ, ଗୁଜରାଟ…
ହୃଦୟ ଜିତିଲେ କିଙ୍ଗ ଖାନ
ମୁମ୍ବାଇ,୧୫।୪: ବଲିଉଡର ସୁପରଷ୍ଟାର ଶାହରୁଖ ଖାନ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କର ଉଦାରତା ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। କିଙ୍ଗ ଖାନ ଯାହା ବି କରନ୍ତି, ସେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରି ସହିତ…
ଆତ୍ମହତ୍ୟା କଲେ କନ୍ନଡ ଫିଲ୍ମ ପ୍ରଡ୍ୟୁସର ସୌନ୍ଦର୍ଯ୍ୟା ଜଗଦୀଶ!
ଚେନ୍ନାଇ,୧୫।୪: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ କନ୍ନଡ ଚଳଚ୍ଚିତ୍ର ନିର୍ମାତା ତଥା ବ୍ୟବସାୟୀ ସୌନ୍ଦର୍ଯ୍ୟା ଜଗଦୀଶ ଆତ୍ମହତ୍ୟା ଉଦ୍ୟମ କରିବା ପରେ ତାଙ୍କର ମୃତ୍ୟୁ ହୋଇଛି। ରବିବାର ଦିନ ପୋଲିସ ଏବଂ ତାଙ୍କ…
Archives


