ଭଲ ସିନେମାରେ ଅଭିନୟ ଚାହାନ୍ତି ମୃଣାଳ
ନୂଆଦିଲ୍ଲୀ: ଅଭିନେତ୍ରୀ ମୁଣାଳ ଠାକୁର ଭଲ ସିନେମାରେ ଅଭିନୟ କରିବାକୁ ଚାହାନ୍ତି ବୋଲି କହିିଛନ୍ତି। ତାଙ୍କ କହିବା କଥା ହେଉଛି ଦର୍ଶକ ଯେତେବେଳେ ଭଲ ବିଷୟବସ୍ତୁଭିତ୍ତିକ ସିନେମା ଉପରେ ଗୁରୁତ୍ୱ ଦେଉଛନ୍ତି ସେହି ସମୟରେ ତାଙ୍କର ଫିଲ୍ମ ଶିଳ୍ପରେ ପ୍ରବେଶ। ଏଥିପାଇଁ…
ନିଜ ବାୟୋପିକ୍କୁ ନେଇ କ’ଣ କହିଲେ ଅନୁପମ
ମୁମ୍ବାଇ: ବଲିଉଡ୍ ଅଭିନେତା ଅନୁପମ ଖେର ମାତ୍ର ୨୮ ବର୍ଷ ବୟସରେ ବଲିଉଡ୍ରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମରୁ ସେ ଜଣେ ୬୫ ବର୍ଷ ବୃଦ୍ଧଙ୍କ ଚରିତ୍ରରେ ଅଭିନୟ କରିଥିଲେ ସତ ହେଲେ ସେତେ ସଫଳତା ପାଇ ନ ଥିଲେ।…
ସଲମାନଙ୍କ ସହ କାମ କରିବେ ନୁସରତ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନଙ୍କ ସହ କାମ କରିବାକୁ ପ୍ରାୟତଃ ସବୁ ନାୟିକାଙ୍କର ଇଚ୍ଛା ଥାଏ। ଏବେ ଏହି ସୁଯୋଗ ପାଇବାକୁ ଯାଉଛନ୍ତି ନାୟିକା ନୁସରତ ଭରୁଚା। ବଲିଉଡ୍ରେ ଖୁବ୍ କମ୍ ନଜର ଆସିଥିବା ନୁସରତଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ…
କପିଲ ଶେୟାର କଲେ ‘ବେବିମୁନ୍’ ସମୟର ଫଟୋ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା
ମୁମ୍ବାଇ: ବାପା ହେବାକୁ ଯାଉଛନ୍ତି କମେଡିଆନ କପିଲ ଶର୍ମା। ପରିବାରର ସଦସ୍ୟମାନେ ଗିନ୍ନିଙ୍କ ଯତ୍ନ ନେଉଥିବା ବେଳେ କପିଲ ନିଜେ ସ୍ତ୍ରୀଙ୍କ ମନକଥାକୁ ବୁଝିବାକୁ ପଛାଉନାହାନ୍ତି। ନିକଟରେ ସେ ବ୍ୟସ୍ତ ଶୁଟିଂ ସିଡ୍ୟୁଲ ଭିତରୁ ସମୟ ବାହାରି କରି କାନାଡ଼ା ଯାଇଛନ୍ତି…
ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ: ଜାଣନ୍ତୁ ବୟସରେ ବଡ଼ ନମ୍ରତାଙ୍କୁ କିପରିି ଦେଇଥିଲେ ସେ ମନ
ମୁମ୍ବାଇ: ଦକ୍ଷିଣ ଭାରତୀୟ ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ। ମହେଶ କେବଳ ଯେ ଜଣେ ଲୋକପ୍ରିୟ ଅଭିନେତା ତାହା ନୁହେଁ ବରଂ ଜଣେ ପାରିବାରିକ ମଣିଷ ଭାବେ ପ୍ରଶଂସକଙ୍କ ମନରେ ତାଙ୍କର ଛବି ଭିନ୍ନ। ମାତ୍ର ଚାରି ବର୍ଷ ବୟସରେ…
ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଅନ୍ଧାଧୁନ୍ ଶ୍ରେଷ୍ଠ ଚଳଚ୍ଚିତ୍ର
ମୁମ୍ବାଇ: ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା କରାଯାଇଛି। ଏଥିରେ ହିନ୍ଦୀ ଫିଲ୍ମ ଅନ୍ଧାଧୂନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଥିବା ବେଳେ ଆୟୁଷ୍ମାନ ଖୁରାନା ଓ ଭିକି କୌଶଳଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଫିଲ୍ମ ‘ବଧାଇ ହୋ’ ପାଇଁ…
ସୋସିଆଲ ମିଡିଆ ପ୍ରଭାବ: ଲତାଙ୍କ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା ରାନୁଙ୍କ ଭାଗ୍ୟ ବଦଳିଲା, ମିଳୁଛି ଅନେକ ଶୋ’ର ଅଫର୍
ମୁମ୍ବାଇ: ଆଜିର ଅତ୍ୟାଧୁନିକ ସମାଜରେ ସୋସିଆଲ ମିଡିଆର ପ୍ରଭାବ ଅଧିକ।ଏଥିରେ କୌଣସି ଘଟଣା ଥରେ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଯାଆନ୍ତି ଅନେକେ। ଏପରି କିଛି ଘଟିଛି ପଶ୍ଚିମବଙ୍ଗର ରାନୁଙ୍କ କ୍ଷେତ୍ରରେ। ନିକଟରେ କୋକିଳ କଣ୍ଠି ଲତା ମଙ୍ଗେସକରଙ୍କ ଲୋକପ୍ରିୟ…
ମେକଅପ୍ ରୁମ୍ରେ ନୁସରତଙ୍କ ଟିକ୍ଟକ୍ ଭିଡିଓ ଭାଇରାଲ
କୋଲକାତା: ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜହାଁ ସୋସିଆଲ ମିଡିଆରେ ସୁବବେଳେ ବହୁ ଆକ୍ଟିଭ ରୁହନ୍ତି। ଫେସ୍ବୁକ୍, ଟ୍ବିଟର, ଇନ୍ଷ୍ଟାଗ୍ରାମ ଓ ଟିକ୍ଟକ୍ ଭଳି ସୋସିଆଲ ମିଡିଆ ଜରିଆରେ ସେ ଲୋକଙ୍କ ସହ ଯୋଡି ହୋଇଥାନ୍ତି। ଅଭିନେତ୍ରୀରୁ…
ଲୁଚିଛପି ଗର୍ଲଫ୍ରେଣ୍ଡଙ୍କୁ ବାହାହେଲେ ବରୁଣ!
ମୁମ୍ବାଇ: ବଲିଉଡ୍ ନାୟକ ବରୁଣ ଧାୱନ ଲୁଚିଛପି ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ବିବାହ କରିଥିବା ଆଲୋଚନା ହେଉଛି। କିଛିଦିନ ହେବ ଏମାନଙ୍କ ବିବାହକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଚଳିତ ବର୍ଷ ଏମାନେ ବିବାହ କରିବେ ବୋଲି ଶୁଣିବାକୁ ମିଳିଥିଲା।…
ବାୟୋପିକରେ ବିଦ୍ୟା
ମୁମ୍ବାଇ: ପାଖାପାଖି ଦେଢ ବର୍ଷ ପରେ ବଲିଉଡ୍କୁ ଫେରିଥିବା ନାୟିକା ବିଦ୍ୟା ବଲାନଙ୍କ ହାତରେ ଏବେ ଅଫର ଉପରେ ଅଫର୍। ଅଗଷ୍ଟ ୧୫ରେ ତାଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’ ରିଲିଜ୍ ହେଉଥିବା ବେଳେ ଏବେ ସେ ତାଙ୍କ ପରବର୍ତ୍ତି ଫିଲ୍ମ…
କପିଲଙ୍କ ବଲ୍ରେ ଚୌକା ଛକା ମାରିଲେ କରିନା: ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରିନା କପୁର ବର୍ତ୍ତମାନ ରିୟଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ-୭’ରେ ବିଚାରକ ଭାବେ ନଜର ଆସିଛନ୍ତି। ବିଚାରକ ହୋଇ ଶୋ’ରେ ସେ ବେଶ୍ ମଜା କରୁଥିବା ଦେଖିବାକୁ ମିଳିଛି। ନିକଟରେ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ ସେଟ୍ରେ ପୂର୍ବତନ…
ନାୟକର ନଁ। ଦେବଦାସ
ବିଗ୍ ବଜେଟ ଓଡ଼ିଆ ଚଳଚ୍ଚିତ୍ର ‘ନାୟକର ନଁ। ଦେବଦାସ’ ଚଳିତ ମାସ ୯ ତାରିଖରେ ପରଦା ଉପରକୁ ଆସୁଛି। ଚିତ୍ରଟିର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ‘ଭୈରବ’ ସିନେମାରେ ଓଲିଉଡ୍ର କ୍ୟାରିୟର ଆରମ୍ଭ କରିଥିବା ଅତୀଶ। ତାଙ୍କ ଅପୋଜିଟ୍ରେ ଅଛନ୍ତି ଭୂମିକା…
Archives


