ନିଆରା କମେଡି ଯୋଡ଼ି
ଥରେ ମନେପକାନ୍ତୁନା ଅପେରା ନାଟକ ‘ମାୟାଜାଲ’ର ସେହି ଲୋକପ୍ରିୟ ଡାଏଲଗ୍-‘ମୁ ଦୁଲୁକି, ଦେଖ୍ ମୋ ଚାଲିକି’-ମୁଁ ସୁନା ନୁହେଁ କି ରୁପା ନୁହେଁ ହୀରା ଖଣି।’ ଏହି ଡାଏଲଗ୍ ମନକୁ ଆସିଲେ ଆଖି ସାମ୍ନାକୁ ସ୍ବତଃ ଚାଲିଆସନ୍ତି ଜଲିଉଡ୍ର ଅନ୍ୟତମ ଚର୍ଚ୍ଚିତ…
ଆପଣମାନେ ଖୁସି ତ
ରିଲିଜ୍ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ଫ୍ରମ୍ ମି ଟୁ ୟୁ’ ଏବେ ଚର୍ଚ୍ଚାରେ। କାରଣ ଏଥିରେ ଏପରି ଏକ ଗୀତ ସଂଯୋଜିତ ହୋଇଛି, ଯାହା ଆଲୋଚନା ପାଇଁ ଯଥେଷ୍ଟ ଖୋରାକ ଯୋଗାଇଛି। ଗୀତଟିର ଏକ ଟ୍ୟାଗ୍ ଲାଇନ୍ ରହିଛି ‘ଆପଣମାନେ…
କାନ୍ଦିଲେ ଧର୍ମେନ୍ଦ୍ର
ଭାଜପାର ବରିଷ୍ଠ ନେତା ସୁଷମା ସ୍ବରାଜଙ୍କ ଆକସ୍ମିକ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ ଅଭିନେତା ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ…
ବିକିନିକୁ ନା
କ୍ରିତି ସାନନ୍ ମାଇଣ୍ଡ ମେକ୍ଅପ କରିଛନ୍ତି, ବିକିନି ପିନ୍ଧି ସେ କେବେ ଶଟ୍ ଦେବେ ନାହିଁ। ତେଣିକି ଯେତେ ଅଫର ହାତରୁ ଖସିଗଲେ କିଛି ପର୍ବାୟ ନାହିଁ। ନିକଟରେ ତାଙ୍କୁ କେତୋଟି ଅଫର ମିଳିଥିଲା, ସେଥିରୁ ଦୁଇଟି ଫିଲ୍ମରେ ତାଙ୍କୁ ବିକିନି…
ଦୁଇ କପ୍ ଚା’ରୁ ସକାଳ ଆରମ୍ଭ
ଶ୍ରଦ୍ଧା କପୁର ଏବେ ବଲିଉଡ୍ର ଅନ୍ୟତମ ବ୍ୟସ୍ତ ନାୟିକା। ଚଳିତ ମାସରେ ରିଲିଜ ହେବାକୁ ଯାଉଥିବା ବିଗ୍ ବଜେଟ ଫିଲ୍ମ ‘ଶାହୋ’ରେ ସେ ପ୍ରଭାସଙ୍କ ଅପୋଜିଟ୍ରେ ଅଭିନୟ କରିଛନ୍ତି। ତେବେ ତାଙ୍କର ସକାଳ କିପରି ଆରମ୍ଭ ହୁଏ। ସକାଳୁ ବିଛଣା ଛାଡିବା…
ଆଉ ଥରେ ଜନ୍ମ ନେଲେ ଜଣେ ଦରଦୀ ଚିକିତ୍ସକ ହେବି
ଡାକ୍ତର ଦୀନବନ୍ଧୁ ସାହୁଙ୍କ ଜନ୍ମ ଅନୁଗୋଳ ଜିଲା ଛେଣ୍ଡିପଦାରେ। ସେ ଏକଧାରରେ ଜଣେ ଚିତ୍ରଶିଳ୍ପୀ,କବି,ଅଭିନେତା ଓ ବେହେଲା ବାଦକ। ପ୍ରାଚୀନ ଓଡ଼ିଆ ସାହିତ୍ୟ ଉପରେ ଗବେଷଣା ପ୍ରତି ରୁଚି ରଖୁଥିବା ଦୀନବନ୍ଧୁ ପାଲା ପରିବେଷଣ କରିବାକୁ ଭଲ ପାଆନ୍ତି। କଳାହାଣ୍ଡି ଜିଲା…
ମୋତେ ଡୁପ୍ଲିକେଟ୍ ଅରୁଣ ମନ୍ତ୍ରୀ ବୋଲି ଭାବିଥିଲେ
ଜଗତ୍ସିଂହପୁର ତିର୍ତ୍ତୋଲର ମଣିଜଙ୍ଗାରେ ଅରୁଣ ମନ୍ତ୍ରୀଙ୍କ ଜନ୍ମ। କଲେଜ ଜୀବନରୁ କବିତା ଲେଖା ଆରମ୍ଭ କରି ୨୦୦୦ମସିହାରେ ‘କାଶିଆ କପିଳା’ ଚଳଚ୍ଚିତ୍ରରେ ପ୍ରଥମ ଗୀତ ଲେଖି ସିନେ ଦୁନିଆରେ ପାଦ ଥାପିଥିଲେ ଅରୁଣ। କଲେଜରେ ପଢ଼ୁଥିବାବେଳେ ଆକାଶବାଣୀର ଯୁବବାଣୀ କାର୍ଯ୍ୟକ୍ରମରେ ତାଙ୍କର…
ବାହୁବଳୀ ଅଭିନେତାଙ୍କ ନାଁରେ ମାମଲା
ହାଇଦ୍ରାବାଦ,୮।୮: ବାହୁବଳୀ ଫିଲ୍ମର ଅଭିନେତା ମଧୁ ପ୍ରକାଶଙ୍କ ନାଁରେ ବୁଧବାର ଏକ ମାମଲା ରୁଜୁ ହୋଇଛି। ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗରେ ପ୍ରକାଶଙ୍କ ନାଁରେ ମାମଲା ହୋଇଥିବା ଜଣାପଡିଛି। ବୁଧବାର ପ୍ରକାଶଙ୍କ ସ୍ତ୍ରୀ ଭାରତୀ ନିଜ ଘରେ ଫାଶି ଲଗାଇ ଦେଇଥିଲେ।…
ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ କରିବେ ଡେବ୍ୟୁ
ଶାହାରୁଖ ଖାନ୍ଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। କିନ୍ତୁ ଏକ ସାକ୍ଷାତକାରରେ ଶାହାରୁଖ ସ୍ପଷ୍ଟ କରିଥିଲେ କି, ତାଙ୍କ ଝିଅ ଫଲ୍ମରେ ଡେବ୍ୟୁ କରିବେ ସତ କିନ୍ତୁ ଏବେ ନୁହେଁ। ତେଣୁ ସୁହାନା କେବେ…
ସୁଷମାଙ୍କ ବିୟୋଗକୁ ନେଇ ଶୋକରେ ବଲିଉଡ୍
ମୁମ୍ବାଇ: ପୁର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ତଥା ଭାରତୀୟ ରାଜନୀତିର ଜଣେ କିମ୍ବଦନ୍ତୀ ମହିଳା ନେତା ସୁଷମା ସ୍ବରାଜଙ୍କ ମୃତ୍ୟୁକୁ ନେଇ ଶୋକରେ ବଲିଉଡ୍। କଳାକାରମାନେ ସୋସିଆଲ ମିଡିଆରେ ଭାବବିହ୍ବଳ ପୋଷ୍ଟ ଲେଖି ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ଅମିତାଭ ବଚ୍ଚନ ସୁଷମାଙ୍କ ସହ…
ପରଲୋକରେ ଲୋକପ୍ରିୟ ନିର୍ଦ୍ଦେଶକ, ହ୍ରିତିକ୍ଙ୍କ ଅଜା ଓମ୍ ପ୍ରକାଶ
ମୁମ୍ବାଇ: ଲୋକପ୍ରିୟ ନିର୍ଦ୍ଦେଶକ ତଥା ଅଭିନେତା ହ୍ରିତିକ୍ ରୋଶନଙ୍କ ଅଜା ଓମ୍ ପ୍ରକାଶଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ଚଳଚ୍ଚିତ୍ର ‘ଆଖିର କ୍ୟୁ, ଆପ୍ କି କସମ୍, ଆଇ ମିଲନ କି ବେଲା,…
କାହାର ପାଦ ଛୁଇଁଲେ ବରୁଣ
ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ମାତା ଡେଭିଡ ଧଓ୍ବନଙ୍କ ପୁଅ ହେଉଛନ୍ତି ବରୁଣ ଧଓ୍ବନ। ନିଜ ଅଭିନୟ ପାଇଁ ସେ ବଲିଉଡ୍ ଇଣ୍ଡଷ୍ଟ୍ରିରେ ବେଶ୍ ପରିଚିତ। ହେଲେ ନିକଟରେ ବରୁଣଙ୍କର ଏମିତି ଏକ ଫଟୋ ଦେଖିବାକୁ ମିଳିଛି ଯାହାକୁ ଦେଖିଲେ ସମସ୍ତେ କହୁଛନ୍ତି…
Archives


