ବଲିଉଡ୍ରେ ଡେବ୍ୟୁ କରିବେ ଟିକ୍ ଟକ୍ ଷ୍ଟାର
ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍ ଟକ୍ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟଟର’ରେ…
କଂଗ୍ରେସ ଛାଡିଲେ ଉର୍ମିଳା
ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍କା। ବଲିଉଡ୍ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା କରିଥିବା…
ପ୍ରେମରେ ପଡିଲେ ହୁମା
ମୁମ୍ବାଇ: ବଲିଉଡ୍ ପ୍ରେମ କାହାଣୀ ସବୁବେଳେ ଥାଏ ଚର୍ଚ୍ଚାରେ। ଏବେ ପୁଣି ଏକ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଯୋର ଧରିଛି। କାରଣ ବଲିଉଡ୍ ଅଭିନେତ୍ରୀ ହୁମା କୁରେଶି ଏବେ ଜଣେ ନିର୍ଦ୍ଦେଶକଙ୍କ ପ୍ରେମରେ ପଡିଥିବା କୁହାଯାଉଛି। ସେ ହେଉଛନ୍ତି ‘ପତି…
୧୧ମାସ ୧୧ଦିନ ପରେ ଘରକୁ ଫେରିଲେ ରିଷି
ମୁମ୍ବାଇ: ବଲିଉଡ୍ ଅଭିନେତା ରିଷି କପୁର ଦୀର୍ଘ ୧୧ ମାସ ୧୧ ଦିନ ପରେ ମୁମ୍ବାଇ ଫେରିଥିବା ଜଣାପଡିଛି। ୬୭ ବର୍ଷୀୟ ଏହି ଅଭିନେତା ମଙ୍ଗଳବାର ସକାଳୁ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଦୀର୍ଘ ୧୧ ମାସ ହେବ ସେ ନ୍ୟୁୟର୍କରେ…
ନେକ୍ସଟ ଏ କମେଡିରେ ମୃଣାଳ
ମୁମ୍ବାଇ: ଉମେଶ ଶୁକ୍ଲା ନିର୍ଦ୍ଦେଶିତ ‘ନେକ୍ସଟ ଏ କମେଡି’ରେ ଅଭିନେତ୍ରୀ ମୃଣାଳ ଠାକୁରଙ୍କୁ ଦେଖିବାକୁ ମିଳିବ। ମରାଠି ଓ ହିନ୍ଦୀ ଫିଲ୍ମରେ ନିଜର କମାଲ୍ ଦେଖାଇ ସାରିଥିବା ମୃଣାଳ କମେଡି ଫିଲ୍ମ ନେଇ ବେଶ୍ ଉତ୍ସାହିତ ଥିବା କହିଛନ୍ତି। ଏଥିରେ ତାଙ୍କ…
‘ଦ ସ୍କାଇ ଇଜ୍ ପିଙ୍କ୍’ର ପ୍ରଥମ ପୋଷ୍ଟର ରିଲିଜ୍
ମୁମ୍ବାଇ: ବଲିଉଡ୍ ବକ୍ସ ଅଫିସ୍ରେ ପ୍ରାୟ ସାଢ଼େ ୩ ବର୍ଷ ପରେ ଦେଶୀଗର୍ଲଙ୍କ ପୁଣି ଏଣ୍ଟ୍ରି ହୋଇଛି। ପ୍ରିୟଙ୍କା ଚୋପ୍ରାଙ୍କ ଅପ୍ କମିଂ ଫିଲ୍ମ ‘ଦ ସ୍କାଇ ଇଜ୍ ପିଙ୍କ’ର ପ୍ରଥମ ପୋଷ୍ଟର ସୋମବାର ରିଲିଜ୍ ହୋଇଛି। ପୋଷ୍ଟର ସହ ଫିଲ୍ମର…
ଦବଙ୍ଗ-୩ରେ ବିନା ଶାର୍ଟରେ ନଜର ଆସିବେ ସଲମାନ
ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ପରଦାରେ ପୁଣି ବିନା ଶାର୍ଟରେ ନଜର ଆସିବେ। ନିଜ ଆଗାମୀ ସିନେମା ‘ଦବଙ୍ଗ-୩’ର କିଛି ସିନ୍ରେ ସେ ଶାର୍ଟ ଲେସ୍ ଅନ୍ଦାଜରେ ନଜର ଆସିବେ। ଏଥିପାଇଁ ସେ ଜିମ୍ରେ ପ୍ରବଳ ଝାଳ ବୁହାଉଛନ୍ତି। ଚଳିତ ବର୍ଷ…
ରାନୁ ମଣ୍ଡଳଙ୍କ ପରେ ଏବେ ଭାନୁ ମଣ୍ଡଳଙ୍କ ଗୀତ ‘ଓ ମେରେ ଦିଲ୍ କି ଚୈନ୍’ ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ,୯।୯: ପଶ୍ଚିମବଙ୍ଗର ରେଳ ଷ୍ଟେଶନ୍ରେ ଗୀତ ଗାଇ ପେଟ ପୋଷୁଥିବା ରାନୁ ମଣ୍ଡଳ ସୋସିଆଲ୍ ମିଡ଼ିଆ ଯୋଗୁ ଏବେ ମୁମ୍ବାଇରେ ପରିଚିତି ହାସଲ କରିଛନ୍ତି। ହିମେଶ୍ ରେଶମିଆ ତାଙ୍କୁ ନିଜ ଫିଲ୍ମରେ ଗୀତ ଗାଇବାର ସୁଯୋଗ ଦେଇଛନ୍ତି। ଏବେ ଫେସ୍ବୁକ୍ର ମାଇଁ…
ଆଈ ହେବେ ରବିନା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରବିନା ଟଣ୍ଡନ ମାତ୍ର ୪୪ ବର୍ଷ ବୟସରେ ଏବେ ଆଈ ହେବାକୁ ଯାଉଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାରଣ ତାଙ୍କ ପାଳିତା କନ୍ୟା ଛାୟା ଏବେ ପ୍ରଥମ ସନ୍ତାନର ଜନନୀ ହେବାକୁ ଯାଉଛନ୍ତି। ମାତ୍ର…
ଗ୍ଲାସେ ଉଷୁମ ପାଣିରୁ ଆରମ୍ଭ ହୁଏ ଐଶ୍ୱର୍ଯ୍ୟାଙ୍କ ଦିନ
ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସୌନ୍ଦର୍ଯ୍ୟତାର ରାଜ୍ ସମ୍ପର୍କରେ ଜାଣିବାକୁ ଫ୍ୟାନ୍ମାନଙ୍କର ଇଚ୍ଛା ଥାଏ। ତେବେ ଆସନ୍ତୁ ଜାଣିବା ଫିଟ୍ ରହିବା ପାଇଁ ଐଶ୍ୱର୍ଯ୍ୟା କ’ଣ ସବୁ କରିଥାନ୍ତି। ତାଙ୍କର ସକାଳ ଆରମ୍ଭ ହୁଏ ଲେମ୍ବୁ ଏବଂ ଗ୍ଲାସେ ଉଷୁମ ପାଣିରୁ।…
ହିମେଶଙ୍କ ପରେ ଏବେ ରାନୁଙ୍କୁ ସୁଯୋଗ ଦେଲେ ରାକ୍ଷୀ
ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ନିଜ ବିବାହକୁ ନେଇ ଏବେ ଖୁବ୍ ଚର୍ଚ୍ଚାରେ। ନିକଟରେ ତାଙ୍କ ବିବାହ ଶେଷ ହୋଇଥିବା ସେ ସୋସିଆଲ ମିଡିଆରେ କହିସାରିଛନ୍ତି। ସ୍ବାମୀ ଜଣେ ଅଣଭାରତୀୟ ହୋଇଥିବା ବେଳେ ତାଙ୍କ ନାମ ରିତେଶ। ଏହି ନିକଟରେ ରାକ୍ଷୀଙ୍କ…
ବର୍ଷକୁ ୪ଶହ କୋଟି ଆୟ କରନ୍ତି ଖିଲାଡି ବୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ଏକଦା ବ୍ୟାଙ୍କକ୍ରେ ସେଫ୍ ଓ ଓ୍ବେଟର ଭାବେ କାମ କରୁଥିବା ଅକ୍ଷୟ ଆଜି ବଲିଉଡ୍ର ଜଣେ ଆଗଧାଡିର ଅଭିନେତା। ଅକ୍ଷୟଙ୍କ ପୁରା ନାଁ ରାଜୀବ ହରିଓମ୍ ଭାଟିଆ।…

