ଅଭିନେତା ଭୀରୁ କ୍ରିଷ୍ଣନ୍ଙ୍କ ଦେହାନ୍ତ
ମୁମ୍ବାଇ,୮ା୯(ପି.ଟି.): ଇସ୍କ, ହମ୍ ହୈ ରାହି ପ୍ୟାର କେ, ରାଜା ହିନ୍ଦୁସ୍ଥାନୀ ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିବା ବଲିଉଡ ଅଭିନେତା ତଥା କଥକ ନୃତ୍ୟଶିଳ୍ପୀ ଭୀରୁ କ୍ରିଷ୍ଣନଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କର ଶେଷକୃତ୍ୟ ସାନ୍ତାକ୍ରୁଜ୍ସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି।…
ଚନ୍ଦ୍ରଯାନ -୨କୁ ନେଇ ଅନୁଷ୍କା କରିଥିଲେ ଟ୍ବିଟ୍, ଏହାର ଉତ୍ତର ରଖିଲେ ମୋଦି
ଭାରତର ‘ଚନ୍ଦ୍ରଯାନ -୨’ ମିଶନ ବିଫଳ ହୋଇଛି। ଲ୍ୟାଣ୍ଡ୍ର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କିମି ଦୂରତା ଥିବାବେଳେ ଇସ୍ରୋ ବୈଜ୍ଞାନିକଙ୍କଠାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏଥିରେ ସମଗ୍ର ଭାରତବାସୀ ଦୁଃଖ ପ୍ରକାଶ କରିଥିଲେ। ତଥାପି ଇସ୍ରୋ ବୈଜ୍ଞାନିକଙ୍କୁ ପ୍ରଶଂସା…
ଗଣେଶ ପୂଜାରେ ସିଗାରେଟ୍ ଟାଣି ଟ୍ରୋଲ୍ ହେଲେ ସଲମାନ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ଯାହା କଲେ ତାଙ୍କ ପ୍ରଶଂସକଙ୍କ ନଜରକୁ ଆସନ୍ତି। ଏଥର କିନ୍ତୁ ସଲମାନଙ୍କର କିଛି କାମ ତାଙ୍କ ଫ୍ୟାନମାନଙ୍କୁ ଆଦୌ ପସନ୍ଦ ଆସିନାହିଁ। ନିକଟରେ ସଳମାନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
କ୍ୟାଟ୍ରିନାଙ୍କୁ ଶ୍ରମିକ କହିଲେ ହ୍ରିତିକ
ମୁମ୍ବାଇ: ବଲିଉଡ୍ର ସେକ୍ସି କୁଇନ୍ କ୍ୟାଟ୍ରିନା କୈଫଙ୍କୁ ଅଭିନେତା ହ୍ରିତିକ ରୋଶନ ଶ୍ରମିକ କହିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ସେ କାହିଁକି କ୍ୟାଟ୍ରିନାଙ୍କୁ ଶ୍ରମିକ ବୋଲି କହିଲେ ତା’ର ମଧ୍ୟ ଉତ୍ତର ରଖିଛନ୍ତି। ହ୍ରିତିକ କହିଛନ୍ତି କ୍ୟାଟ୍ରିନା ବୋଲ୍ଡ…
ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୮।୯: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ ଅଭିଯାନରେ ସାମିଲ ହୋଇଥିବାରୁ ଶବାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶବାନା କହିଛନ୍ତି ପ୍ରତି ରବିବାର ଯଦି…
ସୂର୍ଯ୍ୟ ଗଣନାଟ୍ୟରୁ ଅପେରା ସୂର୍ଯ୍ୟମନ୍ଦିର
ଓଡ଼ିଆ ଯାତ୍ରା ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ ଲିଜା ପଣ୍ଡା। ଜନ୍ମ ଜଗତସିଂହପୁରର ନହରଣା। ବାପା ସୁଧାକର ଶତପଥୀ ଥିଲେ ଜଣେ କଳାକାର। ତାଙ୍କରି ପ୍ରେରଣା ହିଁ ତାଙ୍କୁ ଅଭିନୟ ଜଗତକୁ ଟାଣିଆଣିଲା। ୨୦୦୭ ମସିହାରେ ସେ ପ୍ରଥମେ ଆସିଲେ ଅନୁଗୋଳର…
ଯଲିଉଡ୍ରେ ରତି-ପ୍ରମିଳାଙ୍କ ସଫଳ ଯାତ୍ରା
ଯୋଡ଼ି ଗଢ଼ିବା ମଣିଷ ହାତରେ ନ ଥାଏ। ଥାଏ ବିଧାତାଙ୍କ ହାତରେ। ସେଇଥିପାଇଁ ତ ବର୍ଷ ପରେ ବର୍ଷ ସିନା ବିତି ଯାଉଥାଏ। ହେଲେ ଯୋଡ଼ିର ଚମକ କମୁ ନ ଥାଏ। ଯାତ୍ରା ଜଗତର ସେମିତି ଏକ ଯୋଡ଼ି ହେଉଛନ୍ତି ରତି-ପ୍ରମିଳା।…
କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ମନାକଲେ ସାରା
୨୦୧୮ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କେଦାରନାଥ’ରୁ ବଲିଉଡ୍ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ତଥା ସୈଫ୍ ତନୟା ସାରା ଅଲ୍ଲୀ ଖାନ୍। ସୁନ୍ଦର ଅଭିନୟ ଓ ଭିନ୍ନ ଅନ୍ଦାଜ ମାଧ୍ୟମରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି ସାରା। ବର୍ତ୍ତମାନ ସେ…
ଜୀବନରେ ଅନେକ ଦୁଃଖଦ ସମୟ ଦେଖିଛି, ସଲମାନ କେବେ ହାତ ଛାଡ଼ି ନାହାନ୍ତି: କଟ୍ରିନା
ମୁମ୍ବାଇ: ଏକଦା ବଲିଉଡ୍ର ଚର୍ଚ୍ଚିତ ଯୋଡ଼ି ଭିତରୁ ଗୋଟିଏ ଥିଲେ ସଲମାନ-କଟ୍ରିନା। ହେଲେ କଟ୍ରିନାଙ୍କ ଜୀବନରେ ରଣବିରଙ୍କ ଏଣ୍ଟ୍ରି ପରେ ସବୁକିଛି ବଦଳିଯାଇଥିଲା। ଅଲଗା ହୋଇଥିଲେ ଦୁହେଁ। ଏବେ ସମୟ ବଦଳିବା ସହ ପ୍ରେମିକା ବଦଳାଇଛନ୍ତି ରଣବିର। ଆଲିଆ ତାଙ୍କ ଜୀବନରେ…
ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ
ମୁମ୍ବାଇ: ବଲିଉଡ୍ ବାଦ୍ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ ଅଭିନୀତ ଫିଲ୍ମ ‘ଜିରୋ’ ବଲିଉଡ୍ରେ ଭଲ ପ୍ରଦର୍ଶନ କରି ନ ଥିଲା। ଏହାପରେ ଶାହାରୁଖ…
ଘର କିଣିବା ସହ ମା’ ହେବାକୁ ଚାହୁଁଛନ୍ତି ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀ ନିକ୍ ଜୋନସଙ୍କ ସହ ମିଶି ବିଦେଶରେ ରହୁଛନ୍ତି। କିଛିଦିନ ହେବ ବଲିଉଡ୍ରୁ ଦୂରେଇ ଯାଇଥିବା ଏହି ନାୟିକା ଏବେ ଲସ୍ ଆଞ୍ଜେଲସ୍ରେ ଘର କିଣିବାକୁ ଚାହୁଁଛନ୍ତି। ଯଦିଓ ତାଙ୍କର…
‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ
ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ ଗର୍ବ ଅନୁଭବ ହୋଇଥାଏ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଭାରତ ସରକାର ଏକ…

