ନଭେମ୍ବରରେ ସୁସ୍ମିତାଙ୍କ ବାହାଘର
ମୁମ୍ବାଇ: ହିନ୍ଦୀ, ତାମିଲ, ବେଙ୍ଗଲୀ ଆଦି ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ମୋହିବାରେ ସଫଳ ହୋଇଥିବା ପୂର୍ବତନ ମିସ୍ ୟୁନିଭର୍ସ ସୁସ୍ମିତା ସେନ୍ ଆସନ୍ତା ନଭେମ୍ବରରେ ତାଙ୍କ ବୟ ଫ୍ରେଣ୍ଡ୍ ତଥା ମଡେଲ୍ ରହମନ୍ ଶଲ୍ଙ୍କୁ ବିବାହ କରିବେ।…
କନ୍ନଡ଼ ଫିଲ୍ମରେ ସୁନୀଲ ସେଟ୍ଟୀଙ୍କ ଡେବ୍ୟୁ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀ ଲମ୍ବା ସମୟ ପରେ ଫିଲ୍ମ ଜଗତକୁ ଫେରିଛନ୍ତି। ଅଭିନେତାଙ୍କ ଅପ୍ କମିଂ ଫିଲ୍ମରେ ଥିବା ତାଙ୍କ ଫାଷ୍ଟ ଲୁକ୍ ବୁଧବାର ରିଲିଜ୍ ହୋଇଛି। ଏହି ଫାଷ୍ଟ ଲୁକ୍କୁ ଦେଖି ପ୍ରଶଂସକ ବେଶ୍ ପସନ୍ଦ କରିଛନ୍ତି।…
ଫିଲ୍ମକୁ ଆସିବା ପୂର୍ବରୁ ଏମିତି ଦେଖାଯାଉଥିଲେ ଏହିସବୁ ଅଭିନେତ୍ରୀ
ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସୌନ୍ଦର୍ଯ୍ୟତାରେ କୌଣସି ତୁଳନା ନାହିଁ। ସୌନ୍ଦର୍ଯ୍ୟକୁ ନେଇ ସେ ସାରା ବିଶ୍ୱରେ ଚର୍ଚ୍ଚିତ। ୪୫ ବର୍ଷରେ ମଧ୍ୟ ଐଶ୍ୱର୍ଯ୍ୟା କୌଣସି ଷୋହଳ ବୟସୀଙ୍କଠାରୁ କମ୍ ଦେଖା ଯାଉନାହାନ୍ତି। କହିବା କଥା ହେଲା ସ୍କୁଲ ଯାଉଥିବା ସମୟରେ…
ବିବାହର ଗୋଟିଏ ମାସ ପରେ ସୁସ୍ମିତାଙ୍କ ଭାଇ ରାଜୀବ-ଚାରୁଙ୍କ ସମ୍ପର୍କରେ ଫାଟ !
ମୁମ୍ବାଇ: ବିବାହର ଏକ ମାସ ପରେ ସମ୍ପର୍କରେ ଫାଟ। ଏଭଳି କିଛି ଘଟିଛି ଅଭିନେତ୍ରୀ ସୁସ୍ମିତା ସେନ୍ଙ୍କ ଭାଇ ରାଜୀବ ସେନ ଏବଂ ସ୍ତ୍ରୀ ଚାରୁ ଅସୋପାଙ୍କ ମଧ୍ୟରେ। ବିବାହର ମାତ୍ର ଗୋଟିଏ ମାସ ପରେ ସେମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି…
ବିରାଟଙ୍କ ଏହି ଗୁଣ ମୋତେ ଆଶ୍ଚର୍ଯ୍ୟ କରିଛି: ଅନୁଷ୍କା
ଆଇସିସି ବିଶ୍ୱକପ୍ରେ ଭାରତ ସେମିଫାଇନାଲରୁ ବିଦାୟ ନେବା ପରେ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଏବେ ଖୁବ୍ ଆଲୋଚନା ଚାଲିଛି। ସାଥୀ ଖେଳାଳି ରୋହିତ ଶର୍ମାଙ୍କ ସହ ତାଙ୍କୁ ମତାନ୍ତର ଯୋଗୁ ଭାରତ ହାରିଲା ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପଡିଆରେ…
ପ୍ରସ୍ତୁତି ପଥେ ‘ଗୁଲାବୋ ସିତାବୋ’
ଲକ୍ଷ୍ନୌ: ଅଭିନେତା ଆୟୁଷ୍ମାନ୍ ଖୁରାନା ତାଙ୍କର ପରବର୍ତ୍ତୀ ଫିଲ୍ମ ‘ଗୁଲାବୋ ସିତାବୋ’ ଶୁଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅମିତାଭ ବଚ୍ଚନ ଅଭିନୟ କରୁଥିବାବେଳେ ନିର୍ଦ୍ଦେଶକ ଶୁଜିତ ସର୍କାର ମଧ୍ୟ ଏହାର ନିର୍ଦ୍ଦେଶନା ଦେଉଛନ୍ତି। ଏ ସମ୍ପର୍କରେ ଆୟୁଷ୍ମାନ୍…
ସାହୋ: ରିଲିଜ୍ ହେଲା ‘ଇନି ସୋନି’ର ଟିଜର୍
ମୁମ୍ବାଇ: ଶ୍ରଦ୍ଧା କପୁର ଓ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ରୋମାଣ୍ଟିକ୍ ଟ୍ରାକ୍ ‘ଇନି ସୋନି’ ଗୀତର ଟିଜର୍ ହୋଇଛି। ନିକଟରେ ଏହାର ପୋଷ୍ଟର ରିଲିଜ୍ ହୋଇଥିବା ବେଳେ ଏବେ ସାମ୍ନାକୁ ଆସିଛି ଏହାର ଟିଜର୍। ତେବେ ଗୀତଟି ଖୁବ୍ଶୀଘ୍ର ରିଲିଜ୍…
ମାତ୍ର ୧୬ ବର୍ଷ ବୟସରେ ବଲିଉଡରେ ବୋଲ୍ଡ୍ ସିନ୍ ଦେଇଥିଲେ ଏହି ନାୟିକା
ମୁମ୍ବାଇ: ୮୦ ଦଶକରେ ବଲିଉଡ୍ ପରଦାରେ ବୋଲ୍ଡ ସିନ୍ କଥା କହିଲେ ବା ଶୁଣିଲେ ଟିକେ ଅଡୁଆ ଲାଗୁଥିଲା। ତଥାପି ସେ ସମୟରେ ମାତ୍ର ୧୬ ବର୍ଷ ବୟସର ନାୟିକା ମନ୍ଦାକିନି ଯେଉଁ ବୋଲ୍ଡ ସିନ୍ ଦେଇଥିଲେ ତାହା ଆଜିବି ରହିଛି…
ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍ କରନ୍ତୁ ନାହିଁ
ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ ବ୍ୟକ୍ତି ଅଡୁଆରେ ପଡିଯାଇଛନ୍ତି। ସନ୍ନି ନିକଟରେ ଏକ ଫିଲ୍ମ ଡାଇଲଗ୍ କହିବା ବେଳେ ତାଙ୍କ…
ଜାହ୍ନବୀ-ଇଶାନ୍ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର
ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟଙ୍କୁ ବିଭିନ୍ନ ପାର୍ଟିରେ ଏକତ୍ର ମଧ୍ୟ ଦେଖିବାକୁ ମିଳୁଛି। ନିକଟରେ ଇଶାନଙ୍କ ଜନ୍ମଦିନକୁ…
ଇଶାନ-ଜାହ୍ନବୀଙ୍କ ସମ୍ପର୍କକୁ ନେଇ କ’ଣ କହିଲେ ବାପା ବୋନି କପୁର
ମୁମ୍ବାଇ: ବି ଟାଉନରେ ଲଭ୍ବାର୍ଡ ଜାହ୍ନବୀ କପୁର ଓ ଇଶାନ ଖଟ୍ଟରଙ୍କ ସମ୍ପର୍କକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ଫିଲ୍ମ ‘ଧଡକ’ରୁ ଜାହ୍ନବୀ ବଲିଉଡ୍ରେ ଡେବ୍ୟୁ କରିଥିବା ବେଳେ ସେ ଇଶାନଙ୍କ ସହ ଏକାଠି ସ୍କ୍ରିନ ଶୟାର କରିଥିଲେ। ସେବେଠାରୁ ଦୁହିଁଙ୍କୁ…
ଫୋର୍ବସ୍ ଇଣ୍ଡିଆ ସେଲିବ୍ରିଟି ୨୦୧୯ ତାଲିକାରେ ସାମିଲ ହେଲେ ଦିପିକା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ପୁଣି ଥରେ ୨୦୧୯ରେ ବିଶ୍ୱର ସବୁଠାରୁ ଅଧିକ ପସନ୍ଦ ମହିଳାଙ୍କ ତାଲିକାରେ ସାମିଲ ହୋଇଯାଇଛନ୍ତି। ବଲିଉଡ୍ ଏକମାତ୍ର ଅଭିନେତ୍ରୀ ଯିଏ କି ଫୋର୍ବସ୍ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଥିବା ୧୦୦ଟି ସେଲିବ୍ରିଟି ତାଲିକାର ଟପ୍…
Archives


