ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ
ପ୍ୟାରିସ୍,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ‘ଆଣ୍ଡ ଗଡ୍ କ୍ରିଏଟେଡ୍ ଓ୍ବମ୍ୟାନ୍’ ସମେତ ୫୦ଟି ଚଳଚ୍ଚିତ୍ରରେ ଅଭିନୟ କରି…
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି କି ପ୍ରଯୋଜକଙ୍କ ଫୋନ୍ କଲ୍ ମଧ୍ୟ ରିସିଭ୍ କରୁନାହାନ୍ତି। ତେଣୁ ପୂର୍ୱରୁ ଅକ୍ଷୟଙ୍କ ସହ…
ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କଲା ପୋଲିସ, କାରଣ ଜାଣିଲେ…
ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର…
ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…
ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ ଆସି ସେମାନଙ୍କର ମତ ରଖୁଛନ୍ତି। ଶନିବାର ଏନେଇ ମୁହଁ ଖୋଲିଛନ୍ତି ବର୍ଷାଙ୍କ ଜଣେ ସାଙ୍ଗ।…
ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା
ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ ସଲମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟାଇଗର ୩, ଭାରତ ଏବଂ ଏକ ଥା ଟାଇଗର ଭଳି…
Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ
ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ । ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା ତାଙ୍କ ପାନଭେଲ ଫାର୍ମହାଉସରୁ ବାହାରକୁ ବାହାରି ବାହାରେ ଏକାଠି ହୋଇଥିବା ପାପାରାଜିମାନଙ୍କ ସହିତ ଉତ୍ସବ…
ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…
ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ ଛାଡପତ୍ର ରିପୋର୍ଟକୁ କେବଳ ଗୁଜବ ବୋଲି ଖାରଜ କରିଥିଲେ। ଏବେ ଗୋବିନ୍ଦା ଏବଂ ସୁନୀତାଙ୍କ…
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିଲା। ତାଙ୍କର ବଲିଉଡ ଅପେକ୍ଷା ଦକ୍ଷିଣ ଭାରତୀୟ ଶିଳ୍ପରେ ଅଧିକ ପ୍ରଭାବ…
ବିବାଦରେ କରନ୍ଙ୍କ ଫିଲ୍ମ
ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା କୁହାଯାଇଥିଲା।…
ଫସିଗଲେ କପିଲ ଶର୍ମା: ମାମଲା ରୁଜୁ
ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା ଚୋପ୍ରା ଅତିଥି ଭାବରେ ନଜର ଆସିବା ପରେ ପ୍ରଶଂସକମାନେ ଉତ୍ସାହିତ ହୋଇଥିଲେ। କିନ୍ତୁ ଏଥର…
ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା
ବଲିଉଡ୍ ପରେ ଆଜିକାଲି ହଲିଉଡ୍ରେ ରାଜ୍ କରୁଛନ୍ତି ପିସି ଓରଫ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା କାହିଁକି ସେ ବଲିଉଡ୍କୁ ଆଦୌ ଭୁଲି ନାହାନ୍ତି। ସୁଯୋଗ ମିଳିଲେ ସେ ବଲିଉଡ୍ ଗୀତରେ…
ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ
ମୁମ୍ବାଇ,୨୧ା।୧୨: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର ଆଘାତ ଲାଗିଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁସାରେ, ତାଙ୍କୁ ତୁରନ୍ତ ଡାକ୍ତରୀ ଚିକିତ୍ସା…
Archives


