ମନୋରଞ୍ଜନ

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି, କିନ୍ତୁ ଉଭୟ ବିବାହ ଛାଡପତ୍ରରେ ଶେଷ ହୋଇଛି। ଆମିର ଖାନ ବର୍ତ୍ତମାନ ବ୍ୟକ୍ତିଗତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତାଙ୍କ ଦଳ ଲସ ଆଞ୍ଜେଲସ ନାଇଟ ରାଇଡର୍ସ ପାଇଁ ଷ୍ଟାଡିୟମ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରଟି ଜୁଲାଇ ୩ରେ ମୁକ୍ତିଲାଭ କରିବାର ଯୋଜନା ରହିଛି। ବକ୍ସ ଅଫିସରେ ଏହା…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ ଆସିଛି ଫାଟ। ଦୁହେଁ ନିଜ ବୈବାହିକ ସମ୍ପର୍କକୁ ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ପୁଣି ବିବାହ ବନ୍ଧନରେ ବାନ୍ଧିହେଲେ ହାର୍ଦ୍ଦିକ ପାଣ୍ଡ୍ୟା? ଭାଇରାଲ ହେଲା ମାହିକା ଶର୍ମାଙ୍କ ସହ ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ନିଜ ଗର୍ଲଫ୍ରେଣ୍ଡ ମହିକା ଶର୍ମାଙ୍କୁ ବିବାହ କରିଛନ୍ତି? ସୋସିଆଲ ମିଡିଆରେ ଏକ ନୂଆ ଫଟୋ ସାମ୍ନାକୁ ଆସିବା ପରଠାରୁ ହିଁ ଏହି ପ୍ରଶ୍ନ ସମସ୍ତଙ୍କ ମନରେ ଉଠୁଛି। ଅନେକ ୟୁଜର୍ସଙ୍କ ମତରେ ଦୁହେଁ…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ ତାଙ୍କ ଆଗାମୀ ଫିଲ୍ମ ‘ମାତୃଭୂମି’ ପାଇଁ କସରତ କରୁଛନ୍ତି। ଏହାର ରିଲିଜ ତାରିଖ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର ସବୁଠାରୁ ବଡ଼ ଷ୍ଟାରମାନଙ୍କ ମଧ୍ୟରୁ ଜଣେ ଶାହରୁଖ ହିନ୍ଦୀ ଚଳଚ୍ଚିତ୍ର ଶିଳ୍ପରେ ଡେବ୍ୟୁ…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଇଥା’ର ଟିଜର ରିଲିଜ ହୋଇଛି। ସୋସିଆଲ ମିଡିଆରେ ପ୍ରଥମ ଝଲକ ପ୍ରକାଶ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର କରିଛନ୍ତି, ଯାହାକୁ ଦେଖିବା ପରେ ସମସ୍ତେ ଏହା ଉପରେ ଭଲପାଇବା ଅଜାଡ଼ି ଦେଉଥିବା…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ଇଣ୍ଡଷ୍ଟ୍ରିର ସବୁଠାରୁ ବଡ଼ ଷ୍ଟାରମାନଙ୍କ ମଧ୍ୟରୁ ସେ ଅନ୍ୟତମ। ସେ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ସ୍ବତନ୍ତ୍ର ଢଙ୍ଗରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?