ମନୋରଞ୍ଜନ

‘ସଡ଼କ-୨’କୁ ନେଇ କ’ଣ କହିଲେ ପୂଜା

ମୁମ୍ବାଇ: ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ’ର ସିକ୍ୟୁଏଲ ନିର୍ମାଣ କାମ ଆରମ୍ଭ ହୋଇଛି। ‘ସଡ଼କ’ର ମୁଖ୍ୟ ଭୂମିକାରେ ପୂଜା ଭଟ୍ଟ ଓ ସଞ୍ଜୟ ଦତ୍ତ ନଜର ଆସିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ ମହେଶ ଭଟ୍ଟ। ଏବେ କିନ୍ତୁ ଏହାର…

‘ସତ୍ତେ ପେ ସତ୍ତା’ର ରିମେକ୍‌ରେ ଆସିବେନି ହ୍ରିତିକ

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ଅଭିନୀତ ଫିଲ୍ମ ‘ସତ୍ତେ ପେ ସତ୍ତା’ର ରିମେକ୍‌ ହେବା କଥା ଶୁଣିବାକୁ ମିଳିଥିଲା। ଆଉ ଏହାର ଲିଡ୍‌ ରୋଲରେ ହ୍ରିତିକ ରୋଶନ କାମ କରିବା ସହ ତାଙ୍କ ଅପୋଜିଟ୍‌ରେ ନାୟିକା କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ…

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ ଖରାପ ହେବା ସମୟରେ ହେଉ ଅଥବା ପିଲାମାନଙ୍କ ଲାଗି ସମୟ ବାହାର କରିବା, ସବୁଥିରେ…

ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ମିଥୁନଙ୍କ ସାନପୁଅ ନମାଶି, ‘ବ୍ୟାଡ୍‌ ବୟ’ ଚଳଚ୍ଚିତ୍ରରେ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ ସିନେମା ଜଗତରେ ‘ଡିସ୍କୋ ଡ୍ୟାନ୍ସର’ ଭାବେ ମିଥୁନ୍‌ ଚକ୍ରବର୍ତ୍ତୀ ପରିଚିତ। ଅଭିନୟ ସାଙ୍ଗକୁ ଚମତ୍କାର ନୃତ୍ୟ ପ୍ରଦର୍ଶନ ତାଙ୍କୁ ଏଭଳି ସ୍ବତନ୍ତ୍ର ପରିଚୟ ଦେଇଛି। ଜଣେ କଳାକାର ହିସାବରେ ମିଥୁନ୍‌ ସଫଳ ହୋଇଥିବା ବେଳେ ଏବେ ତାଙ୍କ ସାନପୁଅ…

ଟେଲିଭିଜନ ଜଗତରେ ଚହଳ ପକାଇଲେ କରିନା: ଗୋଟିଏ ଏପିସୋଡ ପାଇଁ ନେଉଛନ୍ତି ଏତିକି ପାରିଶ୍ରମିକ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ରିଆଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ଜଜ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଶୋ’ର ପ୍ରତି ଏପିସୋଡ ପାଇଁ ସେ ୩ କୋଟି ଟଙ୍କା ନେଇ ଟେଲିଭିଜନ ଜଗତରେ ସର୍ବାଧିକ ଟଙ୍କା ନେଉଥିବା ସେଲିବ୍ରିଟି…

ସୋନାକ୍ଷୀଙ୍କୁ ପସନ୍ଦ ନୁହେଁ ବଲିଉଡ୍‌ ନାୟକ!

ମୁମ୍ବାଇ: ବଲିଉଡ୍‌ ନାୟକ ନାୟିକାଙ୍କ ପ୍ରେମ ସମ୍ପର୍କକୁ ନେଇ ସାଧାରଣ ଲୋକଙ୍କ ମନରେ ଯେଉଁ ଧାରଣା ରହିଛି ତା’ଠାରୁ ନାୟିକା ସୋନକ୍ଷୀ ସିହ୍ନା ଟିକେ ଭିନ୍ନ। କୁହାଯାଏ ବଲିଉଡ୍‌ ନାୟକ ନାୟିକାଙ୍କ ମଧ୍ୟରେ ଗଢିଉଠିଥାଏ ପ୍ରେମ ସମ୍ପର୍କ। ହେଲେ ସୋନାକ୍ଷୀ ନିକଟରେ…

ଫିଲ୍ମ ଲାଇନ୍‌ ଛାଡ଼ି ଚାଷକାର୍ଯ୍ୟରେ ବ୍ୟସ୍ତ ଜୁହି

ସୁନ୍ଦର ଚେହେରା ଏବଂ ହସରେ କୋଟି କୋଟି ଦର୍ଶକଙ୍କ ମନ କିଣି ନେଇଥିବା ଅଭିନେତ୍ରୀ ଜୁହି ଚାଓ୍ବାଲା ଏବେ ଫିଲ୍ମ କରୁନାହାନ୍ତି ସତ ମାତ୍ର ସୋସିଆଲ ମିଡିିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଜୁହି ଲାଇମ୍‌ଲାଇଟ୍‌ରୁ ଦୂରେଇ ଯାଇ ଚାଷକାମରେ ବ୍ୟସ୍ତ ରହୁଛନ୍ତି।…

ସଲମାନଙ୍କ ଶୋ’ରେ ଆସିବେ ରବିନା

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ଛୋଟ ପରଦା ଆଡେ ମୁହାଁଇଛନ୍ତି। ପ୍ରଯୋଜନା ହେଉ ବା ହୋଷ୍ଟ ଏବେ ସଲମାନ ବୋଧହୁଏ ଟିକେ ଛୋଟ ପରଦା ପ୍ରେମରେ ପଡି ଯାଇଛନ୍ତି। କପିଲ ଶର୍ମା ଶୋ’ ପ୍ରଯୋଜନା କରିବା ପରେ ଏବେ…

ସୂର୍ଯ୍ୟମନ୍ଦିରରେ ପୂଜା

ନୂଆକରି ଆରମ୍ଭ ହୋଇଥିବା ଯାତ୍ରାନୁଷ୍ଠାନ ‘ଅପେରା ସୂର୍ଯ୍ୟମନ୍ଦିର’ର ପ୍ରଥମ ନାଟକ ହେଉଛି ‘ପୁଅ ଯିବ ଶାଶୁଘର’। ସାଧାରଣତଃ ଝିଅମାନେ ଶାଶୁଘରକୁ ଯାଉଥିବା ବେଳେ ‘ଅପେରା ସୂର୍ଯ୍ୟମନ୍ଦିର’ ଏଥର ପୁଅମାନଙ୍କୁ ଶାଶୁଘରକୁ ପଠେଇବାର ଯୋଜନା କରୁଛି। ଏହି ନାଟକରେ ରହିଛି ଗୋଟିଏ ଆଦର୍ଶ…

‘ସୀତାର ଜଳୁଛି ଚିତା’ର ଫାଇନାଲ୍‌ ରିହରସଲ୍‌: କନ୍ଦେଇଲା – ହସେଇଲା – ରଗେଇଲା

ନିକଟରେ ବାଲେଶ୍ୱର ଶେରଗଡ଼ଠାରେ ବାଘାଯତୀନ ଲୋକନାଟ୍ୟର ପ୍ରଥମ ନାଟକ ‘ସୀତାର ଜଳୁଛି ଚିତା’ର ଫାଇନାଲ୍‌ ରିହରସଲ୍‌ ଅନୁଷ୍ଠିତ ହୋଇଯାଇଛି। ପ୍ରଚଣ୍ଡ ପ୍ରତିଭାସମ୍ପନ୍ନ ଯୁବ ନାଟ୍ୟକାର ଅରୁଣ ନାୟକଙ୍କ ରଚିତ ଏହି ନାଟକଟି ଦର୍ଶକମାନଙ୍କୁ ଯେତିକି କନ୍ଦେଇଛି, ସେତିକି ହସେଇଛି। ଆଉ ସେତିକି…

୨୨ରୁ ଜୀ ସାର୍ଥକ ରେ ‘ସୌଭାଗ୍ୟବତୀ’

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ମନୋରଞ୍ଜନ ଯୋଗାଉଥିବା ଜୀ ସାର୍ଥକ ଆଉ ଏକ ନୂଆ ମେଗା ଧାରାବାହିକ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଧାରାବାହିକର ନାମ ହେଉଛି ‘ସୌଭାଗ୍ୟବତୀ’। ସପ୍ତାହରେ ପ୍ରତି ସୋମବାରରୁ ଶନିବାର ରାତି…

ବଲିଉଡରେ ବର୍ଷେ ପୂରିଲା

ମୁମ୍ବାଇ: ବଲିଉଡରେ ଅଭିନୟ ଜୀବନର ୧ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ଅଭିନେତା ଇଶାନ ଖଟ୍ଟର। ଦୁହେଁ ଅଭିନୟ କରିଥିବା ଧଡକ ଫିଲ୍ମର ରିଲିଜକୁ ବର୍ଷେ ସମ୍ପୂର୍ଣ୍ଣ ହୋଇଛି। ସୋସିଆଲ୍‌ ମିଡିଆରେ ଏ ସମ୍ପର୍କରେ ସେମାନେ ଭାବାବେଗପୂର୍ଣ୍ଣ ଲେଖା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri