ମନୋରଞ୍ଜନ

‘ବାଲାକୋଟ-ଦି ଟ୍ରୁ ଷ୍ଟୋରି’ରେ ବିବେକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ପରେ ଅଭିନେତା ବିବେକ ଓବେରୟ ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଉପରେ ନିର୍ମାଣ ହେବାକୁ ଯାଉଥିବା ଫିଲ୍ମରେ ଅଭିନୟ କରିବେ। ବାଲାକୋଟର ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନାର ଆକାଶମାର୍ଗରୁ ଆକ୍ରମଣ ଭଳି ଏକ ସତ୍ୟକାହାଣୀ ଆଧାରିତ…

ଡିଜିଟାଲ ଡେବ୍ୟୁ କରିବେ ଚିତ୍ରାଙ୍ଗଦା

ମୁମ୍ବାଇ: ବଲିଉଡ୍‌ର କେତେଜଣ କଳାକାର ଏବେ ଡିଜିଟାଲ ଦୁନିଆ ଆଡେ ପାଦ ବଢାଉଛନ୍ତି। ଧିରେ ଧିରେ ଦେଖାଯାଉଛି ଏଭଳି କଳାକାରଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେ ଏହି ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି ନାୟିକା ଚିତ୍ରାଙ୍ଗଦା ସିଂ। ନିକଟରେ ଏକ ସାକ୍ଷାତ୍‌କାରରେ…

‘ସାହୋ’ ପାଇଁ କେତେ ପାରିଶ୍ରମିକ ନେଇଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ସାହୋ’ ପାଇଁ ଖୁବ୍‌ ବିଜି ଅଛନ୍ତି। ପ୍ରଥମ ଥର ଲାଗି ସେ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ସହ ସିଲଭର ସ୍କ୍ରିନ୍‌ରେ ନଜର ଆସିବେ। ଏବେ ଶ୍ରଦ୍ଧାଙ୍କ ଅଭିନୀତ…

ନିର୍ଦ୍ଦେଶନାରେ ଡେବ୍ୟୁ କରିବେ ଅମୀରଙ୍କ ଝିଅ, ଅଭିନୟରେ ବରୁଣଙ୍କ ଭାଣିଜୀ

ବଲିଉଡ୍‌ରେ ଜଣକ ପରେ ଜଣେ ଷ୍ଟାର୍‌ କିଡ୍‌ସ ଡେବ୍ୟୁ କରିଚାଲିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଷ୍ଟାର କିଡ୍‌ସ ହେଉଛନ୍ତି ଅମୀର ଖାନ୍‌ଙ୍କ ଝିଇ ଇରା ଏବଂ ବରୁଣ ଧାଓ୍ବନଙ୍କ ଭାଣିଜୀ ଅଞ୍ଜିନୀ। ଇରା ନିର୍ଦ୍ଦେଶନା ମାଧ୍ୟମରେ ଡେବ୍ୟୁ କରିଥିବାବେଳେ ଅଞ୍ଜିନୀ ଅଭିନୟ…

ଗୋଟିଏ ଦିନ ଦେଶର ପ୍ରଧାନମନ୍ତ୍ରୀ ହେଲେ ଏମିତି କରିବେ ବାହୁବଳୀ ପ୍ରଭାସ

ବାହୁବଳୀ ଷ୍ଟାର୍‌ ପ୍ରଭାସ ‘ସାହୋ’ ଜରିଆରେ ବଲିଉଡରେ ଡେବ୍ୟୁ କରୁଛନ୍ତି। ଫିଲ୍ମର ପ୍ରମୋଶନ ପାଇଁ ସାଥୀ କଳାକାର ଶ୍ରଦ୍ଧା କପୁରଙ୍କ ସହ ବିଭିନ୍ନ ଜାଗାକୁ ମଧ୍ୟ ଯାଉଛନ୍ତି। ନିକଟରେ ସେ କମେଡିଆନ୍‌ କପିଲ୍‌ ଶର୍ମାଙ୍କ ଶୋ’କୁ ଯାଇଥିଲେ। ସର୍ବଦା ଶାନ୍ତ ସ୍ବଭାବର…

ପୂର୍ବରୁ ହୋଟେଲରେ କରୁଥିଲେ ଚାକିରି, ବଳିଷ୍ଠ ଅଭିନୟ ପାଇଁ ବଲିଉଡ୍‌ରେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ

ବଲିଉଡ୍‌ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ବାଣୀ କପୁରଙ୍କ ଆଜି ଅର୍ଥାତ୍‌ ଶୁକ୍ରବାର ୩୧ତମ ଜନ୍ମଦିନ। ବାଣୀ ବେଶି ଫିଲ୍ମ କରିନାହାନ୍ତି ସତ କିନ୍ତୁ ତାଙ୍କର ବଳିଷ୍ଠ ଅଭିନୟ ଏବଂ ବୋଲ୍ଡନେସ୍‌ ପାଇଁ ସେ…

ବଲିଉଡ୍‌ରେ ଏଣ୍ଟ୍ରି ମାରିଲେ ରାନୁ, ହିମେଶଙ୍କ ସହ ଗାଇଲେ ଗୀତ

ପଶ୍ଚିମବଙ୍ଗର ରାନାଘାଟ ରେଳ ଷ୍ଟେଶନରେ ଗୀତ ଗାଇ ସୋସିଆଲ ମିଡିଆରେ ଷ୍ଟାର୍‌ ପାଲଟିଥିବା ରାନୁ ମଣ୍ଡଳ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ବଲିଉଡ୍‌ ଗାୟକ ହିମେଶ୍‌ ରେଶମିୟାଙ୍କ ସହ ଗୀତ ଗାଇଛନ୍ତି। ଏହି ଗୀତ ରେକର୍ଡିଂ ବେଳର ଭିଡିଓ ହିମେଶ ନିଜ ଇନ୍‌ଷ୍ଟାଗ୍ରାମରେ…

ଅଭିନନ୍ଦନଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ଏହି ଅଭିନେତାଙ୍କୁ ମିଳିଲା ଅନୁମତି

ଭାରତୀୟ ବାୟୁସେନା ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କ ବାହାଦୁରୀର କାହାଣୀ ଇତିହାସରେ ଲିପିବଦ୍ଧ ହୋଇସାରିଛି। ନିକଟରେ ସରକାର ତାଙ୍କୁ ବୀର ଚକ୍ର ପ୍ରଦାନ କରିଥିଲେ। ଅଭିନନ୍ଦନଙ୍କୁ ନେଇ ଏବେ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ବଲିଉଡ ଅଭିନେତା ବିବେକ ଓବରୟଙ୍କୁ ଏହି ଫିଲ୍ମ…

ସୋନମ୍‌ ଶେୟାର କଲେ ମୋଶନ ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ୍‌ କପୁର ତାଙ୍କ ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏହାର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକମାନେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ଗତ ବୁଧବାର…

କାର୍ତ୍ତିକଙ୍କୁ ଦେଖି ଲାଜେଇ ଗଲେ ସାରା

ପୁଣି ଚର୍ଚ୍ଚାରେ ନବାଗତା ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ପ୍ରେମକାହାଣୀ। ଦୁହିଁଙ୍କୁ ପୁଣି ମୁମ୍ବାଇ ବିମାନ ବନ୍ଦରରେ ଏକାଠି ଦେଖିବାକୁ ମିଳିିଛି। ଲକ୍ଷ୍ନୌରୁ ‘ପତି, ପତ୍ନୀ ଔର ଓ’ ଫିଲ୍ମର ସିକ୍ୱେଲ ଶୁଟିଂ ସାରି ମୁମ୍ବାଇ…

କେଉଁଠି ବିବାହ କରିବେ ବରୁଣ-ନତାଶା

ମୁମ୍ବାଇ: ବଲିଉଡ୍‌ ନାୟକ ବରୁଣ ଧଓ୍ବନ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ନତାଶା ଦଲାଲ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଶୁଣିବାକୁ ମିଳୁଛି। ହେଲେ ଏମାନେ ଡେଷ୍ଟିନେଶନ ଓ୍ବେଡିଂ ପାଇଁ ପ୍ରସ୍ତୁତ ହେଉଥିବା ଆଲୋଚନା ହେଉଛି। ବେଶ୍‌ କିଛିଦିନ…

ଦ ଜୋୟା ଫ୍ୟାକ୍ଟର: ସୋନମ କପୁର ଶେୟାର କଲେ ମୋଶନ ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ଏବେ ଏହାର ଏକ ମୋଶନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?