ମନୋରଞ୍ଜନ

୧୩ ବର୍ଷ ପରେ ବଲିଉଡ୍‌ ଫେରିବେ ଶିଳ୍ପା

କିଛିବର୍ଷ ହେବ ଶିଳ୍ପା ଶେଟ୍ଟୀ ବଲିଉଡ୍‌ଠାରୁ ଦୂରେଇ ଯାଇଛନ୍ତି। କେବଳ ରିୟଲିଟି ଶୋ’ରେ ଯାହା ତାଙ୍କୁ ଦେଖିବାକୁ ମିଳୁଛି। ୯୦ ଦଶକରେ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଶିଳ୍ପା ବେଶ୍‌ କିଛିବର୍ଷ ଧରି କୌଣସି କାରଣରୁ ଫିଲ୍ମରୁ ଦୂରେଇ ଯାଇଥିଲେ। ଫ୍ୟାନ୍‌ଙ୍କ ପାଇଁ…

‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଏହି ଅଭିନେତ୍ରୀ ଅଚାନକ ଛାଡ଼ିଦେଇଥିଲେ ଇଣ୍ଡଷ୍ଟ୍ରି

ଫିଲ୍ମ ‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଜଣେ ଅଭିନେତ୍ରୀ ଇଣ୍ଡଷ୍ଟ୍ରି ଛାଡ଼ି ବ୍ୟକ୍ତିଗତ ଜୀବନରେ ବ୍ୟସ୍ତ ରହୁଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଭୂମିକା ଚାଓ୍ବଲା। ଆଜି ଅର୍ଥାତ ୨୧ ଅଗଷ୍ଟରେ ସେ ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି।…

ବାପା ଶାହିଦଙ୍କ ଅବିକଳ ନକଲ ହୋଇଛନ୍ତି ଜୈନ୍‌, ଚର୍ଚ୍ଚାରେ ଫଟୋ

ମୁମ୍ବାଇ: ପିଲାମାନେ ନିଜ ପିତାମାତାଙ୍କ ଭଳି ଲକ୍ଷଣ ଆଣିବା ସ୍ବାଭାବିକ କଥା। ହେଲେ କିଛି କିଛି ସନ୍ତାନ ଅବିକଳ ବାପା ଅଥବା ମା’ଙ୍କ ଭଳି ଦେଖାଯାଇଥାନ୍ତି। ସେପରି ଜଣେ ହେଲେ ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ପୁଅ ଜୈନ୍‌। ଶାହିଦ ନିଜର…

୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍‌ ବି

ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍‌ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍‌’ରେ ଯୋଗଦେଇ ବିଗ୍‌ ବି କହିଲେ, ବ୍ୟକ୍ତିଗତ ସ୍ବାସ୍ଥ୍ୟ ସମ୍ପର୍କରେ ସବୁବେଳେ କହିଆସିଛି। କାରଣ ଅନ୍ୟମାନେ…

ବଲିଉଡରେ ମୋତେ ଆଉ କାମ ମିଳୁନାହିଁ: ନାଶିରୁଦ୍ଦିନ ଶାହ

ବଲିଉଡର ପ୍ରସିଦ୍ଧ କଳାକାର ନାଶିରୁଦ୍ଦିନ ଶାହଙ୍କୁ ଆଉ ସେଠାରେ କାମ ମିଳୁନାହିଁ, ଏକଥା ସେ ନିଜେ ସ୍ବୀକାର କରିଛନ୍ତି। ଦୁଇବର୍ଷ ହେବ ଏକ ଓ୍ବେବ୍‌ ସିରିଜ୍‌ ଏବଂ ବଙ୍ଗଳା ଫିଲ୍ମ ଛାଡିଦେଲେ ତାଙ୍କୁ କୌଣସି ବଲିଉଡ ଫିଲ୍ମରେ ଦେଖିବାକୁ ମିଳିନାହିଁ। ଏନେଇ…

ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ

ଶିମ୍‌ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର, ନିର୍ଦ୍ଦେଶକ ଓ ତାଙ୍କର କିଛି ସାଥୀଙ୍କୁ ମଙ୍ଗଳବାର ଅପରାହ୍ନରେ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା…

ବିନା ମେକ୍‌ଅପ୍‌ର ଫଟୋକୁ ଦେଖି କ’ଣ କହିଲେ ୟୁଜର୍ସ

ମୁମ୍ବାଇ: ନିଜର ସୋନ୍ଦର୍ଯ୍ୟ ଓ ଜିରୋ ଫିଗର ପାଇଁ ବି ଟାଉନରେ ସବୁବେଳେ ଚର୍ଚ୍ଚା ସାଉଁଟୁଥିବା ବଲିଉଡ୍‌ର ବେବୋ ଏବେ ୟୁଜର୍ସଙ୍କ ଟ୍ରୋଲର ଶୀକାର ହୋଇଛନ୍ତି। କିଏ ତାଙ୍କୁ ବୁଢ଼ୀ କହିଥିବା ବେଳେ କିଏ ତାଙ୍କୁ ଆଣ୍ଟି ବୋଲି ସମ୍ବୋଧନ କରି…

ବଲିଉଡ୍‌ରେ ଡେବ୍ୟୁ କରିବାକୁ ଖୁବ୍‌ ଉତ୍ସାହିତ କିର୍ତ୍ତି

ମୁମ୍ବାଇ: ସାଉଥ୍‌ ଫିଲ୍ମ ଜଗତର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି କିର୍ତ୍ତି ସୁରେଶ। ଏବେ ସେ ବଲିଉଡ୍‌ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଜୟ ଦେବଗନଙ୍କ ଫିଲ୍ମ ‘ମୈଦାନ’ରେ କିର୍ତ୍ତି ବଲିଉଡ୍‌ ଏଣ୍ଟ୍ରି ମାରିବେ। ନିକଟରେ ଏହାର ପୋଷ୍ଟର ରିଲିଜ୍‌ ହୋଇଥିବା…

ଆସାମ ବନ୍ୟା ପୀଡିତଙ୍କୁ କାହିଁକି ଟଙ୍କା ଦାନ କରିଥିଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଶହୀଦ ଯବାନଙ୍କ ପରିବାର ହେଉ ଅବା ଆସାମ ବନ୍ୟା ପୀଡିତ। ସବୁଠି ଅର୍ଥରାଶି ଦାନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାଆନ୍ତି। କେବଳ ସେତିକି ନୁହେଁ ତାଙ୍କର ଦାନ ଦେଖିଲେ ସେ କେତେ…

କଳାକାରଙ୍କ ପାଇଁ ନିଜ ଧନସମ୍ପତ୍ତି ଦାନ କରିଦେଇଥିଲେ ଖାୟାମ୍‌

ଦିଲ୍‌ କ୍ୟା ଚିଜ୍‌ ହୈ ଆପ୍‌ ମେରି ମାନ୍‌ ଲିଜିୟେ..(ଉମରାଓ ଜାନ୍‌), ସିନେ ମେ ଜଲନ୍‌ ଆଁଖୋ ମୈ ତୁଫାନ୍‌ ସା(ଗମନ) ଭଳି ଶହ ଶହ ସଙ୍ଗୀତର ସ୍ରଷ୍ଟା ଖାୟମ୍‌ ଆଉ ନାହାନ୍ତି। ୯୨ ବର୍ଷ ବୟସରେ ସେ ଆରପାରିକୁ ଚାଲିଯାଇଛନ୍ତି।…

ବିଗ ବି’ଙ୍କ ଲିଭରର ୭୫ ପ୍ରତିଶତ କାମ କରୁ ନାହିଁ

ମୁମ୍ବାଇ: ‘କୌନ ବନେଗା କରୋଡପତି’ର ନୂଆ ସିଜିନ୍‌କୁ ନେଇ ଚର୍ଚ୍ଚାରେ ରହିଥିବା ବିଗ ବି ଏବେ ନିଜର ସ୍ବାସ୍ଥ୍ୟାବସ୍ଥାକୁ ନେଇ ସଂଘର୍ଷ କରୁଛନ୍ତି। ସବୁବେଳେ ଫିଟ୍‌ ଓ ଆକ୍ଟିଭ୍‌ ଦେଖାଯାଉଥିବା ୭୬ ବର୍ଷୀୟ ଅଭିନେତା ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଜୀବନର…

ବିବାହ କରିବାକୁ ଯାଉଛନ୍ତି ଆଦିତ୍ୟ ରୟ କପୁର

ବଲିଉଡର ଆଉ ଜଣେ ଅଭିନେତା ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଆଶିକ୍‌-୨ ଫେମ୍‌ ଆଦିତ୍ୟ ରୟ କପୁର ଗର୍ଲଫ୍ରେଣ୍ଡ୍‌ ଦିଭା ଧାଓ୍ବନଙ୍କ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ୨୦୨୦ ଆରମ୍ଭରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?