ମନୋରଞ୍ଜନ

କେବିସିରେ ଭାଗ ନେଇ ପାରିବେ ନାହିଁ ଅମିତାଭଙ୍କ ପରିବାର

ଅମିତାଭ ବଚ୍ଚନ ଖୁବ୍‌ଶୀଘ୍ର ଲୋକପ୍ରିୟ ରିଅଲିଟି ଶୋ’ ‘କୌନ୍‌ ବନେଗା କରୋଡ଼ପତି’(କେବିସି) ସିଜିନ୍‌ ୧୧ରେ ପୁଣି ଟିଭି ପରଦାକୁ ଫେରିବେ। ମୁମ୍ବାଇରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଶୋ’ ସହିତ ଜଡ଼ିତ କିଛି ପ୍ରଶ୍ନର ଉତ୍ତର ଦେଇଛନ୍ତି ଅମିତାଭ। ସେ କହିଛନ୍ତି, ତାଙ୍କ…

ମୁହଁ ଖୋଲିଲେ ପ୍ରଭାସ, କହିଲେ ‘ଅନୁଷ୍କା କେବଳ ଜଣେ ବନ୍ଧୁ’

ମୁମ୍ବାଇ: ଚଳଚ୍ଚିତ୍ର ବାହୁବଳୀର ସଫଳତା ପରେ ବଢ଼ିଛି ଦକ୍ଷିଣ ଭାରତୀୟ ସୁପରଷ୍ଟାର ପ୍ରଭାସଙ୍କ ଚାହିଦା। ଏଥିସହ ଫିଲ୍ମରେ ତାଙ୍କ ବିପକ୍ଷରେ ନାୟିକା ସାଜିଥିବା ଅନୁଷ୍କାଙ୍କ ସହ ସମ୍ପର୍କ ଥିବା ନେଇ ମଧ୍ୟ ଚର୍ଚ୍ଚା ହୋଇ ଆସୁଛି। ଏସବୁ ମଧ୍ୟରେ ଅନୁଷ୍କାଙ୍କୁ ନିଜର…

ପାକିସ୍ତାନୀ ଟ୍ରୋଲର୍‌ଙ୍କୁ ଅଦନାନ୍‌ଙ୍କ ଜବାବ: କଶ୍ମୀର ଭାରତର ପ୍ରମୁଖ ଅଂଶ, ଯାହା ତୁମର ନୁହେଁ ସେଥିରେ ମୁଣ୍ଡ ଖେଳାଅ ନାହିଁ

ମୁମ୍ବାଇ: କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ଟ୍ରୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି ଗାୟକ ଅଦନାନ୍‌ ସାମୀ। ଏହା ଭାରତର ଏକ ପ୍ରମୁଖ ଅଂଶ। ଯାହା ତୁମର ନୁହେଁ, ସେଥିରେ ମୁଣ୍ଡ ଖେଳାଇବା ଉଚିତ ନୁହେଁ ବୋଲି ଜଣେ ପାକିସ୍ତାନୀ ଟ୍ରୋଲର୍‌ଙ୍କୁ ଜବାବ ଦେଇ…

ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍‌

ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଖୟାମ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପଦ୍ମଭୂଷଣ ଏବଂ ସଙ୍ଗୀତ ନାଟକ ଏକାଡେମୀ ଭଳି ପୁରସ୍କାର ଜିତିଥିବା ଖାୟାମ…

ବଲିଉଡ୍‌ର ସାବତ ଭଉଣୀ-ଭାଇ

ମୁମ୍ବାଇ: ସାରା ଭାରତରେ ଗୁରୁବାର ପାଳନ କରାଯାଉଛି ରାଖୀ ପୂର୍ଣ୍ଣିମା ଉତ୍ସବ। ଏହି ଅବସରରେ ଭଉଣୀ ଭାଇ ହାତରେ ସୁରକ୍ଷାର ଡୋର ବାନ୍ଧୁଥିବା ବେଳେ ଭାଇ ଜୀବନ ଥିବା ପର୍ଯ୍ୟନ୍ତ ଭଉଣୀକୁ ସୁରକ୍ଷା ଦେବାପାଇଁ କଥା ଦେଇଥାଆନ୍ତି। ଏହି ପର୍ବକୁ ବଲିଉଡ୍‌ରେ…

ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କ ପରଲୋକ

ମୁମ୍ବାଇ,୧୫।୮: ଟେଲିଭିଜନ ଦୁନିଆର ଲୋକପ୍ରିୟ ଧାରାବାହିକ ‘କୁଲ୍‌ଫି କୁମାର ବାଜଓ୍ବୋଲା’ର ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କର ଗୁରୁବାର ପରଲୋକ ହୋଇଛି। ଫୁସ୍‌ଫୁସ୍‌ ଓ ହୃଦରୋଗ ସମସ୍ୟାରେ ପୀଡିତ ଥିବା ବିଦ୍ୟା ଗୁରୁତର ଅବସ୍ଥାରେ ମୁମ୍ବାଇର କ୍ରିଟିକେୟାର ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ କିଛି…

୪ଶହ ସୁନା ମୁଦି ବାଣ୍ଟିଲେ ସାଉଥ୍‌ ସୁପରଷ୍ଟାର

ଚେନ୍ନାଇ: ସାଉଥ୍‌ ସୁପରଷ୍ଟାର ବିଜୟ ଥାଲାପତି ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ବିଗିଲ’ ପାଇଁ ବ୍ୟସ୍ତ ଅଛନ୍ତି। ନିକଟରେ ଫିଲ୍ମର ଶୁଟିଂ ସରିଥିବା ବେଳେ ବିଜୟ ପ୍ରାୟ ୪ ଶହ ସୁନା ମୁଦି ବାଣ୍ଟିଥିବା ଜଣାପଡିଛି। ଫିଲ୍ମରେ ଥିବା ସମସ୍ତ…

ଚର୍ଚ୍ଚିତ ଦେଶପ୍ରେମ ଗୀତ

ଥରେ ମନେପକାନ୍ତୁ ନା ସ୍ବର ସମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କର ସେହି କାଳଜୟୀ ଗୀତ ‘ୟେ ମେରେ ଓ୍ବତନ କି ଲୋଗଁା’କୁ। କବି ପ୍ରଦୀପଙ୍କ ଦ୍ୱାରା ରଚିତ ଏହି ଦେଶାତ୍ମବୋଧ ଗୀତ କେବଳ ସେ ସମୟରେ ନୁହେଁ ଏବେ ମଧ୍ୟ ଜନାଦୃତ ହୋଇ…

ସିନେମାରେ ରାଖୀ

ଦେବ ଆନନ୍ଦଙ୍କ ଅଭିନୀତ ‘ହରେ ରାମା ହରେ କ୍ରିଷ୍ଣା’ ସେ ସମୟରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଭାଇ-ଭଉଣୀ ସମ୍ପର୍କକୁ ବେଶ୍‌ ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ ନିର୍ଦ୍ଦେଶକ ଦେବ ଆନନ୍ଦ। ସେଥିରେ ରାଖୀକୁ ନେଇ ଏକ ହୃଦୟସ୍ପର୍ଶୀ ଗୀତ ଦୃଶ୍ୟାୟିତ ହୋଇଥିଲା।…

ବଡ଼ ପରଦାରେ ଦେଶପ୍ରେମ

ଦେଶପ୍ରେମକୁ ନେଇ କେବଳ ପ୍ରାନ୍ତୀୟ ଭାଷାରେ ନୁହେଁ, ବଲିଉଡ୍‌ରେ ଅନେକ ସିନେମା ନିର୍ମିତ ହୋଇଛି। ଉପଯୁକ୍ତ କାହାଣୀ ଚୟନ, ମନକୁ ଛୁଇଁଲା ଭଳି ଉପସ୍ଥାପନା ଶୈଳୀ ଏହି ଚଳଚ୍ଚିତ୍ରଗୁଡିକୁ ହିଟ୍‌ ପର୍ଯ୍ୟାୟଭୁକ୍ତ କରିବାରେ ସହାୟକ ହୋଇଛି। ଭିନ୍ନ ଭିନ୍ନ ସମୟରେ ଚର୍ଚ୍ଚିତ…

ଦୁଇ ମିନିଟର ଭିଡିଓ ବଦଳାଇଲା ଜୀବନ: ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ଏବେ ଷ୍ଟାର, ଦଶ ବର୍ଷ ପରେ ଭେଟିଲେ ଝିଅଙ୍କୁ

ମୁମ୍ବାଇ: ଦୁଇ ମିନିଟର ଭିଡିଓ ବଦଳାଇଛି ଜୀବନ। ରାନୁ ମାରିୟା ମଣ୍ଡଳ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ବସି ଗାଉଥିବା ବେଳର ଏକ ଭିଡିଓକୁ ଯାତ୍ରୀ ଅତିନ୍ଦ୍ର ଚକ୍ରବର୍ତ୍ତୀ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏଥିରେ ତାଙ୍କୁ ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର…

ପ୍ରେମିକ ପରିକ୍ଷୀତଙ୍କ ସହ ନିର୍ବନ୍ଧ କଲେ ନୀତି

ମୁମ୍ବାଇ: ପ୍ରଥମେ ବନ୍ଧୁତା ତା’ ପରେ ପ୍ରେମ, ଆଉ ଏବେ ବିବାହ। ଏଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ନୀତି ଟେଲରଙ୍କ ଜୀବନରେ। ଟେଲିଭିଜନ ଜଗତରେ ଜଣେ ଚୁଲବୁଲି ନାୟିକା ଭାବେ ନୀତିଙ୍କୁ ସମସ୍ତେ ଜାଣନ୍ତି। ଏବେ ସେ ହାତକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?