ମନୋରଞ୍ଜନ

ବିଭୋରଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ନେହା

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ତାଙ୍କ ସୁମଧୁର କଣ୍ଠ ପାଇଁ ବେଶ୍‌ ପରିଚିତ। ବହୁ ସଂଘର୍ଷ କରି ସଫଳତା ପାଇଥିବା ନେହା ଏବେ ତାଙ୍କ ରିଲେସନଶିପକୁ ନେଇ ମୁହଁ ଖୋଲିଛନ୍ତି। ନିକଟରେ ତାଙ୍କର ବ୍ରେକ୍‌ ଅପ୍‌ ହୋଇ ଯାଇଥିବା ବେଳେ…

ଯୁଦ୍ଧପ୍ରିୟ ନୁହେଁ, ଦେଶଭକ୍ତ

ଲସ୍‌ ଆଞ୍ଜେଲ୍ସ୍‌ : ମୁଁ ଯୁଦ୍ଧପ୍ରିୟ ନୁହେଁ, ବରଂ ଜଣେ ସଚ୍ଚୋଟ ଦେଶଭକ୍ତ ବୋଲି ଆମେରିକାର ଲସ୍‌ ଆଞ୍ଜେଲ୍ସ୍‌ରେ ଭାରତୀୟ ସିନେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କହିଛନ୍ତି। ପ୍ରିୟଙ୍କା ପାକିସ୍ତାନ ବିପକ୍ଷରେ ଅଣୁଯୁଦ୍ଧକୁ ପ୍ରୋତ୍ସାହନ କରୁଥିବା ପାକିସ୍ତାନ ମହିଳା ପ୍ରଶଂସକ ଅଭିଯୋଗ…

‘ଜିରୋ’ ପରେ ଶାହାରୁଖଙ୍କ ହାତ ଖାଲି

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୨୭ ବର୍ଷ ଧରି ରାଜ୍‌ କରି ଆସିଥିବା ବାଦ୍‌ଶାହା ତଥା ଶାହାରୁଖଙ୍କ ହାତ ଏବେ ପୂରା ଖାଲି। ‘ଜିରୋ’ଫିଲ୍ମ ପରଠାରୁ ଶାହାରୁଖ୍‌ ଆଉ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ମେଲବୋର୍ଣ୍ଣଠାରେ ଅନୁଷ୍ଠିତ ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲରେ ସେ କିଛିଦିନ…

ରିଲିଜ୍‌ ପୂର୍ବରୁ ସୁପରହିଟ୍‌ ହେଲା ଫିଲ୍ମ ‘ସାହୋ: ୨୪ ଘଣ୍ଟାରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିଲେଣି ଟ୍ରେଲର

ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଷ୍ଟାରର ଫିଲ୍ମ ’ସାହୋ’ର ଜବରଦସ୍ତ ଟ୍ରେଲର ରିଲିଜ ହୋଇଛି। ଫିଲ୍ମର ଟିଜର୍‌ ଏବଂ ଗୀତ ଭଳି ଟ୍ରେଲରକୁ ମଧ୍ୟ ଦର୍ଶକ ଖୁବ୍‌ ପସନ୍ଦ କରିଛନ୍ତି। ଟ୍ରେଲର ରିଲିଜର ଗୋଟିଏ ଦିନ…

୩୭୦ ଉଚ୍ଛେଦ ଯୋଗୁ ଜାତୀୟ ପୁରସ୍କାର ଜିତିବା ଖବର ଜାଣି ନ ଥିଲେ ୮ ବର୍ଷର ଶିଶୁ କଳାକାର

୬୬ତମ ଜାତୀୟ ଚଳଚ୍ଚିତୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ଘୋଷଣା କରାଯାଇଛି। ଊର୍ଦ୍ଦୁ ଫିଲ୍ମ ‘ହମିଦ୍‌’ ପାଇଁ ୮ବର୍ଷୀୟ ତହ୍ଲା ଅରଶଦ ରେଶୀଙ୍କୁ ମିଳିଛି ସର୍ବଶ୍ରେଷ୍ଠ ଶିଶୁ କଳାକାର ପୁରସ୍କାର। ଏଭଳି ଖୁସି ଖବର କଶ୍ମୀରରେ ରହୁଥିବା ଏହି ଶିଶୁ କଳାକାର ଜଣଙ୍କ ପ୍ରଥମେ…

ପାକିସ୍ତାନରେ ଶୋ’ କରି ଅଡୁଆରେ ମିକା ସିଂ

ବଲିଉଡର ଲୋକପ୍ରିୟ ଗାୟକ ମିକା ସିଂ ପାକିସ୍ତାନରେ ଏକ ସଙ୍ଗୀତ ଶୋ’ କରି ଅଡୁଆରେ ପଡିଯାଇଛନ୍ତି। ଉଭୟ ଭାରତ ଏବଂ ପାକିସ୍ତାନର ଦର୍ଶକ ତାଙ୍କୁ ସୋସିଆଲ ମିଡିଆରେ ଗାଳି ଦେଇଛନ୍ତି। ଜମ୍ମୁ-କଶ୍ମୀରୁ ୩୭୦ ଉଚ୍ଛେଦ ପରେ ଉଭୟ ଦେଶ ସମ୍ପର୍କ ତିକ୍ତତା…

ଫଟୋ ଶେୟାର କଲେ ଅନନ୍ୟା: ଦର୍ଶକେ କହିଲେ ବେଟର୍‌ ନୁହେଁ ହଟର୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଅନନ୍ୟା ପାଣ୍ଡେ ଗୋଟିଏ ଫିଲ୍ମରେ କାମ କରିଥିବା ବେଳେ ତାଙ୍କର ପ୍ରଶଂସକଙ୍କ ସଂଖ୍ୟା କିନ୍ତୁ ବହୁତ ଅଧିକ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ଅନେକ ସମୟରେ ନିଜର ଫଟୋ ଶେୟାର କରିଥାଆନ୍ତି। ହେଲେ…

ନିଜ ଟୁଇଟର ଆକାଉଣ୍ଟ ଡିଲିଟ୍‌ କଲେ ଅନୁରାଗ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ଅନୁରାଗ କାଶ୍ୟପ ଏବେ ତାଙ୍କ ଟୁଇଟର ଆକାଉଣ୍ଟ ଡିଲିଟ କରିଥିବା କହିଛନ୍ତି। ଗ୍ୟାଙ୍ଗସ୍‌ ଅଫ୍‌ ଓ୍ବାସିପୁର, ବ୍ଲାକ ଫ୍ରାଇଡେ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଥିବା ଏହି ନିର୍ଦ୍ଦେଶକ ଏବେ ରାଗରେ ସୋସିଆଲ ମିଡିଆଠାରୁ ଦୂରେଇ…

ଜୟ ହିନ୍ଦ୍‌ ଲେଖି ପାକିସ୍ତାନୀ ମହିଳାଙ୍କ ରୋଷର ଶିକାର ହେଲେ ପ୍ରିୟଙ୍କା

ବ୍ୟକ୍ତିଗତ ହେଉ କି ପ୍ରଫେଶନାଲ ଜୀବନ ହେଉ ଦୁଇଟାଯାକରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପୂରା ସନ୍ତୁଳନ ରକ୍ଷା କରିଥାନ୍ତି। ଏମିତିରେ ବି ତାଙ୍କୁ ବହୁବାର ଟ୍ରୋଲ କରିବାକୁ ଚେଷ୍ଟା କରାଯାଇଛି। କିନ୍ତୁ ସେ ଏହାର କଡ଼ା ଜବାବ ରଖି ସମାଧାନ କରିଦିଅନ୍ତି।…

ହ୍ୟାଟ୍ରିକ୍‌ ଅପେକ୍ଷାରେ ଦେବରାଜ

ନବାଗତ ନାୟକ ଦେବରାଜ। ଗତବର୍ଷ ତାଙ୍କର ଡେବ୍ୟୁ ଫିଲ୍ମ ‘ତୋ ପ୍ରେମରେ ପଡ଼ିଲା ପରେ’ ରିଲିଜ୍‌ ହୋଇଥିଲା। ଆରମ୍ଭରୁ ହିଁ ସେ ନିଜର ଆକ୍ଟିଂ ଦକ୍ଷତା ଦେଖାଇ ସାଉଁଟିଥିଲେ ସଫଳତା। ଆଉ ଏବେ ବ୍ୟାକ୍‌-ଟୁ-ବ୍ୟାକ୍‌ ତିନୋଟି ଫିଲ୍ମ ରିଲିଜ୍‌ ଅପେକ୍ଷାରେ ରହିଛି।…

ସବୁଠି ନିଗମଙ୍କ ଗୀତର ମହକ

ଯାତ୍ରା ନାଟକରେ ଗୀତ ଲେଖିବା କଥା ଉଠିଲେ ପ୍ରଥମେ ଯାହାଙ୍କୁ ଖୋଜାପଡ଼େ ସେ ହେଉଛନ୍ତି ନିଗମ ମିଶ୍ର। ପ୍ରତ୍ୟେକ ନାଟ୍ୟକାର ଚାହାନ୍ତି ତାଙ୍କ ନାଟକରେ ନିଗମ ମିଶ୍ର ଗୀତ ଲେଖନ୍ତୁ। ପ୍ରତ୍ୟେକ ସଙ୍ଗୀତ ନିର୍ଦ୍ଦେଶକ ଚାହାନ୍ତି ତାଙ୍କୁ ନିଗମ ମିଶ୍ରଙ୍କର ଲାଇନ୍‌ଟିଏ…

ରଞ୍ଜନଙ୍କ ୨୦୧୯-୨୦ ଯାତ୍ରା

୨୦୧୯-୨୦ ଯାତ୍ରା ସିଜନ୍‌ ପାଇଁ ଯାତ୍ରାନୁଷ୍ଠାନଗୁଡ଼ିକର ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ଆଉ ଯାହା ହେବ ଫିଲ୍‌ଡରେ (ଯାତ୍ରା ହେଉଥିବା ସ୍ଥାନରେ) ହେବ। ୨୦୧୯-୨୦ ଯାତ୍ରାବର୍ଷ ପାଇଁ ଯୁବ ନିର୍ଦ୍ଦେଶକ ରଞ୍ଜନ ବିଶ୍ୱାଳ ଦୁଇଗୋଟି ନାଟକ ପ୍ରସ୍ତୁତ କରିଛନ୍ତି। ଦୁଇଟି ଯାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?