ପୁଣି ଜମିବ ଯୋଡି: କପିଲଙ୍କ ଶୋ’କୁ ଫେରିବେ ସୁନୀଲ ଗ୍ରୋଭର
ଦୀର୍ଘ ଦିନର ଶତ୍ରୁତା ପରେ ଏବେ ପୁଣି ଥରେ ସ୍କ୍ରିନ ସେୟାର କରିବାକୁ ଯାଉଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭର। ଏହି ଦୁଇହିଁ ଏକାଠି କରିବାରେ ସଫଳ ହୋଇଛନ୍ତି ବଲିଉଡର ଭାଇଜାନ ସଲମାନ ଖାନ। ଖୁବଶିଘ୍ର ନିଜ…
ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ‘କବିର ସିଂ’, ପାଲଟିଲା ଶାହିଦଙ୍କ କ୍ୟାରିୟରର ସବୁଠୁ ବଡ଼ ଫିଲ୍ମ
ମୁମ୍ବାଇ: ରିଲିଜ୍ ପରଠାରୁ ବକ୍ସ ଅଫିସରେ ଭଲ ପ୍ରଦର୍ଶନକୁ ଜାରି ରଖିଛି ଅଭିନେତା ଶାହିଦ କପୁରଙ୍କ ଫିଲ୍ମ ‘କବିର ସିଂ’। ମାତ୍ର ପାଞ୍ଚ ଦିନରେ ଶହେ କୋଟି କ୍ଲବରେ ପହଞ୍ଚିବାରେ ସଫଳ ହୋଇଛି ଫିଲ୍ମଟି। ମଙ୍ଗଳବାର ୧୬.୫୩ କୋଟି ବ୍ୟବସାୟ କରିଥିବା…
ଇଣ୍ଡଷ୍ଟ୍ରିରେ ୨୭ ବର୍ଷ ପୂରଣ ପରେ ଶାହରୁଖ୍ କହିଲେ ଏମିତି କଥା
ଦୀର୍ଘ ୨୭ ବର୍ଷ ଧରି ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶାହରୁଖ ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। ‘ଜିରୋ’ ଫ୍ଲପ ହେବା ପରେ ସେ ଆଉ କୌଣସି ଫିଲ୍ମରେ ସାଇନ୍ କରି ନ ଥିଲେ ମଧ୍ୟ ଦର୍ଶକଙ୍କ ଭଲପାଇବା ଏବଂ ଶୁଭେଚ୍ଛା ତାଙ୍କ ପ୍ରତି…
ଫିଟ୍ନେସ ପାଇଁ ଶିଳ୍ପା ଖାଇଥାନ୍ତି ଏସବୁ ଖାଦ୍ୟ
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ନିଜର ଫିଟ୍ନେସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ସୌନ୍ଦର୍ଯ୍ୟତାକୁ ନେଇ ଫ୍ୟାନଙ୍କ ମନରେ ବି ବେଳେବେଳେ ପ୍ରଶ୍ନ ଉଠିଥାଏ। ଏତେ ସୁନ୍ଦର ଦେଖାଯିବାର ରାଜ୍ କ’ଣ। ତେବେ ଜାଣନ୍ତୁ ଶିଳ୍ପା କାହଁିକି ସୁନ୍ଦର ଦେଖାଯାଇଥାନ୍ତି।…
‘ଦବଙ୍ଗ ୩’ରେ ନାହିଁ ତ୍ରିକୋଣୀୟ ପ୍ରେମ
ମୁମ୍ବାଇ: ‘ଦବଙ୍ଗ ୩’ରେ ତ୍ରିକୋଣୀୟ ପ୍ରେମ ନାହିଁ ବୋଲି ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ପ୍ରକାଶ କରିଛନ୍ତି। ସେ ଏଥିରେ ରାଜୋ ଭୂମିକାରେ ପୁଣି ଆସୁଛନ୍ତି। ସୋମବାର ଏଠାରେ ସାଲୋନ୍ ବ୍ରାଣ୍ଡ୍ର ରେଟ୍ରୋ ରେମିକ୍ସ କଲେକ୍ସନ୍ ଲଞ୍ଚ୍ ଅବସରରେ ସୋନାକ୍ଷୀ ଏହା ପ୍ରକାଶ…
ଅସଲି ନାଁରେ ବଲିଉଡ୍ ଚରିତ୍ର
ମୁମ୍ବାଇ: ବଲିଉଡ୍ରେ ଏମିତି କେତେଜଣ କଳାକାର ଅଛନ୍ତି ଯେଉଁମାନେ ଅଭିନୟ ସମୟରେ ନିଜ ନାଁ ରଖିବାକୁ ପସନ୍ଦ କରି ନ ଥାଆନ୍ତି। ହେଲେ ଏଠି ଆଉ କେତେଜଣ ଅଭିନେତ୍ରୀ ଅଭିନେତା ରହିଛନ୍ତି ଯେଉଁମାନେ ନିଜ ନିଜ ଅସଲ ନାଁକୁ ପରଦାରେ ବ୍ୟବହାର…
ପୁଣି ଥରେ ବୋହୂ ସାଜିଲେ ହେମା: ଫଟୋ ହେଲା ଭାଇରାଲ
ମୁମ୍ବାଇ: ବଲିଉଡ୍ ଡ୍ରିମ୍ ଗର୍ଲଙ୍କ ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଝିଅ ଇସା ଦେଓଲ ଏହି ଫଟୋଟି ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହା ଭାଇରାଲ ହୋଇଛି। କିଛିଦିନ ତଳେ ଦ୍ୱିତୀୟ ସନ୍ତାନର ଜନନୀ ହୋଇଥିବା…
ନିଜ ଅଜାଙ୍କ ପୁରୁଣା ଫଟୋକୁ ଶେୟାର କଲେ ଅମିତାଭ
ମୁମ୍ବାଇ,୨୪।୬: ବଲିଉଡ୍ ଶେହେନ୍ସା ଅମିତାଭ ବଚ୍ଚନ ଏବେ ନିଜର ଅପ୍ କମିଂ ଫିଲ୍ମ ‘ଗୁଲାବୋ ସିତାବୋ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କିଛି ଦିନ ତଳେ ଫିଲ୍ମରେ ଅମିତାଭଙ୍କ ଚେହେରାର ଶୁଟିଂ ସମୟରେ ୧୪ ମିନିଟ୍ର ଲମ୍ବା ଡାଇଲଗ୍ ଚର୍ଚ୍ଚାକୁ ଆସିଥିଲା। ଆଉ…
ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା
ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ ରଣବୀର କପୁର ମଧ୍ୟ ବାପାଙ୍କ ସ୍ବାସ୍ଥ୍ୟବସ୍ଥାର ଅପ୍ଡେଟ ରଖୁଛନ୍ତି। ମଝିରେ ମଝିରେ ଋଷିଙ୍କୁ ବଲିଉଡ…
ଅରବାଜ କିଣିଲେ ନୂଆ ଘର, ଲୁଲିଆଙ୍କ ସହ ପହଞ୍ଚିଲେ ସଲମାନ
ବଲିଉଡ ଅଭିନେତା ତଥା ସଲମାନଙ୍କ ଭାଇ ଅରବାଜ ଖାନ ମୁମ୍ବାଇରେ ଏକ ନୂଆ ଘର କିଣିଛନ୍ତି। ନିକଟରେ ନୂଆ ଘରେ ସେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିଲେ ସାମିଲ ହୋଇଥିଲେ ଅରବାଜଙ୍କ ପୂରା ପରିବାର। ସଲମାନ ନିଜ ତଥାକଥିତ ଗର୍ଲ…
ସାମ୍ନାକୁ ଆସିଲା ସାରା-କାର୍ତ୍ତିକଙ୍କ ଆଉ ଏକ ଫଟୋ
ମୁମ୍ବାଇ: ବଲିଉଡ୍ ନାୟିକା ସାରା ଅଲି ଖାଁ ଓ ନାୟକ କାର୍ତ୍ତିକ ଆର୍ୟନ ଏବେ କଶ୍ମୀରର ସବୁଜିମା ଘେରା ପାହାଡି ଅଞ୍ଚଳରେ ସ୍ପଟ ହୋଇଛନ୍ତି। ଏମାନେ ଏଠାରେ ଖୁବ୍ ଏନ୍ଜୟ କରୁଛନ୍ତି। ସୂଚନା ମୁତାବକ, ଏମାନେ ଅପ୍କମିଂ ଫିଲ୍ମ ‘ଲଭ୍ ଆଜକଲ୨’ର…
ବଲିଉଡ୍ରେ ଏଣ୍ଟ୍ରି କରିବେ ଦେଶୀ ଗର୍ଲଙ୍କ ଭାଇ
ମୁମ୍ବାଇ: ବଲିଉଡ୍ ତଥା ହଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଏମିତି ଏକ ପୋଷ୍ଟ କରିଛନ୍ତି ଯାହା ଆସିଛି ଚର୍ଚ୍ଚାର ପରିସରକୁ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ପ୍ରିୟଙ୍କା ସବୁବେଳେ ପତି…
Archives


