ଶବାନାଙ୍କ ଚରିତ୍ରରେ ନଜର ଆସିବେ ସ୍ବରା
ମୁମ୍ବାଇ: ୧୯୮୨ରେ ପରଦାକୁ ଆସିଥିବା ମହେଶ ଭଟ୍ଟଙ୍କ ଫିଲ୍ମ ‘ଅର୍ଥ’ର ରିମେକ୍ ହେବାକୁ ଯାଉଛି। ପୂର୍ବ ଫିଲ୍ମରେ ଶବାନା ଆଜମୀ, ସ୍ମିତା ପାଟିଲ, ରାଜ କିରଣ ଓ କୁଲଭୂଷଣ ଖରବନ୍ଦା ଥିବା ବେଳେ ଏହା ସେମାନଙ୍କ କ୍ୟାରିୟରର ହିଟ୍ ଫିଲ୍ମ ସାବ୍ୟସ୍ତ…
ଶାହିଦ୍ କପୁରଙ୍କ ସହ ଡେଟ୍ରେ ଯିବାକୁ ଚାହୁଁଛନ୍ତି ଏହି ଅଭିନେତା
ନିକଟରେ ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ଅନ୍ତରଙ୍ଗ ଦୃଶ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଥିବା ଅଭିନେତା ଅପରାଶକ୍ତି ଖୁରାନା ଏବେ ଶାହିଦ କପୁରଙ୍କୁ ଡେଟ୍ କରିବାକୁ ଚାହୁଁଛନ୍ତି। ଏକ ଚାଟ୍ ଶୋ’ରେ ଭାଗ ନେବା ଅବସରରେ କେଉଁ ଅଭିନେତାଙ୍କ ସହ ରିଲେସନ୍ସିପ୍ରେ…
ଟାଇଟଲ୍ ସଙ୍ଗ୍ରେ ଶ୍ରେୟା, ସୋନୁ
ମୁମ୍ବାଇ: ଆଗାମୀ ଫିଲ୍ମ ‘ହମେ ତୁମ୍ସେ ପ୍ୟାର୍ କିତ୍ନା’ ପାଇଁ ଏକ ଲଭ୍ ସଙ୍ଗ୍ ଗାଇଛନ୍ତି ଗାୟିକା ଶ୍ରେୟା ଘୋଷାଲ ଏବଂ ସୋନୁ ନିଗମ। ‘ଜୁବି ଡୁବି’ ଏବଂ ‘ଦିଲ୍ ଦୁବା’ ଭଳି ଫିଲ୍ମଗୀତ ଗାଇ ଶ୍ରୋତାଙ୍କୁ ମୁଗ୍ଧ କରିବା ପରେ…
ସଲମାନ୍ ଦୋଷମୁକ୍ତ
ଯୋଧପୁର,୧୮ା୬(ଆଇଏଏନ୍ଏସ୍): ଅଦାଲତରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ସ୍ଥାନୀୟ ଅଦାଲତ ସୋମବାର ଅଭିନେତା ସଲମାନ୍ ଖାନ୍ଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ରାଜସ୍ଥାନ ସରକାର ତାଙ୍କ ବିରୋଧରେ କରିଥିବା ଆବେଦନକୁ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ଅଙ୍କିତ ରମନ୍ ଖାରଜ କରିଦେଇଛନ୍ତି। ୧୯୯୮ରେ…
ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ
ଚେନ୍ନାଇ, ୧୭।୬: ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡିଛନ୍ତି। ହୃଦଜନିତ ରୋଗରେ ପୀଡିତ ଥିବାରୁ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ଫିଲ୍ମ ନିର୍ମାତା ମଣିରତ୍ନ ୨୦୦୪ରେ ଫିଲ୍ମ ‘ୟୁବା’ର ଶୁଟିଂ ବେଳେ ସେ…
ବ୍ୟାକ୍ଗ୍ରାଉଣ୍ଡ ଭଏସ୍ରେ ପିତାଙ୍କ ସହ ତାଳ ଦେବେ ଆର୍ୟନ
ମୁମ୍ବାଇ: ବଡ଼ ପରଦାରେ ବାପା ଶାହରୁଖ ଖାଁଙ୍କ ସହ ନିଜର ପ୍ରଚ୍ଛଦ ସ୍ବର ଦେବାକୁ ଯାଉଛନ୍ତି ପୁଅ ଆର୍ୟନ। ଅନ୍ତରାଷ୍ଟ୍ରୀୟ କମ୍ପାନୀ ଡିଜନୀର ଅପ୍ କମିଂ ଫିଲ୍ମ ‘ଦ ଲାୟନ ଅଫ୍ କିଙ୍ଗ’ର ନୂଆ ସଂସ୍କରଣ ଆସନ୍ତା ମାସ ରିଲିଜ୍ ହେବାକୁ…
ଆଶ୍ୱସ୍ତ ହେଲେ ସଲମାନ
ମୁମ୍ବାଇ,୧୭।୬: କୃଷ୍ଣସାର ମୃଗ ଶିକାର ମାମଲାରେ କୋର୍ଟରେ ମିଥ୍ୟା ଆଫିଡେଭିଟ ଦାଖଲ କରିବା ମାମଲାରେ ଯୋଧପୁର କୋର୍ଟ ସୋମବାର ବଲିଉଡ୍ ଅଭିନେତା ସଲମାନ ଖାଁଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୦୬ରେ ସଲମାନଙ୍କ ଉପରେ ମିଥ୍ୟା ଆଫିଡେଭିଟ ମାମଲା ଲାଗିଥିଲା। ସୂଚନାଯୋଗ୍ୟ, କୃଷ୍ଣସାର ମୃଗ…
୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ: ସଂସଦରେ ପହଞ୍ଚିଲେ ଏହିସବୁ ଫିଲ୍ମ ଷ୍ଟାର୍
ନୂଆଦିଲ୍ଲୀ, ୧୭।୬:ଆରମ୍ଭ ହୋଇଛି ୧୭ତମ ଲୋକସଭାର ପ୍ରଥମ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ଏମପିମାନେ ଶପଥ ନେଇଛନ୍ତି। ଏଥର ସଂସଦକୁ ବହୁ ସିନେଷ୍ଟାର୍ ନିର୍ବାଚିତ ହୋଇ ଆସିଛନ୍ତି। ଆସନ୍ତୁ ନବନିର୍ବାଚିତ ସାଂସଦଙ୍କ ଉପରେ ନଜର ପକାଇବା.. ୧- ଉତ୍ତର…
ମା’ ଶ୍ରୀଦେବୀଙ୍କ ‘ଚାନ୍ଦନୀ’ ଲୁକ୍ କପି କଲେ ଜାହ୍ନବୀ
ଶ୍ରୀଦେବୀଙ୍କ ଝିଅ ଜାହ୍ନବୀ ଆଜିକାଲି ବେଶ୍ ଚର୍ଚ୍ଚାରେ ରହୁଛନ୍ତି। କେବେ ଛୋଟ ଡ୍ରେସ ପିନ୍ଧିବା ନେଇ ତ ଆଉ କେବେ ନିଜର ଫିଟ୍ନେସକୁ ନେଇ। ଏବେ ମୁମ୍ବାଇ ଏୟାରପୋର୍ଟରେ ଜାହ୍ନବୀଙ୍କୁ ସ୍ପଟ୍ କରାଯାଇଛି। ତାଙ୍କ ଚେହେରା ଦେଖି ଯେ କେହି ଶ୍ରୀଦେବୀଙ୍କୁ…
କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର
ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍ରେ ଭାରତ ପାକିସ୍ତାନକୁ ୮୯ ରନ୍ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍ ମ୍ୟାଚ୍ ଦେଖିବା ପାଇଁ ଷ୍ଟାଡିୟମରେ ବହୁ ଭାରତୀୟ ସେଲିବ୍ରିଟି ଉପସ୍ଥିତ ଥିଲେ। ସ୍ରେଫ୍ ଅଲ୍ଲୀ ଖାନଙ୍କଠାରୁ…
ଭାରତର ବିଜୟକୁ ନେଇ କ’ଣ ବୁଝିଲେ ତୈମୁର
ଲଣ୍ଡନ,୧୭।୬: ସୈଫ ଅଲ୍ଲି ଖାଁ ଓ କରୀନା କପୁର ଖାଁଙ୍କ ଲାଡ୍ଲା ତୈମୁର ଅଲ୍ଲି ଖାଁ ଇଣ୍ଟରନେଟରେ ଏବେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୋସିଆଲ ମିଡିଆରେ ସବୁବେଳେ ତାଙ୍କର କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। ହେଲେ ଏବେ ତାଙ୍କର…
ପାକିସ୍ତାନ ବିପକ୍ଷରେ ଭାରତର ବିଜୟକୁ ନେଇ ଏମିତି ଟୁଇଟ୍ କଲେ ସଲମାନ
ଚଳିତ ଆଇସିସି ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଭାରତକୁ ଏହି ବିଜୟ ଆଣି…
Archives


