ମନୋରଞ୍ଜନ

ଯାତ୍ରା: ‘ଗୋଟିଏ ଡୋଳାରେ ସୀତା ଗୋଟିଏ ଡୋଳାରେ ଗଙ୍ଗା’

ଓଡ଼ିଆରେ ଏକ ଅତି ଲୋକପ୍ରିୟ ଶ୍ରୀଜଗନ୍ନାଥ ଭଜନ ରହିଛି, ଯାହାର ପ୍ରଥମ ପଦ ବା ମୁଖୁଡ଼ା ହେଉଛି : ଗୋଟିଏ ଡୋଳାରେ ତା’ର ରାଧା ନାଚୁଛି/ଆଉ ଏକ ଡୋଳେ ତା’ର ମୀରା ବସିଛି। ଏ ଗୀତର ମୁଖୁଡ଼ାଟି ବର୍ତ୍ତମାନର ପ୍ରତିଭାବାନ ଯୁବ…

ଦୀପିକାଙ୍କୁ ପରିଚୟପତ୍ର ମାଗିଲେ ଏୟାରପୋର୍ଟ ସିକ୍ୟୁରିଟି

ମୁମ୍ବାଇ: ବିମାନବନ୍ଦର ପ୍ରବେଶପଥରେ ଜଣେ ନିରାପତ୍ତା କର୍ମଚାରୀ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ଙ୍କୁ ପରିଚୟ ପତ୍ର ଦେଖାଇବାକୁ କହି ଧାର୍ଯ୍ୟ ବିଧି ବ୍ୟବସ୍ଥାର ଅନୁସରଣ କରିଥିବା ପ୍ରମାଣିତ ହୋଇଛି। ଏ ସମ୍ପର୍କିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦୀପିକା…

ଶାହିଦଙ୍କୁ ସଫଳ ଅଭିନେତାର ପରିଚୟ ଦେଲା ‘କବିର ସିଂ’

ମୁମ୍ବାଇ: ଅଭିନେତା ଶାହିଦ କପୁରଙ୍କ ଅଭିନୀତ ‘କବିର ସିଂ’ ରିଲିଜର ପ୍ରଥମ ଦିନରେ ହିଁ ୨୦କୋଟି ଟଙ୍କା ଅର୍ଜନ କରିପାରିଛି। ଏହାଦ୍ୱାରା ଶାହିଦ କପୁର ନିଜ କ୍ୟାରିୟରରେ ସବୁଠୁ ବଡ଼ ସଫଳତା ଅର୍ଜନ କରିପାରିଛନ୍ତି। ଫିଲ୍ମ ନିର୍ମାତାଙ୍କ କହିବାନୁଯାୟୀ, କବିର ସିଂ…

ମୁହଁ ଲୁଚାଇ ସାରାଙ୍କ ହାତ ଧରି ବୁଲୁଛନ୍ତି କାର୍ତ୍ତିକ, ଫଟୋ ଭାଇରାଲ

ମୁମ୍ବାଇ: ସୈଫ ଲଳନା ସାରା ଅଲ୍ଲି ଖାନ୍‌ ‘କଫି ଉଇଥ୍‌ କରନ୍‌’ ଶୋ’ରେ କାର୍ତ୍ତିକ ଆର୍ୟନଙ୍କୁ ନେଇ ନିଜର ମନକଥା କହିବା ଦିନଠାରୁ ଚର୍ଚ୍ଚାରେ ରହିଆସୁଛନ୍ତି। ଏବେ ଉଭୟ ‘ଲଭ ଆଜ କଲ-୨’ର ଶୁଟିଂରେ ବ୍ୟସ୍ତ। ମାତ୍ର କିଛି ସମୟ ପାଇଲେ…

ଶୁଟିଂ ସେଟ୍‌ରେ ଆହତ ହୋଇଛନ୍ତି ଏହିସବୁ ଅଭିନେତା

ଫିଲ୍ମ ଶୁଟିଂ ସମୟରେ ବଲିଉଡ୍‌ର ଅଭିନେତାମାନେ ଥରେ ନୁହେଁ ବହୁବାର ଆହତ ହୋଇଛନ୍ତି। ତଥାପି ଫିଲ୍ମ ହିଟ୍‌ ହୋଇଛି। ଜାଣନ୍ତୁ କେଉଁ ଅଭିନେତାମାନେ ଶୁଟିଂ ସେଟ୍‌ରେ ଆହତ ହୋଇଥିଲେ। ଅମିତାଭ ବଚ୍ଚନ : ୧୯୮୩ ମସିହାରେ ଫିଲ୍ମ ‘କୁଲି’ର ଶୁଟିଂ ସମୟରେ…

‘ବିଗ୍‌ ବସ୍‌-୧୩’ରେ ହୋଷ୍ଟ ପାଇଁ ସଲମାନ୍‌ ନେବେ ୪୦୩ କୋଟି

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌’ ସିଜିନ୍‌ ୧୩କୁ ନେଇ ବିଗତ କିଛି ଦିନ ହେବ ଭିନ୍ନ ଭିନ୍ନ ଖବର ଶୁଣିବାକୁ ମିଳୁଛି। କେତେବେଳେ ଶୋ’ର ପ୍ରତିଯୋଗୀଙ୍କୁ ନେଇ ତ ଆଉ କେତେବେଳେ ସ୍ଥାନ ଓ ବିଷୟବସ୍ତୁକୁ ନେଇ।…

ଚିଡ଼ିଆଖାନାରେ ଜନ୍ମଦିନ ପାଳିଲେ କାଜଲ ଅଗ୍ରଓ୍ବାଲ, ଭାଇରାଲ ହେଉଛି ସିମ୍ପାଞ୍ଜି ସହ ଉଠାଇଥିବା ଫଟୋ

ମୁମ୍ବାଇ: ବଲିଉଡ ଏବଂ ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ୧୯ ଜୁନ୍‌ରେ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ କିଛି ଫଟୋ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହା ଏବେ ଭାଇରାଲ ହେବାରେ…

ଅମରେଶ ପୁରୀଙ୍କ ଜନ୍ମଦିନରେ ଗୁଗଲ୍‌ର ଡୁଡୁଲ: ଡିଡିଏଲ୍‌ଜେ ଲୁକ୍‌କୁ ନେଇ ଅଭିନେତାଙ୍କୁ ଜଣାଇଲା ସମ୍ମାନ

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତା ଅମରେଶ ପୁରୀଙ୍କୁ ସମ୍ମାନ ଜଣାଇଛି ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ। ଅମରେଶଙ୍କ ଅଭିନୀତ ‘ଦିଲ୍‌ଓ୍ବାଲେ ଦୁଲ୍‌ହନିଆ ଲେ ଜାଏଙ୍ଗେ’ ଲୁକ୍‌କୁ ନେଇ ଡୁଡୁଲ କରିଛି ଗୁଗଲ। ଫିଲ୍ମରେ ଅମରେଶ କାଜୋଲଙ୍କ ବାପା ଚୌଧୁରୀ ବଳଦେବ ସିଂହଙ୍କ ଭୂମିକାରେ…

ନୂଆ ଲୁକ୍‌ରେ ନଜର ଆସିବେ କରୀନା – ଅମୀର

ଫିଲ୍ମଜଗତର ମିଷ୍ଟର ପରଫେକ୍ସନିଷ୍ଟ କୁହାଯାଉଥିବା ଅମୀର ଖାନ୍‌ ପ୍ରତିବର୍ଷ କିଛି ନା କିଛି ଫିଲ୍ମ କରୁଛନ୍ତି। ଚଳିତବର୍ଷ ମଧ୍ୟ ଏକ ଫିଲ୍ମର ପ୍ରଯୋଜନା କରିବାକୁ ଯାଉଛନ୍ତି। ଯାହାର ନାଁ ‘ଲାଲ୍‌ ସିଂ ଚଢ଼ା’। ଯାହା ଏକ ଆମେରିକାନ୍‌ ଫିଲ୍ମର ରିମେକ୍‌। ହଲିଉଡ…

ରିଲେସନଶିପ୍‌ରେ ରହିବାକୁ ଚାହୁଁଛନ୍ତି କିୟାରା!

ମୁମ୍ବାଇ: କବିର ସିଂ ଫେମ୍‌ କିୟାରା ଆଡଭାନୀଙ୍କ ପ୍ରଥମ ସୋଲୋ ଫିଲ୍ମ ବକ୍ସ ଅଫିସରେ ଜବରଦସ୍ତ ଓପନିଂ କରିଛି। କିଛିଦିନ ତଳେ କିୟାରା ରୋମ୍‌ ଜେଣ୍ଡର ରିଲେସନଶିପ(ସମଲିଙ୍ଗି ସମ୍ପର୍କ)କୁ ନେଇ ତାଙ୍କର ମତ ରଖିଥିଲେ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।…

୧୫ ବର୍ଷର କ୍ୟାରିୟର ଭିତରେ ପ୍ରଥମ ଥର ମହାନାୟକଙ୍କ ସହ କାମ କରିବେ ଇମ୍ରାନ୍‌: ଆସିଲା ଫାଷ୍ଟ ଲୁକ୍‌

ମୁମ୍ବାଇ: କିସିଂ ବୟ ଇମ୍ରାନ ହାସ୍‌ମି ପ୍ରଥମ ଥର ଲାଗି ନିଜ କ୍ୟାରିୟରରେ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ସହ କାମ କରିବାକୁ ଯାଉଛନ୍ତି। ଫିଲ୍ମ ‘ଚେହରେ’ରେ ସେ ଅମିତାଙ୍କ ସହ କାମ କରିବେ। କିସିଂ ବୟ କିଛି ବର୍ଷ ହେବ…

ରିୟାଙ୍କ ପ୍ରେମରେ ଉବୁଟୁବୁ ସୁଶାନ୍ତ, ହେଲେ କହୁଛନ୍ତି ‘ସେ ମୋର ଭଲ ବନ୍ଧୁ’

ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନନ୍‌ଙ୍କ ସହ ବ୍ରେକ୍‌ଅପ୍‌ ପରେ ଅଭିନେତା ସୁଶାନ୍ତ ସିଂହ ରାଜପୁତ କୁଆଡ଼େ ରିୟା ଚକ୍ରବର୍ତ୍ତୀଙ୍କ ପ୍ରେମରେ ପଡ଼ିଛନ୍ତି। କଥାଟିକୁ ଉଭୟ ସ୍ପଷ୍ଟ କରି ନ ଥିଲେ ସୁଦ୍ଧା ଦୁହେଁ ଏକାଠି ଅଧିକ ସମୟ ବିତାଉଛନ୍ତି। ଅନେକ କାର୍ଯ୍ୟକ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri