ଲାଲ୍ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ
ମୁମ୍ବାଇ: ବଲିଉଡ୍ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍ କାହାଠାରୁ କମ୍ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ ଦର୍ଶକ ପସନ୍ଦ କରିବା ପରେ ଏବେ ତାଙ୍କ ଆଗରେ ନିର୍ମାତାଙ୍କ ଲମ୍ବା ଲାଇନ୍। ଗୋଟିଏ…
ହୋସ୍ ଉଡାଇଲେ ସୋନମ
ମୁମ୍ବାଇ: ବଲିଉଡ୍ ଫ୍ୟାଶନ୍ କୁଇନ୍ ଯେତେବେଳେ ବି ସ୍ପଷ୍ଟ ହୁଅନ୍ତି ସେତେବେଳେ ସେ ଏକ ଭିନ୍ନ ଅନ୍ଦାରେ ଦୃଶ୍ୟମାନ ହୁଅନ୍ତି। ସୋସିଆଲ ମିଡିଆରେ ଆକ୍ଟିଭ ଥିବା ସୋନମ୍ ବେଳେବେଳେ ଏମିତି କିଛି ଫଟୋ ଶେୟାର କରନ୍ତି ଯାହାକୁ ଦେଖି ଫିଦା ହୁଅନ୍ତି…
ଭଲ ବ୍ୟବସାୟ କରୁଛି ଭାଇଜାନ୍ଙ୍କ ‘ଭାରତ’, ଖୁବ୍ଶୀଘ୍ର ସାମିଲ ହେବ ୨ଶହ କୋଟି କ୍ଲବରେ
ମୁମ୍ବାଇ: ଇଦ୍ରେ ପରଦାକୁ ଆସିଥିବା ସଲ୍ମାନ-କଟ୍ରିନା ଅଭୀନିତ ‘ଭାରତ’କୁ ଦର୍ଶକଙ୍କ ଭରପୂର ଭଲପାଇବା ମିଳୁଛି। ଏହାର ପ୍ରମାଣ ହେଉଛି ଫିଲ୍ମର ବ୍ୟବସାୟ। ରିଲିଜ୍ର ପ୍ରଥମ ସପ୍ତାହରେ ଏହା ଶହେ କୋଟିରୁ ଅଧିକ ରୋଜଗାର କରିଥିବା ବେଳେ ଧୀରେ ଧୀରେ ଏହା ଦୁଇଶହ…
ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍ଚିଟ୍
ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ। ଫଳରେ ସେ ଦୋଷମୁକ୍ତ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ମୁମ୍ବାଇ ଓସିୱାରା ବୋଲିସ ଷ୍ଟେଶନରେ…
ରିଲିଜ୍ ହେଲା ‘ସାହୋ’ର ଟିଜର: ଦେଖିବାକୁ ମିଳୁଛି ପ୍ରଭାସଙ୍କ ଆକ୍ସନ ସହ ରୋମାନ୍ସ
ମୁମ୍ବାଇ: ରିଲିଜ୍ ହୋଇଛି ବହୁ ପ୍ରତୀକ୍ଷିତ ଫିଲ୍ମ ‘ସାହୋ’ର ଟିଜର। ଏଥିରେ ରୋମାନ୍ସ ସହ ଭରପୂର ଆକ୍ସନ ଦେଖିବାକୁ ମିଳୁଛି। ସୁପରଷ୍ଟାର ପ୍ରଭାସ ଓ ଶ୍ରଦ୍ଧା କପୁର ଏଥିରେ ଅଭିନୟ କରିଛନ୍ତି। ତେବେ ଟିଜରକୁ ଦେଖିବା ପରେ ଦର୍ଶକଙ୍କ ମନରେ ଫିଲ୍ମକୁ…
ଦବଙ୍ଗ-୩ରେ ଆଇଟମ୍ ନଂ କରିବେ ଏହି ଅଭିନେତ୍ରୀ
‘ଭାରତ’ ବକ୍ସ ଅଫିସରେ ଧୂମ୍ ମଚାଇବା ପରେ ସୁପରଷ୍ଟାର ସଲମାନ ଖାନ୍ ଦବଙ୍ଗ-୩ ପାଇଁ ଶୁଟିଂ ଆରମ୍ଭ କରିଦେଇଛନ୍ତି। ତେବେ ଏହି ଫିଲ୍ମରେ ଆଇଟମ୍ ନଂରେ କିଏ କରିବ ତାକୁ ନେଇ ଯେଉଁ ଚର୍ଚ୍ଚା ଜୋର ଧରିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି।…
ଅଭିନୟ ଅପେକ୍ଷା ରିଲେଶନସିପକୁ ନେଇ ଚର୍ଚ୍ଚାରେ ରୁହନ୍ତି ଦିଶା
ମୁମ୍ବାଇ: ବଲିଉଡ୍ର ନବାଗତା ନାୟିକା ଦିଶାା ପାଟନୀ ୨୭ ବର୍ଷରେ ପଦାର୍ପଣ କରିଛନ୍ତି। ପ୍ରଥମେ ତେଲଗୁ ଫିଲ୍ମରୁ ଅଭିନୟ ଆରମ୍ଭ କରିଥିବା ଦିଶା ଏବେ ବଲିଉଡ୍ରେ ବେଶ୍ ଆକ୍ଟିଭ। ହେଲେ ସେ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ନୁହେଁ ତା’ଠାରୁ…
ଏଥର ରଜରେ..
ଚଳିତବର୍ଷ ରଜରେ ଦୁଇଟି ସିନେମା-‘ତୁ ମୋ ଲଭ୍ ଷ୍ଟୋରି-୨’ ଏବଂ ‘ଗୋଲମାଲ୍ ଲଭ୍’ ପରଦା ଉପରକୁ ଆସୁଛି। ଖାସ୍ କଥା ହେଲା ଏହି ଫିଲ୍ମଦ୍ୱୟ ଗୋଟିଏ ବ୍ୟାନର (ତରଙ୍ଗ ସିନେ ପ୍ରଡକ୍ସନ)ରେ ନିର୍ମିତ ହୋଇଛି। ତାପସ ସରଘରିଆଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ‘ତୁ…
ପୁଣି ବାଜିବ ଆଶୁତୋଷଙ୍କ ସାହାନାଇ
ଥରେ ମନେ ପକାନ୍ତୁ ନା ଗୌରୀ ଗଣନାଟ୍ୟ ପରିବେଷିତ ଅପେରା ନାଟକ ‘ବାଜିବ ଲୋ ସାହାନାଇ’କୁ। ସେହି ସମୟରେ ଆଶୁତୋଷ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏହି ନାଟକଟି ଯାତ୍ରାପ୍ରେମୀଙ୍କୁ ଫୁଲ୍ ଏଣ୍ଟରଟେନମେଣ୍ଟ କରିଥିଲା। ହେଲେ ଏବେ ଆଶୁତୋଷଙ୍କ ସାହାନାଇ ପୁଣି ଥରେ ବାଜିବାକୁ…
ଛୋଟ ବେଳୁ ମଡେଲିଂ ପ୍ରୀତି: ଇଚ୍ଛା ଦେଇଛି ସଫଳତା
ଇଚ୍ଛା ଥିଲେ ଉପାୟ ଆପେ ଆପେ ମିଳିଥାଏ। ଛୋଟ ବେଳୁ ମଡେଲ ଓ ଗ୍ଲାମର ଦୁନିଆରେ ନିଜ ପରିଚୟ ସୃଷ୍ଟି କରିବାର ଇଚ୍ଛା ଆଜି ତାଙ୍କୁ ଆଣି ଦେଇଛି ସଫଳତା। ମାତ୍ର ୧୫ ବର୍ଷ ବୟସରେ ଇଷ୍ଟଜୋନ୍ସ୍ତରରେ ଅନୁଷ୍ଠିତ ହୋଇଥିବା ‘ମିସ୍…
ନବୀନ..ନବୀନ ଗୀତ ୬ଥର: ଶୁଣିଥିଲେ ମୁଖ୍ୟମନ୍ତ୍ରୀ
ବହୁ ଲୋକ ଦୁଃଖ ଗୀତକୁ ପସନ୍ଦ କରନ୍ତି। ଏଣୁ ଯୁବ ସଙ୍ଗୀତ ନିର୍ଦ୍ଦେଶକ ଦେବାଶିଷ ମଲ୍ଲିକ(ଜାପାନୀ)ଙ୍କ ପାଇଁ ଦୁଃଖ ଗୀତଗୁଡ଼ିକ ହିଁ ଆଶୀର୍ବାଦ ହୋଇ ଆସିଲା। କିଛି ମାସ ତଳେ ଯାଜପୁରରେ ଏକ କାର୍ଯ୍ୟକ୍ରମରେ ତାଙ୍କୁ ଅତିଥି ଭାବେ ଯୋଗଦେବାକୁ ନିମନ୍ତ୍ରଣ…
‘୮୩’ରେ ଦୀପିକା ପାଦୁକୋନ
ମୁମ୍ବାଇ : ଚଳଚ୍ଚିତ୍ର ‘୮୩’ରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ନିଆଯାଇଛି। କ୍ରୀଡ଼ାଭିତ୍ତିକ ଏହି ଚଳଚ୍ଚିତ୍ରରେ ସେ ସ୍ବାମୀ ରଣବୀର ସିଂଙ୍କ ସହ ଅଭିନୟ କରିବେ। ଦୀପିକା ଏହି ଚଳଚ୍ଚିତ୍ରରେ ରୋମୀ ଦେବଙ୍କ ଭୂମିକାରେ ଅଭିନୟ କରୁଥିବାବେଳେ ରଣବୀର କ୍ରିକେଟର କପିଳଦେବଙ୍କ…
Archives


